କାଶୀ ବିଶ୍ୱନାଥ ଟ୍ରଷ୍ଟକୁ ଜମି ଦେଲା ଜ୍ଞାନବାପି ମସ୍ଜିଦ
ବାରାଣସୀ, ୨୫।୭: ବାରାଣସୀର ଶ୍ରୀ କାଶୀ ବିଶ୍ୱନାଥ ଟେମ୍ପଲ୍ ଟ୍ରଷ୍ଟକୁ ମୁସଲମାନ ସମ୍ପ୍ରଦାୟ ୧,୭୦୦ ବର୍ଗଫୁଟ ଜମି ଯୋଗାଇଦେବାକୁ ଘୋଷଣା କରିଛି। ଜ୍ଞାନବାପି ମସ୍ଜିଦ ନିକଟରେ ଥିବା ଏହି ଜମିକୁ କାଶୀ ବିଶ୍ୱନାଥ ଧାମ୍ (କରିଡର)ର ବିକାଶ ପାଇଁ ବ୍ୟବହାର କରାଯିବ।…
୪୦ ସ୍ଥାନରେ ସିବିଆଇ ଚଢ଼ାଉ
ନୂଆଦିଲ୍ଲୀ/ଶ୍ରୀନଗର, ୨୫।୭: ବେଆଇନ ଅସ୍ତ୍ର ଲାଇସେନ୍ସ ମାମଲାର ତଦନ୍ତ କରୁଥିବା ସିବିଆଇ ଶନିବାର ୨ ଜଣ ଆଇଏଏସ୍ ଅଫିସରଙ୍କ ବାସଭବନ ସମେତ ଜମ୍ମୁ-କଶ୍ମୀର ଓ ଦିଲ୍ଲୀର ୪୦ଟି ସ୍ଥାନରେ ଚଢ଼ାଉ କରିଛି। ଅନ୍ୟମାନଙ୍କ ମଧ୍ୟରେ କଶ୍ମୀର ପ୍ରଶାସନିକ ଅଧିକାରୀ, ତତ୍କାଳୀନ ଜିଲା…
କରୋନାରୁ ସୁସ୍ଥ ହେଉଥିବା ବ୍ୟକ୍ତିଙ୍କ ନିକଟରେ ଦେଖାଯାଉଛି ବ୍ରେନ୍ ହାମରେଜ!
ନୂଆଦିଲ୍ଲୀ,୨୫ ।୭: ଏକ ଅଧ୍ୟୟନରୁ ଜଣାପଡିଛି କି କରୋନା ଭାଇରସ ସଂକ୍ରମଣରୁ ସୁସ୍ଥ ହେବା ପରେ ଏଭଳି ରୋଗୀଙ୍କ ନିକଟରେ ଆହୁରି କିଛି ସ୍ୱାସ୍ଥ୍ୟ ସମସ୍ୟା ଦେଖାଯାଉଛି । ଯାହା ଏମାନଙ୍କ ପାଇଁ ଚିନ୍ତାର କାରଣ ପାଲଟି ଯାଇଛି । ଇତିମଧ୍ୟରେ…
ବୃହସ୍ପତି ଉପଗ୍ରହକୁ ଯିବ ସ୍ପେସ୍ଏକ୍ସ ରକେଟ୍
ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସା ପ୍ରଥମ ବୃହସ୍ପତି ମିଶନରେ ଏହାର ଥଣ୍ଡା ଉପଗ୍ରହ ୟୁରୋପାକୁ ମହାକାଶଯାନ ‘ୟୁରୋପା କ୍ଲିପର୍’ ପ୍ରେରଣ ପାଇଁ ସ୍ପେସ୍ଏକ୍ସ ରକେଟକୁ ବ୍ୟବହାର କରିବ। ଏଥିପାଇଁ ନାସା ଏଲନ୍ ମସ୍କଙ୍କ ରକେଟ୍ କମ୍ପାନୀ ସ୍ପେସ୍ଏକ୍ସକୁ ୧୭୮ ମିଲିୟନ…
ଜଳୁଛି କାଲିଫର୍ନିଆ ଜଙ୍ଗଲ
ସାନ୍ ଫ୍ରାନ୍ସିସ୍କୋ, ୨୫।୭: କାଲିଫର୍ନିଆ-ନେଭାଡା ସୀମାରେ ହଜାର ହଜାର ଏକର ଜଙ୍ଗଲ ଦୀର୍ଘ ଦୁଇ ସପ୍ତାହ ହେଲା ଜଳୁଛି। ପ୍ରାଥମିକ ଅବସ୍ଥାରେ ଆମେରିକା ଜଙ୍ଗଲ ସେବା ଅଧିକାରୀମାନେ ଏହାକୁ ବିଶେଷ ଗୁରୁତ୍ୱ ନ ଦେଇ ଜଳିବାକୁ ଛାଡ଼ିଦେବାରୁ ଏବେ ନିୟନ୍ତ୍ରଣ ବାହାରକୁ…
ଖୁବ୍ଶୀଘ୍ର ବ୍ୟାପୁଛି ଡେଲ୍ଟା-୩
ନୂଆଦିଲ୍ଲୀ,୨୫ ।୭: କରୋନା ଭାଇରସକୁ ନେଇ ଏହାର ନୂଆ ମ୍ୟୁଟେଶନ ବିଶେଷଜ୍ଞଙ୍କୁ ପୁଣିଥରେ ଚିନ୍ତାରେ ପକାଇ ଦେଇଛି । ଗତ କିଛି ସପ୍ତାହ ହେବ ଆମେରିକାରେ କରୋନାର ନୂଆ ସଂକ୍ରମଣ ଦେଖିବାକୁ ମିଳିଛି । ଏସବୁଥିରେ ଡେଲ୍ଟା-୩ ଭାରିଏଣ୍ଟ ମିଳିଛି ।…
ଗେହଲଟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣକୁ ନେଇ ଚାଲିଛି ମନ୍ଥନ
ଜୟପୁର,୨୫ ।୭: ପଞ୍ଜାବ କଂଗ୍ରେସରେ କଳହ ସମ୍ପୂର୍ଣ୍ଣ ତୁଟି ନ ଥିବା ବେଳେ ଏପଟେ ରାଜସ୍ଥାନରେ ଆରମ୍ଭ ହୋଇ ଗଲାଣି ରାଜନୈତିକ ଉଷ୍ମତା । ଶନିବାର ରାତିରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ଘରେ ପାଖାପାଖି ଅଢେଇ ଘଣ୍ଟାର ଏକ ବୈଠକ ବସିଥିବା…
କ୍ୟାଟ୍ରିନାଙ୍କ ସହ ଆଉ ୬ ଅଭିନେତ୍ରୀଙ୍କୁ ସୋସିଆଲ ମିଡିଆରେ ଫଲୋ କରନ୍ତି ସଲମାନ
ମୁମ୍ବାଇ: କରୋନା ମହାମାରୀ ଯୋଗୁ ଫିଲ୍ମ ଇଣ୍ଡଷ୍ଟ୍ରିରେ କମ୍ ଶୁଟିଂ ହେଉଛି। କମ୍ ଫିଲ୍ମ ବି ରିଲିଜ ହେଉଛି। ଏପରି ସ୍ଥିତିରେ ଦବଙ୍ଗ ଖାନ୍ ସଲମାନ ବର୍ତ୍ତମାନ ତାଙ୍କ ଫାର୍ମହାଉସରେ ସମୟ ବିତାଉଛନ୍ତି। ଏହି ସମୟର କିଛି ଭିଡିଓ ସୋସିଆଲ ମିଡିଆରେ…
କୁଲଗାମ ଏନକାଉଣ୍ଟର: ଜଣେ ଆତଙ୍କବାଦୀ ମୃତ
ନୂଆଦିଲ୍ଲୀ,୨୫ ।୭: ପାକିସ୍ତାନ ତା’ର ପ୍ରକୃତିରେ କେବେବି ପରିବର୍ତ୍ତନ କରୁନାହିଁ । ଜମ୍ମୁ-କଶ୍ମୀରର କୁଲଗାମରେ ପୁଣିଥରେ ଆତଙ୍କବାଦୀଙ୍କ ଗତିବିଧି ପରିଲକ୍ଷିତ ହୋଇଛି । ହେଲେ ଏହାର କଡା ଯବାବ ଦେଇଛି ଭାରତୀୟ ସେନା । ରବିବାର କୁଲଗାମର ମୁନନ୍ଦ ଅଞ୍ଚଳରେ ଆତଙ୍କବାଦୀ…
ପ୍ରାଣୀ ହେଲେ ବି ସେ ବୁଝିପାରେ ସବୁକିଛି: ବ୍ୟକ୍ତିଙ୍କୁ ଏମିତି ଅବସ୍ଥାରେ ଦେଖି…
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…
ଆଲିଶାଙ୍କୁ ମିଳିଲା ଟ୍ରାନ୍ସଜେଣ୍ଡର ପରିଚୟ ପତ୍ର
ଗାନ୍ଧିନଗର,୨୫ ।୭: ଗୁଜୁରାଟର ଟ୍ରାନ୍ସଜେଣ୍ଡର ବା ତୃତୀୟ ଲିଙ୍ଗ ଆଲିଶା ପଟେଲଙ୍କୁ ରାଜ୍ୟ ସରକାର ସ୍ୱୀକୃତି ପ୍ରାପ୍ତ ଟ୍ରାନ୍ସଜେଣ୍ଡର ପରିଚୟ ପତ୍ର ପ୍ରଦାନ କରିଛନ୍ତି । ଆଲିଶା କହିଛନ୍ତି ସେ ଜେଣ୍ଡର ଡିସଫୋରିଆ ରୋଗରେ ଆକ୍ରାନ୍ତ ହେବା ପରେ ପରିବର୍ତ୍ତନ ପ୍ରକ୍ରିୟା…
ଏମିତି ଦାନ୍ତ ଥିବା ଲୋକ ହୁଅନ୍ତି ଦରିଦ୍ର
ଚାଣକ୍ୟ ତାଙ୍କ ନୀତି ଶାସ୍ତ୍ରରେ ଏପରି କିଛି ବିଷୟରେ ବର୍ଣ୍ଣନା କରିଛନ୍ତି, ଯାହାକୁ ଗ୍ରହଣ କରି ଜଣେ ଖୁସିରେ ରହିପାରିବ। ସେ ବ୍ୟକ୍ତିର ଏପରି କିଛି ଅଭ୍ୟାସ ବିଷୟରେ ମଧ୍ୟ ଉଲ୍ଲେଖ କରିଛନ୍ତି ଯାହା ତାଙ୍କୁ ଦରିଦ୍ର କରିଥାଏ। ଜାଣନ୍ତୁ ସେ…
Archives


