Home Left

୨ ଦିନ ହେବ ଛାତ୍ରାବାସ ଆସିଥିଲେ ପ୍ରଶାନ୍ତ: ଆଜି ମିଳିଲା ମୃତଦେହ, ଖେଳିଗଲା ଚାଞ୍ଚଲ୍ୟ

ନବରଙ୍ଗପୁର,୧୬।୪(ସଦାଶିବ ପ୍ରହରାଜ): ଛାତ୍ରାବାସରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ଝୁଲନ୍ତା ଶବ ଉଦ୍ଧାର କରାଯାଇଛି। ମୃତ୍ୟୁର କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ ଥିବାବେଳେ ଏହାକୁ ନେଇ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ…

ଗାଁ ଗାଁରେ ବଢୁଛି କୋଚିଙ୍ଗ ସେଣ୍ଟର: ସରକାରୀ ନିୟମକୁ ଫୁ’

କୃଷ୍ଣପ୍ରସାଦ,୧୬।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ଶିକ୍ଷାର ବିକାଶ ପାଇଁ ସରକାର ତତ୍ପର ହୋଇ ଉଠିଛନ୍ତି। ଆଧୁନିକ ଶିକ୍ଷାର ଉନ୍ନତୀକରଣ ପାଇଁ ସର୍ବଭାରତୀୟସ୍ତରରେ ଆରମ୍ଭ ହୋଇଛି ଉଦ୍ୟମ। ଏଥିପାଇଁ ଚଳିତବର୍ଷ ନୂତନ ପୁସ୍ତକ ମୁଦ୍ରଣ ହୋଇ ଯୋଗାଣ ମଧ୍ୟ ଆରମ୍ଭ ହୋଇଛି। ଖାଲିଥିବା ଶିକ୍ଷକ…

IMFର ଚେତାବନୀ; ଯଦି ତୈଳ ମୂଲ୍ୟ ଅଧିକ ରୁହେ, ବିଶ୍ୱ ଉପରେ ପଡ଼ିବ ଏହି ସଙ୍କଟ

ନୂଆଦିଲ୍ଲୀ,୧୬।୪: ଇଣ୍ଟରନ୍ୟାସନାଲ ମୋନିଟାରୀ ଫଣ୍ଡ(IMF) ମୁଖ୍ୟ କ୍ରିଷ୍ଟାଲିନା ଜର୍ଜିଭା ବିଶ୍ୱ ଅର୍ଥନୀତି ସମ୍ପର୍କରେ ଚିନ୍ତା ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେ ଯଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ ଜାରି ରହେ ଏବଂ ତୈଳ ମୂଲ୍ୟ ଉଚ୍ଚ ରହେ, ତେବେ ବିଶ୍ୱ କଷ୍ଟକର…

ଏଆରଏସଏସ ରାସ୍ତା କାମରେ ଠକେଇ: ଉଠିଯାଉଛି ପିଚୁ

କୃଷ୍ଣପ୍ରସାଦ,୧୬।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ଗଞ୍ଜାମ ଜିଲା ସୀମାଠାରୁ କୃଷ୍ଣପ୍ରସାଦ ଗଡ଼ ଯାଏ ପକ୍କା ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଛି। ୨୩ କୋଟି ଟଙ୍କାର କାମ ଅତି ନିମ୍ନମାନର ଚାଲିଥିବା ଅଭିଯୋଗ ହେଉଛି। କାମ ଆରମ୍ଭରୁ ସୂଚନା…

ନିଶାମୁକ୍ତ ଅଞ୍ଚଳ ପାଇଁ ଜୋରଦାର ପଦକ୍ଷେପ: ଶତାଧିକ ଲୋକ ହେଲେ ଏକାଠି

ଦାରିଙ୍ଗବାଡି, ୧୬।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଅଞ୍ଚଳରେ ନିଶାମୁକ୍ତ ଅଞ୍ଚଳ ପାଇଁ ଜୋରଦାର ପଦକ୍ଷେପ ନେଲେ ଅଞ୍ଚଳବାସୀ। ଶତାଧିକ ମହିଳା ଓ ପୁରୁଷ ଏକାଠି ହୋଇ ଚୋରାମଦ କାରବାର କରୁଥିବା ଲୋକଙ୍କ ନିକଟରେ ପହଞ୍ଚି ଖୋଲା…

ଅକ୍ଷୟ ତୃତୀୟାରେ ୨ ଲକ୍ଷ ଧରିବ ସୁନାଦର! ସୁନାପ୍ରେମୀଙ୍କୁ ଝଟ୍‌କା

ନୂଆଦିଲ୍ଲୀ,୧୬।୪: ଅକ୍ଷୟ ତୃତୀୟା ରବିବାର ପଡୁଛି। କିନ୍ତୁ, ଯଦି ଆପଣ ସୁନା କିଣିବାକୁ ଯୋଜନା କରୁଛନ୍ତି, ତେବେ ବଜାରରେ ସାମ୍ପ୍ରତିକ ମୂଲ୍ୟ ବୃଦ୍ଧି ଆପଣଙ୍କୁ ଚିନ୍ତାରେ ପକାଇପାରେ। ବିବାହ ଋତୁ ଆରମ୍ଭ ହେବା ସହିତ, ଭାରତୀୟ ସୁନା ବଜାରରେ ସୁନା ଏବଂ…

ବଢିଗଲା ସାବୁନ-ସାମ୍ପୁର ଦାମ୍‌, ସାଧାରଣ ଲୋକଙ୍କୁ ମହଙ୍ଗା ମାଡ଼

ନୂଆଦିଲ୍ଲୀ,୧୬।୪: ଖୁଚୁରା ଏବଂ ପାଇକାରୀ ମୁଦ୍ରାସ୍ଫୀତି ବୃଦ୍ଧିର ରିପୋର୍ଟ ପରେ, ଆଉ ଏକ ଖବର ସାମ୍ନାକୁ ଆସିଛି ଯାହା ମଧ୍ୟବିତ୍ତ ପରିବାର ପାଇଁ ସାମାନ୍ୟ ଝଟକା ଆଣିପାରେ। ରୋଷେଇ ଘର ଖର୍ଚ୍ଚ ବୃଦ୍ଧି ପରେ, ଆପଣଙ୍କ ବାଥରୁମର ଆବଶ୍ୟକୀୟ ସାମଗ୍ରୀର ମୂଲ୍ୟ…

ଦୂରଦୃଷ୍ଟି ଅଭାବ,ସରକାରୀ ଅର୍ଥ ବରବାଦ୍‌: ମାଟିରେ ମିଶିଲା ଦୋକାନ ଗୃହ

ବରଗଡ଼,୧6।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରକୁ ବିକଶିତ କରିବା ଲକ୍ଷ୍ୟ ନେଇ ପୌର ପ୍ରଶାସନ ପକ୍ଷରୁ ପର୍ଯ୍ୟାୟକ୍ରମେ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ଉଚ୍ଛେଦ ଅଭିଯାନ ଗୋଟିଏ ଅଞ୍ଚଳରୁ ଅନ୍ୟ ଅଞ୍ଚଳରେ ଜାରି ରହିଛି। ବୁଧବାର ସ୍ଥାନୀୟ ଘରୋଇ ବସଷ୍ଟାଣ୍ଡ କେନାଲ ଛକ ବହ୍ନିକନ୍ୟା ପାର୍ବତୀ…

ଜମ୍ବୁ ଦ୍ୱୀପ ମହୋତ୍ସବରେ ଓଡ଼ିଆ ଅସ୍ମିତାର ଝଲକ: ବିଧାୟକଙ୍କ ଦ୍ୱାରା…

ମହାକାଳପଡ଼ା,୧୬ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ):ବଙ୍ଗୋପସାଗର ତଟ ଦେଶର ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ ୨୦୨୬ ବୁଧବାର ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠଠାରେ ଜିଲା ପ୍ରଶାସନ ତରଫରୁ ଦ୍ୱିତୀୟ ବାର୍ଷିକ ଜମ୍ବୁ ଦ୍ୱୀପ ମହୋତ୍ସବ ଅନୁଷ୍ଠିତ…

ଏପ୍ରିଲ ୨୯ ପରେ ଭାରତରେ ବଢିଯିବ ପେଟ୍ରୋଲ ଦର! ଲିଟର ପିଛା ହେବ…

ନୂଆଦିଲ୍ଲୀ,୧୬।୪: ମଧ୍ୟପ୍ରାଚ୍ୟରେ 40 ଦିନର ସଂଘର୍ଷ ପରେ, ଦୁଇ ସପ୍ତାହର ଯୁଦ୍ଧବିରତି ସ୍ଥାପନ କରାଯାଇଛି; ତଥାପି, ପରିସ୍ଥିତି ଅପରିବର୍ତ୍ତିତ ରହିଛି। ବିଶ୍ୱର ପ୍ରମୁଖ ଜଳପଥ ମଧ୍ୟରୁ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ଖୋଲାଯାଇ ନାହିଁ। ଆମେରିକା ହର୍ମୁଜ ପ୍ରଣାଳୀରେ ଅବରୋଧ ଲଗାଇଛି। ଏହି…

୨୦୩୨ ପର୍ଯ୍ୟନ୍ତ ଏହି ରାଶିକୁ କଲବଲ କରିବେ ଶନି! ଆଉ ୨ ରାଶି ହେବେ ପ୍ରଭାବିତ, ଜାଣି ନିଅନ୍ତୁ…

ନ୍ୟାୟର ଦେବତା ହେଉଛନ୍ତି ଶନି । ସାଡେ ସତୀ ସମୟରେ କିଛି ରାଶି ଉପରେ ତାଙ୍କର କଠୋର ଦୃଷ୍ଟି ପକାଇଥାନ୍ତି। ବର୍ତ୍ତମାନ ତିନୋଟି ରାଶି ଶନି ସାଡେ ସତୀରେ ଅନ୍ତର୍ଭୁକ୍ତ ଅଛନ୍ତି। ସାଡେ ସତୀର ସାଢେ ସାତ ବର୍ଷର ଅବଧିରେ ଅଢେଇ…

ସୋସିଆଲ ମିଡିଆରେ ଫସାଇ ୧୮୦ ନାବାଳିକାଙ୍କୁ ଯୌନ ଶୋଷଣ

ଅମରାବତୀ,୧୬ା୪: ସୋସିଆଲ ମିଡିଆ ସ୍ନାପ୍‌ଚାଟ୍‌ ଏବଂ ହ୍ବାଟ୍ସଆପ୍‌ ଜରିଆରେ ସମ୍ପର୍କ ବଢ଼ାଇବା ପରେ ଯୁବତୀ ଓ ନାବାଳିକାମାନଙ୍କୁ ଯୌନଶୋଷଣ କରାଯାଇଛି। ଏହାସହ ଯୌନକ୍ରିୟାର ଭିଡିଓ ଉତ୍ତୋଳନ କରି ସେମାନଙ୍କୁ ବ୍ଲାକ୍‌ମେଲିଂ କରାଯାଇଛି। ଏପରି କି ଶତାଧିକ ଅଶ୍ଳୀଳ ଭିଡିଓ ସୋସିଆଲ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?