Home Left

ଆଜି ବି ଚାଲି ପାରୁନି ବିଧାନସଭା

ଭୁବନେଶ୍ବର,୩।୧୨(ବ୍ୟୁରୋ): ଆଜି ବି ଆରମ୍ଭ ହେଉ ହେଉ ୧୧.୩୦ ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର। ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ କାରଣରୁ ଗୃହ ମୁଲତବୀ କରାଯାଇଛି ।ତେବେ ବିଧାନସଭା ଶୀତ ଅଧିବେଶର ଆଜି ତୃତୀୟ ଦିନ।…

୨ ଦିନ ବନ୍ଦ ରହିବ ଶିମିଳିପାଳ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ପର୍ଯ୍ୟଟକଙ୍କ ପାଇଁ ଆସନ୍ତା ୪ ଓ ୫ ଦିନ ଶିମିଳିପାଳ ବନ୍ଦ ରହିବ। ଉତ୍ତର ଶିମିଳିପାଳ ଡେପୁଟି ଡାଇରେକ୍ଟର ଏହି ସୂଚନା ଦେଇଛନ୍ତି। ତେବେ ସମ୍ଭାବ୍ୟ ଲଘୁଚାପ ବର୍ଷା ନେଇ ଶିମିଳିପାଳ ବନ୍ଦ ରହିବ। ନଭେମ୍ବର ୧ରୁ ପର୍ଯ୍ୟଟକଙ୍କ ପାଇଁ…

ଭାରତକୁ ବଡ଼ ଝଟ୍‌କା

ମୁମ୍ବାଇ,୩।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଆଜିଠାରୁ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆରମ୍ଭ ହେଉଛି। ଏହା ହେଉଛି ଦୁଇ ମ୍ୟାଚ ବିଶିଷ୍ଟ ସିରିଜର ଶେଷ ମ୍ୟାଚ। ଏହି ମ୍ୟାଚ୍‌ ଯିଏ ଜିତିବ ସେହି ଦଳ ସିରିଜ୍‌ ହାତେଇବ।…

ଶାସ୍ତ୍ରୀୟ ନୃତ୍ୟଶିଳ୍ପୀରୁ ‘ଲେଡି ତେନ୍ଦୁଲକର’

ଦୁନିଆର ସର୍ବୋତ୍ତମ ମହିଳା କ୍ରିକେଟ କ୍ରିକେଟ ମଧ୍ୟରୁ ମିଥାଲି ରାଜ ୨ ଦଶନ୍ଧିରୁ ଅଧିକ ସମୟ ଧରି ଅନ୍ତର୍ଜାତୀୟ କ୍ରିକେଟ ଖେଳୁଛନ୍ତି। ତାଙ୍କ ବ୍ୟାଟର ଜ୍ୟୋତି ଏପର୍ଯ୍ୟନ୍ତ କ୍ଷୀଣ ହୋଇନାହିଁ। ଡିସେମ୍ବର ୩, ୧୯୮୨ ରେ ମିଥାଲି ରାଜସ୍ଥାନର ଯୋଧପୁର (ମିତାଲି…

ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୩।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୪୧୮ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, କଟକ ଏବଂ ସୁନ୍ଦରଗଡରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ…

ଭିଜିଲାନ୍ସ ଜାଲରେ ସମବାୟ ଲ୍ୟାମ୍ପ୍ସ ଏମ୍‌ଡି

ସମ୍ବଲପୁର ଅଫିସ,୩ା୧୨: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡ ଜମନକିରା ସମବାୟ ଲ୍ୟାମ୍ପସ୍‌ର ଏମ୍‌ଡି ଫଣିନ୍ଦ୍ର ସାହୁଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଶୁକ୍ରବାର ଚଢ଼ାଉ କରାଯାଇଛି। ଫଣିନ୍ଦ୍ରଙ୍କ ଜମନକିରା ଅଫିସ ଓ ପୈତୃକ ଗାଁ…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୭୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୨୭୦ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୭ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୧୧…

ବେଦାଙ୍ଗଦାସ ମହାନ୍ତିଙ୍କୁ ‘ଇନ୍‌ଫୋସିସ୍‌ ପ୍ରାଇଜ୍‌’

ଭୁବନେଶ୍ୱର,୩।୧୨(ବ୍ୟୁରୋ): ବିଜ୍ଞାନ ଓ ଅନୁସନ୍ଧାନ କ୍ଷେତ୍ରରେ ଇନ୍‌ଫୋସିସ୍‌ ସାଇନ୍ସ ଫାଉଣ୍ଡେଶନ (ଆଇଏସ୍‌ଏଫ୍‌) ପକ୍ଷରୁ ଗୁରୁବାର ଇନ୍‌ଫୋସିସ୍‌ ପ୍ରାଇଜ୍‌-୨୦୨୧ ଘୋଷଣା କରାଯାଇଛି। ଇଞ୍ଜିନିୟରିଂ ଓ କମ୍ପ୍ୟୁଟର ସାଇନ୍ସ, ହ୍ୟୁମାନିଟିଜ୍‌, ଲାଇଫ୍‌ ସାଇନ୍ସ, ମାଥ୍‌ମେଟିକାଲ ସାଇନ୍ସ, ଫିଜିକାଲ ସାଇନ୍ସ ଓ ସୋସିଆଲ ସାଇନ୍ସରେ ଉତ୍ସର୍ଗୀକୃତ…

ପ୍ରେମ ବିବାହ ପରେ ପ୍ରତାରଣା, ସ୍ବାମୀ ଗିରଫ

ଚଣ୍ଡିଖୋଲ,୩ା୧୨(ଡି.ଏନ.ଏ.): ଯାଜପୁର ଜିଲା ବାଲିଚନ୍ଦ୍ରପୁର ଥାନା ଅଧୀନ ମହୀପୁର ଗ୍ରାମର ଜଣେ ଯୁବତୀ ପ୍ରେମବିବାହ ପରେ ପ୍ରତାରଣାର ଶିକାର ହୋଇଛନ୍ତି। ଏନେଇ ଥାନାରେ ଅଭିଯୋଗ ପରେ ପୋଲିସ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ସେ ହେଲେ ଗଞ୍ଜାମ…

ପ୍ରଶାସନ-ଅଭିଯୋଗକାରୀଙ୍କ ଆଲୋଚନା, ୨୦ ସୁଦ୍ଧା ଫଳ

କେନ୍ଦ୍ରାପଡ଼ା ଅଫିସ, ୩ା୧୨: ଖରସ୍ରୋତା ନଦୀରୁ ଭଦ୍ରକ ଜିଲାକୁ ପାଣି ଦେବା ବିବାଦରେ ହାଇକୋର୍ଟ ହସ୍ତକ୍ଷେପ ପରେ ପ୍ରଥମଥର ପାଇଁ ରାଜ୍ୟ ପ୍ରଶାସନ ଓ ଅଭିଯୋଗକାରୀଙ୍କ ମଧ୍ୟରେ ଗୁରୁବାର ଆଲୋଚନା ହୋଇଛି। ଅଭିଯୋଗକାରୀ ରାଜକନିକା ବ୍ଲକ ବଡରାଜାର ସୁକାନ୍ତ କୁମାର ଦାସ…

୪୫ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳ ପ୍ରସ୍ତୁତ

ଜଗତ୍‌ସିଂହପୁର ଅଫିସ, ୩ା୧୨: ସମ୍ଭାବ୍ୟ ବାତ୍ୟା ‘ଜଓ୍ବାଦ’ର ମୁକାବିଲ ପାଇଁ ଜିଲାର ୪୫ ବହୁମୁଖୀ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳ ସମେତ ସ୍କୁଲ ଗୃହ, ଅଙ୍ଗନୱାଡି ଗୃହ, କଲ୍ୟାଣ ମଣ୍ଡପ ଆଦି ପ୍ରସ୍ତୁତ ରଖିବାକୁ ପଡ଼ିବ। ଆବଶ୍ୟକସ୍ଥଳେ ତଳୁଆ ଅଞ୍ଚଳ ଓ…

ଶିକ୍ଷକ ଅଭାବ, ପାଠପଢ଼ା ବାଧାପ୍ରାପ୍ତ

ରସୁଲପୁର,୩ା୧୨(ଡି.ଏନ୍‌.ଏ.): ରସୁଲପୁର ବ୍ଲକ ମଙ୍ଗରାଜପୁର ପଞ୍ଚାୟତ ବୀରଭାନୁପୁର ଗ୍ରାମର ଶ୍ରୀଜଗନ୍ନାଥ ନୋଡାଲ ଉଚ୍ଚ ବିଦ୍ୟାଳୟ ବିଭିନ୍ନ ସମସ୍ୟା ମଧ୍ୟରେ ଚାଲିଛି। ବିଶେଷ କରି ଶିକ୍ଷକ ଅଭାବ ଯୋଗୁ ପାଠପଢ଼ା ବାଧାପ୍ରାପ୍ତ ହୋଇଛି। ଏହାକୁ ନେଇ ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ମଧ୍ୟରେ ଚିନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?