ପୋଲିସ-ମାଓବାଦୀ ଗୁଳି ବିନିମୟ
ମାଲକାନଗିରି,୨୫ା୭(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାର ଚିନ୍ତାଗୁମ୍ଫା ଅଞ୍ଚଳ ନିକଟ ଜଙ୍ଗଲରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ମାଓବାଦୀମାନଙ୍କ ସହିଦ ସପ୍ତାହକୁ ଦୃଷ୍ଟିରେ ରଖି ଯବାନମାନେ ସେହି ଅଞ୍ଚଳରେ କମ୍ବିଂ ଅପରେଶନ କରୁଥିବା ବେଳେ…
ଅଗଷ୍ଟ ପ୍ରଥମ ସପ୍ତାହରେ ଖୋଲିପାରେ ନନ୍ଦନକାନନ
ବାରଙ୍ଗ,୨୫।୭(ଡି.ଏନ୍.ଏ.): କରୋନା ପାଇଁ ପ୍ରାଣୀ ଉଦ୍ୟାନ ନନ୍ଦନକାନନ ଗତ ମେ’ ପହିଲାରୁ ପର୍ଯ୍ୟଟକଙ୍କ ପାଇଁ ସମ୍ପୂର୍ଣ୍ଣ ବନ୍ଦ ରହିଛି। ନନ୍ଦନକାନନ ଉପନିର୍ଦ୍ଦେଶକ ଡ. ସଞ୍ଜିତ କୁମାର କହିଛନ୍ତି, ପର୍ଯ୍ୟଟକଙ୍କ ଲାଗି ପ୍ରାଣୀ ଉଦ୍ୟାନ ଖୋଲିବା ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଚାଲିଛି।…
ବିଦେଶରେ ଟିକା ନେଇଥିବା ଭାରତୀୟ ନାଗରିକ ଓଡ଼ିଶାରେ ନେଇପାରିବେ ଦ୍ୱିତୀୟ ଡୋଜ୍
ଭୁବନେଶ୍ୱର, ୨୫।୭(ବ୍ୟୁରୋ): ଦେଶ ବାହାରେ କୋଭିଶିଲ୍ଡ କିମ୍ବା ଆଷ୍ଟ୍ରା ଜେନିକା କରୋନା ଟିକାର ପ୍ରଥମ ଡୋଜ୍ ନେଇଥିବା ଯେ କୌଣସି ଭାରତୀୟ ନାଗରିକ ଓଡ଼ିଶାରେ କୋଭିଶିଲ୍ଡର ଦ୍ୱିତୀୟ ଡୋଜ୍ ନେଇପାରିବେ। ଏ ନେଇ ଶନିବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…
ଚୂଡ଼ାନ୍ତ ଅପେକ୍ଷାରେ ସଂଶୋଧିତ ନଦୀ ନୀତି
ଭୁବନେଶ୍ୱର,୨୫ା୭(ବ୍ୟୁରୋ): କେବଳ ସହରାଞ୍ଚଳ ନୁହେଁ ଗ୍ରାମାଞ୍ଚଳରେ ମଧ୍ୟ ଅନେକ ସମୟରେ ଉତ୍କଟ ଜଳାଭାବ ଦେଖାଦେଉଛି। ନଦୀଗୁଡ଼ିକ ଉପରେ ପାନୀୟ ଜଳ ପାଇଁ ନିର୍ଭର କରୁଥିବା ସହରଗୁଡ଼ିକ ଆସନ୍ତା ୩୦ ବର୍ଷ ମଧ୍ୟରେ ଭୟଙ୍କର ଜଳ ସଙ୍କଟର ସମ୍ମୁଖୀନ ହେବା ନେଇ ଆଶଙ୍କା…
ଡରାଉଛି କରୋନା: ଗତ ୨୪ ଘଣ୍ଟାରେ ନେଲା ୬୭ ମୁଣ୍ଡ
ଭୁବନେଶ୍ୱର,୨୫।୭(ବ୍ୟୁରୋ): ଗୋଟିଏ ପଟେ ରାଜ୍ୟରେ କରୋନା ସଂକ୍ରମଣ ହଜାରେ ତଳକୁ ଖସୁ ନ ଥିବା ବେଳେ ମହାମାରୀରେ ମୃତ୍ୟୁ ସଂଖ୍ୟା ଡରାଉଛି। ଗତ ୨୪ ଘଣ୍ଟା ମଧ୍ୟରେ କରୋନାରେ ପ୍ରାଣ ହରାଇଛନ୍ତି ଆଉ ୬୭ ଜଣ। ଏହା ସହିତ ରାଜ୍ୟରେ କରୋନା…
ଘରେ ଅର୍ଥାଭାବ ଲାଗି ରହୁଛି କି? ଏହି ଉପାୟ ଅବଲମ୍ବନ କରିଲେ ପାଇବେ ଲକ୍ଷ୍ମୀ, କୁବେରଙ୍କ କୃପା…
ମହାନ ଅର୍ଥନୀତିଜ୍ଞ ଆଚାର୍ଯ୍ୟ ଚାଣକ୍ୟ ମନୁଷ୍ୟ ଜୀବନ ସହ ଜଡ଼ିତ ସମସ୍ତ ପ୍ରଶ୍ନର ଉତ୍ତର ନିଜର ନୀତିଶାସ୍ତ୍ରରେ ଦେଇଛନ୍ତି। ରାଜନୀତିଠାରୁ ଆରମ୍ଭ କରି ସାମାଜିକ ଏବଂ ଆର୍ଥିକ ବିଷୟକୁ ସେ ଭଲଭାବେ ନିରୀକ୍ଷଣ କରିଥିଲେ। ଏଣୁ ଏବେ ବି ଲୋକେ କୌଣସି…
ଅଧାରୁ ଏମ୍ବିଏ ପଢ଼ା ଛାଡ଼ି ଦେଇଥିଲେ ମୁକେଶ ଅମ୍ବାନୀ: ଜାଣନ୍ତୁ କେତେ ପଢ଼ିଛନ୍ତି ତାଙ୍କ ପୁଅଝିଅ…
ରିଲାଏନ୍ସ ଇଣ୍ଡରଷ୍ଟ୍ରିଜ୍ ଲିମିଟେଡ୍ର ମାଲିକ ତଥା ଏସିଆର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀ। ବର୍ତ୍ତମାନ ସମୟରେ ସଫଳ ବ୍ୟବସାୟୀ ପାଲଟିଥିବା ମୁକେଶ କିନ୍ତୁ ନିଜର ପାଠପଢ଼ା ସମ୍ପୂର୍ଣ୍ଣ ଶେଷ କରି ନାହାନ୍ତି। କାରଣ ସେ ଜଣେ କଲେଜ ଡ୍ରପ୍ ଆଉଟ୍।…
ଏହି ୪ ମାମଲାରେ ପୁରୁଷଙ୍କଠାରୁ ଆଗରେ ରହିଥାନ୍ତି ମହିଳା; ଜାଣନ୍ତୁ ଏପରି କାହିଁକି କହିଛନ୍ତି ଚାଣକ୍ୟ…
ଚାଣକ୍ୟ ଭାରତର ମହାନ ରାଜନୈତିଜ୍ଞ, କୁଟନିତିଜ୍ଞ ଏବଂ ଅର୍ଥଶାସ୍ତ୍ରୀ ଥିଲେ। ଚନ୍ଦ୍ରଗୁପ୍ତ ମୌର୍ଯ୍ୟଙ୍କୁ ରାଜା କରିବାରେ ଚାଣକ୍ୟଙ୍କ ବଡ଼ ଯୋଗଦାନ ଥିଲା। ଆଜିର ସମୟରେ ମଧ୍ୟ ତାଙ୍କର ନୀତି ବେଶ ପ୍ରଭାବଶାଳୀ। କୁହାଯାଏ ଯେଉଁ ବ୍ୟକ୍ତି ଏହି ନୀତିଗୁଡ଼ିକୁ ଅନୁସରଣ କରେ…
ମାତାପିତା ମାର୍ଗଦର୍ଶକ
ସନ୍ତାନ ପାଇଁ ଦେବତାତୁଲ୍ୟ ମାତାପିତା। ସେମାନଙ୍କ ସୁଚିନ୍ତିତ ଲାଳନପାଳନରେ ଶିଶୁ ହୁଏ ସୁନାଗରିକ। ସୁନାଗରିକ ଦ୍ୱାରା ହିଁ ଦେଶ ହୁଏ ସମୃଦ୍ଧ। ମାତାପିତାଙ୍କ ଅଭିଜ୍ଞତା ଆଧାରରେ ଶିଶୁର ପାରସ୍ପରିକ ବହୁବିଧ ବିକାଶ ସମ୍ଭବ ହୋଇଥାଏ। ଭାରତୀୟ ସଂସ୍କୃତିରେ ଅତି ପ୍ରାଚୀନ କାଳରୁ…
ଏଲ୍ପିଜି ସିଲିଣ୍ଡର ବିସ୍ଫୋରଣ: ୯ ମୃତ
ଅହମଦାବାଦ, ୨୫।୭: ଗୁଜରାଟର ଅହମଦାବାଦ ସହର ଉପକଣ୍ଠ ଏକ ଘରେ ଏଲ୍ପିଜି ସିଲିଣ୍ଡର ଗ୍ୟାସ୍ ଲିକ୍ରୁ ବିସ୍ଫୋରଣ ଘଟି ୪ ଶିଶୁଙ୍କ ସମେତ ୯ ଜଣଙ୍କ ମୃତ୍ୟୁ ହୋଇଛି। ଗତ ୨୦ ତାରିଖରେ ଏହି ବିସ୍ଫୋରଣ ଘଟିଥିଲା। ଗୁରୁତର ଆହତ ହୋଇଥିବା…
ମହାରାଷ୍ଟ୍ରରେ ଜେଇଇ ପରୀକ୍ଷାର୍ଥୀଙ୍କୁ ମିଳିବ ଆଉ ଏକ ସୁଯୋଗ
ନୂଆଦିଲ୍ଲୀ, ୨୫।୭: ଜେଇଇ (ମେନ୍) ପରୀକ୍ଷା ଜୁଲାଇ ୨୦, ୨୨, ୨୫ ଏବଂ ୨୭ରେ ଦେଶ ତଥା ବିଦେଶରେ ୩୩୪ଟି ସହରରେ ହେଉଛି। ତେବେ ମହାରାଷ୍ଟ୍ରରେ ପ୍ରବଳ ବର୍ଷାଜନିତ ବନ୍ୟା ଓ ଭୂସ୍ଖଳନକୁ ଦୃଷ୍ଟିରେ ରଖି ପ୍ରଭାବିତ ଅଞ୍ଚଳର ଛାତ୍ରୀଛାତ୍ରଙ୍କୁ ଆଉ…
କାଶୀ ବିଶ୍ୱନାଥ ଟ୍ରଷ୍ଟକୁ ଜମି ଦେଲା ଜ୍ଞାନବାପି ମସ୍ଜିଦ
ବାରାଣସୀ, ୨୫।୭: ବାରାଣସୀର ଶ୍ରୀ କାଶୀ ବିଶ୍ୱନାଥ ଟେମ୍ପଲ୍ ଟ୍ରଷ୍ଟକୁ ମୁସଲମାନ ସମ୍ପ୍ରଦାୟ ୧,୭୦୦ ବର୍ଗଫୁଟ ଜମି ଯୋଗାଇଦେବାକୁ ଘୋଷଣା କରିଛି। ଜ୍ଞାନବାପି ମସ୍ଜିଦ ନିକଟରେ ଥିବା ଏହି ଜମିକୁ କାଶୀ ବିଶ୍ୱନାଥ ଧାମ୍ (କରିଡର)ର ବିକାଶ ପାଇଁ ବ୍ୟବହାର କରାଯିବ।…
Archives


