Home Left

ଦିବ୍ୟାଙ୍ଗତା ମାନିଛି ହାର

ଶରୀରର ୭୫% ଭାଗ ଭିନ୍ନକ୍ଷମ। ନିଜର ଇଚ୍ଛାଶକ୍ତି ଓ ଦୃଢ଼ ମନୋବଳ ଯୋଗୁ ସେ ଆଜି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ପେସାରେ ସେ ଜଣେ ଶିକ୍ଷକ ହୋଇଥିଲେ ହେଁ ଗୀତ ଲେଖିବା, ବିଭିନ୍ନ ଭଜନ ଓ ଆଧୁନିକ ଆଲବମ୍‌ ପ୍ରସ୍ତୁତ…

ସଂଯୋଗ

କେବେ କାହା ସହ ଦେଖାହେବ, କାହା ସହିତ କ’ଣ ଘଟିବ, ଏସବୁ ଭାଗ୍ୟର ଲେଖା ନା ସଂଯୋଗର କଥା। ନା ଭାଗ୍ୟ ଓ ସଂଯୋଗ ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ। ତେବେ ଏତିକି କୁହାଯାଇପାରେ ଯେବେ ଯେବେ କିଛି ସଂଯୋଗ ଘଟେ…

ବଢୁଛି ଜୁଆର,ସମୁଦ୍ର ଯିବାକୁ ବାରଣ

ପୁରୀ ଅଫିସ,୫।୧୨:: ଧୀରେ ଧୀରେ ଦୁର୍ବଳ ହେବାରେ ଲାଗିଛି ସମ୍ଭାବ୍ୟ ବାତ୍ୟା ଜୱାଦ। ପୁରୀ ଉପକୂଳ ନିକଟରେ ପହଞ୍ଚିବା ବେଳକୁ ବାତ୍ୟାର ବେଗ କମିଯାଇଥିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଶନିବାର ଅପରାହ୍ନ ସୁଦ୍ଧା ବର୍ଷାର ମାତ୍ରା କମ୍‌ ରହିଥିଲେ…

ରାଜନୀତିରେ କେବେ କ‘ଣ ହେବ କିଛି ବି କହି ହେବ ନାହିଁ, କହିଲେ ଗୁଲାମ ନବୀ…

ନୂଆଦିଲ୍ଲୀ,୫।୧୨: ଅସନ୍ତୁଷ୍ଟ କଂଗ୍ରେସ ନେତାଙ୍କ ଗୋଷ୍ଠୀ ଜି-୨୩ର ସଦସ୍ୟ ଗୁଲାମ ନବୀ ଆଜାଦ ଏକ ନୂତନ ଦଳ ଗଠନ ନେଇ କଳ୍ପନା ଜଳ୍ପନା ନେଇ ନୀରବତା ଭାଙ୍ଗିଛନ୍ତି। କଂଗ୍ରେସ ନେତୃତ୍ୱ ବିରୋଧରେ ବିଦ୍ରୋହୀ ଆଭିମୁଖ୍ୟ ଗ୍ରହଣ କରିଥିବା ଦଳର ଭେଟେରାନ ଗୁଲାମ…

କଳାଜାଇ ଅଙ୍ଗର କେଉଁଠି ରହିଲେ ଶୁଭ

କଳାଜାଇକୁ ସାଧାରଣତଃ ବ୍ୟୁଟି ସ୍ପଟ୍‌ ବୋଲି କୁହାଯାଇଥାଏ। କିନ୍ତୁ ଏହା ବି ଅନେକ ସମୟରେ ଆମକୁ ଶୁଭ, ଅଶୁଭର ସୂଚନା ଦେଇଥାଏ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି। ତେବେ ଶରୀରର କେଉଁ ଅଙ୍ଗରେ କଳାଜାଇ ଥିଲେ କି ସୂଚନା ମିଳିଥାଏ ଆସନ୍ତୁ…

ପାଇକ ବିଦ୍ରୋହକୁ ପ୍ରଥମ ସ୍ବାଧୀନତା ଆନ୍ଦୋଳନ ମାନ୍ୟତା ନ ମିଳିବା ପ୍ରସଙ୍ଗ: ପୁନର୍ବିଚାର ଦାବି

ଖୋର୍ଦ୍ଧା ଅଫିସ,୫ା୧୨: ପାଇକ ବିଦ୍ରୋହ ଦେଶର ପ୍ରଥମ ସ୍ବାଧୀନତା ସଂଗ୍ରାମ ନୁହେଁ ବୋଲି ଗୁରୁବାର କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଜି.କିଷାନ ରେଡ୍ଡି ରାଜ୍ୟ ସଭାରେ କହିଛନ୍ତି।ଭାରତୀୟ ଐତିହାସିକ ଅନୁସନ୍ଧାନ ପରିଷଦ(ଆଇସିଏଚ୍‌ଆର୍‌)ରୁ ମିଳିଥିବା ରିପୋର୍ଟ ଅନୁଯାୟୀ ପାଇକ ବିଦ୍ରୋହକୁ ସ୍ବାଧୀନତାର ପ୍ରଥମ ଯୁଦ୍ଧ…

ପାଠକଙ୍କ ଘରୁ କାର୍‌, କାଗଜପତ୍ର ଜବତ କଲା ଇଡି

ଭୁବନେଶ୍ୱର,୫।୧୨(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଓ ଟାଟା କମ୍ପାନୀରେ ଚାକିରି ଦେବା ନାଁରେ ଠକେଇ ମାମଲାରେ ଛନ୍ଦି ହୋଇଥିବା ପୂର୍ବତନ ଆଇଏଫ୍‌ଏସ୍‌ ଅଧିକାରୀ ଅଭୟକାନ୍ତ ପାଠକଙ୍କ ବିବେକାନନ୍ଦ ମାର୍ଗସ୍ଥିତ ଘରେ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଚଢ଼ାଉ କରିଥିଲା। ଶନିବାର ମଧ୍ୟ…

ସିସୋର୍‌ର ଆଉ ୫.୬୭ କୋଟିର ସମ୍ପତ୍ତି ବାଜ୍ୟାପ୍ତି

ଭୁବନେଶ୍ୱର,୫।୧୨(ବ୍ୟୁରୋ): ସିସୋର୍‌ ଚିଟ୍‌ଫଣ୍ଡ ସଂସ୍ଥାର ଆଉ ୫.୬୭ କୋଟି ଟଙ୍କାର ସମ୍ପତ୍ତିକୁ ବାଜ୍ୟାପ୍ତି କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)। ଏହି ଟଙ୍କା ସିସୋର ଆକାଉଣ୍ଟରୁ ୨ ବ୍ୟବସାୟୀ ମହାରାଷ୍ଟ୍ରର ଦିଲୀପ ଅମୃତଲାଲ ଗୁଡାକା ଓ ଭୁବନେଶ୍ୱରର ହେରାଲ୍ଡ ଓଭରସିସ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ଏମ୍‌ଡି…

ଯୁବବର୍ଗଙ୍କ ଉପରେ ଲାଠିଚାର୍ଜ ନେଇ ସରକାରଙ୍କୁ ଘେରିଲେ ରାହୁଲ-ବରୁଣ…

ଲକ୍ଷ୍ନୌ,୫।୧୨: ଉତ୍ତରପ୍ରଦେଶରେ ୬୯ ହଜାର ସହାୟକ ଶିକ୍ଷକ ନିଯୁକ୍ତିରେ ଅନିୟମିତତାକୁ ନେଇ ରାଜନୈତିକ ସ୍ଥିତି ବେଶ୍‌ ସରଗରମ ହେବାରେ ଲାଗିଛି। ଏହି ଘଟଣାରେ ଏକ କ୍ୟାଣ୍ଡେଲ ରାଲି ଉପରେ ପୋଲିସ ପକ୍ଷରୁ ଲାଠି ଚାର୍ଜ କରାଯାଇଛି। ଏହାକୁ ନେଇ କଂଗ୍ରେସ ପକ୍ଷରୁ…

ଟେଲି ପୁରସ୍କାରରୁ ବାଦ୍‌ ପଡ଼ିଲା ‘ନିମ୍‌କି’

ଭୁବନେଶ୍ୱର,୫।୧୨ (ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୯ ମସିହା ପାଇଁ ୩୧ତମ ‘ରାଜ୍ୟ ଓଡ଼ିଆ ଚଳଚ୍ଚିତ୍ର’ ଓ ୮ମ ‘ରାଜ୍ୟ ଓଡ଼ିଆ ଟେଲି ଚଳଚ୍ଚିତ୍ର ପୁରସ୍କାର’ ଘୋଷଣା ହେବା ପରେ ଏହାକୁ ନେଇ ବିବାଦ ଲାଗି ରହିଥିଲା। ପୁରସ୍କାର ପ୍ରଦାନ କ୍ଷେତ୍ରରେ…

ସେନାଙ୍କୁ ଦୁର୍ବଳ ବୋଲି ନ ଭାବନ୍ତୁ ଶତ୍ରୁ: ଶାହ

ଜୟପୁର,୫ ।୧୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ରବିବାର ରାଜସ୍ଥାନର ଜୈସଲମେରରେ ଆୟୋଜିତ ସୁରକ୍ଷାକର୍ମୀଙ୍କ ୫୭ ତମ ସ୍ଥାପନା ଦିବସ ସମାରୋହରେ ଯୋଗ ଦେଇଛନ୍ତି । ଏହି ଅବସରରେ ସେ ସୁରକ୍ଷାର୍କମୀଙ୍କୁ ସେମାନଙ୍କ ଉଲ୍ଲେଖନୀୟ କାର୍ଯ୍ୟପାଇଁ ପଦକ ପ୍ରଦାନ କରିଛନ୍ତି…

ଉପକୂଳ ଜଗିଛି ୧୦ ସୁନାମି ଆଲର୍ଟ ଟାୱାର

ମହାକାଳପଡ଼ା,୫ା୧୨(ଡି.ଏନ୍‌.ଏ.): ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବାତ୍ୟା ଭୟ ଲାଗି ରହିଛି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ବାତ୍ୟା ପ୍ରଭାବରେ ସମୁଦ୍ରରେ ଉଚ୍ଚ ଜୁଆର ଉଠି କୂଳ ଅଭିମୁଖେ ମାଡ଼ି ଆସିବ। ତେବେ ବ୍ଲକର ସମୁଦ୍ର ଉପକୂଳ ଅଞ୍ଚଳରେ ୧୦ଟି ସୁନାମୀ ଟାୱାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?