ପଦାର୍ପଣକାରୀ ବୋଲରଙ୍କ ଉପରେ ନିର୍ଭର କରେ ସବୁ କିଛି
କଲମ୍ବୋ,୨୩।୭: ଶ୍ରୀଲଙ୍କା ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍ରେ ଟିମ୍ ଇଣ୍ଡିଆ ୨୨୫ ରନ୍ରେ ଅଲଆଉଟ୍ ହୋଇଯାଇଛି। ଏହି ମ୍ୟାଚ୍ ଜରିଆରେ ଦିନିକିଆ କ୍ୟାରିୟର ଆରମ୍ଭ କରୁଥିବା ଚେତନ ଶାକରିୟା, ନବଦୀପ ସାଇନି ଓ ରାହୁଲ ଚହରଙ୍କ ଉପରେ ନିର୍ଭର…
ଅଗଷ୍ଟ ୧୯ରୁ ସ୍ନାତକ ଶେଷ ସେମିଷ୍ଟାର
ଭୁବନେଶ୍ୱର,୨୩।୭: ଅଗଷ୍ଟ ୧୯ ତାରିଖରୁ ରାଜ୍ୟର ସମସ୍ତ ମହାବିଦ୍ୟାଳୟରେ ସ୍ନାତକ ଶେଷ ସେମିଷ୍ଟାର ପରୀକ୍ଷା ହେବ । ସେପ୍ଟେମ୍ବର ୨୭ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ । ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଶୁକ୍ରବାର ଏହି ସୂଚନା ଦିଆଯାଇଛି । ରାଜ୍ୟର…
ସବୁ ଦୁଃଖର କାରଣ ହେଉଛି ପ୍ରେମ: ଜାଣନ୍ତୁ ଏପରି କାହିଁକି କହିଛନ୍ତି ଚାଣକ୍ୟ…
ମହାନ ରାଜନୀତିଜ୍ଞ ଏବଂ ଅସ୍ତ୍ରଶାସ୍ତ୍ର ବିଶାରଦ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ସଫଳ ଜୀବନକୁ ନେଇ ଅନେକ ନୀତି ଉଲ୍ଲେଖ କରିଛନ୍ତି। ପ୍ରେମ ସମ୍ପର୍କକୁ ନେଇ ଚାଣକ୍ୟ ଏପରି କିଛି କହିଛନ୍ତି, ଯାହା ସାଧାରଣ ଚିନ୍ତାଧାରାରୁ ଅଲଗା ଅଟେ। ଆସନ୍ତୁ ଜାଣିବା…
ମିଳିଲା ସେନା କର୍ମଚାରୀଙ୍କ ଝୁଲନ୍ତା ମୃତଦେହ
ଗୋପାଳପୁର,୨୩ା୭(ଡି.ଏନ.ଏ.): ଗୋପାଳପୁର ଥାନା ଗୋଳାବନ୍ଧ ଗ୍ରାମ ସ୍ଥିତ ଆର୍ମି ଏଡ଼ି କଲେଜ ପରିସରରୁ ଶୁକ୍ରବାର ଜଣେ ସେନା କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ପୋଲିସ ଜବତ କରିଛି। ସେ ହେଲେ ନାଏକ ଶଙ୍କର କୁମାର ମଣ୍ଡଲ (୩୪)। ଏ ନେଇ ପୋଲିସ ଏକ…
ବେଲୁନ, ଆଇସକ୍ରିମରେ ଆଉ ବ୍ୟବହାର ହୋଇ ପାରିବ ନାହିଁ ପ୍ଲାଷ୍ଟିକ କାଠି!
ନୂଆଦିଲ୍ଲୀ,୨୩ ।୭: କେନ୍ଦ୍ର ସରକାର ଶୁକ୍ରବାର ସଂସଦରେ କହିଛନ୍ତି କ୍ୟାଣ୍ଡି, ଆଇସକ୍ରିମ, ବେଲୁନ ଆଦିରେ ବ୍ୟବହାର କରାଯାଉଥିବା ପ୍ଲାଷ୍ଟିକ କାଠି ବା ଷ୍ଟିକ୍ର ବ୍ୟବହାର ୧ ଜାନୁୟାରୀ, ୨୦୨୨ରୁୁ ବନ୍ଦ କରି ଦିଆଯିବ । ତେବେ ଗୋଟିଏ ଥର ବ୍ୟବହାର ଉପଯୋଗୀ…
ରାଇନାଙ୍କ ବିବାଦୀୟ ବୟାନ ପରେ ଏବେ ରବିନ୍ଦ୍ର ଜାଡେଜା କହିଲେ ‘ରାଜପୁତବୟ ଫର୍ଏଭର୍’; ଲୋକେ ଦେଉଛନ୍ତି…
ନୂଆଦିଲ୍ଲୀ,୨୩।୭: ନିକଟରେ ଭାରତୀୟ ପୂର୍ବ କ୍ରିକେଟର ତଥା ସିଏସ୍କେର ଅଭିଜ୍ଞ ଖେଳାଳି ସୁରେଶ ରାଇନା ବ୍ରାହ୍ମଣ ହୋଇଥିବା ନେଇ ବୟାନ ଦେଇ ବିବାଦରେ ଫସିଥିଲେ। ଏବେ ତାହା ଥମି ନ ଥିବା ବେଳେ ଭାରତର ଷ୍ଟାର ଅଲ୍ରାଉଣ୍ଡର ରବିନ୍ଦ୍ର ଜାଡେଜା ନିଜର…
ବର୍ଷାରେ ବେହାଲ ମୁମ୍ବାଇ: ଟ୍ରେନ ଚଳାଚଳ ବାଧାପ୍ରାପ୍ତ
ମୁମ୍ବାଇ,୨୩ ।୭: ମହାରାଷ୍ଟ୍ର ପାଣିପାଗ ବିଭାଗ ପକ୍ଷରୁ ମୁମ୍ବାଇରେ ରେଡ ଆଲର୍ଟ ଜାରି କରାଯାଇଛି । କାରଣ ଆସନ୍ତା ୩-୪ ଦିନ ଏଠାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହଛି । ଏଥିପାଇଁ କେନ୍ଦ୍ରୀୟ ରେଲୱେ ୪୮ ଟ୍ରେନକୁ ରଦ୍ଦ କରିଦେଇଛନ୍ତି…
ପଦାର୍ପଣରେ ବେପରୁଆ ବ୍ୟାଟିଂ
କଲମ୍ବୋ,୨୩।୭: ଶ୍ରୀଲଙ୍କା ବିପକ୍ଷ ୩ୟ ମ୍ୟାଚ୍ରେ ଟିମ୍ ଇଣ୍ଡିଆ ପାଇଁ ଦିନିକିଆରେ ପଦାର୍ପଣ କରିଛନ୍ତି ସଞ୍ଜୁ ସାମସନ। ଟି୨୦ ପଦାର୍ପଣର ୬ ବର୍ଷ ପରେ ମିଳିଥିଲା ଦିନିକିଆରେ ପ୍ରଥମ ସୁଯୋଗ। ଇନିଂସ ଆରମ୍ଭରୁ ବେଶ୍ ଧୈର୍ଯ୍ୟର ସହ ଖେଳିଥିଲେ। କେବଳ ଖରାପ…
କରୋନା ଟିକାକରଣରେ ତାମିଲନାଡୁ ସବୁଠାରୁ ଆଗରେ
ନୂଆଦିଲ୍ଲୀ,୨୩ ।୭: ଦେଶରେ କରୋନା ଭାଇରସର ତୃତୀୟ ଲହର ଆସିବା ପୂର୍ବରୁ କେନ୍ଦ୍ର ସରକାର ସମସ୍ତ ରାଜ୍ୟକୁ ଦ୍ରୁତ ଗତିରେ ଟିକାକରଣ ପ୍ରକ୍ରିୟାକୁ ଆଗେଇ ନେବାକୁ କହିଥିଲେ । ମେ ୧ରୁ ଜୁଲାଇ ୧୩ ପର୍ଯ୍ୟନ୍ତ ରାଜ୍ୟରେ କୋଭିଡ-୧୯ର ପାଖାପାଖି ୪୧…
ଟେବୁଲ ଟେନିସ ଖେଳିଲେ ଆମିର
ମୁମ୍ବାଇ: ବଲିଉଡ୍ ମିଷ୍ଟର ପରଫେକ୍ଟନିଷ୍ଟ ଆମିର ଖାଁ ନିକଟରେ କିରନ ରାଓଙ୍କ ସହ ବିବାହ ବିଚ୍ଛେଦ ଖବରକୁ ନେଇ ଚର୍ଚ୍ଚାରେ ରହିଥିଲେ। ଏହି ଖବର ପରେ ସୋସିଆଲ ମିଡିଆରେ ଦୁହିଁଙ୍କ ଅନେକ ଫଟୋ ଓ ଭିଡିଓ ସାମ୍ନାକୁ ଆସିଥିଲା। ଯେଉଁଥିରେ ଦୁଇଜଣଙ୍କୁ…
୬ ବର୍ଷ ପରେ ଆରମ୍ଭ ହେଲା ସଞ୍ଜୁଙ୍କ ଦିନିକିଆ କ୍ୟାରିୟର
କଲମ୍ବୋ,୨୩।୭: ଶ୍ରୀଲଙ୍କା ବିପକ୍ଷ ୩ୟ ମ୍ୟାଚ୍ରେ ଭାରତୀୟ ଦଳ ପାଇଁ ଦିନିକିଆ ଫର୍ମାଟରେ ପଦାର୍ପଣ କରିଛନ୍ତି ୫ ଖେଳାଳି। ସେମାନଙ୍କ ମଧ୍ୟରେ ରହିଛନ୍ତି ଉଇକେଟକିପର ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ। ସେ ଟି୨୦ ଫର୍ମାଟରେ କ୍ୟାରିୟର ଆରମ୍ଭ କରିବାର ୬ ବର୍ଷ (୨,୧୯୬…
ସୋମବାର ପର୍ଯ୍ୟନ୍ତ ଲୋକ ସଭା-ରାଜ୍ୟ ସଭା ମୁଲତବୀ
ନୂଆଦିଲ୍ଲୀ,୨୩।୭: ଶୁକ୍ରବାର ସଂସଦର ମୌସୁମୀ ଅଧିବେଶନର ୪ର୍ଥ ଦିନ। ପୋଗାସସ୍ ମାମଲାକୁ ନେଇ ଗତ ୩ଦିନରୁ ଗୃହରେ ତାତି ଦେଖାଦେଇଛି। ଗୁରୁବାର ସଂସଦର ଦୁଇ ଗୃହ ଆରମ୍ଭ ହେବା କ୍ଷଣି ବିରୋଧୀ ଦଳ ହଟ୍ଟଗୋଳ କରିଥିଲେ। ଏହାପରେ ରାଜ୍ୟ ସଭା ଓ…
Archives


