ରାଜ୍ୟରୁ ପୁଣି ୨ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୧୧କୁ ବୃଦ୍ଧି ପାଇଛି। ୨ ମୃତକଙ୍କ ମଧ୍ୟରେ ଝାରସୁଗୁଡ଼ାରୁ ଜଣେ ଥିବା ବେଳେ ନୂଆପଡ଼ା ଜିଲାରୁ ଜଣେ ଅଛନ୍ତି। ତେବେ ଆଜି ରାଜ୍ୟରେ…
ଦେବସ୍ଥାନମ୍ ବୋର୍ଡ ଭଙ୍ଗ କଲେ ଧାମି ସରକାର…
ଡେରାଡୁନ୍,୩୦।୧୧: ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ସରକାର ଦେବସ୍ଥାନମ୍ ବୋର୍ଡ ଭଙ୍ଗ ସମ୍ପର୍କରେ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ରାଜ୍ୟ ସରକାର ଚାର ଧାମ୍ ଦେବସ୍ଥାନମ୍ ପ୍ରବନ୍ଧନ ବୋର୍ଡ ବିଧେୟକକୁ ଫେରାଇ ନେବାକୁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ୨୦୧୯ରେ…
‘ଏ ପର୍ଯ୍ୟନ୍ତ ପିପିଲି ପୀଡ଼ିତାଙ୍କୁ ନ୍ୟାୟ ମିଳିନି’
ଭୁବନେଶ୍ୱର, ୩୦।୧୧(ବ୍ୟୁରୋ): ବହୁ ଚର୍ଚ୍ଚିତ ପିପିଲିର ବେବିନା ଗଣବଳାତ୍କାର ଘଟଣାକୁ ସୋମବାର ୧୦ବର୍ଷ ପୂରିଛି। ହେଲେ ଏପର୍ଯ୍ୟନ୍ତ ଅପରାଧୀମାନେ ଦଣ୍ଡ ପାଇନାହାନ୍ତି କି ତଦନ୍ତ କମିଶନ ରିପୋର୍ଟ ବିଧାନସଭାରେ ଉପସ୍ଥାପନ ହୋଇନାହିଁ ବୋଲି କଂଗ୍ରେସ ଅଭିଯୋଗ ଆଣିଛି। ସୋମବାର ରାଜ୍ୟ କଂଗ୍ରେସ…
ଓବିସିଙ୍କ ପାଇଁ ଆନ୍ଦୋଳନ କରିବ ଭାଜପା
ଭୁବନେଶ୍ୱର, ୩୦।୧୧(ବ୍ୟୁରୋ): ଓଡ଼ିଶାରେ ପଛୁଆ ବର୍ଗ ଅବହେଳିତ। ଓବିସିମାନଙ୍କୁ କେବଳ ୧୧.୨୫% ସଂରକ୍ଷଣ କଥା କହି ବାସ୍ତବ କ୍ଷେତ୍ରରେ ରାଜ୍ୟ ସରକାର ମାତ୍ର ୨ରୁ ୩ ପ୍ରତିଶତ ସଂରକ୍ଷଣ ଦେଉଛନ୍ତି। ସ୍କୁଲ କଲେଜରେ ଓବିସି ଛାତ୍ରୀଛାତ୍ରଙ୍କୁ ସଂରକ୍ଷଣ ବ୍ୟବସ୍ଥାରୁ ବଞ୍ଚିତ ରଖାଯାଉଛି।…
ଚାଞ୍ଚଲ୍ୟକର ଖୁଲାସା କଲେ ମହାନ୍ ଅଲରାଉଣ୍ଡର
ସିଡନୀ,୩୦।୧୧: ଆସେଶ ସିରିଜ୍ ପୂର୍ବରୁ ଇଂଲଣ୍ଡର ଅଲରାଉଣ୍ଡର ବେନ ଷ୍ଟୋକ୍ସ ଏକ ଚାଞ୍ଚଲ୍ୟକର ଖୁଲାସା କରିଛନ୍ତି। ଥରେ ଏକ ବଟିକା ତାଙ୍କ ଗଳାରେ ଫସିଯିବା ପରେ ସେ ଭୟଭୀତ ହୋଇପଡିଥିଲେ। କିନ୍ତୁ ଘଟଣା କେବେ ଏବଂ କେଉଁଠାରେ ଘଟିଥିଲା ତାହା ସ୍ପଷ୍ଟ…
ଆଜି ସବୁ ଦଳର ବିଧାୟକଙ୍କ ବୈଠକ
ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ବିଧାନସଭାର ଶୀତ ଅଧିବେଶନ ଡିସେମ୍ବର ପହିଲାରୁ ଆରମ୍ଭ ହେବ। ଏଥିରେ ମୋଟ ୨୬ଟି କାର୍ଯ୍ୟଦିବସ ରହିଛି। ଅଧିବେଶନର ଆରମ୍ଭ ଦିନ ରାଜ୍ୟ ସରକାର ଅତିରିକ୍ତ ବଜେଟ ଆଗତ କରିବେ। ହେଲେ ଏହା ପୂର୍ବରୁ ଶାସକ ଦଳକୁ ଘେରିବା ଲାଗି ଏକାଧିକ…
ଅନୁଚ୍ଛେଦ ୩୭୦ ନାମରେ ସ୍ପୋର୍ଟସ୍ ଲିଗ୍ ଆରମ୍ଭ କରିବ ଭାଜପା…
ଗାନ୍ଧୀନଗର,୩୦।୧୧: ଭାଜପା ଅନୁଚ୍ଛେଦ ୩୭୦ ନାମ ଅନୁସାରେ ଏକ ସ୍ପୋର୍ଟସ୍ ଲିଗ୍ ଆରମ୍ଭ କରିବାକୁ ଯାଉଛି। ଗୁଜରାଟର ଗାନ୍ଧୀନଗରରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ସଂସଦୀୟ ନିର୍ବାଚନମଣ୍ଡଳୀରେ ଏହି ଲିଗ ଆୟୋଜିତ ହେବ ଏବଂ ଏଥିରେ କ୍ରିକେଟ ଏବଂ କବାଡି ଭଳି ମ୍ୟାଚ…
ଆବାସିକ ବିଦ୍ୟାଳୟରେ ୪୫ ଛାତ୍ରୀଛାତ୍ର କରୋନା ପଜିଟିଭ୍
ହାଇଦ୍ରାବାଦ,୩୦।୧୧: ତେଲଙ୍ଗାନା ସଙ୍ଗାରେଡ୍ଡି ଜିଲାର ମୁଥାଙ୍ଗି ଗାଁରେ ଥିବା ମହାତ୍ମା ଜ୍ୟୋତିବା ଫୁଲେ ଗୁରୁକୁଳ ଏକ ଆବାସିକ ବିଦ୍ୟାଳୟରେ ୪୫ ଜଣ ଛାତ୍ରୀଛାତ୍ର ଓ ଜଣେ ଶିକ୍ଷକ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସୂଚନାନୁସାରେ, ତିନି ଦିନ ତଳେ ସ୍କୁଲର…
କିଟ୍-କିସ୍ ଓ ଏନ୍ଜିଏମ୍ଏ ମଧ୍ୟରେ ବୁଝାମଣା
ଭୁବନେଶ୍ୱର, ୩୦।୧୧(ବ୍ୟୁରୋ): କିଟ୍-କିସ୍ ଓ ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟ ଅଧୀନରେ ଥିବା ରାଷ୍ଟ୍ରୀୟ ଆଧୁନିକ କଳା ସଂଗ୍ରହାଳୟ (ଏନ୍ଜିଏମ୍ଏ) ମଧ୍ୟରେ ନୂଆଦିଲ୍ଲୀଠାରେ ସୋମବାର ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଯାଇଛି। ରାଜ୍ୟସଭା ସଦସ୍ୟ ତଥା ଶିକ୍ଷା, ମହିଳା, ଶିଶୁ ଏବଂ ଯୁବ…
କୋଲକାତା ଚାଲାଣ ପୂର୍ବରୁ ୪୩ କଇଁଛ ଜବତ, ଜଣେ ଗିରଫ
ଚଣ୍ଡିଖୋଲ,୩୦।୧୧(ଡି.ଏନ.ଏ.): କୋଲକାତା ଚାଲାଣ ପୂର୍ବରୁ ଯାଜପୁର ଜିଲା ବୈରୀ ପୋଲିସ ସୋମବାର ୪୩ କଇଁଛ ଜବତ କରିଛି। ଏହି ଘଟଣାରେ ଅଜୟ କୁମାର ମଲ୍ଲିକ ନାମକ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ଏହି ର଼୍ୟାକେଟ୍ର ମୁଖ୍ୟ କୁହାଯାଉଥିବା ଶୁକଦେବ ମଣ୍ଡଳ ଫେରାର…
୩ ଫେରାର ଅଭିଯୁକ୍ତ ଏବେ ୱାଣ୍ଟେଡ୍
ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ରାଜ୍ୟରେ ବିଭିନ୍ନ ଠକେଇ ମାମଲାରେ ସମ୍ପୃକ୍ତ ଥାଇ ଫେରାର ୩ ଅଭିଯୁକ୍ତଙ୍କୁ ଓ୍ବାଣ୍ଟେଡ ଘୋଷଣା କରିଛି କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ)। ଏମାନଙ୍କ ସମ୍ବନ୍ଧରେ ସୂଚନା ଦେବା ପାଇଁ ଇଓଡବ୍ଲ୍ୟୁ ଫୋନ୍ ନମ୍ବର ଜାରି କରିଛି। ସୂଚନା ଦେଲେ…
ହଲିଉଡ୍ରେ ଡେବ୍ୟୁ କରିବାକୁ ଯାଉଛନ୍ତି ସାମନ୍ଥା
ମୁମ୍ବାଇ: ସାଉଥ ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୁ ନିକଟରେ ତାଙ୍କ ସ୍ବାମୀ ତଥା ଅଭିନେତା ନାଗା ଚୈତନ୍ୟଙ୍କ ଠାରୁ ଅଲଗା ହୋଇଛନ୍ତି । ଛାଡପତ୍ର ହେବା ପରଠାରୁ ସାମନ୍ଥା ନିଜର ପର୍ସନାଲ ଲାଇଫକୁ ନେଇ ବେଶ୍ ଚର୍ଚ୍ଚାରେ ଅଛନ୍ତି । ତେବେ…

