Home Left

୫ ରୁଟ୍‌ରେ ସରକାରୀ ବସ୍‌ ବନ୍ଦ

ରାୟଗଡ଼ା ଅଫିସ,୨୮ା୭: ମାଓବାଦୀଙ୍କ ପିଏଲ୍‌ଜିଏ(ପିପୁଲ୍ସ ଲିବରେଶନ ଗେରିଲା ଆର୍ମି) ସପ୍ତାହ ବୁଧବାରଠାରୁ ଆରମ୍ଭ ହୋଇଛି। ଏହାକୁ ଦୃଷ୍ଟିରେ ରଖି ରାୟଗଡ଼ା ଜିଲା ପୋଲିସ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି। ଯାଞ୍ଚକୁ କଡ଼ାକଡ଼ି କରାଯିବା ସହ ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ ୫ଟି…

ରାହୁଲଙ୍କ ଫୋନକୁ ଟ୍ୟାପ କଲେ କ’ଣ ମିଳିବ

ନୂଆଦିଲ୍ଲୀ,୨୮।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଫୋନକୁ ଟ୍ୟାପ କରିବାର କୌଣସି ଆବଶ୍ୟକତା ନାହିଁ। ପେଗାସସ୍‌ ଉପରେ କେନ୍ଦ୍ର ସରକାରକୁ ଟାର୍ଗେଟ କରୁଥିବା ବରିଷ୍ଠ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଏଭଳି କଡ଼ା ସମାଲୋଚନା କରିଛନ୍ତି ଭାଜପା ପ୍ରବକ୍ତା ସମ୍ବିତ ପାତ୍ର।…

ପୁଅର ଆତ୍ମହତ୍ୟା ପରେ ମିଳିଲା ବାପାଙ୍କ ମୃତଦେହ

ସାରସକଣା, ୨୮।୭(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅନ୍ତର୍ଗତ ସୀମାନ୍ତ ନୂଆସାହି ଗାଁରେ ବାପ ପୁଅଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମଙ୍ଗଳବାର ରାତିରେ ପୁଅ ରାଜୁ ମହାନ୍ତ(୩୨) ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ବେଳେ ବୁଧବାର ସକାଳେ ବାପା ଲାଲମୋହନ…

୩୦ ଯାଏଁ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୮।୭: ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବୁଧବାର ଘନୀଭୂତ ହୋଇଛି। ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ ଦିଗରେ ଗତିକରି ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଏବଂ ବିହାର ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ…

ଏକାଥରେ ପଦାର୍ପଣ କରିବେ ୪ ଖେଳାଳି

କଲମ୍ବୋ,୨୮।୭: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରିବ ଭାରତୀୟ ଦଳ। ଘରୋଇ ଦଳର ଅଧିନାୟକ ଦାସୁନ ଶାନାକା ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ପାଇଁ ୪ ଖେଳାଳି ପଦାର୍ପଣ କରିବାକୁ…

ଅତ୍ୟଧିକ ଗରମ କାରଣରୁ ବଦଳିଲା ଅଲିମ୍ପିକ୍ସ ଟାଇମିଂ

ଟୋକିଓ,୨୮।୭: ଟୋକିଓ ଅଲିମ୍ପିକ୍ସର ଟେନିସ ଇଭେଣ୍ଟ ଗୁରୁବାରଠାରୁ ଅପରାହ୍ନ ୩ଟାରୁ ଆରମ୍ଭ ହେବ। ଅତ୍ୟଧିକ ଖରା ଓ ଗୁଳୁଗୁଳି ଯୋଗୁ ଇଭେଣ୍ଟର ଟାଇମିଂରେ ପରିବର୍ତ୍ତନ କରିବାକୁ କିଛି ଖେଳାଳି ନିବେଦନ କରିଥିଲେ। ଖେଳାଳିଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଅନ୍ତର୍ଜାତୀୟ ଟେନିସ ଫେଡେରେଶନ…

ଚିନ୍ତା ବଢ଼ାଉଛି କରୋନା ସଂକ୍ରମଣ: ଖୁବ୍‌ଶୀଘ୍ର କେରଳ ଯିବ କେନ୍ଦ୍ରୀୟ ଟିମ୍‌

ଥିରୁଭାନ୍ତମପୁରମ,୨୮।୭: ଦେଶରେ କରୋନାର ଦ୍ୱିତୀୟ ଲହର ସଂକ୍ରମଣ ସାମାନ୍ୟ ହ୍ରାସ ପାଉଥିବା ବେଳେ ଏବେ କେରଳ ଚିନ୍ତା ବଢ଼ାଇଛି। ଲଗାତର ରାଜ୍ୟରେ ବଢ଼ୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏକ ଟିମ୍‌କୁ କେରଳ ପଠାଇବାକୁ ଯୋଜନା କରୁଛନ୍ତି। ଖୁବ୍‌ଶୀଘ୍ର କେନ୍ଦ୍ରୀୟ…

ଖସିଲା ରୋହିତଙ୍କ ମାନ୍ୟତା

ଦୁବାଇ,୨୮।୭: ଶ୍ରୀଲଙ୍କା ଓ ଭାରତ ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ପରେ ଆଇସିସି ଖେଳାଳିଙ୍କ ର଼୍ୟାଙ୍କିଙ୍ଗ୍‌ରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଭାରତୀୟ ଅଧିନାୟକ ବିରାଟ କୋହଲି ଓ ବ୍ୟାଟ୍ସମ୍ୟାନ ଲୋକେଶ ରାହୁଲ ଆଇସିସି ଟି୨୦ ବ୍ୟାଟ୍ସମ୍ୟାନଙ୍କ ତାଲିକାରେ ୫ମ ଓ ୬ଷ୍ଠ…

ସାକ୍ଷୀଗୋପାଳ ମନ୍ଦିର, ବକୁଳବନର ଉନ୍ନତିକରଣରେ ଖର୍ଚ୍ଚ ହେବ ୭ କୋଟି

ସାକ୍ଷୀଗୋପାଳ,୨୮।୭(ଡି.ଏନ୍‌.ଏ.): ଐତିହ୍ୟ ପୀଠ ବିକାଶ ଯୋଜନାରେ ଉନ୍ନତିକରଣ ହେବ ପ୍ରସିଦ୍ଧ ସାକ୍ଷୀଗୋପାଳ ମନ୍ଦିର ଏବଂ ଐତିହାସିକ ବକୁଳବନ। ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ ଓ ପୁରୀ ଜିଲାପାଳ ସମର୍ଥ ବର୍ମା ବୁଧବାର ମନ୍ଦିର ଓ ବକୁଳବନ ପରିଦର୍ଶନ କରି ଏହି ସୂଚନା…

ନେଟ୍‌ ବୋଲରଙ୍କୁ ଟିମ୍‌ ଇଣ୍ଡିଆରେ ମିଳିପାରେ ସୁଯୋଗ

କଲମ୍ବୋ,୨୮।୭: ଭାରତୀୟ ଦଳର ଖେଳାଳି କୋଭିଡ୍‌-୧୯ ଭାଇରସରେ ସଂକ୍ରମିତ ହେବା ପରେ ମଧ୍ୟ ଶ୍ରୀଲଙ୍କା ବିପକ୍ଷ ଟି୨୦ ସିରିଜ୍‌ ବାତିଲ ହେବ ନାହିଁ। ସିରିଜ୍‌ର ବଳକା ଦୁଇଟି ମ୍ୟାଚ୍‌ ପାଇଁ ନେଟ୍‌ ବୋଲରଙ୍କୁ ଟିମ୍‌ ଇଣ୍ଡିଆରେ ସାମିଲ କରିବାକୁ ନିଷ୍ପତ୍ତି ନେଇଛି…

କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କୁ ଭେଟିଲେ ମମତା

ନୂଆଦିଲ୍ଲୀ,୨୮।୭: ୫ଦିନିଆ ଦିଲ୍ଲୀ ଗସ୍ତରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଗସ୍ତର ତୃତୀୟ ଦିନରେ ଅର୍ଥାତ୍‌ ବୁଧବାର ଦିଲ୍ଲୀ ଜନପଥ ୧୦ ସ୍ଥିତ ବାସଭବନରେ କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କୁ ମମତା ବାନାର୍ଜୀ ଭେଟିଛନ୍ତି। ଏହି ସମୟରେ କଂଗ୍ରେସ ନେତା ରାହୁଲ…

ମ୍ୟାଚ୍‌ ପୂର୍ବରୁ ମହିଳା ଖେଳାଳିଙ୍କୁ ଶକ୍ତ ଚାପୁଡ଼ା ମାରିଲେ କୋଚ୍‌, ଜାଣନ୍ତୁ କାହିଁକି

ଜର୍ମାନୀର ମହିଳା ଜୁଡୋ ଖେଳାଳି ହଠାତ୍‌ ଏକ ସମସ୍ୟାର ସମ୍ମୁଖୀନ ହୋଇଛନ୍ତି। ଟୋକିଓ ଅଲିମ୍ପିକ୍ସରେ ଫାଇଟ୍‌ ପୂର୍ବରୁ ମାର୍ଟେନା ଟ୍ରାଜଦୋସଙ୍କ ଏକ ଫଟୋ ଏବେ ଖୁବ୍‌ ଭାଇରାଲ ହେଉଛି। ଯେଉଁଥିରେ କୋଚ୍‌ ତାଙ୍କ ଗାଲରେ ଏକ ଶକ୍ତ ଚାପୁଡ଼ା ମାରୁଥିବା ଦେଖିବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri