Home Left

ଧର୍ମଠାରୁ ଜୀବନ ବଡ଼

ନୂଆଦିଲ୍ଲୀ, ୨୧ା୭: ବକ୍‌ର-ଇଦ୍‌ ଉତ୍ସବ ପାଇଁ କରୋନା ଲକ୍‌ଡାଉନ୍‌ ଓ ଅନ୍ୟ କଟକଣା କୋହଳ କରିବାକୁ ନେଇ ସୁପ୍ରିମକୋର୍ଟ ମଙ୍ଗଳବାର କେରଳ ସରକାରଙ୍କ ଉପରେ ବର୍ଷିଛନ୍ତି। ଏକ ମାମଲାର ଶୁଣାଣି କରି ସର୍ବୋଚ୍ଚ ଅଦାଲତ କହିଛନ୍ତି, ଲକଡାଉନ୍‌ କୋହଳ କରିବା ପାଇଁ…

ମହାକାଶରେ ବେଜୋସ୍‌ଙ୍କ ୧୧ ମିନିଟ୍‌

ଓ୍ବାଶିଂଟନ୍‌, ୨୧ା୭: ମହାକାଶ ଯାତ୍ରା ଇତିହାସରେ ଆଉ ଏକ ଫର୍ଦ୍ଦ ଯୋଡ଼ିଛନ୍ତି ବିଶ୍ୱର ସବୁଠୁ ଧନୀ ତଥା ଆମାଜନ୍‌ ପ୍ରତିଷ୍ଠାତା ଜେଫ୍‌ ବେଜୋସ୍‌। ମଙ୍ଗଳବାର ତାଙ୍କ କମ୍ପାନୀ ବ୍ଲୁ ଅରିଜିନ୍‌ର ପ୍ରଥମ ସ୍ପେସ୍‌ ଫ୍ଲାଇଟ୍‌ ତଥା ସମ୍ପୂର୍ଣ୍ଣ ସ୍ବୟଂଚାଳିତ ନ୍ୟୁ ଶେପାର୍ଡ…

ଯନ୍ତ୍ରଣା ବଖାଣିଲେ ସୂର୍ଯ୍ୟକୁମାର: କହିଲେ, ଦିନିକିଆ ଡେବ୍ୟୁ ମ୍ୟାଚ୍‌ ଖେଳିବା ସତ୍ତ୍ୱେ ମୁଁ ଅଛି ନିରାଶ

କଲମ୍ବୋ,୨୧।୭: ଦ୍ରୁତ ବ୍ୟାଟିଂ ପାଇଁ ପ୍ରସିଦ୍ଧ ସୂର୍ଯ୍ୟକୁମାର ଯାଦବ ଶ୍ରୀଲଙ୍କା ବିପକ୍ଷରେ ଦିନିକିଆ ଡେବ୍ୟୁ କରିଥିଲେ। ପ୍ରଥମ ମ୍ୟାଚ୍‌ରେ ସୂର୍ଯ୍ୟକୁମାର ଯାଦବ ଅପରାଜିତ ୩୧ ରନ୍‌ ଖେଳି ଟିମ ଇଣ୍ଡିଆର ବିଜୟରେ ସହଯୋଗ କରିଥିଲେ। ୧୫୫ର ଷ୍ଟ୍ରାଇକ ହାରରେ ସୂର୍ଯ୍ୟକୁମାର ରନ…

ଅଲିମ୍ପିକ୍ସରେ ଖେଳାଳିଙ୍କୁ ଦିଆଯିବ ‘ଆଣ୍ଟି ସେକ୍ସ ବେଡ୍‌’: ଜାଣନ୍ତୁ ଏହାର ବିଶେଷତ୍ୱ କ’ଣ

ଆଉ ମାତ୍ର କିଛି ଦିନର ଅପେକ୍ଷା। ଜାପାନର ରାଜଧାନୀ ଟୋକିଓରେ ଆରମ୍ଭ ହୋଇଯିବ ଅଲମ୍ପିକ୍ସ ଗେମ୍ସ। ଏହି କ୍ରୀଡା ମହାକୁମ୍ଭ ପୂର୍ବରୁ ଏକ ବିଶେଷ ପ୍ରକାରର ଶଯ୍ୟା ବିଷୟରେ ଆଲୋଚନା ହେଉଛି। ଯାହାକୁ ଯୌନ ବିରୋଧୀ ଶଯ୍ୟା ବା ଆଣ୍ଟି ସେକ୍ସ…

ପେଗାସସ୍‌ ଦ୍ୱାରା ଭଙ୍ଗା ଯାଇଥିଲା କର୍ନାଟକ ସରକାର

ନୂଆଦିଲ୍ଲୀ,୨୦ା୭: ନରେନ୍ଦ୍ର ମୋଦିଙ୍କ କେନ୍ଦ୍ର ସରକାର ୨୦୧୯ରେ କର୍ନାକଟରେ ନିର୍ବାଚିତ କଂଗ୍ରେସ ସରକାରକୁ ଭାଙ୍ଗିବା ପାଇଁ ଇସ୍ରାଏଲର ସ୍ପାଇଓ୍ବେର ପ୍ରୋଗ୍ରାମ ପେଗାସସ୍‌ ବ୍ୟବହାର କରିଥିଲା। ଏଭଳି ସଙ୍ଗିନ ଅଭିଯୋଗ ଆଣିଛନ୍ତି ସିଦ୍ଦରମୟା, ଡି କେ ଶିବକୁମାର ଓ ମାଲିକାର୍ଜୁନ ଖାର୍ଗେଙ୍କ ଭଳି…

କଲେଜ ଅଧ୍ୟକ୍ଷଙ୍କ ନାମରେ ୨ କୋଟିର ସମ୍ପତ୍ତି

ଝାରସୁଗୁଡ଼ା ଅଫିସ,୨୦ା୭: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ମଙ୍ଗଳବାର କଳାହାଣ୍ଡି ଜିଲା ଭବାନୀପାଟଣା ସରକାରୀ ପଲିଟେକ୍‌ନିକ କଲେଜ ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ରାୟଙ୍କ ଘରେ ଚଢ଼ାଉ କରିଛି। ତାଙ୍କ କଲେଜ କାର୍ଯ୍ୟାଳୟ, ପୈତୃକ ଘର କେନ୍ଦ୍ରାପଡ଼ା ଜିଲା…

ଟଳିଲା ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର, ୨୦ା୭: ଜମ୍ମୁ-କଶ୍ମୀରର ଶ୍ରୀନଗର ଜିଲାରେ ୩୦ କେଜି ଆଇଇଡି ବିସ୍ଫୋରକକୁ ମଙ୍ଗଳବାର ନିଷ୍କ୍ରିୟ କରିଦେଇଛି ସୁରକ୍ଷା ବଳ। ଫଳରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଯୋଜନାକୁ ପଣ୍ଡ କରିଦିଆଯାଇଛି। କାରଣ ଶ୍ରୀନଗରର ଉପକଣ୍ଠ ଅଞ୍ଚଳର ତଙ୍ଗପୁରା ବନ୍ଧ ଠାରେ ରାସ୍ତା…

ଟିମ୍‌ ଇଣ୍ଡିଆର ଚିନ୍ତା ବଢ଼ାଇଲେ କୋହଲି, ରାହାନେ

ଡର୍ହାମ,୨୦।୭: ଆସନ୍ତା ୪ ତାରିଖରୁ ଟ୍ରେଣ୍ଟ ବ୍ରିଜ୍‌ଠାରେ ଆରମ୍ଭ ହେବାକୁ ଥିବା ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ ପୂର୍ବରୁ ଭାରତୀୟ ଦଳର ଚିନ୍ତା ବଢ଼ାଇଛି ଅଧିନାୟକ ବିରାଟ କୋହଲି ଓ ଉପ ଅଧିନାୟକ ଅଜିଙ୍କ୍ୟ ରାହାନେଙ୍କ ଆହତ ସମସ୍ୟା। ଦୁହେଁ ଭିନ୍ନ…

ଆଇସିସି ନିୟମରେ ପରିବର୍ତ୍ତନ ଚାହାନ୍ତି କିମ୍ବଦନ୍ତୀ ଖେଳାଳି

କରାଚି,୨୦।୭: ସ୍ପିନରଙ୍କ ପାଇଁ ଉଦ୍ଦିଷ୍ଟ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ନିୟମରେ ପରିବର୍ତ୍ତନ ଚାହାନ୍ତି ପାକିସ୍ତାନର କିମ୍ବଦନ୍ତୀ ଖେଳାଳି ସାକଲିନ ମୁସ୍ତାକ। ଧାର୍ଯ୍ୟ ୧୫ ଡିଗ୍ରୀ ମଧ୍ୟରେ ହାତ ବୁଲାଇ ବୋଲିଂ କରିବା ନିୟମ ଉପରେ ଆଇସିସି ପୁନଃ ବିଚାର କରିବା…

ଅଭ୍ୟାସ ମ୍ୟାଚ୍‌ରେ ବି ଫେଲ୍‌ ମାରିଲେ ରୋହିତ, ପୂଜାରା

ଡର୍ହାମ,୨୦।୭: ଚେଷ୍ଟର ଲେ-ଷ୍ଟ୍ରିଟ୍‌ସ୍ଥିତ ରିଭରସାଇଡ୍‌ ଗ୍ରାଉଣ୍ଡରେ ମଙ୍ଗଳବାରଠାରୁ କାଉଣ୍ଟି ସିଲେକ୍ଟ ଏକାଦଶ ଓ ଭାରତୀୟ ଦଳ ମଧ୍ୟରେ ଆରମ୍ଭ ହୋଇଛି ୩ ଦିନିଆ ଅଭ୍ୟାସ ମ୍ୟାଚ୍‌। ଏହି ଅଭ୍ୟାସ ମ୍ୟାଚ୍‌ରେ ଫେଲ୍‌ ମାରିଛନ୍ତି ଟିମ୍‌ ଇଣ୍ଡିଆର ଷ୍ଟାର ଓପନର ରୋହିତ ଶର୍ମା…

ତାମିଲ ଫିଲ୍ମରେ ନଜର ଆସିବେ ଐଶ୍ୱର୍ଯ୍ୟା

ମୁମ୍ବାଇ: ବଲିଉଡ୍‌ରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଐଶ୍ୱର୍ଯ୍ୟା ରାୟ ବଚ୍ଚନ କିଛି ବର୍ଷ ପରେ ପୁଣିଥରେ ବଡ ପରଦାରେ ଦେଖାଦେବେ । ଅବଶ୍ୟ ବଲିଉଡ୍‌ରେ ନୁହେଁ ଟଲିଉଡରେ । ହଁ ନୀଳନୟନା ଐଶ୍ୱର୍ଯ୍ୟା ଏକ ତାମିଲ ଫିଲ୍ମରେ ଅଭିନୟ…

କରୋନା ତୃତୀୟ ଲହରର ଭୟ ଥିଲେ ବି ଖୋଲାଯାଇ ପାରିବ ପ୍ରାଇମେରୀ ସ୍କୁଲ: ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ,୨୦ ।୭: ଦେଶରେ କରୋନାର ଦ୍ୱିତୀୟ ଲହର କମି କମି ଯାଉଥିବା ବେଳେ ଆଗକୁ ଆସୁଥିବା ତୃତୀୟ ଲହର କିନ୍ତୁ ମନରେ ଭୟ ସୃଷ୍ଟି କରି ଚାଲିଛି । ତୃତୀୟ ଲହରର ଭୟାବହତା ଜାଣିବା ପରେ ବି କିଛି ରାଜ୍ୟ ପୁଣିଥରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri