୪ ହଜାର ପଡ଼ା ହେବ ରାଜସ୍ବ ଗ୍ରାମ
ଭୁବନେଶ୍ୱର, ୨୯ା୭(ବ୍ୟୁରୋ): ରାଜ୍ୟରେ ଥିବା ୪ହଜାର ପଡ଼ା ବା ବସତିକୁ ରାଜସ୍ବ ଗ୍ରାମ ମାନ୍ୟତା ଦେବା ପାଇଁ ଥିବା ଦୀର୍ଘଦିନର ସମସ୍ୟାକୁ ରାଜ୍ୟ ସରକାର ସମାଧାନ କରିଛନ୍ତି। ନୂତନ ଗ୍ରାମ ହେବା ଫଳରେ ଉକ୍ତ ପଡ଼ାଗୁଡ଼ିକ ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ ଯୋଜନା…
କଶ୍ମୀର, ହିମାଚଳରେ ବର୍ଷା ବିତ୍ପାତ: ୨୧ ମୃତ
ଶିମଲା/ଜମ୍ମୁ, ୨୯।୭(ପି.ଟି.): ହିମାଚଳପ୍ରଦେଶ, ଜମ୍ମୁ-କଶ୍ମୀର ଏବଂ ଲଦାଖରେ ପ୍ରବଳ ବର୍ଷା ଯୋଗୁ ବୁଧବାର ୨୧ ଜଣଙ୍କର ମୃତ୍ୟୁ ଘଟିଛି। ଲଗାଣ ବର୍ଷାଜନିତ ବନ୍ୟାରେ ବହୁସଂଖ୍ୟାରେ ଘର ଭାଙ୍ଗିବା ସହ ଫସଲ ଏବଂ ବିଦ୍ୟୁତ୍ ପ୍ଲାଣ୍ଟ କ୍ଷତିଗ୍ରସ୍ତ ହୋଇଛି। କିସ୍ତଓ୍ବାରରେ ବାଦଲଫଟା ବର୍ଷା…
ପ୍ରଶାସନକୁ ସମ୍ଭାଳିବ ଏମିତି
ଯାଜପୁର ଅଫିସ,୨୯ା୭: ଓଡ଼ିଶାରେ ପ୍ରଶାସନକୁ ସମ୍ଭାଳିବାର ଅଭିନବ ଢଙ୍ଗ ଏବେ ପଦାକୁ ଆସିଛି। ବେଦାନ୍ତ କମ୍ପାନୀର ଆଭ୍ୟନ୍ତରୀଣ ଇ-ମେଲ୍ ଯୋଗାଯୋଗରୁ ସ୍ପଷ୍ଟ ବୁଝାପଡ଼ୁଛି ଯେ, ରାଜ୍ୟବ୍ୟାପୀ ଏହି ପଦ୍ଧତିରେ ଘରୋଇ କମ୍ପାନୀମାନେ ବିଭିନ୍ନ ସରକାରୀ ବିଭାଗକୁ ହାତରେ ରଖି ଜନସାଧାରଣଙ୍କୁ ଦମନ…
ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ କରୋନା ନେଲା ୬୫ ଜୀବନ
ଭୁବନେଶ୍ୱର,୨୯।୭(ବ୍ୟୁରୋ): ରାଜ୍ୟରେ ଲଗାତର ଭାବେ ଦୈନିକ ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ହେଲେ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍। ଗୁରୁବାର ରାଜ୍ୟରେ କରୋନାଜନିତ ୬୫ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୫,୭୬୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ…
ପ୍ରେମିକଙ୍କୁ ମନେ ପକାଇ ଆଲିଆ ଚୋରି କଲେ ଏହି ଜିନିଷ
ମୁମ୍ବାଇ: ଆଲିଆ-ରଣବୀରଙ୍କ ପ୍ରେମ ସମ୍ପର୍କ ସମସ୍ତଙ୍କୁ ଜଣା। ବି-ଟାଉନରେ ଏହି ଯୋଡ଼ି ବେଶ୍ ସୁନ୍ଦର। ଆଲିଆ ଏକଥା କେବେ ଖୋଲି କହିନାହାନ୍ତି। ତଥାପି ଉଭୟ ଉଭୟଙ୍କ ପରିବାର ଲୋକଙ୍କ ସହ ସମୟ କାଟନ୍ତି। ଆଲିଆ-ରଣବୀରଙ୍କ ପ୍ରେମସମ୍ପର୍କ ପ୍ରଶଂସକଙ୍କ ହୃଦୟ ଜିତିଥାଏ। ଅଭିନେତା…
କାନ୍ଦିଲେ ଅକ୍ଷୟ କୁମାର
ବଲିଉଡ୍ ଅଭିନେତା ଅଜୟ ଦେବଗନଙ୍କ ଆଗାମୀ ଫିଲ୍ମ ‘ଭୁଜ: ଦି ପ୍ରାଇଡ ଅଫ ଇଣ୍ଡିଆ’ ଖୁବ ଶୀଘ୍ର ମୁକ୍ତିଲାଭ କରିବାକୁ ଯାଉଛି। ଫିଲ୍ମର କାହାଣୀରେ ଭାରତୀୟ ସେନାର ସାହସିକତା ବିଷୟରେ ଦେଖିବାକୁ ମିଳିବ। ଫିଲ୍ମ ରିଲିଜ ହେବା ପୂର୍ବରୁ ଏକ ଭିଡିଓ…
ଦୀପ୍ତିଙ୍କ ସ୍ବପ୍ନ ପୂରଣ କରିବେ ସଚିନ ତେନ୍ଦୁଲକର
ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର ଜଣେ ଯୁବତୀଙ୍କ ସ୍ବପ୍ନ ପୂରଣ କରିବାକୁ ଆଗେଇ ଆସିଛନ୍ତି। ଡାକ୍ତର ହେବାର ସ୍ବପ୍ନ ଦେଖିଥିବା ରତ୍ନାଗିରିର ୧୯ ବର୍ଷ ବୟସ୍କା ଦୀପ୍ତି ବିଶ୍ୱସ୍ବରାୟଙ୍କ ସ୍ବପ୍ନକୁ ପୂରଣ କରିବା ପାଇଁ ସଚିନ ସାହାଯ୍ୟର ହାତ ବଢାଇଛନ୍ତି। ଯଦି…
ବରାବର ସ୍ଥିତିରେ ଟି୨୦ ସିରିଜ୍
କଲମ୍ବୋ ,୨୮।୭: ଭାରତ ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍କୁ ୪ ଉଇକେଟରେ ଜିତି ନେଇଛି ଶ୍ରୀଲଙ୍କା। ମ୍ୟାଚ୍ର ଏଭଳି ଫଳାଫଳ ଯୋଗୁ ୩ ମ୍ୟାଚ୍ ବିଶିଷ୍ଟ ସିରିଜ୍ ଏବେ ୧-୧ର ବରାବର ସ୍ଥିତିକୁ ଆସିଛି। ଟର୍ନିଂ ପିଚ୍ରେ ପ୍ରଥମେ ବ୍ୟାଟିଂ କରିଥିବା…
ଖଟିବାକୁ ଯାଇଥିଲେ ଦାଦନ, ଫେରିଲା ମୃତଦେହ
କୋକସରା୨୮।୭(ଡି.ଏନ୍.ଏ): କାମ ଧନ୍ଧା ନ ପାଇ କର୍ନାଟକକୁ ଦାଦନ ଖଟିବାକୁ ଯାଇ ଜଣେ ଶ୍ରମିକଙ୍କ ସନ୍ଦେହ ଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ସେ ହେଲେ କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ବରାଡଙ୍ଗା ଗାଁର ଗୋବିନ୍ଦ ଚଲାନଙ୍କ ସାନପୁଅ ନିଧି…
ଜାଣିପାରିଲେନି ଖାଇଦେଲେ ବିଷଧର ମାଛ
ପାଟନା,୨୮।୭: ବିଷଧର ମାଛ ଖାଇବା କାରଣରୁ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ଘଟିଛି। ଏଭଳି ଘଟଣା ଘଟିଛି ବିହାରର ଛପ୍ରା ଜିଲାର ଦରିୟାପୁରରେ। ମୃତକ (ବାପା, ପୁଅ ଓ ପୁତୁରା)ମାନେ ରାତିରେ ଶୋଇବା ପୂର୍ବରୁ ମାଛ ତରକାରି ଖାଇଥିଲେ। ଆଉ…
‘ବଚପନ କା ପ୍ୟାର’ର ଗାୟକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
ଜୟପୁର,୨୮।୭: ସୋସିଆଲ ମିଡିଆରେ ଏବେ ଘୁରି ବୁଲୁଛି ‘ବଚପନ କା ପ୍ୟାର’ ଗୀତର ଗାୟକଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲ। ଏ ସମ୍ପର୍କରେ ଟୁଇଟରରେ ଏକ ଭିଡିଓ ଶେୟାର କରି ସୂଚନା ଦେଇଛନ୍ତି ଛତିଶଗଡ଼ ମୁଖ୍ୟମନ୍ତ୍ରୀ। କ୍ୟାପଶନରେ ଲେଖିଛନ୍ତି,…
ସଂକ୍ରମଣର ୫୦% କେରଳରେ
ନୂଆଦିଲ୍ଲୀ, ୨୮।୭: ଭାରତରେ ବୁଧବାର ସକାଳ ସୁଦ୍ଧା ଗୋଟିଏ ଦିନରେ ୪୩,୬୫୪ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହେବା ସହ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩,୧୪,୮୪,୬୦୫ରେ ପହଞ୍ଚତ୍ଛି। ସେହିପରି ୨୪ ଘଣ୍ଟାରେ ୬୪୦ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ…
Archives


