Home Left

ବିବାହର ୧୭ ଦିନ ପରେ ସ୍ବାମୀ ନେଲେ ଏଭଳି ନିଷ୍ପତ୍ତି; ନବବିବାହିତା ସ୍ତ୍ରୀଙ୍କୁ ପ୍ରେମିକଙ୍କ ପାଖକୁ ପଠାଇବାକୁ …

ରାଞ୍ଚି: ପ୍ରେମରେ ପାଗଳ ପ୍ରେମୀଙ୍କ ଅନେକ କାହାଣୀ ଆପଣ ଶୁଣିଥାଇପାରନ୍ତି, ହେଲେ ରାଞ୍ଚିର ଜଣେ ବ୍ୟକ୍ତି ବିବାହର ମାତ୍ର ୧୭ ଦିନ ପରେ ସ୍ତ୍ରୀଙ୍କୁ ତାଙ୍କ ପ୍ରେମିକଙ୍କ ପାଖକୁ ପଠାଇବାକୁ ନେଇ ଚର୍ଚ୍ଚାରେ। କେବଳ ଏତିକି ନୁହେଁ ଉକ୍ତ ପ୍ରେମିକଙ୍କୁ ସ୍ତ୍ରୀଙ୍କୁ…

ଟିମ୍‌ ଇଣ୍ଡିଆରେ ହୋଇପାରେ ୨ ପରିବର୍ତ୍ତନ

କଲମ୍ବୋ,୨୨।୭: ଶ୍ରୀଲଙ୍କାରେ ଥିବା ଯୁବ ଭାରତୀୟ ଦଳ ଦିନିକିଆ ସିରିଜ୍‌କୁ ଆଗୁଆ ଜିତିନେଇଛି। ପ୍ରଥମ ମ୍ୟାଚ୍‌ରେ ଯୁବ ବ୍ୟାଟ୍ସମ୍ୟାନମାନେ ସେମାନଙ୍କ କ୍ଲାସ ଓ ଟେମ୍ପରାମେଣ୍ଟର ପରିଚୟ ଦେଇଥିଲେ। ଦ୍ୱିତୀୟ ଦିନିକିଆରେ ଅତ୍ୟଧିକ ଚାପରେ ଭାରତକୁ ଜିତାଇଥିଲେ ଦୀପକ ଚହର ଓ ଭୁବନେଶ୍ୱର…

୨୫ ଯାଏ ଜାରି ରହିବ ବର୍ଷା

ଭୁବନେଶ୍ବର,୨୨।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ବୁଧବାର ସୃଷ୍ଚି ହୋଇଥିବା ସାଇକ୍ଲୋନିକ ସର୍କୁଲେସନ ଗୁରୁବାର ଲଘୁଚାପରେ ପରିଣତ ହୋଇଛି । ଏନେଇ ଉଭୟ ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ ସ୍ପଷ୍ଟ କରାଯାଇଛି। ଆଇଏମଡି ସୂଚନା ମୁତାବକ, ଲଘୁଚାପ ପ୍ରଭାବରେ ଆସନ୍ତା ୨୩ରୁ ୨୫ ତାରିଖ…

କରୋନା ଯୋଗୁ ସ୍କୁଲ ଛାଡିଲେଣି ୩୦ ପ୍ରତିଶତ ପିଲା!

ନୂଆଦିଲ୍ଲୀ,୨୨ ।୭: ଦେଶରେ କେରାନା ମହାମାରୀର ଦ୍ୱିତୀୟ ଲହର ଜାରି ରହିଥିବା ବେଳେ ଆସନ୍ତା ୩ ମାସ ମଧ୍ୟରେ ତୃତୀୟ ଲହର ଆସିବ ବୋଲି ବିଶେଷଜ୍ଞମାନେ ସୂଚନା ଦେଇଛନ୍ତି । ଯାହାର ପ୍ରଭାବ ଶିଶୁଙ୍କ ଉପରେ ଅଧିକ ରହିବ । ଏହି…

କାନରେ ଝୁମୁକା, ମୁଣ୍ଡରେ ପଗଡ଼ି: ଏଭଳି ନିଆରା ଢ଼ଙ୍ଗରେ ହେଲା ଦୁଇ କୁକୁରଙ୍କ ବିବାହ; ଭିଡିଓ ଦେଖିଲେ…

ନୂଆଦିଲ୍ଲୀ: ସୋସିଆଲ ମିଡିଆରେ ଅନେକ ମଜାଳିଆ ଭିଡିଓ ଶେୟାର କରାଯାଇଥାଏ ଯାହାକୁ ଦେଖିଲେ ଲୋକେ ହସ ରୋକି ପାରିବ ନାହିଁ। ଏହି କ୍ରମରେ କୁକୁରଙ୍କ ବିବାହର ଏକ ଭିଡିଓ ଭାଇରାଲ ହେଉଛି। ଭିଡିଓରେ କୁକୁରମାନଙ୍କୁ ସମ୍ପୂର୍ଣ୍ଣ ଭାବେ ମଣିଷମାନଙ୍କ ଭଳି ସଜ…

ପଞ୍ଜାବ କଂଗ୍ରେସ କଳହରେ ଲାଗିବ ବ୍ରେକ୍‌!

ଚଣ୍ଡିଗଡ଼,୨୨ ।୭: ପଞ୍ଜାବ ପ୍ରଦେଶ କଂଗ୍ରେସର ନବନିଯୁକ୍ତ ଅଧ୍ୟକ୍ଷ ନବଜୋତ ସିଂ ସିଦ୍ଧୁ ଶୁକ୍ରବାର କାର୍ଯ୍ୟଭାର ଗ୍ରହଣ କରିବାକୁ ଯାଉଛନ୍ତି । ମିଳିଥିବା ବିଶେଷ ସୂତ୍ରର ସୂଚନା ଅନୁଯାୟୀ, ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଉପସ୍ଥିତ ରହିବେ ।…

ଯନ୍ତର-ମନ୍ତରରେ କୃଷକଙ୍କ ‘ସଂସଦ’

ନୂଆଦିଲ୍ଲୀ,୨୨ ।୭: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ନେଇ କରାଯାଉଥିବା ଆନ୍ଦୋଳନର ନୂଆ ରୂପ ଗୁରୁବାର ଦେଖିବାକୁ ମିଳିି । ରାଜଧାନୀ ଦିଲ୍ଲୀର ଯନ୍ତର-ମନ୍ତରରେ କୃଷି ଆଇନକୁ ନେଇ ବିରୋଧ ପ୍ରଦର୍ଶନ କରୁଥିବା କୃଷକମାନେ ‘ସଂସଦ’ ଆରମ୍ଭ କରିଛନ୍ତି । କୃଷକ…

ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପକୁ ଅନୁମୋଦନ ଦେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୨।୭: ଦେଶରେ ପେଗାସସ ମାମଲାକୁ ନେଇ ଚାଲିଥିବା ବିବାଦ ମଧ୍ୟରେ କେନ୍ଦ୍ର ସରକାର ଗୁରୁବାର ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହା ଅଧୀନରେ କେନ୍ଦ୍ର ଶାସିତ ଅଞ୍ଚଳ ଲଦାଖରେ ୭୫୦ କୋଟି ଟଙ୍କା ବ୍ୟୟରେ ଏକ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା…

ବିଲରୁ ବ୍ୟକ୍ତିଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ସ୍ତ୍ରୀ

ଡେରାବିଶ,୨୨ା୭(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଭାଗବତପୁର ପଞ୍ଚାୟତ ଶ୍ୟାମସୁନ୍ଦରପୁର (ମେଳକସାହି) ଗ୍ରାମର ଜଣେ ବ୍ୟକ୍ତି ଭ୍ରମରବର ରାଉତ (୪୦)ଙ୍କ ମୃତଦେହକୁ ଗୁରୁବାର ସକାଳେ ସ୍ଥାନୀୟ ଚଣ୍ଡିବଜାରସ୍ଥିତ ରାସ୍ତାକଡ଼ର ଏକ ବିଲରୁ ଜବତ କରାଯାଇଛି । ତେବେ ଭ୍ରମରଙ୍କୁ ହତ୍ୟା କରାଯାଇଥିବା…

ବୁଡିଗଲା ମହାରାଷ୍ଟ୍ରର ଚିପଲୁନ ସହର

ମୁମ୍ବାଇ,୨୨ ।୭: ମହାରାଷ୍ଟ୍ରର ମୁମ୍ବାଇ ଓ ଏହାର ଆଖପାଖ ଅଞ୍ଚଳରେ ବୁଧବାର ରାତିରେ ହୋଇଥିବା ବର୍ଷାରେ ଚିପଲୁନ ସହରରେ ବନ୍ୟା ସୃଷ୍ଟି ହୋଇଛି । ପାଣି ଏତେ ଅଧିକ ହୋଇଛି ଯେ କିଛି ଅଞ୍ଚଳ ସମ୍ପୂର୍ଣ୍ଣ ଭାବେ ବୁଡିଯାଇଛ । ଏମିତିକି…

ମୋ’ କଳା କାରନାମା ବିଷୟରେ ସ୍ତ୍ରୀ ଶିଳ୍ପାଙ୍କୁ ଜଣା ନ ଥିଲା: ରାଜ୍‌ କୁନ୍ଦ୍ରା

ବମ୍ବେ: ଅଶ୍ଳିଳ ଭିଡିଓ ପ୍ରସ୍ତୁତିକୁ ନେଇ ପୋଲିସ ଜାଲରେ ଫସିଛନ୍ତି ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା। ଗିରଫ ହେବା ପରେ ସେ ଏବେ ଜୁଲାଇ ୨୩ ଯାଏ ପୋଲିସ ହେପାଜତରେ ଅଛନ୍ତି। ସ୍ବାମୀଙ୍କ ଏଭଳି କାରନାମାକୁ ନେଇ ଶିଳ୍ପା…

ବଳାତ୍କାରୀ ଅଭିଯୁକ୍ତ ଗିରଫ

କେନ୍ଦୁଝର,୨୨ା୭(ସ୍ବ.ପ୍ର.): ଜଣେ ମହିଳାଙ୍କୁ ବଳାତ୍କାର କରିବା ଅଭିଯୋଗରେ ଟାଉନ ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଛି। ତାଙ୍କ ନାମ ଶ୍ରୀକାନ୍ତ ମହାନ୍ତ ଏବଂ ସେ ଏକ ଫେବ୍ରିକେସନ ୟୁନିଟରେ କାମ କରନ୍ତି। ପୀଡ଼ିତାଙ୍କ ଘର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri