Home Left

ଲୁଣାଘେରି ବନ୍ଧ ଭାଙ୍ଗି ୩୦ ଫୁଟର ଘାଇ

ମହାକାଳପଡ଼ା,୨୬।୭ (ଡି.ଏନ୍‌.ଏ.): କେନ୍ଦ୍ରାପଡା ଜିଲା ମହାକାଳପଡା ବ୍ଲକ ଉପକୂଳ ଅଞ୍ଚଳ ନାଞ୍ଜୁରା ପଞ୍ଚାୟତର ସ୍ଥାନୀୟ ସାନ୍ତାଳୀପଡ଼ା ପଣିଖିଆ ଗାଁରେ ଶନିବାର ଲୁଣା ଘେରି ବନ୍ଧ ଭାଙ୍ଗିଯାଇଛି। ଫଳରେ ପ୍ରାୟ ୩୦ ଫୁଟର ଘାଇ ସୃଷ୍ଟି ହୋଇଛି। ଗାଁରେ ସମୁଦ୍ର ଜଳ ପ୍ରବେଶ…

ଟେବୁଲ ଟେନିସରେ ଶରଥ କମଲଙ୍କ ଚମତ୍କାର ପ୍ରଦର୍ଶନ

ଟୋକିଓ,୨୬।୭: ଟୋକିଓ ଅଲିମ୍ପିକ୍ସରେ ପୁରୁଷ ଟେବୁଲ ଟେନିସ ସିଙ୍ଗଲ୍ସ ଇଭେଣ୍ଟରେ ଭାରତୀୟ ଖେଳାଳି ଶରଥ କମଲ ଚମତ୍କାର ପ୍ରଦର୍ଶନ କରିଥିଲେ। ପ୍ରାରମ୍ଭରେ ପଛରେ ପଡ଼ିଯିବା ପରେ ସେ ଦ୍ୱିତୀୟ ରାଉଣ୍ଡରେ ପର୍ତ୍ତୁଗାଲର ଟିଆଗୋ ଆପୋଲୋନିଆଙ୍କୁ ପରାସ୍ତ କରି ଦ୍ୱିତୀୟ ଶ୍ରେଷ୍ଠ ପ୍ରତ୍ୟାବର୍ତ୍ତନ…

ସୁର୍ଜେଓ୍ବାଲା-ଶ୍ରୀନିବାସ ଅଟକ…

ନୂଆଦିଲ୍ଲୀ,୨୬।୭: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ସୋମବାର ପୂର୍ବାହ୍ନରେ ଟ୍ରାକ୍ଟର ଚଳାଇ ମୌସୁମୀ ଅଧିବେଶନରେ ଯୋଗଦେବା ଲାଗି ସଂସଦ ଭବନରେ ପହଞ୍ଚିଛନ୍ତି। ରାହୁଲଙ୍କ ସହିତ ଟ୍ରାକ୍ଟରରେ କଂଗ୍ରେସ ଜେନେରାଲ ସେକ୍ରେଟାରୀ ରଣଦୀପ୍‌ ସୁର୍ଜେଓ୍ବାଲା,…

ପ୍ରସିଦ୍ଧ ଅଭିନେତ୍ରୀଙ୍କ ପରଲୋକ

ପ୍ରସିଦ୍ଧ କନ୍ନଡ ଅଭିନେତ୍ରୀ ଜୟନ୍ତୀଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ବୟସ ହୋଇଥିଲା। ସେ ପ୍ରାୟ ୧୦୦ରୁ ଅଧିକ ଫିଲ୍ମରେ ଅଭିନୟ କରିଥିଲେ। ବୟସ ସମ୍ବନ୍ଧୀୟ ସମସ୍ୟାରେ ସେ ପୀଡିତ ଥିଲେ। ୨୦୧୮ ମସିହାରେ ଜୟନ୍ତୀଙ୍କ ମୃତ୍ୟୁକୁ…

ପ୍ରଥମ ମ୍ୟାଚ୍‌ରେ ‘ଶୂନ’ କରି ଧୋନୀ, ରାହୁଲଙ୍କ କ୍ଲବରେ ସାମିଲ ହେଲେ ଶ’

କଲମ୍ବୋ,୨୬।୭: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତ ଆୟୋଜକ ଦଳକୁ ୩୮ ରନ୍‌ରେ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ପୃଥ୍ବୀ ଶ’ ଅନ୍ତର୍ଜାତୀୟ ଟି-୨୦ ଡେବ୍ୟୁ କରିଥିଲେ। କିନ୍ତୁ ସେ ଭାରତୀୟ ପାଳିର ପ୍ରଥମ…

ସେଲ୍‌ଫି ବେବୋ ଲିପ୍‌ସା

ସଙ୍ଗୀତ ଜଗତର ୟଙ୍ଗ୍‌ ଆଣ୍ଡ୍‌ ଷ୍ଟାଇଲିଷ୍ଟ କଣ୍ଠଶିଳ୍ପୀ ହେଉଛନ୍ତି ଲିପ୍‌ସା ମହାପାତ୍ର। ନିଜର ଚେଷ୍ଟା ଓ ପରିଶ୍ରମ ବଳରେ ଖୁବ୍‌ କମ୍‌ ଦିନରେ ଲୋକଙ୍କ ହୃଦୟ ଜିଣି ପାରିଛନ୍ତି। ଦଶମ ଶ୍ରେଣୀରେ ପଢ଼ିବାବେଳେ ରିଆଲିଟି ଶୋ ‘ଭଏସ୍‌ ଅଫ୍‌ ଓଡ଼ିଶା’ରେ ଅଂଶଗ୍ରହଣ…

୧୪ ରନ୍‌ରେ ୮ ଉଇକେଟ୍‌ ହରାଇଥିଲା ଏହି ଦଳ, ୮ ନମ୍ବର ବ୍ୟାଟ୍ସମ୍ୟାନ୍‌ ବଦଳାଇଦେଲେ ମ୍ୟାଚ୍‌ର ରୂପରେଖ

ନୂଆଦିଲ୍ଲୀ,୨୬।୭: ଏକ ରୋମାଞ୍ଚକର ଟି -୨୦ ମ୍ୟାଚରେ ବେଲଜିୟମ ଅଷ୍ଟ୍ରିଆକୁ ୧୨ ରନରେ ପରାସ୍ତ କରିଛି। ବେଲଜିୟମ ଏକ ସମୟରେ ୧୪ ରନ ପାଇଁ ୮ ଉଇକେଟ ହରାଇଥିଲା। ୮ ନମ୍ବରରେ ବ୍ୟାଟିଂ କରିବାକୁ ଆସିଥିବା ସାବୀର ଜାଖିଲ ଅପରାଜିତ ଶତକ…

ଜୁନ୍‌ ୨୦୨୨ ସୁଦ୍ଧା ବରମୁଣ୍ଡା ଆଇଏସ୍‌ବିଟି

ଭୁବନେଶ୍ୱର, ୨୬।୭(ବ୍ୟୁରୋ): ୨୦୨୨ ଜୁନ୍‌ ସୁଦ୍ଧା ସରିବ ଭୁବନେଶ୍ୱର ବରମୁଣ୍ଡାରେ ହେବାକୁ ଥିବା ଇଣ୍ଟର ଷ୍ଟେଟ ବସ୍‌ ଟର୍ମିନାଲ (ଆଇଏସ୍‌ବିଟି) କାମ। ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ(୫-ଟି) ଭି.କେ. ପାଣ୍ଡିଆନ ପ୍ରକଳ୍ପ ସ୍ଥାନ ବୁଲି ଦେଖିଛନ୍ତି।…

ଦୃଷ୍ଟାନ୍ତମୂଳକ ଦଣ୍ଡ ଦିଆଯାଉ

ଅନୁଗୋଳ ଅଫିସ, ୨୬ା୭:  ଅନୁଗୋଳ ଜିଲାରେ ବଢ଼ୁଛି ବଳାତ୍କାର ଓ ହତ୍ୟା ମାମଲା। ଗତ ୩ ବର୍ଷ ମଧ୍ୟରେ ଶତାଧିକ ବଳାତ୍କାର ଅଭିଯୋଗ ପୋଲିସ ନିକଟକୁ ଆସିଛି। ହେଲେ ଏସବୁ ମାମଲାରେ ସମସ୍ତ ଅଭିଯୁକ୍ତଙ୍କୁ କଠୋର ଦଣ୍ଡ ଏଯାଏ ମିଳିପାରି ନାହିଁ।…

ପ୍ରକଳ୍ପ ପାଖରେ ଜମି ପଡ଼ିଆ

ଢେଙ୍କାନାଳ ଅଫିସ, ୨୬।୭:  ଲୁଚକାଳି ଖେଳୁଛି ମୌସୁମୀ। ଅନାବୃଷ୍ଟି ପାଇଁ ଶ୍ରାବଣରେ ଶୁଖିଲା ପଡ଼ିଛି ଜମି। ଅନିୟମିତ ଲଘୁଚାପ ବର୍ଷା ଚାଷକୁ ନିଅଣ୍ଟ ହେଉଥିବାବେଳେ ମୁଣ୍ଡରେ ହାତ ଦେଇ ବସିଛନ୍ତି ଚାଷୀ। ଏସବୁ ଭିତରେ ବୋଝ ଉପରେ ନଳିତା ବିଡ଼ା ସାଜିଛି…

ସୁବର୍ଣ୍ଣରେଖାରେ ବୁଡ଼ିଗଲେ ଦୁଇ ଭାଇ: ଜଣେ ଉଦ୍ଧାର, ଜଣେ ନିଖୋଜ

ବାଲେଶ୍ୱର ଅଫିସ,୨୬ା୭: ବାଲେଶ୍ୱର ଜିଲା ବାଲିଆପାଳ ଥାନା ଅନ୍ତର୍ଗତ ମାନପୁର ସୁବର୍ଣ୍ଣରେଖା ନଦୀ ସିଆଡ଼ି ଘାଟରେ ଅଘଟଣ ଘଟିଛି। ଶ୍ରାବଣ ସୋମବାରରେ ଜଳାଭିଷେକ ନିମନ୍ତେ ନଦୀକୁ ପାଣି ଆଣିବା ପାଇଁ ଯାଇ ବୁଡ଼ ମାରିବା ବେଳେ ଦୁଇ ଭାଇ ବୁଡି ଯାଇଥିଲେ।…

ପ୍ରେମିକାଙ୍କ ଘର ଆଗରେ ଜଳିଲା ପ୍ରେମିକଙ୍କ ଜୁଇ

ମୁଜାଫରପୁର,୨୬।୭: ଦିନେ ପ୍ରେମିକାଙ୍କୁ କହିଥିଲେ, ତୁମ ଘର ଆଗରେ ଗୋଟିଏ ଘର କରିବି, କିନ୍ତୁ ଭାଗ୍ୟର ବିଡମ୍ବନା ସେହି ପ୍ରେମିକାଙ୍କ ଘର ଆଗରେ ତାଙ୍କ ଚିତା ଜଳିଛି। କିନ୍ତୁ ପ୍ରେମିକଙ୍କୁ ଦେଖିବା ପାଇଁ ଆସି ନାହାନ୍ତି ପ୍ରେମିକା। ମୁଜାଫରପୁରରେ ଘଟିଛି ଏଭଳି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri