Home Left

ଜିତିବା ପାଇଁ ନ୍ୟୁଜିଲାଣ୍ଡକୁ ବିଶାଳ ଲକ୍ଷ୍ୟ ଦେଲା ଭାରତ

ମୁମ୍ବାଇ,୫।୧୨: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ସିରିଜର ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଉଛି। ୭ ଉଇକେଟ୍‌ ହରାଇ ୨୭୬ରେ ଭାରତ ଦ୍ୱିତୀୟ ଇନିଂସ ଘୋଷଣା କରିଥିଲା ଏବଂ ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ…

ସଞ୍ଚୟ ଗୁରୁତ୍ୱପୂର୍ଣ୍ଣ

କୈଶୋରାବସ୍ଥା ବା ଯୁବାବସ୍ଥାକୁ ଅନେକେ ମଜାମସ୍ତିରେ ବିତାଇବାକୁ ପସନ୍ଦ କରନ୍ତି। ଆଉ ଏଥିପାଇଁ ଆଗ-ପଛ ବିଚାର ନ କରି ନିଜର ସମସ୍ତ ଆୟକୁ ମଧ୍ୟ ବ୍ୟୟ କରିବାକୁ ପଛାନ୍ତି ନାହିଁ। ବର୍ତ୍ତମାନର ଏହି ଖୁସି ଆଳରେ ଯେ ସେମାନେ ନିଜ ଭବିଷ୍ୟତ…

ନିଆରା ମନ୍ଦିର

ଆମ ଦେଶରେ ରହିଛି ଅନେକ ପ୍ରସିଦ୍ଧ ଦେବଦେବୀ ମନ୍ଦିର। ଏସବୁ ମନ୍ଦିର ମଧ୍ୟରେ ବିଭିନ୍ନ ନିଆରା ବିଶେଷତ୍ୱକୁ ନେଇ ଆନ୍ଧ୍ରପ୍ରଦେଶର ଲୋପାକ୍ଷୀରେ ଥିବା ବୀରଭଦ୍ର ମନ୍ଦିର ବେଶ୍‌ ଲୋକପ୍ରିୟ ହୋଇପାରିଛି। ଜାଣିବା ଏହି ମନ୍ଦିର ବିଷୟରେ କିଛି ରୋଚକ ତଥ୍ୟ….. ଷୋଡ଼ଶ…

ମଡର୍ନ ଆପ୍ଲିକ

ଚାନ୍ଦୁଆ ହସ୍ତଶିଳ୍ପ ପାଇଁ ପିପିଲିର ନାଁ ବେଶ୍‌ ଜଣାଶୁଣା। ସେହିପରି କପଡ଼ାରେ ତିଆରି ବିଭିନ୍ନ କଳାକୃତିକୁ କଟାଯାଇ ଭିନ୍ନ ଭିନ୍ନ ପୋଷାକପତ୍ରରେ ତାହାକୁ ସିଲେଇ କରାଯାଉଥିବା ହସ୍ତକଳା ଶିଳ୍ପକୁ ମଡର୍ନ ଆପ୍ଲିକ ବୋଲି କୁହାଯାଉଛି… ବିଭିନ୍ନ ପାରମ୍ପରିକ ହସ୍ତଶିଳ୍ପ ଓ କଳା…

ଗାଁରେ ଆତଙ୍କ ଖେଳାଉଛନ୍ତି ହାତୀପଲ

ବାଲେଶ୍ୱର ଅଫିସ,୫ା୧୨: ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅଧିନସ୍ଥ ନଟାକଟା ପଞ୍ଚାୟତରେ ଶନିବାର ରାତିରେ ହାତୀ ଆତଙ୍କ ଦେଖିବାକୁ ମିଳିଛି। ମୟୂରଭଞ୍ଜ ଜିଲା ମୋରଡ଼ା ଅଞ୍ଚଳରୁ ୧୫ରୁ ଊଦ୍ଧର୍‌ବ ହାତୀପଲ ଅମର୍ଦ୍ଦାରୋଡ୍‌ ଷ୍ଟେଶନ ନିକଟସ୍ଥ ରେଳ ଲାଇନ ଡେଇଁ ନଟାକଟା ପଞ୍ଚାୟତର…

ରୋଜଗାର ଟଙ୍କାରେ ସିଲେଇ ମେଶିନ କିଣା ହୋଇଥିଲା

କଟକରେ ମୋର ଜନ୍ମ ହୋଇଥିଲେ ହେଁ ମା’ ଯେହେତୁ ଶିକ୍ଷୟିତ୍ରୀ ଥିଲେ ତେଣୁ ମୋ ପାଠପଢ଼ା ବିଭିନ୍ନ ସ୍ଥାନରେ ହୋଇଥିଲା। ତେବେ ସୁନ୍ଦରଗଡ଼ ସେଣ୍ଟ ମେରି ଗାଲର୍‌ସ ହାଇସ୍କୁଲରେ ଅଷ୍ଟମରେ ପଢ଼ିଲାବେଳେ ମୋତେ ସପ୍ତମ ଶ୍ରେଣୀର ମେରିଟ୍‌ ସ୍କଲାରଶିପ୍‌ ମିଳିଲା। ଛୋଟପିଲା…

ଆଲୋଭେରାର ଉପକାରିତା

ଆଲୋଭେରାରେ ଭରି ରହିଛି ଅନେକ ଔଷଧୀୟ ଗୁଣ; ଯାହାକୁ ବ୍ୟବହାର କରି ଆମେ ଅତି ସହଜରେ ଅନେକ ସମସ୍ୟାରୁ ମୁକ୍ତି ପାଇପାରିବା। ଯଥା: ଶରୀରର କୌଣସି ସ୍ଥାନ କୁଣ୍ଡାଇ ହେଉଥିଲେ ସେହି ସ୍ଥାନରେ ଆଲୋଭେରା ଜେଲ୍‌କୁ କିଛିଦିନ ଲଗାଇଲେ, ଉକ୍ତ ସମସ୍ୟାରୁ…

ଅପେକ୍ଷାର ଫଳ ମିଠା

ଅଭିନେତା ଦୀପକଙ୍କ ଅଭିନୀତ ତିନୋଟି ସିନେମା ପରଦା ଉପରକୁ ଆସିବାକୁ ପ୍ରସ୍ତୁତ ହୋଇ ରହିଛି। ପୁଣି ଏପରି ସଂଯୋଗ ତିନୋଟି ସିନେମାର ନିର୍ଦ୍ଦେଶକ ଜଣେ। ସେ ହେଉଛନ୍ତି କୋରିଓଗ୍ରାଫର-କମ୍‌-ଡାଇରେକ୍ଟର ସୁଧାକର ବସନ୍ତ। ‘ଏଇ ବୋଧେ ଭଲ ପାଇବା’ରେ ତାଙ୍କ ନାୟିକା ସାଜିଛନ୍ତି…

ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୫ା୧୨(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନେ କମିଲେ ଦିନେ ବଢ଼ୁଛି। ଆଜି ଆଉ ୨ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା…

ପାଣିରେ ଭାସିଲା ପାଚିଲା ଧାନ

ନିଶ୍ଚିନ୍ତକୋଇଲି,୫ା୧୨(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକରେ ବାତ୍ୟା ‘ଜଓ୍ବାଦ’ ପ୍ରଭାବରେ ମୁଖ୍ୟତଃ ଧାନ ଫସଲ ନଷ୍ଟ ହୋଇଛି। ବର୍ଷା ପବନ ବଢ଼ିଥିବାରୁ ଲୋକେ ଗୃହବନ୍ଦୀ ହୋଇ ରହିଛନ୍ତି। ବିଦ୍ୟୁତ୍‌ ସରବରାହ ବନ୍ଦ ରହିଛି। କିଛି ଚାଷୀ ତରବରିଆ ଭାବେ ଧାନ କାଟି…

ସେବା ଓ ସର୍ଜନାର ମଧୁଝର: ତପନକୁମାର

ଅନ୍ତର୍ଜାତୀୟ ସ୍ତରର ଜଣେ ଗବେଷକ, ପ୍ରାଧ୍ୟାପକ, ବ୍ୟବସାୟ ରଣନୀତି ବିସାରଦ, ପରିଚାଳନା ମାର୍ଗଦର୍ଶକ, ସମାଜସେବୀ, ସ୍ତମ୍ଭକାର, ସୁଲେଖକ, ଅନୁବାଦକ ତଥା ହାଇଦ୍ରାବାଦରେ ଅବସ୍ଥିତ ନାର୍ସି ମୋନ୍ଜି ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ମ୍ୟାନେଜମେଣ୍ଟ ଷ୍ଟଡିଜ(NMIMS) ୟୁନିଭରସିଟିର ନିର୍ଦ୍ଦେଶକ ଡ. ତପନ କୁମାର ପଣ୍ଡା, ଯିଏ…

ସ୍ବେଟର୍‌ ଡ୍ରେସ୍‌

ସ୍ବେଟର୍‌ ଡ୍ରେସ୍‌ ଶରୀରକୁ ଉଷ୍ମତା ପ୍ରଦାନ କରିବା ସହ ଷ୍ଟାଇଲିଶ୍‌ ଲୁକ୍‌ ଦେଉଥିବାରୁ ଶୀତଦିନେ ଏହାର ଚାହିଦା ଖୁବ୍‌ ବଢିଯାଏ। ସେଥିପାଇଁ ମାର୍କେଟ୍‌ରେ ଏହାର ଅନେକ ଭେରାଇଟି ଦେଖିବାକୁ ମିଳିଥାଏ। ସେମିତି କେତୋଟି ଟ୍ରେଣ୍ଡି ସ୍ବେଟର୍‌ ଡ୍ରେସ୍‌ ସମ୍ପର୍କରେ… ଶୀତଦିନେ ଶୀତରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?