ଖଡ଼ିଆଳରେ ବୃଦ୍ଧି ପାଉଛି ଚୋରି: କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି
ଖଡ଼ିଆଳ,୧୨।୧୨(ସୁଜିତ କୁମାର ପ୍ରଧାନ ): ନୂଆପଡା ଜିଲା ଖଡ଼ିଆଳ ସହରରେ ଦିନକୁ ଦିନ ଚୋରି ଘଟଣା ବୃଦ୍ଧି ପାଉଛି । କିନ୍ତୁ ଏ ପର୍ଯ୍ୟନ୍ତ କୌଣସି ଚୋର ଧରା ପଡୁନାହାନ୍ତି। ବୁଧବାର ମଧ୍ୟ ରାତ୍ରରେ ରୋହିତ ଅଗ୍ରୱାଲଙ୍କ ରୋହିତ ପୂଜା ଦୋକାନରୁ…
AIIMS ଭୁବନେଶ୍ୱରର ସଫଳତା: ୨୦ ବର୍ଷ ପରେ ସିଧା ହେଲେ ଯୁବକ
ଭୁବନେଶ୍ୱର,୧୨।୧୨: ଆଙ୍କାଇଲୋଜିଂ ସ୍ପଣ୍ଡିଲାଇଟିସ୍ ରୋଗରେ ପ୍ରାୟ ଦୁଇ ଦଶନ୍ଧି ଧରି ପୀଡ଼ିତ ଥିବା କେନ୍ଦ୍ରାପଡ଼ାର ଜଣେ ୩୭ ବର୍ଷୀୟ ଯୁବକଙ୍କ ଜୀବନରେ AIIMS ଭୁବନେଶ୍ୱର ଅର୍ଥୋପେଡିକ୍ ବିଭାଗ ଚମତ୍କାର ଆଣିଛି। ତିନୋଟି ଜଟିଳ ଅସ୍ତ୍ରୋପଚାର ପରେ ଯୁବକଜଣକ ଏକ ନୂତନ ଜୀବନ…
ପ୍ରେମ ପଡିଲା ମହଙ୍ଗା, ବିବାହ ପାଇଁ ଘରକୁ ଡାକି ଜୀବନରୁ ମାରିଦେଲେ ପ୍ରେମିକାର ପରିବାର ଲୋକେ
ନୂଆଦିଲ୍ଲୀ,୧୧।୧୨: ତେଲେଙ୍ଗାନାର ସିଙ୍ଗାରେଡି ଜିଲ୍ଲାରୁ ଏକ ହୃହୟବିଦାରକ ହତ୍ୟାକାଣ୍ଡ ଘଟଣା ସାମ୍ନାକୁ ଆସିଛି । ଏକ ଇଞ୍ଜିନିୟର ଛାତ୍ରକୁ ଘରକୁ ଡାକି ପ୍ରେମିକାର ବାପା ମା ପିଟିପିଟି ହତ୍ଯା କରିଥିବା ଅଭିଯୋଗ ହୋଇଛି । ସୂଚନା ପାଇବା ପରେ ପୋଲିସ ଘଟଣାସ୍ଥଳରେ…
ଥାନା ଘେରିଲେ ଗ୍ରାମବାସୀ, ଜବରଦଖଲ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି
ଅମରପାଲି,୧୨।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ମେଣ୍ଡମାଳ ଗ୍ରାମବାସୀ ଥାନା ଘେରିଛନ୍ତି। ଗ୍ରାମର କେତେଜଣ ବ୍ୟକ୍ତିଙ୍କ ନାମରେ ପଡୋଶୀ ଗ୍ରାମର ଜଣେ ବ୍ୟକ୍ତି ମିଛ ଅଭିଯୋଗ କରିଥିବା ଅଭିଯୋଗ କରି ଏହାର ପ୍ରତିବାଦରେ ଗ୍ରାମବାସୀ ଥାନା ଘେରାଉ କରିଛନ୍ତି।…
ଏଇ ଭାରତରେ
ସାମଗ୍ରିକ ପ୍ରୟାସ ସଫଳତା ପାଇଁ ବାଟ କଢ଼ାଇନିଏ ବୋଲି ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲା ମୁନ୍ସିଆରି ବ୍ଲକର ଶଙ୍ଖଦୁରା ଗାଁର ମହିଳାମାନେ ପ୍ରମାଣ କରିପାରିଛନ୍ତି। ଗ୍ରାମପଞ୍ଚାୟତରେ ସେମାନେ ବନ ପଞ୍ଚାୟତ ଗଢ଼ିଛନ୍ତି ଓ ତା’ ମାଧ୍ୟମରେ ଜଙ୍ଗଲର ସୁରକ୍ଷା କରୁଛନ୍ତି । ସେମାନଙ୍କ…
ଓଡ଼ିଆ ଭାଷାରେ ଲିପ୍ୟନ୍ତରଣ
ସାମ୍ପ୍ରତିକ ପରିସ୍ଥିତିରେ ଓଡ଼ିଆ ଭାଷା ଓ ଏହାର ବ୍ୟବହାରିକ ସଂଜ୍ଞାରେ ଅନେକ ପରିବର୍ତ୍ତନ ହେଲାଣି। ଦୈନନ୍ଦିନ କଥାବାର୍ତ୍ତା ଓ ବିନିମୟରେ କଥିତ ତଥା ଚଳନ୍ତି ଓଡ଼ିଆ ଭାଷାର ବ୍ୟବହାର ଧୀରେ ଧୀରେ କମି ଆସିଲାଣି। ଏପରି କି ପାରମ୍ପରିକ ଓଡ଼ିଆ ଶବ୍ଦର…
ନୀରବ ପ୍ରତିକ୍ରିୟା
ପ୍ରତ୍ୟେକ କ୍ରିୟାର ବିପରୀତ ପ୍ରତିକ୍ରିୟା ରହିଛି। ଏଣୁ କଥା କହିଲା ବେଳେ ଭାବିଚିନ୍ତି କହିବା ନିହାତି ଜରୁରୀ। ସବୁ ସମୟରେ ଧ୍ୟାନ ପୂର୍ବକ ପ୍ରତିକ୍ରିୟା ରଖିବା ବଡ଼ ଗୁରୁତ୍ୱପୂର୍ଣ୍ଣ। କାର୍ଯ୍ୟ ହେବ ବା ଘଟିବ ଆଉ ସେଇ ଅନୁରୂପ ଫଳାଫଳ ବି…
ଭବିଷ୍ୟତର ଭୟ
ଆମେରିକା ନୂଆ ରାଷ୍ଟ୍ରୀୟ ସୁରକ୍ଷା ରଣନୀତି ଲକ୍ଷ୍ୟ ଦିଗରେ ଅଗ୍ରସର ହେଉଛି। ଗତ ସପ୍ତାହରେ ଆମେରିକାର ରାଷ୍ଟ୍ରପତି ହ୍ବାଇଟ୍ ହାଉସ୍ ଏକ ୩୩ ପୃଷ୍ଠା ବିଶିଷ୍ଟ ଦସ୍ତାବିତ ପ୍ରକାଶକରି ସେଥିରେ ଟ୍ରମ୍ପ ପ୍ରଶାସନ ଭବିଷ୍ୟତ ଉପରେ ବିଶ୍ୱାସକରେ ନାହିଁ ବୋଲି ସ୍ବୀକାର…
ମା’ବାପା ଦୋକାନକୁ ଯାଇଥିବାବେଳେ ଘରେ ପଶି ନାବାଳିକାଙ୍କୁ ବଳାତ୍କାର କଲେ ୪୦ ବର୍ଷୀୟ ବିବାହିତ ବ୍ୟକ୍ତି
ଭୁବନେଶ୍ୱର,୧୧।୧୨(ତ୍ରିନାଥ ମହାନ୍ତି): ରାଜଧାନୀରେ ଲଜ୍ଜ୍ୟା। ଜଣେ ୧୧ବର୍ଷୀୟା ନାବାଳିକାଙ୍କୁ ଜଣେ ୪୦ ବର୍ଷୀୟ ବିବାହିତ ବ୍ୟକ୍ତି ବଳାତ୍କାର କରିଥିବା ନେଇ ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ପରିବାର ଲୋକେ ଏନେଇ ମହିଳା ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ସମ୍ପୃକ୍ତ ନାବାଳିକାଙ୍କୁ ଡାକ୍ତରୀ ମାଇନା…
ଥାନାରେ କୀଟନାଶକ ଔଷଧ ଖାଇ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ, ସ୍ବାମୀଙ୍କ ଅନ୍ୟତ୍ର ବିବାହ ପ୍ରସ୍ତୁତି ଖବର ପାଇ..
ଦେବଗଡ, ୧୨।୧୨ (ଶଶାଙ୍କ ଶେଖର ଝାଙ୍କର): ଅଭିଯୋଗ କରିବାକୁ ଆସିଥିବା ମହିଳା ଦେବଗଡ ଥାନା ଭିତରେ ବିଷ ଖାଇ ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ପୋଲିସ ଉଦ୍ଧାର କରି ଦେବଗଡ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛି । ଚିକିତ୍ସା ପରେ…
ସକାଳୁ ସକାଳୁ ଭୂକମ୍ପ ଝଟକା, ଆକାଶରେ ଦେଖାଗଲା ରହସ୍ୟମୟ ଆଲୋକ
ନୂଆଦିଲ୍ଲୀ,୧୨।୧୨: ସକାଳୁ ସକାଳୁ ପୁଣି ଥରିଲ ଜାପାନ । ଜାପାନ ଏବଂ ଫିଜି ଏକକାଳୀନ ଭୂମିକମ୍ପରେ ଥରି ଉଠିଛି । ତିନି ଦିନ ପୂର୍ବେ ଜାପାନରେ ୭.୫ ତୀବ୍ରତାର ଭୂମିକମ୍ପ ହୋଇଥିବା ବେଳେ ଆଜି ସକାଳୁ ପୁଣିଥରେ ଭୂକମ୍ପ ଦେଖାଯାଇଛି ।…
ଶୀତରେ ଥରୁଛି ଦାରିଙ୍ଗବାଡି: ଦ୍ୱିତୀୟ ଦିନରେ ମଧ୍ୟ ତୁଷାରପାତ, ଘରୁ ବାହାରିବା ମୁସ୍କିଲ
ଦାରିଙ୍ଗବାଡି, ୧୨।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅସହ୍ୟ ଯନ୍ତ୍ରଣା ଦେଉଛି ଶୀତ । ଦିନକୁ ଦିନ ତାପମାତ୍ରା ତଳ ମୁହାଁ ହେବାରେ ଲାଗିଛି । ଶୁକ୍ରବାର ଦିତୀୟ ଦିନ ମଧ୍ୟ ଦାରିଙ୍ଗବାଡିର ବିଭିନ୍ନ ସ୍ଥାନରେ ତୁଷାରପାତ ହୋଇଥିବା…
Archives


