Home Left

କୁକୁର ବାହାଘର, ଭିଡ଼ିଓ ଭାଇରାଲ…

ନୂଆଦିଲ୍ଲୀ,୨୨।୭: ଏବେ ସୋସିଆଲ୍‌ ମିଡ଼ିଆରେ ଏକ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ କୁକୁର ବାହାଘର କରାଯାଉଛି। ଗୋଟିଏ କୁକୁର କନିଆ ବେଶ ହୋଇ ବସିଥିବାବେଳେ ଅନ୍ୟଟି ବର ଭଳି ମୁଣ୍ଡରେ ମୁକୁଟ ପିନ୍ଧି ବସିଛି। ୨୪ ବାର୍ଡ ଆନିମଲ୍‌ ନାମକ…

ଥାନାକୁ ଆସିଲେନି ସୂର୍ଯ୍ୟକାନ୍ତ

ଭୁବନେଶ୍ୱର, ୨୨ା୭(ବ୍ୟୁରୋ): ‘ମୋ ସାଇକେଲ’ କବାଡିଖାନାକୁ ଯିବା ତଥା ୩ଶହ ସାଇକେଲ ହଜିବା ନେଇ ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡ୍‌ (ବିଏସ୍‌ସିଏଲ୍‌) ପକ୍ଷରୁ ଶହୀଦ ନଗର ଥାନାରେ ଅଭିଯୋଗ ହେବା ପରେ ପୋଲିସ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ପ୍ରାଥମିକ ପର୍ଯ୍ୟାୟରେ…

ବୀମା କମ୍ପାନୀଙ୍କ ମନମାନି

ନୂଆଦିଲ୍ଲୀ, ୨୨।୭:  କୋଭିଡ୍‌ ମହାମାରୀ ଦ୍ୱିତୀୟ ଲହର ସମୟରେ ବୀମା କମ୍ପାନୀଗୁଡିକର ମନମାନି ଦେଖିବାକୁ ମିଳିଛି। ବୀମା ନେଇଥିବା ବ୍ୟକ୍ତିଙ୍କୁ ସୁବିଧା ଦେବା ପରିବର୍ତ୍ତେ କମ୍ପାନୀଗୁଡିକ ସମସ୍ୟାରେ ପକାଉଥିବା ଦେଖାଯାଇଛି। ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟା ଭୋଗୁଥିବା ବ୍ୟକ୍ତିବିଶେଷ ବୀମା ଦ୍ୱାରା ଏହାର ସୁବିଧା…

ବିରାଟ କୋହଲିଙ୍କ ଟେନସନ୍‌ ହେଲା ଦୂର

ଲଣ୍ଡନ,୨୨।୭: ଭାରତ-ଇଂଲଣ୍ଡ ଟେଷ୍ଟ ସିରିଜ ପୂର୍ବରୁ ଟିମ ଇଣ୍ଡିଆ ଡରହମ୍‌ରେ କାଉଣ୍ଟି ସିଲେକ୍ଟ ଏକାଦଶ ବିପକ୍ଷରେ ତିନି ଦିନିଆ ୱାର୍ମ ଅପ ମ୍ୟାଚ ଖେଳୁଛି। ଦ୍ୱିତୀୟ ଦିନରେ ଉମେଶ ଯାଦବଙ୍କ ନେତୃତ୍ୱରେ ଭାରତୀୟ ବୋଲରମାନେ ଜବରଦସ୍ତ ବୋଲିଂ କରିଥିଲେ। ଖେଳ ଶେଷ…

ଭୁବନେଶ୍ୱରରେ ୨୩୫ ଡେଙ୍ଗୁ ରୋଗୀ, ଦିନକରେ ୪୩ ଚିହ୍ନଟ

ଭୁବନେଶ୍ୱର, ୨୨ା୭(ବ୍ୟୁରୋ): ଭୁବନେଶ୍ୱରରେ ଭୟଙ୍କର ରୂପ ନେଲାଣି ଡେଙ୍ଗୁ। ଗତ ୧୫ ତାରିଖ ସୁଦ୍ଧା ସହରରୁ ୧୧୩ଜଣ ରୋଗୀ ଚିହ୍ନଟ ହୋଇଥିବାବେଳେ ଶେଷ ୬ଦିନରେ ଆଉ ୧୨୨ଜଣ ସଂକ୍ରମିତ ହୋଇଛନ୍ତି। ଫଳରେ ମୋଟ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୨୩୫ରେ ପହଞ୍ଚତ୍ଛି। ଜନସ୍ବାସ୍ଥ୍ୟ…

ଭୀମଟାଙ୍ଗିରେ ମହିଳାଙ୍କ ତଣ୍ଟିକାଟି ହତ୍ୟା ଘଟଣା: ହତ୍ୟାର ୪ଦିନ ପୂର୍ବରୁ କରିଥିଲେ ଯୋଜନା

ଭୁବନେଶ୍ୱର,୨୨ା୭(ବ୍ୟୁରୋ): ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ଭୀମଟାଙ୍ଗି ହାଉସିଂ ବୋର୍ଡ କଲୋନୀ ଫେଜ୍‌-୧ ପ୍ଲଟ୍‌ ନଂ. ଏ/ଏଲ୍‌-୧ରେ ଭଡ଼ାରେ ରହୁଥିବା ପ୍ରିୟଙ୍କା ପ୍ରିୟଦର୍ଶିନୀ ସାହୁ ହତ୍ୟା ଘଟଣାର ଅଭିଯୁକ୍ତ ଜଗନ୍ନାଥ ପ୍ରଧାନଙ୍କୁ କମିଶନରେଟ୍‌ ପୋଲିସ ବୁଧବାର କୋର୍ଟଚାଲାଣ କରିଛି। ଜାମିନ ନାମଞ୍ଜୁର…

ଦେବୀନଦୀରେ ୨ କୁମ୍ଭୀର, ଲୋକେ ଆତଙ୍କିତ

କଣ୍ଟାପଡା, ୨୧ା୭(ଡି.ଏନ୍‌.ଏ.): ଗୋବିନ୍ଦପୁର ଥାନା ନିକଟ ଦେବୀନଦୀରେ ବୁଧବାର ଦୁଇଟି କୁମ୍ଭୀର ଦେଖବାକୁ ମିଳିଥିଲା। ସକାଳେ ୬ରୁ ୭ଫୁଟ ଲମ୍ବର ଏକ କୁମ୍ଭୀର ଓ ଅପରାହ୍ନରେ ୧୦ ଫୁଟରୁ ଊର୍ଦ୍ଧ୍ୱ ଲମ୍ବର ଅନ୍ୟଏକ କୁମ୍ଭୀରକୁ ଲୋକେ ଦେଖିଥିଲେ। କୂମ୍ଭୀର ଦୁଇଟି ଦେବୀନଦୀର…

ବିଶ୍ୱରେକର୍ଡ ଭାଙ୍ଗି ବାପାଙ୍କ ନାଁ ରଖିଥିଲେ ଏହି କ୍ରିକେଟର୍‌

କ୍ରିକେଟରେ ପ୍ରତି ମ୍ୟାଚ୍‌ରେ ରେକର୍ଡ ସୃଷ୍ଟି ହୁଏ ଏବଂ ଭାଙ୍ଗେ ମଧ୍ୟ। କିନ୍ତୁ ଏମିତି କିଛି ରେକର୍ଡ ରହିଛି ଯାହା ଭାଙ୍ଗିବା କଷ୍ଟକର। ଶ୍ରୀଲଙ୍କାର ମହାନ ସ୍ପିନର ମୁଥିୟା ମୁରଲୀଥରନଙ୍କ ୮୦୦ ଟେଷ୍ଟ ଉଇକେଟକୁ କୌଣସି ବୋଲର ଭାଙ୍ଗିବା ସହଜରେ ସମ୍ଭବ…

ରାଜଧାନୀରୁ ସାଇବର ଠକଙ୍କୁ ଗିରଫ କଲା ମୁମ୍ବାଇ ପୋଲିସ

ଭୁବନେଶ୍ୱର,୨୨ା୭(ବ୍ୟୁରୋ): ବିଭିନ୍ନ ଯୁବତୀଙ୍କ ନାମରେ ଫେସ୍‌ବୁକ୍‌ରେ ଫେକ୍‌ ଆକାଉଣ୍ଟ ଖୋଲି ଏହା ସାହାଯ୍ୟରେ ଯୁବକଙ୍କ ସହ ଅଶ୍ଳୀଳ ଚାଟ୍‌ କରୁଥିଲେ। ଏମିତି କି ଯୁବକଙ୍କୁ ଅଶ୍ଳୀଳ ଫଟୋ ପଠାଇବା ସହ ଭିଡ଼ିଓ କଲିଂ କରୁଥିଲେ। ପରବର୍ତ୍ତୀ ମୁହୂର୍ତ୍ତରେ ସମ୍ପୃକ୍ତ ଯୁବକଙ୍କୁ ଏନେଇ…

ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲରେ ‘ଦେବଦୂତ’

ଭୁବନେଶ୍ୱର, ୨୨ା୭(ବ୍ୟୁରୋ): ଈଶା ଭିଜନ ବ୍ୟାନରରେ ପ୍ରସ୍ତୁତ କ୍ଷୁଦ୍ର ଚଳଚ୍ଚିତ୍ର ‘ଦେବଦୂତ’ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ ପ୍ରଶଂସା ସାଉଁଟିଛି। ମହାରାଷ୍ଟ୍ରର ଔରଙ୍ଗାବାଦ ସହରରେ ଅନୁଷ୍ଠିତ ରୋଷନି ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲରେ ୫ଟି ବିଶେଷ ବିଭାଗରେ ଏହି ଚଳଚ୍ଚିତ୍ର ୮ରୁ ଅଧିକ ପୁରସ୍କାର…

ଡାକ୍ତରଙ୍କ ଅଭିଯୋଗରେ ମାମଲା ରୁଜୁ

ନିଶ୍ଚିନ୍ତକୋଇଲି, ୨୨ା୭ (ସ୍ବ.ପ୍ର): ନିଶ୍ଚିନ୍ତକୋଇଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ମଙ୍ଗଳବାର ରାତିରେ ରୋଗୀଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଥିଲା। ଏଥିରେ ରୋଗୀଙ୍କ ସମ୍ପର୍କୀୟମାନେ ଡାକ୍ତରଙ୍କ ଅବହେଳାକୁ ଦାୟୀ କରି ନିଶ୍ଚିନ୍ତକୋଇଲି ଥାନାରେ ଅଭିଯୋଗ କରିଥିଲେ। ଅନ୍ୟପକ୍ଷରେ ତାଙ୍କୁ ଆକ୍ରମଣ ଉଦ୍ୟମ…

ନଦୀପଠାରେ ପୋତା ହୋଇଛି ମୃତଦେହ

ଭୁବନେଶ୍ୱର,(ବ୍ୟୁରୋ)/ ବାରଙ୍ଗ, ୨୨ା୭(ଡି.ଏନ୍‌.ଏ.): ମଞ୍ଚେଶ୍ୱର ଥାନା ବରିମୁଣ୍ଡ ଗ୍ରାମପଞ୍ଚାୟତ କୁଆଖାଇ ନଦୀପଠାରେ ବୁଧବାର ଏକ ମୃତଦେହ ଠାବ ହୋଇଛି। ମୃତଦେହଟି ବାଲିରେ ପୋତି ହୋଇ ରହିଥିବାବେଳେ ହାତ ସହ ସେ ପିନ୍ଧିଥିବା ପ୍ୟାଣ୍ଟ୍‌ ଓ ଚପଲ ବାହରକୁ ଦିଶୁଛି। ପୋଲିସ ଘଟଣାସ୍ଥଳରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri