‘ଲକ୍ଷ୍ୟ’ ଦୌଡ଼ରେ ଜିଲା ମୁଖ୍ୟ ଚିକିତ୍ସାଳୟ
ଜଗତ୍ସିଂହପୁର ଅଫିସ,୨୬।୭: ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦ୍ୱାରା ଜାତୀୟ ଗୁଣାବତ୍ତା ଉନ୍ନତି କାର୍ଯ୍ୟକ୍ରମ ଚାଲିଛି। ଏନେଇ ନ୍ୟାସନାଲ କ୍ବାଲିଟି ଆସୁରାନ୍ସ ଷ୍ଟାଣ୍ଡାର୍ଡସ୍ ପାଇଁ ଜାତୀୟ ସ୍ବାସ୍ଥ୍ୟ ମିଶନ (ଏନ୍ଏଚ୍ଏମ୍) ପ୍ରସବ ଯନ୍ତ୍ରଣା ସମୟରେ ଉନ୍ନତ ସୁବିଧା,…
ଆର୍ଚେରୀ ପୁରୁଷ ଦଳକୁ ଝଟ୍କା: କ୍ୱାର୍ଟର ଫାଇନାଲରେ କୋରିଆଠାରୁ ହାରିଲା ଭାରତ
ଟୋକିଓ,୨୬।୭: ଟୋକିଓ ଅଲିମ୍ପିକ୍ସରେ ପୁରୁଷ ଆର୍ଚେରୀ ଦଳଗତ ଇଭେଣ୍ଟରେ ଭାରତକୁ ଝଟ୍କା ଲାଗିଛି। କ୍ୱାର୍ଟର ଫାଇନାଲରେ ପ୍ରବୀଣ ଯାଦବ, ତରୁଣଦୀପ ରାୟ ଏବଂ ଅତନୁ ଦାସଙ୍କ ଦ୍ୱାରା ଗଠିତ ଟିମକୁ କୋରିଆ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। ଭାରତୀୟ ଦଳ…
ଚିନ୍ତା ବଢ଼ାଇଲାଣି ଡେଙ୍ଗୁ
ଭୁବନେଶ୍ୱର,୨୬।୭ (ବ୍ୟୁରୋ)କରୋନା କବଳରୁ ମୁକୁଳି ପାରି ନ ଥିବା ରାଜଧାନୀବାସୀଙ୍କୁ ଏବେ ଡେଙ୍ଗୁ ଡର ଘାରିଛି। ସହରରେ ସଂକ୍ରମଣ ବ୍ୟାପୁଥିବାବେଳେ ଘରେ ଘରେ ଡେଙ୍ଗୁ ଜ୍ୱର ଚିନ୍ତା ବଢ଼ାଇଛି। ପରିବାରର ଜଣେ ସଂକ୍ରମିତ ହେବା ପରେ ପଛକୁ ପଛ ଅନ୍ୟମାନେ ଜ୍ୱରରେ…
ଖୋଲିଲା ସ୍କୁଲ: ଆଜିଠୁ ଶ୍ରେଣୀକକ୍ଷରେ ପାଠପଢ଼ା
ପୁରୀ ଅଫିସ,୨୬।୭: ରାଜ୍ୟରେ ସୋମବାରଠାରୁ ଦଶମଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଇଁ ବିଦ୍ୟାଳୟ ଖୋଲିଲା। କରୋନା ସଂକ୍ରମଣ ଯୋଗୁ ଦୀର୍ଘଦିନ ଧରି ସ୍କୁଲ ବନ୍ଦ ରହିଥିଲା। ସଂକ୍ରମଣ ଆଶିଂକ ଭାବେ କମିବା ପରେ ବିଦ୍ୟାଳୟ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ତେବେ କୋଭିଡ୍…
ଟିକାକରଣ ନୈରାଶ୍ୟଜନକ
ଖୋର୍ଦ୍ଧା ଅଫିସ,୨୬।୭: ଖୋର୍ଦ୍ଧା ଗ୍ରାମାଞ୍ଚଳରେ ସପ୍ତାହକ ବ୍ୟବଧାନ ପରେ ସୁସ୍ଥହାର କମିଥିଲେ ମଧ୍ୟ ଦୈନିକ ସଂକ୍ରମଣ ବୃଦ୍ଧି ପାଇଛି। ସେହିପରି ମୃତ୍ୟୁହାର ବୃଦ୍ଧି ପାଇଥିବା ପ୍ରଶାସନର ରିପୋର୍ଟରୁ ଜଣାପଡ଼ିଛି। ରବିବାର ୯୬ଜଣ ଆକ୍ରାନ୍ତ ହୋଇଥିବାବେଳେ ୨୯ଜଣ ସୁସ୍ଥ ହୋଇଛନ୍ତି। ୭ଜଣଙ୍କ ଜୀବନ…
ରୋଗ ପ୍ରତିରୋଧକ ଶକ୍ତି ଓ ପିଜୁଳି
ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ସବୁବେଳେ ପ୍ରଖର ରହିବା ଦରକାର। କାରଣ ଏହା ଆମକୁ କେତେକ ରୋଗ କବଳରୁ ଅନେକାଂଶରେ ରକ୍ଷା କରିଥାଏ। ତେବେ ଏଥିପାଇଁ ଖାଦ୍ୟପେୟ ପ୍ରତି ଧ୍ୟାନ ଦେବାକୁ ପଡ଼େ। ଯଦି ଜଣେ ବ୍ୟକ୍ତି ପ୍ରତିଦିନ ପିଜୁଳି…
ସୂର୍ଯ୍ୟ ରାଇଜର ଝଡ଼
ଆମର ତାରା ସୂର୍ଯ୍ୟ ପୃଥିବୀରେ ସକଳ ଶକ୍ତିର ଆଧାର । ମାତ୍ର ସୂର୍ଯ୍ୟ ବେଳେବେଳେ ଅଶାନ୍ତ ହୋଇ ଅତି ସକ୍ରିୟ ହୋଇଉଠେ। ସୂର୍ଯ୍ୟପୃଷ୍ଠରେ ଶକ୍ତିଶାଳୀ ଝଡ଼ମାନ ସୃଷ୍ଟି ହୁଏ । ତା’ର ପ୍ରଭାବ ପୃଥିବୀ ସମେତ ସାରା ସୌରଜଗତ ଉପରେ ପଡ଼ିଥାଏ।…
ଲୁଣାଘେରି ବନ୍ଧ ଭାଙ୍ଗି ୩୦ ଫୁଟର ଘାଇ
ମହାକାଳପଡ଼ା,୨୬।୭ (ଡି.ଏନ୍.ଏ.): କେନ୍ଦ୍ରାପଡା ଜିଲା ମହାକାଳପଡା ବ୍ଲକ ଉପକୂଳ ଅଞ୍ଚଳ ନାଞ୍ଜୁରା ପଞ୍ଚାୟତର ସ୍ଥାନୀୟ ସାନ୍ତାଳୀପଡ଼ା ପଣିଖିଆ ଗାଁରେ ଶନିବାର ଲୁଣା ଘେରି ବନ୍ଧ ଭାଙ୍ଗିଯାଇଛି। ଫଳରେ ପ୍ରାୟ ୩୦ ଫୁଟର ଘାଇ ସୃଷ୍ଟି ହୋଇଛି। ଗାଁରେ ସମୁଦ୍ର ଜଳ ପ୍ରବେଶ…
ଟେବୁଲ ଟେନିସରେ ଶରଥ କମଲଙ୍କ ଚମତ୍କାର ପ୍ରଦର୍ଶନ
ଟୋକିଓ,୨୬।୭: ଟୋକିଓ ଅଲିମ୍ପିକ୍ସରେ ପୁରୁଷ ଟେବୁଲ ଟେନିସ ସିଙ୍ଗଲ୍ସ ଇଭେଣ୍ଟରେ ଭାରତୀୟ ଖେଳାଳି ଶରଥ କମଲ ଚମତ୍କାର ପ୍ରଦର୍ଶନ କରିଥିଲେ। ପ୍ରାରମ୍ଭରେ ପଛରେ ପଡ଼ିଯିବା ପରେ ସେ ଦ୍ୱିତୀୟ ରାଉଣ୍ଡରେ ପର୍ତ୍ତୁଗାଲର ଟିଆଗୋ ଆପୋଲୋନିଆଙ୍କୁ ପରାସ୍ତ କରି ଦ୍ୱିତୀୟ ଶ୍ରେଷ୍ଠ ପ୍ରତ୍ୟାବର୍ତ୍ତନ…
ସୁର୍ଜେଓ୍ବାଲା-ଶ୍ରୀନିବାସ ଅଟକ…
ନୂଆଦିଲ୍ଲୀ,୨୬।୭: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ସୋମବାର ପୂର୍ବାହ୍ନରେ ଟ୍ରାକ୍ଟର ଚଳାଇ ମୌସୁମୀ ଅଧିବେଶନରେ ଯୋଗଦେବା ଲାଗି ସଂସଦ ଭବନରେ ପହଞ୍ଚିଛନ୍ତି। ରାହୁଲଙ୍କ ସହିତ ଟ୍ରାକ୍ଟରରେ କଂଗ୍ରେସ ଜେନେରାଲ ସେକ୍ରେଟାରୀ ରଣଦୀପ୍ ସୁର୍ଜେଓ୍ବାଲା,…
ପ୍ରସିଦ୍ଧ ଅଭିନେତ୍ରୀଙ୍କ ପରଲୋକ
ପ୍ରସିଦ୍ଧ କନ୍ନଡ ଅଭିନେତ୍ରୀ ଜୟନ୍ତୀଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ବୟସ ହୋଇଥିଲା। ସେ ପ୍ରାୟ ୧୦୦ରୁ ଅଧିକ ଫିଲ୍ମରେ ଅଭିନୟ କରିଥିଲେ। ବୟସ ସମ୍ବନ୍ଧୀୟ ସମସ୍ୟାରେ ସେ ପୀଡିତ ଥିଲେ। ୨୦୧୮ ମସିହାରେ ଜୟନ୍ତୀଙ୍କ ମୃତ୍ୟୁକୁ…
ପ୍ରଥମ ମ୍ୟାଚ୍ରେ ‘ଶୂନ’ କରି ଧୋନୀ, ରାହୁଲଙ୍କ କ୍ଲବରେ ସାମିଲ ହେଲେ ଶ’
କଲମ୍ବୋ,୨୬।୭: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟି-୨୦ ସିରିଜ୍ର ପ୍ରଥମ ମ୍ୟାଚ୍ରେ ଭାରତ ଆୟୋଜକ ଦଳକୁ ୩୮ ରନ୍ରେ ପରାସ୍ତ କରିଛି। ଏହି ମ୍ୟାଚ୍ରେ ପୃଥ୍ବୀ ଶ’ ଅନ୍ତର୍ଜାତୀୟ ଟି-୨୦ ଡେବ୍ୟୁ କରିଥିଲେ। କିନ୍ତୁ ସେ ଭାରତୀୟ ପାଳିର ପ୍ରଥମ…
Archives


