Home Left

ଚେୟାରରେ ବସି ଜାତୀୟ ସଙ୍ଗୀତ ଗାଇଲେ ମମତା: ମାମଲା ରୁଜୁ କଲା ଭାଜପା

ମୁମ୍ବାଇ,୨।୧୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିରୋଧରେ ଭାଜପା ଜାତୀୟ ସଂଗୀତକୁ ଅପମାନିତ କରିଥିବା ଅଭିଯୋଗ ଆଣିଛି। ଏନେଇ ପୋଲିସ ନିକଟରେ ଏକ ମାମଲା ରୁଜୁ କରିଛି ଭାଜପା। ମୁମ୍ବାଇ ଗସ୍ତରେ ମମତା ବାନାର୍ଜୀ ଚେୟାରରେ ବସି ଜାତୀୟ ସଙ୍ଗୀତ ଗାନ…

ବିବାହ ପରେ ଫିଲ୍ମ ଛାଡ଼ିବେ କାଟ୍ରିନା!

ମୁମ୍ବାଇ: ବଲିଉଡ୍‌ର ବାର୍ବି ଡଲ୍‌ କୁହାଯାଉଥିବା କାଟ୍ରିନା କୈଫ୍‌-ଭିକି କୌଶଲଙ୍କ ବିବାହକୁ ନେଇ ଆଜିକାଲି ଜୋର୍‌ ଚର୍ଚ୍ଚା ଚାଲିଛି। କୁହାଯାଉଛି, ଡିସେମ୍ବର ୯ରେ ଏହି ଯୋଡ଼ି ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ସେମାନଙ୍କ ବିବାହ ସମ୍ବନ୍ଧୀୟ ଖବର ଚାରିଆଡ଼େ ଚର୍ଚ୍ଚା।…

ତୋ ନା ରେ ମୋର ହଁ

ଚଳିତ ବର୍ଷର ନୂଆ ଓଡ଼ିଆ ସିନେମା ତାଲିକାରେ ଆଉ ଏକ ଟାଇଟଲ ସାମିଲ ହୋଇଛି। ତାହା ହେଲା ‘ତୋ ନା ରେ ମୋର ହଁ’। ଜୋକର ପ୍ଲସ ଏଣ୍ଟରଟେନମେଣ୍ଟ ବ୍ୟାନରରେ ଏହାର ମହୁରତ ନିକଟରେ ଅନୁଷ୍ଠିତ ହେବା ସହ ଶୁଟିଂ ମଧ୍ୟ…

ପୃଥ୍ବୀ ଶ’ଙ୍କୁ ଦିଲ୍ଲୀ ଦଳରେ ରଖିବା ପରେ ଗର୍ଲଫ୍ରେଣ୍ଡ ଖୁସିରେ କଲେ ଏମିତି କାମ

ଟିମ ଇଣ୍ଡିଆର ଓପନିଂ ବ୍ୟାଟ୍ସମ୍ୟାନ ପୃଥ୍ବୀ ଶ’ କେବଳ ତାଙ୍କ ଚମତ୍କାର ବ୍ୟାଟିଂ ବିଷୟରେ ନୁହେଁ, ବରଂ ତାଙ୍କ ପ୍ରେମ ସମ୍ପର୍କକୁ ନେଇ ସମ୍ପର୍କକୁ ନେଇ ଚର୍ଚ୍ଚାରେ ରହିଛନ୍ତି। ନିକଟରେ ଶ’ରେ ଦିଲ୍ଲୀ କ୍ୟାପିଟାଲ୍ସ ପକ୍ଷରୁ ୨୦୨୨ ଆଇପିଏଲ୍‌ ପାଇଁ ରିଟେନ…

ମାଛଧରା ବନ୍ଦର ନିର୍ମାଣ ନେଇ ବିଧାନସଭାରେ ପ୍ରଶ୍ନ କଲେ ଛତ୍ରପୁର ବିଧାୟକ

ଛତ୍ରପୁର,୨ା୧୨(ଡି.ଏନ୍‌.ଏ.): ପ୍ରସ୍ତାବିତ ମାଛଧରା ବନ୍ଦର ଓ ଛତ୍ରପୁର କଲେଜରେ ବିଭିନ୍ନ ପଦବୀ ପୂରଣ ସମ୍ପର୍କରେ ସ୍ଥାନୀୟ ବିଧାୟକ ସୁବାସ ଚନ୍ଦ୍ର ବେହେରା ବିଧାନସଭାରେ ପ୍ରଶ୍ନ କରିଛନ୍ତି । ସୂଚନାନୁସାରେ, ଛତ୍ରପୁର ନିର୍ବାଚନମଣ୍ଡଳୀର ଆର୍ଯ୍ୟପଲ୍ଲୀଠାରେ ପ୍ରସ୍ତାବିତ ମାଛଧରା ବନ୍ଦର ନିର୍ମାଣ ନିମନ୍ତେ କ’ଣ…

ବଲିଉଡ୍‌ରେ ଏଣ୍ଟ୍ରି କରିବେ ନିକ୍‌!

ମୁମ୍ବାଇ: ବଲିଉଡ୍‌ର ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରାଙ୍କ ସ୍ବାମୀ ନିକ୍‌ ଜୋନାସ ଖୁବ୍‌ଶୀଘ୍ର ବଲିଉଡ୍‌ରେ ପ୍ରବେଶ କରିବେ । ନିକଟରେ ଏକ ସାକ୍ଷାତକାରରେ ନିକ୍‌ ବଲିଉଡ ଫିଲ୍ମର ବେଶ୍‌ ପ୍ରଶଂସା କରିଛନ୍ତି। ଆଉ ସେ କହିଛନ୍ତି ଯେ, ଏଠାକାର ଫିଲ୍ମ ବେଶ୍‌ ପ୍ରେରଣାଦାୟକ।…

କାଟ୍ରିନା-ଭିକିଙ୍କ ମଧ୍ୟରୁ କାହା ରୋଜଗାର ଅଧିକ

ବଲିଉଡ ଅଭିନେତ୍ରୀ କାଟ୍ରିନା କୈଫ ଏବଂ ଭିକି କୌଶଲଙ୍କ ବିବାହ ଖବର ଆଜିକାଲି ଗଣମାଧ୍ୟମରେ ଖୁବ ଚର୍ଚ୍ଚାରେ ରହିଛି। ଉଭୟ ଡିସେମ୍ବର ୯ରେ ବିବାହ ବନ୍ଧନରେ ଆବଦ୍ଧ ହେବେ ବୋଲି କୁହାଯାଉଛି। ସେମାନଙ୍କ ବିବାହ ପାଇଁ ପ୍ରସ୍ତୁତି ମଧ୍ୟ ଜୋରସୋରରେ ଚାଲିଛି।…

ବାତିଲ୍‌ ହେଲା ୯୫ ଟ୍ରେନ୍‌

ଭୁବନେଶ୍ୱର,୨।୧୨(ବ୍ୟୁରୋ): ମାଡ଼ି ଆସୁଛି ବାତ୍ୟା ‘ଜୱାଦ’ । ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଗୁରୁବାର ଅବପାତରେ ପରିଣତ ହେବ । ଶୁକ୍ରବାର କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏହା ବାତ୍ୟାର ରୂପ ନେଇପାରେ । ଏହାପରେ ଉପକୂଳ ଆଡ଼କୁ ମାଡ଼ି ଆସିବ…

‘ତୁମେ ମୋ ଜୀବନ ବଦଳାଇ ଦେଲ’

ନୂଆଦିଲ୍ଲୀ,୨ା୧୨: କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋଏଲ ବୁଧବାର ୩୦ ତମ ବିବାହ ବାର୍ଷିକୀ ପାଳନ କରିଛନ୍ତି। ଏହି ଅବସରରେ ସେ ଟୁଇଟ୍‌ର ପେଜ୍‌ରେ ତାଙ୍କର କିଛି ପୁରୁଣା ଫଟୋ ଶେୟାର କରିବା ସହ ସ୍ତ୍ରୀ ସୀମାଙ୍କ ଉଦ୍ଦେଶ୍ୟରେ କିଛି ଭାବପ୍ରବଣ ବାର୍ତ୍ତା ଲେଖିଛନ୍ତି।…

ଅଧୁରା ରହିଲା ଆଶା

ବେଳେବେଳେ ଏ ମନ ଯାହା ଚାହେଁ ତାହା ପୂରଣ ହୋଇ ନ ଥାଏ। ଠିକ୍‌ ସେମିତି ପାଠ ପଢ଼ିବା ସମୟରେ ୟାମି ଗୌତମ ଭବଷ୍ୟତରେ କ’ଣ କରିବାକୁ ଲକ୍ଷ୍ୟ ରଖିଥିଲେ ଜାଣନ୍ତି ? ଓକିଲାତି ପଢ଼ିବାକୁ ତାଙ୍କର ଆଶା ଥିଲା। କିନ୍ତୁ…

ସମ୍ଭାବ୍ୟ ବାତ୍ୟା ନେଇ ପ୍ରଶାସନର ପ୍ରସ୍ତୁତି: ଉପକୂଳବାସୀଙ୍କ ସତର୍କ ରହିବାକୁ ନିର୍ଦ୍ଦେଶ

ଛତ୍ରପୁର,୨ା୧୨(ଡି.ଏନ୍‌.ଏ.): ସମ୍ଭାବ୍ୟ ବାତ୍ୟାକୁ ନେଇ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଜି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତାରେ ଜିଲାସ୍ତରୀୟ ସମସ୍ତ ବିଭାଗୀୟ ଅଧିକାରୀଙ୍କ ସହିତ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାର ସମୁଦ୍ର ତଟବର୍ତ୍ତୀ ଓ ନଦୀ କୁଳିଆ ଅଞ୍ଚଳର ବ୍ଲକ…

ଏହି ବୟସର ଲୋକଙ୍କୁ ‘ଓମିକ୍ରନ’ ଆଶଙ୍କା ବେଶୀ

କେପଟାଉନ୍‌,୨।୧୨: ଦକ୍ଷିଣ ଆଫ୍ରିକାରେ କରୋନା ଭାଇରସର ଏକ ନୂତନ ପ୍ରକାର ଭାରିଆଣ୍ଟ ‘ଓମିକ୍ରନ’ ମିଳିବା ପରେ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି ହୋଇଛି। ୨୦ରୁ ଅଧିକ ଦେଶରେ ଏହାର ଭାରିଆଣ୍ଟ ଦେଖିବାକୁ ମିଳିଛି। ଏହି ନୂତନ ଭାରିଆଣ୍ଟ ନେଇ ଦକ୍ଷିଣ ଆଫ୍ରିକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?