Home Left

ସ୍ତନ୍ୟପାନ କରାଇପାରିବେ ସଂକ୍ରମିତ ମହିଳା

ନୂଆଦିଲ୍ଲୀ, ୨୭।୭: କୋଭିଡ୍‌ ପଜିଟିଭ୍‌ ଗର୍ଭବତୀ ଓ ସ୍ତନ୍ୟପାନ କରାଉଥିବା ମହିଳାମାନଙ୍କ ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସୋମବାର ସାନି ଆଡଭାଇଜରି ଜାରି କରିଛନ୍ତି। କରୋନା ଆକ୍ରାନ୍ତ ମାଆମାନେ ସେମାନଙ୍କ ପିଲାଙ୍କୁ ସ୍ତନ୍ୟପାନ କରାଇପାରିବେ। ତେବେ ଅନ୍ୟ ସମୟରେ ସେମାନେ ପିଲାଙ୍କୁ…

ଫାମ୍‌ ମିନ୍‌ ଚିନ୍‌ ଭିଏଟ୍‌ନାମ ପ୍ରଧାନମନ୍ତ୍ରୀ

ହାନୋଇ, ୨୭ା୭: ଭିଏଟ୍‌ନାମ ପ୍ରଧାନମନ୍ତ୍ରୀ ଭାବେ ଫାମ୍‌ ମିନ୍‌ ଚିନ୍‌ ସୋମବାର ପୁନଃ ନିର୍ବାଚିତ ହୋଇଛନ୍ତି। ଭୋଟ୍‌ ଫଳାଫଳ ଅନୁସାରେ ୧୫ ତମ ନ୍ୟାଶନାଲ ଆସେମ୍ବ୍ଲି (ଏନ୍‌ଏ)ଫାମ୍‌ଙ୍କ ନାମ ଘୋଷଣା କରିଛି। ସେ ୨୦୨୬ ପର୍ଯ୍ୟନ୍ତ ଏହି ପଦରେ ଦାୟିତ୍ୱ ତୁଲାଇବେ।…

ବୁଦ୍ଧିମତ୍ତା ବଢ଼ାଇବା ପାଇଁ…

କୌଣସି କାର୍ଯ୍ୟକୁ ସହଜରେ ସମ୍ପାଦନ କରିବା ପାଇଁ ଆମକୁ ବୁଦ୍ଧି ଖଟାଇବାକୁ ପଡ଼ିଥାଏ। ତେଣୁ ବୁଦ୍ଧିମତ୍ତା ସବୁବେଳେ ପ୍ରଖର ରହିବା ନିହାତି ଦରକାର। ତେବେ ଏଥିପାଇଁ ଏକ ସହଜ ଉପାୟ ଆପଣେଇ ପାରନ୍ତି। କେବଳ ସେତିକି ନୁହେଁ, ଏହି ଉପାୟଟି ମଧ୍ୟ…

ଡାଇବେଟିସ୍‌ ହୋଇପାରେ ଆଲ୍‌ଜିମର୍ସର କାରଣ

ଆଜିକାଲି ଡାଇବେଟିସ୍‌ ଏକ ସାଧାରଣ ସମସ୍ୟା ପାଲଟିଗଲାଣି। ତେବେ ଏହି ରୋଗରେ ଆକ୍ରାନ୍ତ ହେବା ପରେ ଆମକୁ ଖାଦ୍ୟପେୟ ପ୍ରତି ସତର୍କ ରହିବାକୁ ପଡ଼ିଥାଏ। ତା’ ସହ ନିୟମିତ ସମୟ ଅନ୍ତରାଳରେ ରକ୍ତରେ ସୁଗାର ପରିମାଣ କେତେ ଅଛି, ତାହା ଚେକ୍‌…

କେବଳ ଏହି ଅଭିନେତ୍ରୀଙ୍କ ପାଇଁ ସଲମାନ, ଶାହରୁଖ ମଧ୍ୟରେ ଲାଗିଥିଲା ବିବାଦ

ବଲିଉଡ୍‌ରେ ଏପରି ଅନେକ କଳାକାର ଅଛନ୍ତି ଯେଉଁମାନଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା ହୁଏ। ଏକଦା ସେମାନଙ୍କୁ ଭଲ ବନ୍ଧୁ କୁହାଯାଉଥିବା ବେଳେ ପରେ କୌଣସି କାରଣ ନେଇ ମନାନ୍ତର ମତାନ୍ତର ହୋଇଛି। ସେହି କଳାକାର ତାଲିକାରେ ବଲିଉଡ୍‌ର ଭାଇଯାନ୍‌ ସଲମାନ ଖାନ…

ପାଞ୍ଚ ଥର ଅଲିମ୍ପିକ ସ୍ବର୍ଣ୍ଣ ବିଜେତାଙ୍କୁ ହରାଇଲେ ଟିଟ୍‌ମୁସ

ଟୋକିଓ, ୨୭।୭-ପାଞ୍ଚ ଥର ଅଲିମ୍ପିକ ସ୍ବର୍ଣ୍ଣ ପଦକ ବିଜେତା ଆମେରିକାର କେଟ୍‌ ଲେଡେକିଙ୍କୁ ହରାଇ ଚଳିତ ଟୋକିଓ ଅଲିମ୍ପିକ୍ସର ମହିଳା ୪୦୦ ମିଟର ଫ୍ରିଷ୍ଟାଇଲ ସନ୍ତରଣ ପ୍ରତିଯୋଗିତା ଜିତିଛନ୍ତି ଅଷ୍ଟ୍ରେଲିଆର ଆରିଆର୍ନେ ଟିଟ୍‌ମୁସ। ତୀବ୍ର ସଂଘର୍ଷପୂର୍ଣ୍ଣ ଫାଇନାଲରେ ଆମେରିକାର ବିଶ୍ୱରେକର୍ଡଧାରୀ କେଟ୍‌…

ନୂଆ ରୂପ ପାଇବ ଶାଳ ଜଙ୍ଗଲ

କେନ୍ଦୁଝର, ୨୭।୭ (ସ୍ବ.ପ୍ର.)-ଖଣିଖାଦାନରେ ଭରା କେନ୍ଦୁଝର ଜିଲାର ଜଙ୍ଗଲ ସମ୍ପଦକୁ ସମୃଦ୍ଧ କରିଛି ବିସ୍ତୀର୍ଣ୍ଣ ଶାଳ ଜଙ୍ଗଲ। ହେଲେ ରକ୍ଷଣାବେକ୍ଷଣ ଅଭାବ ଏବଂ କାଠଚୋରଙ୍କ ପ୍ରାଦୁର୍ଭାବ ଯୋଗୁ ଏହି ମୂଲ୍ୟବାନ ଜଙ୍ଗଲ ଏବେ ଅବକ୍ଷୟମୁଖୀ। ଏକଦା ଘଞ୍ଚ ଶାଳ ଗଛରେ ଭରପୂର…

ଯୋଗୀଙ୍କୁ ଚାଷୀଙ୍କ ଚ୍ୟାଲେଞ୍ଜ

ଲକ୍ଷ୍ନୌ,୨୭।୭: ଚାଷୀ ଆନ୍ଦୋଳନର ପରବର୍ତ୍ତୀ ମୁଖ୍ୟ ଲକ୍ଷ୍ୟସ୍ଥଳ ଉତ୍ତରପ୍ରଦେଶ ହେବ ବୋଲି ଭାରତୀୟ କିଷାନ ୟୁନିୟନର ଜାତୀୟ ମୁଖପାତ୍ର ରାକେଶ ଟିକାଏତ୍‌ କହିଛନ୍ତି। ୩ କୃଷି ଆଇନ ପ୍ରତ୍ୟାହାର ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ। ସେପ୍ଟେମ୍ବର ୫ରେ ମୁଜାଫରନଗରରେ…

ଶ୍ରୀଲଙ୍କାର ଜାତୀୟ ସଙ୍ଗୀତ ଗାଇ ଚର୍ଚ୍ଚାରେ ପାଣ୍ଡ୍ୟା

କଲମ୍ବୋ,୨୬।୭: ଶ୍ରୀଲଙ୍କା ଗସ୍ତରେ ଭାରତ ତାର ଚମତ୍କାର ପ୍ରଦର୍ଶନ ଜାରି ରଖିଛି। ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ୧-୦ ଅଗ୍ରଣୀ ହାସଲ କରିଛି ଭାରତ। ପ୍ରଥମ ଟି -୨୦ରେ ୩୮ ରନ୍‌ରେ ଆୟୋଜକଙ୍କୁ ପରାସ୍ତ କରିଥିଲେ। ଶ୍ରୀଲଙ୍କା ବିପକ୍ଷ ଦିନିକିଆ…

ଏହି ୪ଟି କଥା କୁହନ୍ତୁ ନାହିଁ କାହାକୁ

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତି ଶାସ୍ତ୍ରରେ ଜୀବନର ଅନେକ ଦିଗ ଉପରେ ବର୍ଣ୍ଣନା କରିଛନ୍ତି। ତାଙ୍କ ନୀତି ଗ୍ରହଣ କରି ଜଣେ ଖୁସିରେ ଜୀବନଯାପନ କରିପାରିବ। ଏଥି ସହିତ ଆଚାର୍ଯ୍ୟ ଚାଣକ୍ୟ ଏକ ଶ୍ଳୋକ ମାଧ୍ୟମରେ କହିଛନ୍ତି ଯେ, କିଛି କଥା…

ସୀମା ବିବାଦରେ ବଳିପଡ଼ିଲେ ୬ ପୋଲିସ

ନୂଆଦିଲ୍ଲୀ, ୨୬।୭: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶିଲଂଠାରେ ଉତ୍ତରପୂର୍ବାଞ୍ଚଳ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିବାର ୨ଦିନ ପରେ ବିବାଦୀୟ ଆସାମ-ମିଜୋରାମ ସୀମାରେ ସୋମବାର ହିଂସାକାଣ୍ଡ ତୀବ୍ର ହୋଇଛି। ମିଜୋରାମ ପଟୁ ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଆସାମର ୬ ପୋଲିସ ନିହତ…

ତ୍ରିପୁରା ହୋଟେଲରେ ଅଟକ ପ୍ରଶାନ୍ତ କିଶୋରଙ୍କ ଟିମ୍‌

କୋଲକାତା, ୨୬।୭: ନିର୍ବାଚନ ରଣନୀତି ବିଶାରଦ ପ୍ରଶାନ୍ତ କିଶୋରଙ୍କ ଆଇପିଏସି (ଇଣ୍ଡିଆନ ପଲିଟିକାଲ ଆକ୍ସନ କମିଟି)ର ଏକ ଟିମ୍‌କୁ ତ୍ରିପୁରାର ଏକ ହୋଟେଲରେ ଅଟକ ରଖାଯାଇଥିବା ସୋମବାର ଅଭିଯୋଗ ହୋଇଛି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପାଇଁ କୌଣସି କାମରେ ଆଇପିଏସିର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri