Home Left

ଆଜି ମୁକୁଟ ପିନ୍ଧିବେ ସିଦ୍ଧୁ: ପ୍ରଥମେ କ୍ୟାପଟେନ୍‌ଙ୍କ ସହ ପିଇବେ ଚା’

ଚଣ୍ଡିଗଡ,୨୩।୭: ପଞ୍ଜାବ ପ୍ରଦେଶ କଂଗ୍ରେସର ନୂତନ ସଭାପତିି ନବଜୋତ ସିଂ ସିଦ୍ଧୁ କିଛି ସମୟ ମଧ୍ୟରେ ଦାୟିତ୍ୱ ଗ୍ରହଣ କରିବେ। ଶୁକ୍ରବାର ସେ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂଙ୍କ ନିମନ୍ତ୍ରଣରେ ଚା’ ପିଇବା ପାଇଁ ପଞ୍ଜାବ ଭବନରେ ପହଞ୍ଚିଛନ୍ତି ସିଦ୍ଧୁ। ତାଙ୍କ…

୧୨୮ ଘର ଭଙ୍ଗାହେଲା

କଟକ ଅଫିସ,୨୩।୭: ଏସ୍‌ସିବି ମେଡିକାଲକୁ ବିଶ୍ୱସ୍ତରୀୟ କରିବା ପାଇଁ ଏହାର ଚତୁଃପାର୍ଶ୍ୱରୁ କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ଜବରଦଖଲ ଉଚ୍ଛେଦ ଜାରି ରହିଛି। କିଛିଦିନର ବ୍ୟବଧାନ ପରେ ଗୁରୁବାର ଏସ୍‌ସିବି କ୍ୟାମ୍ପସ, ମାଲଗୋଦାମ ବେହେରାସାହି, ହାଡିଆପଠା ଓ ସିଲଭର ସିଟି ବୋଟ୍‌…

ସ୍ବାମୀଙ୍କ ଗିରଫ ପରେ ପ୍ରଥମଥର ମୁହଁ ଖୋଲିଲେ ଶିଳ୍ପା ସେଟ୍ଟୀ: କହିଲେ ଏମିତି କଥା

ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ରାଜ ଅଶ୍ଳୀଳ ଚଳଚ୍ଚିତ୍ର ନିର୍ମାଣ କରି ଆପରେ ଅପଲୋଡ କରିଥିବା ଅଭିଯୋଗ ହୋଇଛି। ମୁମ୍ବାଇ ପୋଲିସର କ୍ରାଇମ ବ୍ରାଞ୍ଚର ସମ୍ପତ୍ତି ସେଲରେ ଦୀର୍ଘ ଦିନ ଧରି ପଚରାଉଚରା…

ରାସ୍ତା କାମ ସରିନି, ବିଲ୍‌ ମଞ୍ଜୁର

ବେଗୁନିଆ,୨୩।୭ (ଡି.ଏନ୍‌.ଏ.): ସରକାର ଗ୍ରାମାଞ୍ଚଳରେ ଗମନାଗମନ ସୁବିଧା ପାଇଁ ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଏବେ ବି ଅନେକ ଗ୍ରାମରେ ଭଲ ରାସ୍ତା ନ ଥିବାରୁ ଲୋକେ ଯାତାୟାତରେ ହଇରାଣ ହେଉଛନ୍ତି। କେଉଁଠି ଠିକାଦାରଙ୍କ ମନମାନି…

ରାଜଧାନୀରେ ଡେଙ୍ଗୁ ସ୍ଥିତି ଅଣାୟତ୍ତ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଡେଙ୍ଗୁ ସ୍ଥିତି ଧୀରେ ଧୀରେ ଅଣାୟତ୍ତ ହେବାକୁ ବସିଲାଣି। ଗତ ଜାନୁୁଆରୀରୁ ଜୁଲାଇ ୨୧ ତାରିଖ ପର୍ଯ୍ୟନ୍ତ ସହରରୁ ୨୩୫ଜଣ ଡେଙ୍ଗୁରୋଗୀ ଚିହ୍ନଟ ହୋଇ ସାରିଲେଣି। ଗୋଟିଏ ପଟେ କରୋନା ମହାମାରୀ ପାଇଁ ଲୋକେ ଭୟଭୀତ ଥିବାବେଳେ…

ଆତଙ୍କବାଦୀ ଯୋଜନା ପଣ୍ଡ: ପାକିସ୍ତାନ ଡ୍ରୋନକୁ ଗୁଳି କରି ଖସାଇଲା ପୋଲିସ

ଶ୍ରୀନଗର,୨୩।୭; ଜମ୍ମୁ-କଶ୍ମୀରର କନାଚାକ ଅଞ୍ଚଳରେ ପୋଲିସ ଦ୍ୱାରା ପାକିସ୍ତାନୀ ଡ୍ରୋନକୂ ଗୁଳି ଖସାଇ ଦେଇଛି। ଏହି ଡ୍ରୋନ ଖସିଯିବା ପରେ ପାଞ୍ଚ କିଲୋଗ୍ରାମ ଆଇଡି ମଧ୍ୟ ଉଦ୍ଧାର କରାଯାଇଛି। ପୋଲିସ କହିଛି ଯେ ଏହି ଡ୍ରୋନ ଭାରତ ସୀମାର ୬ କିଲୋମିଟର…

ଚାଲିଛି ଗଛ କଟା, ପ୍ରଶାସନ ନୀରବଦ୍ରଷ୍ଟା

ବରୀ,୨୩ା୭(ଡି.ଏନ.ଏ.): ବରୀ ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରୁ ବେଧଡ଼କଭାବେ ଗଛକଟା ଚାଲିଛି। ହେଲେ ଏଦିଗରେ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉନାହିଁ। ଯାହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଗୁରୁବାର ବରୀ କଳାମାଟିଆ ପୂର୍ତ୍ତବିଭାଗ ରାସ୍ତାକୁ ସଂଯୋଗ କରୁଥିବା ବରୀ-ବାଲିବିଲି…

କମୁଛି ସଂକ୍ରମଣ

ନୂଆଦିଲ୍ଲୀ,୨୩।୭: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଥମିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୩୫,୩୪୨ଟି ମାମଲା ସାମ୍ନାକୁ ଆସିଥିବାବେଳେ ୪୮୩ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ…

ପଥଚାରୀଙ୍କ ପାଇଁ କାଳ ପେଲେଟ

ଯାଜପୁର ଅଫିସ,୨୩।୭: ବ୍ରାହ୍ମଣୀ ରିଭର୍ସ ପେଲେଟ ଲିମିଟେଡ୍‌ (ବିଆର୍‌ପିଏଲ୍‌) କର୍ତ୍ତୃପକ୍ଷଙ୍କ ମନମାନି ଅଣାୟତ୍ତ ହେବାରେ ଲାଗିଛି। ଯାଜପୁରରୋଡ-ଡୁବୁରୀ ରାସ୍ତାର ବିଆର୍‌ପିଏଲ୍‌ କାରଖାନା ସମ୍ମୁଖରେ ଲୁହାପଥର ଗୋଲି (ପେଲେଟ) ପଡ଼ି ପଥଚାରୀଙ୍କ ଜୀବନ ପ୍ରତି କାଳ ହେଉଛି। ଏହି ରାସ୍ତାଦେଇ ବିଭିନ୍ନ କାରଖାନାକୁ…

ଗଡ଼ିନି ଯାତ୍ରୀବାହୀ ଟ୍ରେନ୍‌, ଚାଲିଛି ଟିକେଟ ହ୍ୟାକିଂ

କେନ୍ଦ୍ରାପଡ଼ା ଅଫିସ,୨୩।୭: ହରିଦାସପୁର-ପାରାଦୀପ ନୂଆ ବ୍ରଡଗେଜ ଲାଇନରେ ଭାୟା କେନ୍ଦ୍ରାପଡ଼ା ଜିଲା ମଧ୍ୟ ଦେଇ ୨୦୨୦ ଜୁଲାଇ ୨୪ରେ ପ୍ରଥମ ପଣ୍ୟବାହୀ ରେଳ ଗଡ଼ିଥିଲା। ଏହାକୁ ଇତିମଧ୍ୟରେ ବର୍ଷେ ପୂରିବାକୁ ବସିଛି। ଅଦ୍ୟାବଧି ଯାତ୍ରୀବାହୀ ରେଳ ଗଡ଼ିନାହିଁ। ତେବେ ଜିଲାର ୪…

ରେକର୍ଡ ଭାଙ୍ଗିଲା କରୋନା: ଦିନକରେ କରୋନା ନେଲା ୬୯ ଜୀବନ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୬୯ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୩୭୭ ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା…

ସମୁଦ୍ର କୂଳରେ ପରିସ୍ରା କରୁଥିଲେ ଯୁବକ, ସାମ୍ନାରୁ ଆସିଲା କୁମ୍ଭୀର; ଆଉ ତା’ ପରେ…

ଖୋଲାରେ ପରିସ୍ରା କରିବା ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଅଷ୍ଟ୍ରେଲିଆର ଜଣେ ଯୁବକ ସମୁଦ୍ର କୂଳରେ ପରିସ୍ରା କରୁଥିଲେ। ଏହି ସମୟରେ ଏକ କୁମ୍ଭୀର ତାଙ୍କ ନିକଟକୁ ଆସୁଥିଲା। ଯୁବକ ଜଣଙ୍କ ଏହି ସମୟରେ ଏକ ଡଲ୍‌ଫିନ୍‌ ଆସୁଥିବା ଶବ୍ଦ ଶୁଣିଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri