Home Left

୧୪ ଦିନିଆ ନ୍ୟାୟିକ ହେପାଜତରେ ରାଜ୍‌ କୁନ୍ଦ୍ରା…

ମୁମ୍ବାଇ,୨୭।୭: ଅଶ୍ଳୀଳ ଫିଲ୍ମ ର୍ନିମାଣ ଏବଂ କିଛି ଆପ ମାଧ୍ୟମରେ ଏହାର ପ୍ରସାରଣ ଅଭିଯୋଗରେ ଗିରଫ ହୋଇଥିବା ରାଜ କୁନ୍ଦ୍ରାଙ୍କ ପୋଲିସ ରିମାଣ୍ଡର ସମୟ ସୀମା ମଙ୍ଗଳବାର ଶେଷ ହୋଉଥିବାରୁ ତାଙ୍କୁ ଦୁର୍ଗ କୋର୍ଟରେ ହାଜର କରାଯାଇଥିଲା। ପୋଲିସ ପକ୍ଷରୁ ରାଜ…

ଉଦ୍ଧବ ଠାକରେଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୭ ।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଛନ୍ତି । ଟୁଇଟ୍ କରି ମୋଦି ଠାକରେଙ୍କ ସୁସ୍ଥ ଓ ଦୀର୍ଘ ଜୀବନ କାମନା କରିଛନ୍ତି । ଉଦ୍ଧବ ଠାକରେଙ୍କ ଜନ୍ମ ୧୯୬୦ ଜୁଲାଇ…

ମନ୍‌ସୁନ୍‌ କେୟାର୍‌…

ବର୍ଷାଦିନେ ଅନେକଙ୍କଠାରେତ୍ୱଚା ଏବଂ କେଶର ଜତ୍ନକୁ ନେଇ ଚିନ୍ତା ବଢ଼ିଯାଏ । କାରଣ ଦୀର୍ଘ ସମୟ ଓଦା ପାଗରେ ରହିବା କିମ୍ବା ବର୍ଷାପାଣି ସଂସ୍ପର୍ଶରେ ଆସିବା ଦ୍ୱାରା ବ୍ୟାକ୍ଟେରିଆଲ୍‌ ଏବଂ ଫଙ୍ଗାଲ୍‌ ଇନ୍‌ଫେକ୍ସନ ହେବାର ଆଶଙ୍କା ବଢ଼ିଯାଏ। ତେବେ ଏଭଳି ସମସ୍ୟାଠାରୁ…

ସ୍ବାମୀଙ୍କୁ ଉଚିତ୍‌ ଶିକ୍ଷା ଦେବା ପାଇଁ ଏପରି କରନ୍ତି ଐଶ୍ୱର୍ଯ୍ୟା ରାୟ

ବଲିଉଡରେ ବଚ୍ଚନ ପରିବାର ପ୍ରଶଂସକଙ୍କ ପାଇଁ ସବୁବେଳେ ପ୍ରିୟ ହୋଇ ରହିଆସିଛି। ପ୍ରଶଂସକମାନେ ଏହି ପରିବାରର ପ୍ରତ୍ୟେକ ବ୍ୟକ୍ତିଙ୍କୁ ବହୁତ ଭଲ ପାଆନ୍ତି। ସେମାନଙ୍କ ଝଲକ ପାଇବାକୁ ଘଣ୍ଟା ଘଣ୍ଟା ମଧ୍ୟ ଅପେକ୍ଷା କରନ୍ତି। ପାରିବାରିକ ସମ୍ପର୍କ କିପରି ପରିଚାଳିତ ହୁଏ,…

ଚକାଜାମ କଲା ମୋଟର ଚାଳକ ସଂଘ: ବରଗଡ଼ ୧୨ ଘଣ୍ଟିଆ ବନ୍ଦ ଆନ୍ଦୋଳନ

ବରଗଡ଼ ଅଫିସ,୨୭।୭: ମୋଟର ଚାଳକ(ଡ୍ରାଇଭର)ଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ କରି ୯ଦଫା ଦାବି ନେଇ ମଙ୍ଗଳବାର ଓଡ଼ିଶା ମୋଟର ଚାଳକ ସଂଘ, ବରଗଡ଼ ଜିଲା କମିଟି ୧୨ ଘଣ୍ଟିଆ ବନ୍ଦ ଆନ୍ଦୋଳନକୁ ଓହ୍ଲାଇଛି।…

ନଦୀରେ ବୁଡ଼ି ନିଖୋଜ ଥିଲେ ଛାତ୍ର: ଭୋଗରାଇରୁ ଉଦ୍ଧାର

ଭୋଗରାଇ,୨୭।୭(ଡି. ଏନ୍‌.ଏ.): ବାଲେଶର ଜିଲା ସୁବର୍ଣ୍ଣରେଖା ନଦୀରେ ସୋମବାର ବୁଡି ଯାଇ ଧରମ ଦୁଆର ଗାଁର ପୂର୍ଣ୍ଣଚନ୍ଦ୍ର ରଣାଙ୍କ ବଡପୁଅ ଶୁଭମ (୧୩) ନିଖାଜ ଥିଲେ। ମଙ୍ଗଳବାର ତାଙ୍କ ମୃତଦେହ ଭୋଗରାଇ ବ୍ଲକ ମନୁନଗର ନଦୀଘାଟରୁ ଗ୍ରାମବାସୀ ଉଦ୍ଧାରକରିଥିଲେ। ପରେ କମର୍ଦl…

ମିଶନ ୨୦୨୪: ପାଞ୍ଚ ଦିନିଆ ଦିଲ୍ଲୀ ଗସ୍ତରେ ମମତା

କୋଲକାତା,୨୭ ।୭: ସଂସଦର ମୌସୁମୀ ଅଧିବେଶନ ମଧ୍ୟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତାଙ୍କର ୫ ଦିନିଆ ଦିଲ୍ଲୀ ଗସ୍ତରେ ମଙ୍ଗଳବାର ଯାଇ ସେଠାରେ ପହଞ୍ଚିଛନ୍ତି । ତୃତୀୟ ଥର ଲାଗି ପଶ୍ଚିମବଙ୍ଗର ଶାସନ ଭାର ନେବା ପରେ ଏହା ତାଙ୍କର ପ୍ରଥମ ଦିଲ୍ଲୀ…

ରାଜ୍ୟରୁ ପୁଣି ୬୦ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୭।୭ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉନି। ମଙ୍ଗଳବାର କରୋନା ଆଉ ୬୦ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୫୬୩୪କୁ ବୃଦ୍ଧି ପାଇଛି। ୬୦ ମୃତକଙ୍କ…

ରାଜ୍ୟରେ ୨ ହଜାର ତଳେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା

ଭୁବନେଶ୍ୱର,୨୭।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛିି। ମଙ୍ଗଳବାର ରାଜ୍ୟରେ ୧,୬୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୯୩୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬୯୦ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ…

ପଡିଆରେ ବାନ୍ତି କଲେ, ହ୍ବିଲ୍‌ଚେୟାର୍‌ ମଗାଇଲେ ଏହି ଖେଳାଳି; ତଥାପି ଜିତିଲେ ସ୍ବର୍ଣ୍ଣ

ଟୋକିଓ,୨୭।୭: ଅଲିମ୍ପିକ ଗେମ୍ସରେ ପ୍ରତ୍ୟେକ ଆଥଲେଟ ନିଜର ଶତପ୍ରତିଶତ ଦେବାକୁ ଚାହଁାନ୍ତି। ନିଜ ଦେଶ ପାଇଁ ସ୍ବର୍ଣ୍ଣ ଜିତିବାକୁ ପ୍ରତ୍ୟେକ ଖେଳାଳି ସ୍ବପ୍ନ ଦେଖନ୍ତି। କିନ୍ତୁ ଏହି ପ୍ରତ୍ୟେକ ଖେଳରେ ଖେଳାଳିଙ୍କୁ କେବଳ ନିଜ ଖେଳକୁ ଶକ୍ତିଶାଳୀ କରିବାକୁ ପଡିବ ନାହିଁ,…

ଟୋକିଓ ଅଲିମ୍ପିକ୍ସରେ ଶରଥଙ୍କ ଅଭିଯାନ ଶେଷ

ଟୋକିଓ,୨୭।୭: ଟୋକିଓ ଅଲିମ୍ପିକ୍ସରେ ପଞ୍ଚମ ଦିନରେ ଭାରତୀୟ ଆଥଲେଟ୍‌ସମାନେ ନିରାଶାଜନକ ପ୍ରଦର୍ଶନ ଜାରି ରଖିଛନ୍ତି। ଏହି ସମୟରେ ଟେବୁଲ ଟେନିସ ଇଭେଣ୍ଟରେ ଭାରତ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ଭାରତର କିମ୍ବଦନ୍ତୀ ଟେବୁଲ ଟେନିସ ଖେଳାଳି ଶରଥ କମଲଙ୍କୁ ପରାଜୟର…

କ୍ରିକେଟ୍‌ରେ ‘ଅଜବ ଆଉଟ୍‌’, ଆପଣା ଛାଏଁ ଖସିପଡିଲା ଷ୍ଟମ୍ପ ବେଲ୍‌: ଦେଖନ୍ତୁ ଭିଡିଓ

ହରାରେ,୨୭।୭: ଜିମ୍ବାୱେ ଏବଂ ବାଂଲାଦେଶ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି -୨୦ ଅନ୍ତର୍ଜାତୀୟ ମ୍ୟାଚ ସମୟରେ କ୍ୟାମେରାରେ ଏକ ଭୟାନକ ଘଟଣା ଦେଖିବାକୁ ମିଳିଥିଲା। ରହସ୍ୟମୟ ଭାବରେ ଷ୍ଟମ୍ପରୁ ବେଲ୍‌ ଆପଣା ଛାଏଁ ଖସିପଡିଥିଲା। ବାଂଲାଦେଶର ଇନିଂସର ୧୮ ତମ ଓଭରରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri