Home Left

ରାଜଧାନୀରେ କେବେଠୁ ଖୋଲିବ ସ୍କୁଲ: ଅଭିଭାବକ-ଶିକ୍ଷକଙ୍କଠୁଁ ପରାମର୍ଶ ଲୋଡିଲେ ସରକାର

ନୂଆଦିଲ୍ଲୀ, ୨୮।୭: କରୋନା ସଂକ୍ରମଣ ହ୍ରାସ ପାଇବା ପରେ ଅନେକ ରାଜ୍ୟରେ ପୁଣି ଥରେ ସ୍କୁଲ ଓ କଲେଜ ଖୋଲିଛି। ଗୁଜରାଟ, କର୍ନାଟକ, ମଧ୍ୟପ୍ରଦେଶ, ଓଡ଼ିଶା ଓ ପଞ୍ଜାବ ଆଦି ରାଜ୍ୟରେ ସ୍କୁଲ ଖୋଲିଥିବା ବେଳେ ଉତ୍ତରାଖଣ୍ଡ ଓ ବିହାର ସମେତ…

ବନ୍ଧୁକ ଦେଖାଇ ବଟି ଆଦାୟ ଅଭିଯୋଗରେ ଯୁବକ ଗିରଫ

ଦାରିଙ୍ଗବାଡ଼ି,୨୮ା୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଭ୍ରମରବାଡ଼ି ଅଞ୍ଚଳରେ ଜଣେ ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ବଟି ଆଦାୟ କରୁଥିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଏଥିସହ ତାଙ୍କ ଠାରୁ ଏକ ବନ୍ଧୁକ ଜବତ କରାଯାଇଥିବା…

ରାଜଙ୍କୁ ମିଳିଲାନି ଜାମିନ

ମୁମ୍ବାଇ,୨୮।୭: ବଲିଉଡ୍‌ ଅଭିନେତ୍ରୀ ଶିଳ୍ବା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରାଙ୍କ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି। ଅଶ୍ଲୀଳ ଭିଡିଓ ମାମଲାରେ ଗିରଫ ହୋଇଥିବା କୁନ୍ଦ୍ରାଙ୍କ ଜାମିନ ଆବେଦନ ଖାରଜ ହୋଇଛି। ବୁଧବାର ମୁମ୍ବାଇ ଏସ୍‌ପ୍ଲାନେଡ କୋର୍ଟର ମେଟ୍ରୋପଲିଟାନ୍‌ ମାଜିଷ୍ଟ୍ରେଟ୍‌ ସୁଧୀର…

ପୂଜା ରାଣୀ, ଦୀପିକା କୁମାରୀ ପଦକ ଆଶା ବଢାଇଲେ

ଟୋକିଓ,୨୮।୭: ଟୋକିଓ ଅଲିମ୍ପିକ୍ସରେ ଆଜି ଷଷ୍ଠ ଦିନ। ବୁଧବାର ବକ୍ସର ପୂଜା ରାଣୀ ଚମତ୍କାର ଖେଳ ପ୍ରଦର୍ଶନ କରିଥିଲେ। ଅନ୍ତିମ ୧୬ ମୁକାବିଲାରେ ସେ ଆଲଜେରିଆର ଇକରାକ ଚ୍ୟାକ୍‌ ୫-୦ ପରାସ୍ତ କରି କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଥିଲେ। ପଦକ ସୁନିଶ୍ଚିତ…

ବୁଗୁଡ଼ା ବ୍ଲକରେ ୭୦ ପିଲା ଦେବେ ମାଟ୍ରିକ ପରୀକ୍ଷା

ବୁଗୁଡ଼ା,୨୮ା୭(ଡି.ଏନ୍‌.ଏ.): କିଛିଦିନ ତଳେ ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶନରେ ଅସନ୍ତୁଷ୍ଟ ଥିବା ପରୀକ୍ଷାର୍ଥୀ ପୁଣି ପରୀକ୍ଷା ଦେବା ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏହି ମର୍ମରେ ଚଳିତ ମାସ ୧ ତାରିଖରୁ ୧୫…

୧୩ ମାସରେ ୩ଥର ଆକ୍ରାନ୍ତ ହେଲେଣି ଏହି ମହିଳା ଡାକ୍ତର

ମୁମ୍ବାଇ,୨୮।୭: ମହାରାଷ୍ଟ୍ରର ମୁମ୍ବାଇରେ କରୋନା ପ୍ରକୋପ ଜାରି ରହିଛି। ପ୍ରତ୍ୟେକ ଦିନ ହଜାର ହଜାର ସଂଖ୍ୟାରେ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଇତିମଧ୍ୟରେ ମୁମ୍ବାଇରେ ରହୁଥିବା ୨୬ବର୍ଷୀୟ ଡାକ୍ତର ଗତ ୧୩ ମାସ ମଧ୍ୟରେ ୩ଥର କରୋନାରେ ଆକ୍ରାନ୍ତ ହୋଇସାରିଛନ୍ତି। ଆଉ…

ଆମେରିକାରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୬୦ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ

ଓ୍ବାଶିଂଟନ୍‌,୨୮।୭: ଆମେରିକାରେ କରୋନା ଭାଇରସ୍‌ ସଂକ୍ରମଣ ବିପଦ ପୁଣି ଥରେ ଘନେଇବାରେ ଲାଗିଛି। କରୋନାର ଡେଲ୍ଟା ଭାରିଆଣ୍ଟ ତୀବ୍ରଗତିରେ ବ୍ୟାପୁଥିବା ବେଳେ ବହୁ ସଂଖ୍ୟକ ଲୋକ ଆକ୍ରାନ୍ତ ହେଉଛନ୍ତି। ଆମେରିକାରେ ଗୋଟିଏ ଦିନରେ ୬୦ହଜାରରୁ ଊର୍ଦ୍ଧ୍ୱ ନୂଆ ମାମଲା ଚିହ୍ନଟ ହୋଇଛି।…

ଘର ଅଗଣାରେ ଖୋଳୁଥିଲେ କୂଅ, ଏଥିରୁ ଯାହା ମିଳିଲା ରାତାରାତି କୋଟିପତି ପାଲଟିଲେ ଏହି ବ୍ୟକ୍ତି

କୁହାଯାଏ, ଭାଗ୍ୟ କେତେବେଳେ ବଦଳିଯିବ ତା’ର କିଛି ଠିକଣା ନାହିଁ। ଏମିତି ହୋଇଛି କଲମ୍ବୋରେ ରହୁଥିବା ଜଣେ ବ୍ୟକ୍ତିଙ୍କ କ୍ଷେତ୍ରରେ। ଘର ଅଗଣାରେ କୂଅ ଖୋଳୁଥିବା ବେଳେ ତାଙ୍କୁ ଏକ ବିରାଟକାୟ ନିଲମ ପଥର ମିଳିଛି। ଫଳରେ ତାଙ୍କ ଭାଗ୍ୟ ବଦଳିଯାଇଛି।…

‘ବଚପନ୍‌ କା ପ୍ୟାର୍‌..’ ଗାଇ ସମସ୍ତଙ୍କ ହୃଦୟ ଜିତିଥିଲେ ଏହି କୁନି ଗାୟକ: ଏବେ ବାଦ୍‌ଶାହଙ୍କଠାରୁ ଆରମ୍ଭ କରି ମୁଖ୍ୟମନ୍ତ୍ରୀ ବି ହୋଇଗଲେ ଫ୍ୟାନ୍‌…

ନୂଆଦିଲ୍ଲୀ: ସ୍କୁଲ ପୋଷାକ ପିନ୍ଧି ପ୍ରେମ ଗୀତଟିଏ ଗାଇଦେଲେ। ପରେ ତାହା ସୋସିଆଲ ମିଡିଆରେ ଏତେ ଭାଇରାଲ ହୋଇଗଲା ଯେ ଏବେ ସେ ସବୁଆଡେ ଚର୍ଚ୍ଚାରେ। ଆମେ କଥା ହେଉଛୁ କୁନି ଗାୟକ ସହଦେବଙ୍କ କଥା। ଛତିଶଗଡ଼ରେ ରହୁଥିବା ଏହି କୁନି…

ଅଯୋଧ୍ୟାରେ ମର୍ମନ୍ତୁଦ ଦୁର୍ଘଟଣା: ଶୋକ ପ୍ରକାଶ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ଲକ୍ଷ୍ନୌ,୨୮।୭: ଉତ୍ତରପ୍ରଦେଶ ବାରାବଙ୍କି ଜିଲାର ରାମ ସନେହି ଘାଟ କୋତଓ୍ବାଲି ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୧୮ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୫ରୁ ଊର୍ଦ୍ଧ୍ୱ ଲୋକ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା…

ବିରାଟ-ରୋହିତଙ୍କ ପରେ କେବଳ ଏହି କ୍ରିକେଟର ହେଉଛନ୍ତି ‘କମ୍ପ୍ଲିଟ୍‌ ବ୍ୟାଟ୍ସମ୍ୟାନ୍‌’: ହରଭଜନ

ନୂଆଦିଲ୍ଲୀ,୨୮।୭: ଶ୍ରୀଲଙ୍କା ଗସ୍ତରେ ଅନେକ ଭାରତୀୟ ଖେଳାଳି ଚମତ୍କାର ପ୍ରଦର୍ଶନ କରିଛନ୍ତି। ଏହିପରି ଖେଳାଳି ହେଉଛନ୍ତି ସୂର୍ଯ୍ୟକୁମାର ଯାଦବ। ନିଜର ଏକଦିବସୀୟ ସିରିଜରେ ସୂର୍ଯ୍ୟକୁମାର ୩ ମ୍ୟାଚ୍‌ ଖେଳି ୧୨୪ ରନ୍‌ ସ୍କୋର କରିଥିଲେ। ତାଙ୍କୁ ‘ମ୍ୟାନ୍‌ ଅଫ୍‌ ଦ ସିରିଜ୍‌’…

ପୁଣି ଘୁଞ୍ଚିଲା ବର୍ଷା-ଅନୁଭବଙ୍କ ବିବାଦ ମାମଲାର ଶୁଣାଣି

କଟକ ଅଫିସ,୨୮ା୭: ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଓ ତାଙ୍କ ସ୍ତ୍ରୀ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦର ସମାଧାନ ହୋଇପାରୁନି। ତାରିଖ ପରେ ତାରିଖ ଗଡ଼ି ଚାଲିଛି। ମାତ୍ର କୌଣସି ନିଷ୍କର୍ସ ବାହାରିପାରୁନି। ଗୋଟିଏ ପଟେ ଅନୁଭବ ବର୍ଷାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri