ପେସରଙ୍କ ପାଇଁ ଅଭ୍ୟାସ ମ୍ୟାଚ୍ରେ ଭାରତ ଆଗୁଆ
ଚେଷ୍ଟର-ଲି-ଷ୍ଟ୍ରିଟ୍,୨୧।୭: କାଉଣ୍ଟି ସିଲେକ୍ଟ ଏକାଦଶ ବିପକ୍ଷ ୩ ଦିନିଆ ଅଭ୍ୟାସ ମ୍ୟାଚ୍ରେ ଭ୍ରମଣକାରୀ ଭାରତ ପ୍ରଥମ ଇନିଂସରେ ଅଗ୍ରଣୀ ହାସଲ କରିଛି। ଟସ୍ ଜିତି ଭାରତ ପ୍ରଥମ ଇନିଂସରେ ଲୋକେଶ ରାହୁଲଙ୍କ ଶତକ (୧୦୧ ରନ) ଓ ରବିନ୍ଦ୍ର ଜାଡେଜାଙ୍କ ଅର୍ଦ୍ଧଶତକ…
ଫ୍ୟାନ୍ସଙ୍କୁ ଆଶ୍ୱସ୍ତି ଦେଲେ କୋହଲି
ଡର୍ହାମ,୨୧।୭: ଭାରତୀୟ ଅଧିନାୟକ ବିରାଟ କୋହଲି ପିଠି ଜନିତ ସମସ୍ୟା ଲାଗି ଏଠାରେ ଚାଲିଥିବା କାଉଣ୍ଟି ସିଲେକ୍ଟ ଏକାଦଶ ବିପକ୍ଷ ଅଭ୍ୟାସ ମ୍ୟାଚ୍ରେ ଖେଳୁ ନାହାନ୍ତି। କୋହଲି ଓ ଉପ ଅଧିନାୟକ ଅଜିଙ୍କ୍ୟ ରାହାନେଙ୍କ ଅନୁପସ୍ଥିତିରେ ଅଭ୍ୟାସ ମ୍ୟାଚ୍ରେ ରୋହିତ ଶର୍ମା…
ଚାଷୀ ଆନ୍ଦୋଳନର ନୂଆ ଠିକଣା
ନୂଆଦିଲ୍ଲୀ,୨୧।୭: କୃଷି ଆଇନ ବିରୋଧରେ ଜନ୍ତରମନ୍ତରରେ ବିକ୍ଷୋଭ ପ୍ରଦର୍ଶନ କରିବା ପାଇଁ ଚାଷୀଙ୍କୁ ଦିଲ୍ଲୀ ପୋଲିସ ବୁଧବାର ଅନୁମତି ଦେଇଛି। କୃଷି ଆଇନ ପ୍ରତ୍ୟାହାର ଦାବିରେ ଚାଷୀମାନେ ମୌସୁମୀ ଅଧିବେଶନ ସମୟରେ ପାର୍ଲାମେଣ୍ଟ ଆଗରେ ବିକ୍ଷୋଭ କରିବାକୁ ନିଷ୍ପତ୍ତି ନେଇଥିଲେ। ବିକ୍ଷୋଭ…
ସୀମାରେ ଇଦ୍ ପାଲିଲେ ବିଏସ୍ଏଫ୍-ପାକ୍ ରେଞ୍ଜର୍ସ
ନୂଆଦିଲ୍ଲୀ, ୨୧।୭: ଇଦ୍ ଅବସରରେ ବୁଧବାର ସୀମାର ବିଭିନ୍ନ ସ୍ଥାନରେ ଭାରତର ସୀମା ସୁରକ୍ଷା ବଳ (ବିଏସ୍ଏଫ୍) ଏବଂ ପାକିସ୍ତାନୀ ରେଞ୍ଜର୍ସଙ୍କ ମଧ୍ୟରେ ମିଠା ଆଦାନପ୍ରଦାନ ହୋଇଛି। ଏହି ପରମ୍ପରା ୨୦୧୯ରୁ ବନ୍ଦ ଥିଲା। ୨୦୧୯ ଅଗଷ୍ଟ ୫ରେ କେନ୍ଦ୍ର ସରକାର…
ସ୍ମୃତି ଇରାନୀଙ୍କ ଉପରେ ପୋଷ୍ଟ କରି ଫସିଲେ ପ୍ରଫେସର
ଫିରୋଜାବାଦ,୨୧।୭: କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀଙ୍କ ଉପରେ ଅପମାନଜନକ ଫେସବୁକ୍ ପୋଷ୍ଟ କରି ଫସଛନ୍ତି ୟୁପିର ଜଣେ ପ୍ରଫେସର। ଉତ୍ତର ପ୍ରଦେଶର ଫିରୋଜାବାଦ କୋର୍ଟରେ ଆତ୍ମସମର୍ପଣ କରିବା ପରେ ଅଭିଯୁକ୍ତଙ୍କୁ ଜେଲ୍କୁ ପଠାଇ ଦିଆଯାଇଛି। ଅତିରିକ୍ତ ସେସନ୍ସ ଜଜ୍ ଅନୁରାଗ କୁମାରଙ୍କ…
ବାଘଛାଲ ବିକ୍ରି ବେଳେ ଧରାପଡ଼ିଲେ
ଦେବଗଡ଼,୨୧ା୭(ଡି.ଏନ.ଏ.): କଲରାପତରିଆ ବାଘଛାଲ ଚୋରା କାରବାର ଅଭିଯୋଗରେ ଦେବଗଡ଼ ବନ ବିଭାଗ ବୁଧବାର ୪ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିମାନେ ସମସ୍ତେ ସମ୍ବଲପୁର ଜିଲାର। ସେମାନେ ହେଲେ ଜମନକିରା ଥାନା ତୁଲୁବ ଗ୍ରାମର ମନୋହର ମାଝି(୪୫), ନାକଟିଦେଉଳ ଥାନା ତିଲେଇମାଳ…
କୋର୍ଟରେ ଚିତ୍କାର କଲେ ‘ତାରିଖ ପେ ତାରିଖ’
ନୂଆଦିଲ୍ଲୀ,୨୧।୭: ନ୍ୟାୟ ପାଇବାରେ ବିଳମ୍ବ ହେବାରୁ ଜଜ୍ଙ୍କ ଆଗରେ ‘ତାରିଖ ପେ ତାରିଖ’ (ତାରିଖ ପରେ ତାରିଖ) ଚିତ୍କାର କରିବା ସହ କୋର୍ଟ ରୁମ୍ର ଫର୍ନିଚର ଓ କମ୍ପ୍ୟୁଟର ବାଡେଇ ଭାଙ୍ଗି ଦେଇଛନ୍ତି ଜଣେ ଅଭିଯୋଗକାରୀ। ଏହି ଅସାଧାରଣ ଘଟଣା ଘଟିଛି…
ଡିକିରୁ ମିଳିଲା ୨ଲକ୍ଷ, ପୋଲିସ ଏସ୍ଆଇ ଦେଇ ପାରିଲେନି ଉତ୍ତର
ଗୋଲାମୁଣ୍ଡା,୨୧।୭(ଡି.ଏନ୍.ଏ.): ଭିଜିଲାନ୍ସ ଜାଲରେ ପୋଲିସ ସବ୍ ଇନ୍ସପେକ୍ଟର। କଳାହାଣ୍ଡି ଜିଲା ଗୋଳାମୁଣ୍ଡା ଏସ୍ଆଇ ଉଗ୍ରସେନ ପଟେଲଙ୍କୁ ଭିଜିଲାନ୍ସ ଅଧିକାରୀ ଅଟକ ରଖି ପଚରାଉଚୁରା କରୁଛନ୍ତି। ମିଳିଥିବା ସୂଚନା ମୁତାବକ, ଗୋଲାମୁଣ୍ଡାସ୍ଥିତ ଏକ ଚା ଦୋକାନରେ ଏସ୍ଆଇ ଉଗ୍ରସେନ ଚା’ ପିଉଥିଲେ। ସେତିକିବେଳେ…
ଭାରତ-ଇଂଲଣ୍ଡ ଟେଷ୍ଟ ସିରିଜ୍ରେ ଖେଳିବେ ରବିନସନ
ଲଣ୍ଡନ,୨୧।୭: ଆସନ୍ତା ୪ ତାରିଖରୁ ଟ୍ରେଣ୍ଟ ବ୍ରିଜଠାରୁ ଆରମ୍ଭ ହେବାକୁ ଥିବା ଭାରତ ବିପକ୍ଷ ଟେଷ୍ଟ ସିରିଜ୍ର ପ୍ରଥମ ଦୁଇ ମ୍ୟାଚ୍ ଲାଗି ବୁଧବାର ଘୋଷିତ ହୋଇଯାଇଛି ଇଂଲଣ୍ଡ ଦଳ। ଇଂଲଣ୍ଡ ଦଳକୁ ଫେରିଛନ୍ତି ଓଲି ରବିନସନ। ପ୍ରାୟ ୯ ବର୍ଷ…
୭୦ କି.ମି ଦୂରରୁ ଶତ୍ରୁକୁ ଧ୍ୱଂସ କରିବ ‘ଆକାଶ ଏନ୍ଜି’
ବାଲେଶ୍ୱର ଅଫିସ, ୨୧।୭: ବାଲେଶ୍ୱର ଜିଲା ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷଣ କେନ୍ଦ୍ରର ୩ନଂ. ଲଞ୍ଚପ୍ୟାଡରୁ ବୁଧବାର ମଧ୍ୟାହ୍ନ ୧୨ଟା ୪୪ ମିନିଟ୍ରେ ଆକାଶ କ୍ଷେପଣାସ୍ତ୍ରର ନ୍ୟୁ ଭର୍ଶନ୍ ‘ଆକାଶ ଏନ୍ଜି’ର ଉତ୍କ୍ଷେପଣ କରାଯାଇଛି। ସ୍ବଦେଶୀ ଜ୍ଞାନକୌଶଳରେ ଡିଆର୍ଡିଓ ଦ୍ୱାରା ପ୍ରସ୍ତୁତ ମଧ୍ୟମ…
ଦିନିକିଆ ର଼୍ୟାଙ୍କିଙ୍ଗ୍ରେ ବଡ଼ ପରିବର୍ତ୍ତନ
ଦୁବାଇ,୨୧।୭: ଭାରତ-ଶ୍ରୀଲଙ୍କା ସିରିଜ୍ର ଦ୍ୱିତୀୟ ମ୍ୟାଚ୍ ସହିତ ବାଂଲାଦେଶ-ଜିମ୍ବାଓ୍ବେ ଓ ଦକ୍ଷିଣ ଆଫ୍ରିକା-ଆୟର୍ଲାଣ୍ଡ ଦିନିକିଆ ସିରିଜ୍ ଶେଷ ହେବା ପରେ ଖେଳାଳିଙ୍କ ର଼୍ୟାଙ୍କିଙ୍ଗ୍ରେ ଅଦଳବଦଳ ଦେଖିବାକୁ ମିଳିଛି। ଭାରତୀୟ ଓପନର ଶିଖର ଧାଓ୍ବନ ପୂର୍ବ ଅପେକ୍ଷା ୨ଟି ସ୍ଥାନ ଉପରକୁ ଉଠିଛନ୍ତି।…
୨୬ରୁ ଖୋଲିବ ହଷ୍ଟେଲ
ଭୁବନେଶ୍ୱର,୨୧।୭: ଆସନ୍ତା ୨୬ ତାରିଖରୁ ଉଭୟ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ହଷ୍ଟେଲ ଖୋଲିବ । ଏନେଇ ଅତିରିକ୍ତ ସଚିବ ଡା. ପ୍ରତାପ କୁମାର ମିଶ୍ର ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ, ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ, ମାଧ୍ୟମିକ ଶିକ୍ଷା ପରିଷଦର…
Archives


