ପୁଣି ଚର୍ଚ୍ଚାରେ ସୋନମ!
ମୁମ୍ବାଇ: ବଲିଉଡ୍ ସେଲିବ୍ରିଟିମାନେ ପ୍ରାୟ ସବୁ ସମୟରେ ନିଜର ଅଭିନୟ, ଷ୍ଟାଇଲ, ଫଟୋ, ଭିଡିଓ ଏମିତିକି ପର୍ସନାଲ ଲାଇଫକୁ ନେଇ ଆସିଥାଆନ୍ତି ଚର୍ଚ୍ଚାକୁ । ନିକଟରେ ବଲିଉଡ୍ ବିୟୁଟି ସୋନମ କପୁର ପ୍ରେଗନାନ୍ସିକୁ ନେଇ ଆସିଥିଲେ ଚର୍ଚ୍ଚାକୁ । ଶୁଣିବାକୁ ମିଳିଥିଲା…
ଶହନାଜଙ୍କୁ ମୁଁ ଭଲ ପାଏ: ମସାବା ଗୁପ୍ତା
ମୁମ୍ବାଇ: ଚର୍ଚ୍ଚିତ ରିୟଲିଟି ଶୋ’ ବିଗ୍ ବସ୍ ୧୩ରେ ସମସ୍ତଙ୍କ ମନୋରଞ୍ଜନ କରିଥିବା ଶହନାଜ ଗିଲଙ୍କର ଏବେ ଭଲ ସମୟ ଚାଲିଛି । ପ୍ରଫେସନାଲି ସେ ଏବେ ବହୁତ ଉପରକୁ ଯିବାରେ ଲାଗିଛନ୍ତି । କିଛିଦିନ ହେବ ସେ ଲୋକପ୍ରିୟ ଫଟୋଗ୍ରାଫର…
‘ଅନେକ ବଳିଦାନ ଦେଇଛି’
ନୂଆଦିଲ୍ଲୀ,୨୪।୭: ଅଲିମ୍ପିକ୍ସ ସଫଳତା ପାଇବା ପାଇଁ ଅନେକ ବଳିଦାନ ଦେଇଛି। ଟୋକିଓ ଅଲିମ୍ପିକ୍ସରେ ଭାରତକୁ ପ୍ରଥମ ପଦକ ଆଣି ଦେବା ପରେ ଏଭଳି କହିଛନ୍ତି ମୀରାବାଇ ଚାନ୍ନୁ। ୨୧ ବର୍ଷ ପରେ ଦେଶର ପ୍ରଥମ ଓ୍ବେଟ୍ଲିପ୍ଟର ଭାବେ ଚାନ୍ନୁ (୪୯ କେଜି)…
ଏନ୍ଏଚ୍ଆର୍ସିରେ ପହଞ୍ଚିଲା ବଡ଼ବିଲ ବଳାତ୍କାର, ହତ୍ୟା ଘଟଣା
କେନ୍ଦୁଝର,୨୪ା୭(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ କାରାଖେଣ୍ଡରା ଜଙ୍ଗଲରେ ଜଣେ ମହିଳାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ଘଟଣାକୁ ନେଇ ଜାତୀୟ ମାନବାଧିକାର କମିଶନ ନିକଟରେ ମାନବାଧିକାର କର୍ମୀ ହିମାଂଶୁ ଶେଖର ନାୟକ ଅଭିଯୋଗ କରି ମୃତ ପରିବାରକୁ…
୨୪ ଘଣ୍ଟାରେ ଏସବୁ ଜିଲାରେ ହେବ ପ୍ରବଳ ବର୍ଷା
ଭୁବନେଶ୍ବର,୨୪।୭: ରାଜ୍ୟର ବିଭିନ୍ନ ଜିଲାରେ ଆଉ ୫ ଦିନ ପ୍ରବଳ ବର୍ଷା ହେବାନେଇ ପାଣିପାଗ ବିଭାଗ ରବିବାର ସତର୍କ ସୂଚନା ଜାରି କରିଛି। ଏହିପରି କି ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ ଓ ବାଲେଶ୍ବର ଜିଲାରେ ପ୍ରବଳ ବର୍ଷା…
ଡ୍ରାଗନକୁ ଦିଆଯିବ କଡା ଜବାବ, ଲଦ୍ଦାଖରେ ମୁତୟନ ହେଲେ ୧୫ ହଜାରରୁ ଊର୍ଦ୍ଧ୍ୱ ଯବାନ
ନୂଆଦିଲ୍ଲୀ,୨୪ ।୭: ପୂର୍ବ ଲଦ୍ଦାଖରେ ଚାଇନାର ଆକ୍ରମଣକୁ ରୋକିବାକୁ ଯାଇ ଭାରତୀୟ ସେନା ଆତଙ୍କବାଦୀ ବିରୋଧି ଅଭିଯାନ ପାଇଁ ଉଦ୍ଦିଷ୍ଟ ନିଜର ୟୁନିଟକୁ ଜମ୍ମୁ-କଶ୍ମୀରରୁ ପୂର୍ବ ଲଦ୍ଦାଖ ସେକ୍ଟରକୁ ଟ୍ରାନ୍ସଫର କରିଦେଇଛି । ଇଣ୍ଡିଆ ଟୁଡେର ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ,…
ଖାଲି ହାତରେ ଫେରିଲେ କ୍ରିଷ୍ଣନ
ନୂଆଦିଲ୍ଲୀ,୨୪।୭:ଟୋକିଓ ଅଲିମ୍ପିକ୍ସରେ ପଦକ ଖାତା ଖୋଲିଛନ୍ତି ମୀରାବାଇ ଚାନ୍ନୁ। କିନ୍ତୁ ଭାରତର ସବୁଠୁ ବଡ଼ ପଦକ ଆଶା କୁହାଯାଉଥିବା ବିକାଶ କ୍ରିଷ୍ଣନ ପ୍ରଥମ ରାଉଣ୍ଡ ମଧ୍ୟ ଅତିକ୍ରମ କରିବାରେ ବିଫଳ ହୋଇଛନ୍ତି। ପୁରୁଷ ବକ୍ସରଙ୍କ ମଧ୍ୟରେ ସବୁଠୁ ଅଭଜ୍ଞ ବକ୍ସର ବିକାଶଙ୍କୁ…
ପାକିସ୍ତାନ ଆତଙ୍କବାଦୀ ଆକ୍ରମଣରେ ମୃତ୍ୟୁ ହୋଇଥିବା ଚାଇନା ନାଗରିକଙ୍କ ଘଟଣାର ଯାଞ୍ଚ ନିର୍ଦ୍ଦେଶ
ବେଜିଂ,୨୪ ।୭: ପାକିସ୍ତାନ ବୈଦେଶିକ ମନ୍ତ୍ରୀ ଶାହ ମହମୁଦ କୁରେଶି ବେଜିଂ ପହଞ୍ଚିବାର କିଛି ଘଣ୍ଟା ମଧ୍ୟରେ ପାକିସ୍ତାନରେ ଆତଙ୍କବାଦୀ ଆକ୍ରମଣରେ ମୃତ୍ୟୁ ହୋଇଥିବା ଚାଇନା ନାଗରିକଙ୍କ ମୃତଦେହ ଶୁକ୍ରବାର ଏକ ଚାଟର୍ଡ ବିମାନରେ ସ୍ୱେଦେଶ ପହଞ୍ଚିଥିଲା । ଆତଙ୍କବାଦୀ ଆକ୍ରମଣରେ…
ରାଜ୍ୟରେ ବାଘ ଗଣନା ଆରମ୍ଭ
ଭୁବନେଶ୍ୱର,୨୪।୭(ବୂ୍ୟରୋ): ରାଜ୍ୟରେ ବାଘ ଗଣନା ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥର ରାଜ୍ୟର ଅଧିକ ଡିଭିଜନରେ ବାଘ ଗଣନା କରାଯିବ । ପୂର୍ବରୁ ରାଜ୍ୟର ୧୫ଟି ଡିଭିଜନରେ ବାଘ ଗଣନା କରାଯାଉଥିଲା । ଫଳରେ ଏଥର ଗଣନାରେ ରାଜ୍ୟରେ ବାଘ ସଂଖ୍ୟା ବଢିବ…
ପୃଥ୍ବୀ ଶ’ଙ୍କୁ ‘ଶୋ-ଷ୍ଟପର୍’ ଭାବନ୍ତି ଏହି କ୍ରିକେଟର, କହିଲେ-ବ୍ୟାଟିଂ ବେଳେ ତାଙ୍କ…
ନୂଆଦିଲ୍ଲୀ,୨୪।୭: ଶ୍ରୀଲଙ୍କା ବିପକ୍ଷରେ ଭାରତ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜକୁ ୨-୧ରେ ଜିତିଛି। ଏହି ସିରିଜରେ ସୂର୍ଯ୍ୟକୁମାର ଯାଦବ ଏବଂ ପୃଥ୍ବୀ ଶ’ ଉଲ୍ଲେଖନୀୟ ବ୍ୟାଟିଂ କରିଥିଲେ। ୧୨୭ ରନ୍ କରିଥିବା ସୂର୍ଯ୍ୟକୁମାରଙ୍କୁ ‘ମ୍ୟାନ୍ ଅଫ୍ ଦ ସିରିଜ୍’ ଚୟନ…
ବଢୁଛି ମହାରାଷ୍ଟ୍ର ବନ୍ୟା ମୃତ୍ୟୁ ସଂଖ୍ୟା, ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ
ମୁମ୍ବାଇ,୨୪ ।୭: ମହାରାଷ୍ଟ୍ରରେ ବର୍ଷା ଛାଡି ଯାଇଥିଲେ ବି ବନ୍ୟା ପ୍ରଭାବିତ ଜିଲାର ପରିସ୍ଥିତି ଗମ୍ଭିର ହୋଇ ପଡିଛି । ବନ୍ୟା ପ୍ରଭାବିତ ପ୍ରାୟ ୮୯ ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି । ଏବେ ଏମାନଙ୍କ ଜୀବନ ଜୀବିକାକୁ…
ଛାତ୍ରୀଙ୍କୁ ଅଶ୍ଳୀଳ ମେସେଜ୍ ପଠାଇଲେ ଶିକ୍ଷକ, ପରିବାର ଲୋକେ ଦେଲେ ଏମିତି ଶିକ୍ଷା
ଜୟପୁର,୨୪ା୭: ଆଜି ସମଗ୍ର ଦେଶରେ ପାଳିତ ହେଉଛି ଗୁରୁପୂର୍ଣ୍ଣିମା। ଆଜି ପରି ପବିତ୍ର ଦିନରେ ଜଣେ ଗୁରୁଙ୍କ କୁତ୍ସିତ କାମ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ରାଜସ୍ଥାନର ସିକର ଜିଲାରୁ ଏପରି ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ଶିକ୍ଷକ ଦଶମ…
Archives


