Home Left

ଦିନକରେ କରୋନା ନେଲା ୬୬ ଜୀବନ

ଭୁବନେଶ୍ୱର,୩୦।୭(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୬୬ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୫,୮୩୪ ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା…

ଗ୍ରାହକ କୈନ୍ଦ୍ରିକ ପଦକ୍ଷେପରୁ ମିଳିଛି ସ୍ବତନ୍ତ୍ରତା

ଓଡ଼ିଶା ବଜାରକୁ ନେଇ କ’ଣ କହିବେ? ଭାରତରେ କମ୍ପାନୀ ଯେଉଁ କେତୋଟି ରାଜ୍ୟକୁ ତା’ର ଅଗ୍ରଣୀ ବ୍ୟବସାୟ କ୍ଷେତ୍ର ଭାବେ ମନୋନୀତ କରିଛି, ସେଥିମଧ୍ୟରୁ ଓଡ଼ିଶା ହେଉଛି ଅନ୍ୟତମ। ରାଜ୍ୟର ପ୍ରମୁଖ କୃଷି ଅଞ୍ଚଳ ବରଗଡ଼ ଓ ସୋନପୁର ଆମ ପାଇଁ…

ବିଶାଳ ଦେବ ଅର୍ଥ ସଚିବ

ଭୁବନେଶ୍ୱର,୩୦।୭ (ବ୍ୟୁରୋ): ରାଜ୍ୟ ସରକାର ବରିଷ୍ଠ ଆଇଏଏସ୍‌ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ଗୁରୁବାର ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ୧୯୯୬ ବ୍ୟାଚ୍‌ ଆଇଏଏସ୍‌ ଅଫିସର ବିଶାଳ…

‘ଓ୍ବାନ୍‌ ନେଶନ୍‌, ଓ୍ବାନ୍‌ ରାଶନ’

ଭୁବନେଶ୍ୱର,୩୦।୭(ବ୍ୟୁରୋ): ଓଡ଼ିଶାର ସବୁ ଜିଲାରେ ଗୁରୁବାରଠାରୁ ଓ୍ବାନ୍‌ ନେଶନ୍‌, ଓ୍ବାନ୍‌ ରାଶନ (ଗୋଟିଏ ଦେଶ, ଗୋଟିଏ ରାଶନ) କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହାଦ୍ବାରା ରାଜ୍ୟ ବାହାରର ଲୋକ ଓଡ଼ିଶାରେ ଏବଂ ଓଡ଼ିଶା ଲୋକ ରାଜ୍ୟ ବାହାରେ ନିଜ ପସନ୍ଦର ଦୋକାନରୁ ରାଶନ…

ରାଜଧାନୀରେ ଥମୁନି ଡେଙ୍ଗୁ

ଭୁବନେଶ୍ୱର,୩୦।୭(ବ୍ୟୁରୋ): କରୋନା ପରେ ଏବେ ଡେଙ୍ଗୁ ସଂକ୍ରମଣରେ ଅତିଷ୍ଠ ହେଲେଣି ରାଜଧାନୀବାସୀ। ଜ୍ୱର ହେବାମାତ୍ରେ ଭୟ ଘାରୁଛି। କେଉଁ ଜ୍ୱର ଡେଙ୍ଗୁର ଲକ୍ଷଣ ତାହାକୁ ନେଇ ଦ୍ୱନ୍ଦ୍ୱରେ ପଡୁଛନ୍ତି ସାଧାରଣ ଲୋକେ। ଡେଙ୍ଗୁ ଦମନରେ ପ୍ରଥମରୁ ଅବହେଳା ଯୋଗୁ ସହରରେ ସ୍ଥିତି…

ଅଗଷ୍ଟ ୨୩ରୁ ଏକକ ପିଜି ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର, ୩୦।୭(ବ୍ୟୁରୋ): ଆସନ୍ତା ଅଗଷ୍ଟ ୨୩ରୁ ଆରମ୍ଭ ହେବ ଏକକ ପିଜି ପରୀକ୍ଷା। ଏନେଇ ଗୁରୁବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଉକ୍ତ ବିଜ୍ଞପ୍ତି ଅନୁସାରେ, ନାମଲେଖା ପାଇଁ ଆଶାୟୀ ଛାତ୍ରୀଛାତ୍ରମାନେ ଅଗଷ୍ଟ ୨ରୁ ୧୪ ତାରିଖ ରାତି…

ରାଜ୍ୟରେ ୧,୫୫୮ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩୦।୭(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୧,୫୫୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୯୦୪ ଜଣ କ୍ୱାରାଣ୍ଟାଇନ୍‌ ଥିଲେ। ବାକି ୬୫୪ଟି…

ନଦୀରେ ଭାସୁଛି ହଜାର ହଜାର ସଂଖ୍ୟାରେ ଅଣ୍ଡା, ଆଣିବା ପାଇଁ ପାଣିକୁ ଡେଇଁଲେ ଲୋକେ

ଲକ୍ଷ୍ନୌ,୩୦ା୭: ଉତ୍ତରପ୍ରଦେଶର ହରଦୋଇ ଜିଲା ଶାରଦା ସହରରେ ଏକ କୌତୂହଳପୂର୍ଣ୍ଣ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀରେ କିଛି ଧଳା ଜିନିଷ ଭାସୁଥିବାର ଲୋକେ ଦେଖିଥିଲେ। ପରେ ପାଖରେ ଯାଇ ଦେଖିବାରୁ ଏହା କୁକୁଡ଼ା ଅଣ୍ଡା ବୋଲି ଜଣାପଡ଼ିଥିଲା। ଏହି ଖବର ଗାଁରେ…

ଶ୍ରୀଲଙ୍କା ବିପକ୍ଷରେ ଏକ ଲଜ୍ଜାଜନକ ରେକର୍ଡ କଲା ଭାରତ

କଲମ୍ବୋ,୩୦।୭: ଶ୍ରୀଲଙ୍କା ବିପକ୍ଷ ତୃତୀୟ ଟି -୨୦ ମ୍ୟାଚରେ ଭାରତୀୟ ଦଳ ଏକ ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛି। ଏହି ମ୍ୟାଚ୍‌ରେ ଶ୍ରୀଲଙ୍କା ଟିମ ଇଣ୍ଡିଆକୁ ୮ ଉଇକେଟ ହରାଇ ମାତ୍ର ୮୧ ସ୍କୋରରେ ସୀମିତ ରଖିଥିଲା। ଶ୍ରୀଲଙ୍କା ବିପକ୍ଷ ଟି…

୫ ଆଞ୍ଚଳିକ ଭାଷାରେ ଉଚ୍ଚଶିକ୍ଷା

ନୂଆଦିଲ୍ଲୀ, ୩୦।୭(ପି.ଟି.):ରାଷ୍ଟ୍ର ନିର୍ମାଣ ମହାଯଜ୍ଞରେ ନୂତନ ଜାତୀୟ ଶିକ୍ଷାନୀତି (ଏନ୍‌ଇପି) ଏକ ବଡ଼ ଫ୍ୟାକ୍ଟର। ଭାରତର ସ୍ବର୍ଣ୍ଣିମ ଭବିଷ୍ୟତ ଗଠନରେ ଏହାର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିବ ବୋଲି ଏନ୍‌ଇପିର ପ୍ରଥମ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଉଦ୍‌ବୋଧନ…

୧୬ କୋଟିର କଳାକୃତି ଫେରାଇବ ଅଷ୍ଟ୍ରେଲିଆ

ନୂଆଦିଲ୍ଲୀ, ୩୦ା୭: ଅଷ୍ଟ୍ରେଲିଆର ନ୍ୟାଶନାଲ ଗ୍ୟାଲେରି ଚୋରି ହୋଇଥିବା ତଥା ବେଆଇନ ଭାବେ ଚାଲାଣ ହୋଇଥିବା କଳାକୃତି ଭାରତକୁ ଫେରାଇବ। ସେଥିମଧ୍ୟରେ ଅନେକ ଚିତ୍ର ଓ ମୂର୍ତ୍ତି ରହିଥିବାବେଳେ କେତେକ ଦ୍ୱାଦଶ ଶତାବ୍ଦୀର ଏବଂ ଏହାର ମୂଲ୍ୟ ପ୍ରାୟ ୧୬.୩୪ କୋଟି…

ନୀତି ଆୟୋଗ ଏସ୍‌ଡିଜି ରିପୋର୍ଟ: ବିହାର ସବୁଠୁ ପଛୁଆ

ନୂଆଦିଲ୍ଲୀ, ୩୦।୭:କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶିତ ରିପୋର୍ଟ ଅନୁଯାୟୀ ବିହାର ଦେଶର ସବୁଠୁ ପଛୁଆ ରାଜ୍ୟ। ନୀତୀଶ କୁମାର ସରକାରରେ ଭାଜପା ସହଯୋଗୀ ଦଳ ରହିଥିବାବେଳେ ପାର୍ଲାମେଣ୍ଟରେ ସରକାରଙ୍କ ଏଭଳି ରିପୋର୍ଟକୁ ନେଇ ନୂଆ ରାଜନୈତିକ ବିବାଦ ସୃଷ୍ଟି ହୋଇଛି। ଜେଡିୟୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri