ସ୍ବାମୀ ଗିରଫ ହେବା ପରେ ବଢିଲା ଶିଳ୍ପା ସେଟ୍ଟୀଙ୍କ ଅଡୁଆ
ବଲିଉଡ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀଙ୍କ ସ୍ବାମୀ ତଥା ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କୁ ଅଶ୍ଳୀଳ ଚଳଚ୍ଚିତ୍ର ନିର୍ମାଣ ଏବଂ କିଛି ଆପ ମାଧ୍ୟମରେ ପ୍ରକାଶନ ଅଭିଯୋଗରେ ମୁମ୍ବାଇ ପୋଲିସର କ୍ରାଇମ ଶାଖା ଗିରଫ କରିଛି। ଏହି ଗିରଫ ପରଠାରୁ ଲୋକମାନେ ଟୁଇଟରରେ ଶିଳ୍ପା…
ଟିଏସ୍ଏମ୍ଏଲ୍, ଜେଏସ୍ଏଲ୍ ମଧ୍ୟରେ ଚୁକ୍ତି ସ୍ବାକ୍ଷର
ଯାଜପୁର ଅଫିସ/ କଳିଙ୍ଗନଗର(ଡି.ଏନ.ଏ.),୨୦।୭: ଟାଟା ଷ୍ଟିଲ ମାଇନିଂ ଲିମିଟେଡ୍ (ଟିଏସ୍ଏମ୍ଏଲ୍) ଓ ଜିନ୍ଦଲ ଷ୍ଟେନ୍ଲେସ୍ ଲିମିଟେଡ୍ (ଜେଏସ୍ଏଲ୍) ମଧ୍ୟରେ ମିଳିତ କ୍ରୋମପଥର ଖନନକୁ ନେଇ ଏକ ଚୁକ୍ତି ସ୍ବାକ୍ଷର ହୋଇଛି। ଯାଜପୁର ଜିଲା ଅନ୍ତର୍ଗତ ସୁକିନ୍ଦାଠାରେ ଉଭୟ କମ୍ପାନୀର ଖଣି ଯୁଗ୍ମ…
୩୫ହଜାର ହେକ୍ଟର ଜମିରେ ହେବ ଜଳସେଚନ
ଭୁବନେଶ୍ୱର,(ବ୍ୟୁରୋ)/ବାରିପଦା ଅଫିସ,୨୦।୭: ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୟୂରଭଞ୍ଜ ଜିଲା ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର ଅତିରିକ୍ତ ଜଳସେଚନ ବ୍ୟବସ୍ଥାର ଲୋକାର୍ପଣ କରିଛନ୍ତି। ମୟୂରଭଞ୍ଜ ଜିଲାବାସୀଙ୍କ ପାଇଁ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ହେଉଛି ଜୀବନରେଖା। ବର୍ତ୍ତମାନ ସୁଦ୍ଧା ଏହି…
ଖେଳ ମନ୍ତ୍ରୀଙ୍କୁ ମିଳିଲା ବଙ୍ଗଳା କ୍ରିକେଟ୍ ଟିମ୍ରେ ସ୍ଥାନ: ପୂର୍ବରୁ ମାରିଥିଲେ ତ୍ରିଶତକ
କୋଲକାତା,୨୦।୭: ଚଳିତ ବର୍ଷ ବିଧାନସଭା ନିର୍ବାଚନ ମାଧ୍ୟମରେ ନିଜର ରାଜନୈତିକ ଇନିଂସ ଆରମ୍ଭ କରିଥିବା ପଶ୍ଚିମବଙ୍ଗ କ୍ରୀଡ଼ା ମନ୍ତ୍ରୀ ମନୋଜ ତିୱାରୀଙ୍କୁ କ୍ରିକେଟ ଆସୋସିଏସନ ଅଫ ବେଙ୍ଗଲର ୩୯ ଜଣିଆ ସମ୍ଭାବ୍ୟ ତାଲିକାରେ ସ୍ଥାନ ଦିଆଯାଇଛି। ମାର୍ଚ୍ଚ ୨୦୨୦ରେ ବଙ୍ଗଳାର ପୂର୍ବତନ…
୧୩ ବଲ୍ରେ ୬୩ ରନ୍ର ବିସ୍ଫୋରକ ଇନିଂସ ଖେଳିଲେ ଏହି କ୍ରିକେଟର୍
ଚେନ୍ନାଇ,୨୦।୭: ତାମିଲନାଡୁ ପ୍ରିମିୟର ଲିଗ (ଟିଏନପିଲ୍)ର ପ୍ରଥମ ମ୍ୟାଚରେ ୧୯ ବର୍ଷୀୟ ବ୍ୟାଟ୍ସମ୍ୟାନ ସାଇ ସୁଦର୍ଶନ ଚମତ୍କାର ବ୍ୟାଟିଂ କରିଛନ୍ତି। ସେ ୪୩ ବଲରେ ୮୭ ରନ୍ର ପାଳି ଖେଳିଥିଲେ। ସେ ୧୩ ବଲରେ ୬୨ ରନ କେବଳ ଚୌକା ଓ…
ବେବିନା ହତ୍ୟା ଅଭିଯୁକ୍ତ ନାବାଳକ
ନୟାଗଡ଼ ଅଫିସ,୨୦।୭: ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ବାଣିଗୋଛା ଥାନା ନୂଆଗଁା ପଞ୍ଚାୟତ ଧୁନ୍ଦୁଗାଡିଆ ଅଞ୍ଚଳରେ ୫ ବର୍ଷର ଶିଶୁକନ୍ୟାଙ୍କୁ ବଳାକତ୍ାର ପରେ ହତ୍ୟା ମାମଲାରେ ଗିରଫ ହତ୍ୟାକାରୀ ସାବାଳକ ନୁହେଁ ନାବାଳକ ବୋଲି ଜଣାପଡିଛି। ଜନ୍ମ ତାରିଖର ସତ୍ୟତା ପରଖିବା…
ଓଏସ୍ଏସ୍ଟିଇଟି ଆବେଦନ ଅବଧି ବୃଦ୍ଧି
ଭୁବନେଶ୍ୱର, ୨୦।୭(ବ୍ୟୁରୋ): ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ସୋମବାର ଓଡ଼ିଶା ସେକେଣ୍ଡାରୀ ସ୍କୁଲ ଟିଚର ଏଲିଜିବିଲିଟି ଟେଷ୍ଟ (ଓଏସ୍ଏସ୍ଟିଇଟି) ୨୦୨୧ ପାଇଁ ଫର୍ମ ପୂରଣ ଅବଧି ବୃଦ୍ଧି କରିଛି। ସୋମବାର ଏନେଇ ବୋର୍ଡ ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଉକ୍ତ ବିଜ୍ଞପ୍ତି…
ମା’ସହ ୩ ବର୍ଷର ପୁଅକୁ ହତ୍ୟା
ନୟାଗଡ଼ ଅଫିସ,୨୦।୭: ନୟାଗଡ଼ ଜିଲା ଇଟାମାଟି ଥାନା ଶଙ୍ଖେଇ ଗାଁରେ ସୋମବାର ଜଣେ ମହିଳା ଓ ତାଙ୍କ ୩ ବର୍ଷର ପୁଅକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଏକ ମାମଲା(ନଂ.୧୦୭/୨୧) ରୁଜୁ କରି ମୃତ ମହିଳା ମିଲିମଣି ସାହୁ(୨୪) ଓ…
ଡିଜିପିଙ୍କୁ ଦାବିପତ୍ର ଦେଲେ ସୌମ୍ୟଙ୍କ ବାପା
କଟକ ଅଫିସ, ୨୦।୭: ପୋଡ଼ି ହୋଇ ମୋ ପୁଅ ମୃତ୍ୟୁ ସହ ସଂଗ୍ରାମ କରୁଥିବାବେଳେ ଫରେଷ୍ଟ ଅଫିସ୍ ଆଗରେ ଆମ୍ବୁଲାନ୍ସକୁ ଘଣ୍ଟାଏ କାଳ ଅଟକାଯାଇଥିଲା। କିଛି ସମୟ ଆଗରୁ ମେଡିକାଲରେ ପହଞ୍ଚିଥିଲେ ସେ ବଞ୍ଚି ଯାଇଥାନ୍ତା। ବିଳମ୍ବରେ ହସ୍ପିଟାଲରେ ପହଞ୍ଚିବା ପୁଅ…
ବୃହତ୍ ଶିଳ୍ପରେ ପରିଣତ ହେଲାଣି ହସ୍ପିଟାଲ
ନୂଆଦିଲ୍ଲୀ, ୨୦।୭(ଆଇଏଏନ୍ଏସ୍): ହସ୍ପିଟାଲଗୁଡ଼ିକ ବୃହତ ଶିଳ୍ପରେ ପରିଣତ ହୋଇଛନ୍ତି। ଜନସାଧାରଣଙ୍କ ବିପତ୍ତିରୁ ଫାଇଦା ଉଠାଇ ସେମାନେ ବଡ଼ ହୋଇଛନ୍ତି। ଜୀବନ ବଦଳରେ ସେଗୁଡ଼ିକୁ ସମୃଦ୍ଧ ହେବାକୁ ଦିଆଯାଇପାରିବ ନାହିଁ। ଏଭଳି ହସ୍ପିଟାଲଗୁଡ଼ିକୁ ବନ୍ଦ କରିଦେବା ଭଲ ବୋଲି ସର୍ବୋଚ୍ଚ ଅଦାଲତ ଟିପ୍ପଣି…
କାମ ଦେଉନି ଅକ୍ଷୟ ଶକ୍ତି ନୀତି
ଭୁବନେଶ୍ୱର,୨୦।୭(ବ୍ୟୁରୋ):ରାଜ୍ୟରେ ପାରମ୍ପରିକ ଶକ୍ତି ଚାହିଦା ବେଳକୁ ବେଳ ବୃଦ୍ଧି ପାଇବାରେ ଲାଗିଛି। ଏହା ସାଙ୍ଗକୁ ଉତ୍ପାଦନ ଖର୍ଚ୍ଚ ବଢୁଛି। ଏହାର ବିକଳ୍ପ ଭାବେ କ୍ଷୁଦ୍ର ଜଳ ବିଦ୍ୟୁତ୍ ଶକ୍ତି, ସୌର, ପବନ, ବାୟୋମାସ ଭଳି ଅକ୍ଷୟ ଶକ୍ତି ଉପରେ ଗୁରୁତ୍ୱ ଦିଆଯାଉଛି।…
ଅଗଷ୍ଟ ୨୭ରେ ଓଏଏସ୍ ପ୍ରିଲିମିନାରି ପରୀକ୍ଷା
କଟକ ଅଫିସ,୨୦।୭: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ପକ୍ଷରୁ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ପ୍ରିଲିମିନାରି ପରୀକ୍ଷା ପାଇଁ ତାରିଖ ଘୋଷଣା କରଯାଇଛି। ରାଜ୍ୟର ୫ଟି ସ୍ଥାନରେ ଏହି ପରୀକ୍ଷା ଅନୁଷ୍ଠିତ ହେବା ନେଇ ଓପିଏସ୍ସି ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ…
Archives


