କୋଭିଡ୍ ମାର୍ଗଦର୍ଶିକାରେ ପାଳନ ହେବ ସ୍ବାଧୀନତା ଦିବସ
ଭୁବନେଶ୍ୱର, ୨୭। ୭(ବ୍ୟୁରୋ): ଚଳିତ ବର୍ଷ ୭୫ତମ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ କୋଭିଡ୍ ମାର୍ଗଦର୍ଶିକା ମଧ୍ୟରେ ୟୁନିଟ୍-୩ ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବେ। ସୋମବାର ସୂଚନା…
ସର୍ବଶ୍ରେଷ୍ଠ ଆଇଟିଆଇରେ ରାଜ୍ୟର ୬
ଭୁବନେଶ୍ୱର,୨୭। ୭(ବ୍ୟୁରୋ): ଆଇଟିଆଇ, ପଲିଟେକ୍ନିକ୍ରେ ନାମଲେଖା ପାଇଁ ପ୍ରଚାର ଅଭିଯାନ ଆରମ୍ଭ ହୋଇଛି। ସୋମବାର ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରେମାନନ୍ଦ ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ସେ କହିଲେ,…
ମନେପଡନ୍ତି ମିସାଇଲ ମ୍ୟାନ
ନୂଆଦିଲ୍ଲୀ,୨୭।୭: ପୂର୍ବତନ ରାଷ୍ଟ୍ରପତି ତଥା ମିସାଇଲ ମ୍ୟାନ ଏପିଜେ ଅବଦୁଲ କଲାମଙ୍କ ଆଜି ୬ମ ଶ୍ରାଦ୍ଧବାର୍ଷିକ। ୨୦୧୫ ମସିହା ଆଜିର ଦିନରେ କଲାମଙ୍କର ଦେହାନ୍ତ ହୋଇଥିଲା। ତାମିଲନାଡୁର ରାମେଶ୍ୱରଠାରେ ୧୯୩୧ ମସିହା ଅକ୍ଟୋବର ୧୫ ତାରିଖରେ ଏକ ଗରିବ ମୁସଲମାନ ପରିବାରରେ…
ପୁରୀବାସୀଙ୍କୁ ଟ୍ୟାପ୍ରେ ସ୍ଵଚ୍ଛ ପାଣି
ଭୁବନେଶ୍ୱର(ବ୍ୟୁରୋ)/ପୁରୀ ଅଫିସ,୨୭। ୭: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀରେ ସୋମବାର ‘ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍’ ପ୍ରକଳ୍ପର ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ମହାପ୍ରଭୁଙ୍କ ଧାମ ସବୁଠାରୁ ଆଗରେ। ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବାରେ ପୁରୀ ହେଉଛି ଦେଶର ପ୍ରଥମ…
କୋଭିଡ୍ ନିୟମ ଉଲ୍ଲଂଘନକୁ ବିଧାୟକଙ୍କ ଖଣ୍ଡନ
ସୋରଡ଼ା,୨୭। ୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ସୋରଡ଼ା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁଙ୍କ ବାପାଙ୍କ ଶ୍ରାଦ୍ଧ ଦିବସ ଉପଲକ୍ଷେ ସୋମବାର ପୈତୃକ ଗ୍ରାମରେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ବ୍ରହ୍ମପୁର ବ୍ଲଡ ବ୍ୟାଙ୍କର ଡାକ୍ତରୀ ଦଳ ୫୦୧ ୟୁନିଟ ରକ୍ତ ସଂଗ୍ରହ…
ସ୍ବାମୀଙ୍କୁ ପ୍ରବଳ ଗାଳି ଦେଇଥିଲେ ଶିଳ୍ପା
ବଲିଉଡ୍ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା ଅଶ୍ଳୀଳ ଫିଲ୍ମ ନିର୍ମାଣ ମାମଲାରେ ଗିରଫ ହେବା ପରେ ପ୍ରତିଦିନ ପୋଲିସର କ୍ରାଇମ ବ୍ରାଞ୍ଚ ଟିମ ତାଙ୍କ ବିଷୟରେ ନୂଆ ଖୁଲାସା କରୁଛି। ଯେଉଁ ଦିନ କ୍ରାଇମ ବ୍ରାଞ୍ଚ ଟିମ ତଥ୍ୟ…
ଭାରତୀୟ ହକି ଦଳର ଜବରଦସ୍ତ ବିଜୟ: କ୍ୱାର୍ଟରଫାଇନାଲ ଆଶା ଉଜ୍ଜିବୀତ
ଟୋକିଓ,୨୭।୭: ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ହକି ଦଳ ପଦକ ଜିତିବାର ଆଶା ଉଜ୍ଜିବୀତ ରଖିଛି। ଆଜି ତୃତୀୟ ହକି ମ୍ୟାଚରେ ଏକପାଖିଆ ଭାବେ ସ୍ପେନକୁ ୩-୦ରେ ପରାସ୍ତ କରି ଜବରଦସ୍ତ ପ୍ରଦର୍ଶନ କରିଛି ଭାରତ। ମ୍ୟାଚ ସମୟରେ ଭାରତ ଉନ୍ନତମାନର ହକି…
ରାଜନୀତି କରିବେ ନା ନାହିଁ, ସ୍ପଷ୍ଟ କଲେ ପ୍ରଶାନ୍ତ କିଶୋର
ନୂଆଦିଲ୍ଲୀ,୨୭।୭: ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋରଙ୍କ କଂଗ୍ରେସରେ ଯୋଗଦେବା ନେଇ ହେଉଥିବା କଳ୍ପନାଜଳ୍ପନା ଏବେ ଶେଷ ହୋଇଛି। ପ୍ରଶାନ୍ତ କିଶୋର ଏହି ସମସ୍ତ କଳ୍ପନାଜଳ୍ପନାକୁ ପ୍ରତ୍ୟାଖ୍ୟାନ କରି ସ୍ପଷ୍ଟ କରିଛନ୍ତି ଯେ, ସେ ବର୍ତ୍ତମାନ ସମୟରେ କୌଣସି ପ୍ରକାର ରାଜନୈତିକ କାର୍ଯ୍ୟକଳାପରେ…
ବେଦାନ୍ତର ଓସ୍ତପାଳ ଖଣି ବନ୍ଦ
ଯାଜପୁର ଅଫିସ,୨୭। ୭: ବେଦାନ୍ତ କମ୍ପାନୀ ଦ୍ୱାରା ପରିଚାଳିତ ଯାଜପୁର ଜିଲା ଓସ୍ତପାଳ କ୍ରୋମାଇଟ୍ ଖଣିକୁ ଭାରତ ସରକାରଙ୍କ ଡାଇରେକ୍ଟର ଜେନେରାଲ ଅଫ୍ ମାଇନ୍ସ ସେଫଟି (ଡିଜିଏମ୍ଏସ୍) ପକ୍ଷରୁ ଅସ୍ଥାୟୀ ଭାବେ ବନ୍ଦ କରାଯାଇଛି। ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ଏଭଳି…
୪.୧୮ କୋଟିର ଔଷଧ ଖତ
ଭୁବନେଶ୍ୱର,୨୭। ୭(ବ୍ୟୁରୋ): ରାଜ୍ୟ ସରକାର ନିରାମୟ ଯୋଜନାରେ ଲୋକଙ୍କୁ ସରକାରୀ ହସ୍ପିଟାଲରେ ମାଗଣାରେ ଔଷଧ ଦେବା ପାଇଁ ବ୍ୟବସ୍ଥା କରିଛନ୍ତି। ତେବେ ଓଡ଼ିଶା ରାଜ୍ୟ ଔଷଧ ନିଗମ(ଓଏସ୍ଏମ୍ସି) ଏବଂ ସ୍ବାସ୍ଥ୍ୟ ଅଧିକାରୀମାନଙ୍କ ବେପରୁଆ ମନୋଭାବ ଯୋଗୁ ସରକାରୀ ତହବିଲରୁ ବହୁକୋଟି ଟଙ୍କା…
ଜେଲ ଗଲେ ପାଦ୍ରୀ
ଚେନ୍ନାଇ, ୨୭।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହା, ହିନ୍ଦୁଧର୍ମ ଏବଂ ତାମିଲନାଡୁ ସରକାରଙ୍କ ବିରୋଧରେ ମନ୍ତବ୍ୟ ଦେବା ଜଣେ ରୋମାନ କାଥୋଲିକ୍ ପାଦ୍ରୀଙ୍କ ପାଇଁ ମହଙ୍ଗା ପଡ଼ିଛି। ଅସମ୍ମାନଜନକ ମନ୍ତବ୍ୟ ଦେବା ଅଭିଯୋଗରେ ପାଦ୍ରୀ ଜର୍ଜ ପୋନିଆଙ୍କୁ ତାମିଲନାଡୁର…
ସ୍ତନ୍ୟପାନ କରାଇପାରିବେ ସଂକ୍ରମିତ ମହିଳା
ନୂଆଦିଲ୍ଲୀ, ୨୭।୭: କୋଭିଡ୍ ପଜିଟିଭ୍ ଗର୍ଭବତୀ ଓ ସ୍ତନ୍ୟପାନ କରାଉଥିବା ମହିଳାମାନଙ୍କ ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସୋମବାର ସାନି ଆଡଭାଇଜରି ଜାରି କରିଛନ୍ତି। କରୋନା ଆକ୍ରାନ୍ତ ମାଆମାନେ ସେମାନଙ୍କ ପିଲାଙ୍କୁ ସ୍ତନ୍ୟପାନ କରାଇପାରିବେ। ତେବେ ଅନ୍ୟ ସମୟରେ ସେମାନେ ପିଲାଙ୍କୁ…
Archives


