ପ୍ରତିପକ୍ଷଙ୍କୁ ଜବାବ ତଲବ
କଟକ ଅଫିସ,୧୧।୧୨: ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ବିବାଦ ସମ୍ପର୍କିତ ମାମଲାର ଶୁଣାଣି ଶୁକ୍ରବାର ହାଇକୋର୍ଟରେ ହୋଇଥିଲା। ଆସନ୍ତା ୧୩ ସୁଦ୍ଧା ଜବାବ ତଲବ ପାଇଁ ଅରିନ୍ଦମ ସିହ୍ନାଙ୍କୁ ନେଇ ଗଠିତ ଖଣ୍ଡପୀଠ ସମସ୍ତ ପ୍ରତିପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୧୩ ତାରିଖରେ…
ବିଧାନସଭା ଅଧାରୁ ବନ୍ଦ
ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ବିଧାନସଭାର ଶୀତ ଅଧିବେଶନ ଅଧାରୁ ବନ୍ଦ ହୋଇଛି। ଲଗାତର ଗୃହ ଅଚଳ ହେବା ପରେ ଶୁକ୍ରବାର ବିଧାନସଭାକୁ ଅନିର୍ଦ୍ଦିଷ୍ଟ କାଳ ଲାଗି ମୁଲତବୀ କରାଯାଇଛି। ଶୁକ୍ରବାର ଅପରାହ୍ନରେ ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ବିଧାନସଭା ଅଧିବେଶନକୁ ବନ୍ଦ…
ବୋହିନେଲେ ଲୁହାପଥର
ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ଖଣି ରାଜସ୍ବରେ ବ୍ୟାପକ ହେରଫେର ଓ ଅନିୟମିତତା ହୋଇଛି। ଲିଜ୍ଧାରୀ ଅନୁମୋଦିତ ପରିମାଣଠାରୁ ଅଧିକ ପରିମାଣର ଲୁହାପଥର ଉତ୍ତୋଳନ କରିଥିଲେ ମଧ୍ୟ ଖଣି ଯୁଗ୍ମ ନିର୍ଦ୍ଦେଶକ ସେମାନଙ୍କଠାରୁ ବଳକା ମୂଲ୍ୟ ଆଦାୟ କରିନାହାନ୍ତି। ଫଳରେ ସରକାରଙ୍କୁ ଖଣି ଟିକସ ବାବଦରେ…
‘ଦଳ ଯେଉଁଠି କହିବ ସେଇଠି ଲଢିବି’
ଲକ୍ଷ୍ନୌ,୧୧।୧୨: ସମଗ୍ର ଉତ୍ତରପ୍ରଦେଶ ତାଙ୍କ ନିର୍ବାଚନ ମଣ୍ଡଳୀ ଓ ସେ ଯେକୌଣସି ସ୍ଥାନରୁ ଲଢ଼ିପାରିବେ ବୋଲି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି। ତେବେ ଆଗାମୀ ନିର୍ବାଚନରେ ଲଢ଼ିବେ କି ନାହିଁ ତାହା ଦଳ ନିଷ୍ପତ୍ତି ନେବ ବୋଲି ସେ ସୂଚନା ଦେଇଛନ୍ତି।…
ପର୍ବତ କୁହେ ସଭ୍ୟତାର କାହାଣୀ
ଯାଯାବର ଭାବେ ଜୀବନ ବିତାଉଥିବା ମଣିଷ ସ୍ଥାୟୀ ଭାବେ ବସବାସ କରିଥିଲା। ନିଜ ମନର କଥାକୁ ବିଭିନ୍ନ ସମୟରେ ମଣିଷ ପର୍ବତ ଗୁମ୍ଫାରେ ନାନା ଉପାୟରେ ଲିପିବଦ୍ଧ କରିବାର ପ୍ରୟାସ କରିଥିଲା। ଏହାଦ୍ୱାରା ଭବିଷ୍ୟତ ପିଢ଼ିଙ୍କୁ ମଧ୍ୟ ସହାୟତା ମିଳୁଥିଲା। ବହୁ…
ଡ୍ୟାନ୍ସ ଭିଡିଓ ଶେୟାର କରି ପ୍ରିୟଙ୍କାଙ୍କୁ ଟାର୍ଗେଟ କଲେ ଅମିତ ମାଳବିୟ, ଜନତା ଶେୟାର କଲେ ସିନ୍ଧିଆଙ୍କ ଫଟୋ
ନୂଆଦିଲ୍ଲୀ,୧୧ ।୧୨: ଦେଶର ପ୍ରଥମ ସିଡିଏସ୍ ବିପିନ ରାୱତ ଓ ତାଙ୍କ ପତ୍ନୀ ମଧୁଲିକା ରାୱତଙ୍କ ସମେତ ୧୩ ଜଣଙ୍କର ହେଲିକପ୍ଟର ଦୁର୍ଘଟଣା ଜନିତ ମୃତ୍ୟୁ ପରେ ସାରା ଦେଶରେ ଶୋକର ଛାୟା ଖେଳି ଯାଇଥିଲା । ଶୁକ୍ରବାର ରାୱତ ଦମ୍ପତିଙ୍କ…
ଶେଷ ହେଲା ଶ୍ରୀ କାଶୀ ବିଶ୍ୱନାଥ ଧାମର କାମ: ଲୋକାର୍ପଣ କରିବେ ମୋଦି
ବାରାଣସୀ,୧୧ ।୧୨: ଶ୍ରୀ କାଶୀ ବିଶ୍ୱନାଥ ମନ୍ଦିରର ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହା ପୂର୍ବରୁ ମନ୍ଦିରର ପ୍ରଥମ ପର୍ଯ୍ୟାୟ କାମ ଶେଷ ହୋଇଥିବା ସୂଚନା ମିଳିଛି । ଦୀର୍ଘ ୩୩ ମାସ ପରେ ସେଠାରୁ ମେଶିନକୁ ବାହାରକୁ…
ହରିଦ୍ୱାରରେ ବିସର୍ଜନ ହେବ ସିଡିଏସ୍ ବିପିନ ରାୱତ, ପତ୍ନୀ ମଧୁଲିକାଙ୍କ ଅସ୍ଥି
ନୂଆଦିଲ୍ଲୀ,୧୧ ।୧୨: ଦେଶର ପ୍ରଥମ ସିଡିଏସ୍ ଜେନେରାଲ ବିପିନ ରାୱତ ଓ ତାଙ୍କ ପତ୍ନୀ ମଧୁଲିକା ରାୱତଙ୍କ ଅସ୍ଥି ଶନିବାର ହରିଦ୍ୱାର ଗଙ୍ଗାରେ ବିସର୍ଜନ କରାଯିବ । ସକାଳ ୧୦ଟାରେ ଏହି ଅସ୍ଥି ବିସର୍ଜନ କରାଯିବ ବୋଲି ଜଣାପଡିଛି । ଜିଲାଧିକାରୀ…
ଖୋଲା ସ୍ଥାନରେ ନମାଜ ପାଠକୁ ସହ୍ୟ କରାଯିବ ନାହିଁ
ନୂଆଦିଲ୍ଲୀ,୧୧।୧୨: ଗୁରଗାଓଁରେ ମୁସଲମାନମାନେ ଖୋଲା ସ୍ଥାନରେ ଶୁକ୍ରବାର ନମାଜ ପାଠ କରିବା ଉଚିତ ନୁହେଁ। ଏଭଳି କହିଛନ୍ତି ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଖଟ୍ଟର। ୨୦୧୮ରେ ହିନ୍ଦୁ ସମ୍ପ୍ର୍ରଦାୟ ସହ ବିବାଦ ପରେ ସହରର କିଛି ନିର୍ଦ୍ଦିଷ୍ଟ ସ୍ଥାନରେ ଶୁକ୍ରବାର ନମାଜ ପାଠ…
ବାତ୍ୟା କ୍ଷୟକ୍ଷତି ଆକଳନ କରିବେ କେନ୍ଦ୍ରୀୟ ଟିମ୍
ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ବାତ୍ୟା ‘ଜଓ୍ବାଦ’ କ୍ଷୟକ୍ଷତି ଆକଳନ ପାଇଁ କେନ୍ଦ୍ରୀୟ ଟିମ୍ ଓଡ଼ିଶା ଆସିବ। ସ୍ବରାଷ୍ଟ୍ର ବ୍ୟାପାର ମନ୍ତ୍ରଣାଳୟ ଯୁଗ୍ମ ସଚିବ ସୌରଭ ରାୟଙ୍କ ନେତୃତ୍ୱରେ ଆସୁଥିବା ଏହି ଟିମ୍ ଶନିବାର ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବେ। ୧୨ ଓ ୧୩ ତାରିଖ ୨…
ପ୍ରିୟଙ୍କାଙ୍କ ଗସ୍ତ ଦିନ ଗୋଆ କଂଗ୍ରେସକୁ ଶକ୍ତ ଧକ୍କା
ନୂଆଦିଲ୍ଲୀ,୧୦।୧୨: କଂଗ୍ରେସ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଗୋଆ ଗସ୍ତରେ ଯାଇଥିବା ବେଳେ ବହୁସଂଖ୍ୟାରେ ନେତା ଇସ୍ତଫା ଦେବା ଦଳକୁ ଶକ୍ତ ଧକ୍କା ଦେଇଛି। ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଦଳଗୁଡ଼ିକ ସହ ହେବାକୁ ଥିବା ମେଣ୍ଟକୁନେଇ ଦ୍ୱନ୍ଦ୍ୱ ଦେଖାଦେଇଛି।…
ଡିବିରିରେ ଜଳିଗଲା ସଂସାର
ପାଟଣା,୧୦ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଚାକୁଣ୍ଡାପାଳ ପଞ୍ଚାୟତ ଜଡ଼ିଚାତର ଗାଁ ଉପରସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ଡିବିରିରୁ ନିଆଁ ଲାଗି ବୃଦ୍ଧ ଦମ୍ପତିଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଲାଲମୋହନ ମହାନ୍ତ(୬୨) ଓ ତାଙ୍କ ସ୍ତ୍ରୀ ଲବଙ୍ଗ(୫୫)। ସୂଚନା…

