Home Left

କ୍ରିକେଟର ଏମିତି ଏକ ଲଜ୍ଜାଜନକ ରେକର୍ଡ: ଭାରତ କେବେ ମନେ ରଖିବାକୁ ଚାହିଁବ ନାହିଁ

କ୍ରିକେଟରେ ପ୍ରତି ମ୍ୟାଚ୍‌ରେ ଅନେକ ରେକର୍ଡ ତିଆରି ହୁଏ, ଅନେକ ରେକର୍ଡ ଭାଙ୍ଗେ ମଧ୍ୟ। କିନ୍ତୁ ଭାରତୀୟ ଦଳ ଆଜିର ଦିନ ଅର୍ଥାତ୍‌ ଜୁଲାଇ ୧୯, ୧୯୫୨ରେ ଏପରି ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଥିଲା, ଯାହାକୁ ସେ ମନେ ରଖିବାକୁ ଆଦୌ…

ଆଜି ୫୮ ଜଣଙ୍କ ଜୀବନ ନେଲା କରୋନା, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୯ା୭(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ଆଜି ସର୍ବାଧିକ ୫୮ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ…

ଆଜି ରାଜ୍ୟରୁ ୧୬୪୮ ଆକ୍ରାନ୍ତ ଚିହ୍ନଟ,କଟକରୁ ସର୍ବାଧିକ

ଭୁବନେଶ୍ୱର,୧୯ା୭(ବ୍ୟୁରୋ): ସୋମବାର ରାଜ୍ୟରୁ ୧୬୪୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୫୫,୯୭୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯୫୫ ଜଣ ଚିହ୍ନଟ…

ମାଛ ଖେଳୁଛନ୍ତି ଫୁଟବଲ, ଗୋଲ୍‌ ଦେଖିଲେ ଟିଣ ହୋଇଯିବ ମୁଣ୍ଡ

ସୋସିଆଲ ମିଡିଆରେ ପ୍ରତିଦିନ କିଛି ନା କିଛି ଭିଡିଓ ଭାଇରାଲ ହୋଇଥାଏ। ଏଥିରୁ କେତେକ ଭିଡିଓ ହସର ଖୋରାକ ଯୋଗାଇ ଥାଏ ତ ଆଉ କେତେକ ଦେଖିଲେ ଆଶ୍ଚର୍ଯ୍ୟ ଲାଗେ। ସେମିତି ଏକ ଭିଡିଓ ଏବେ ଭାଇରାଲ ହୋଇଛି। ଭିଡିଓରେ ମାଛଗୁଡ଼ିକ…

କଅଁଳ ହାତରେ ହଳଲଙ୍ଗଳ

କେନ୍ଦୁଝର, ୧୯।୭(ସ୍ବ.ପ୍ର.): ବଳଦ ଓ ଲଙ୍ଗଳ ଦ୍ୱାରା ବିଲରେ ହଳ କରିବା ପିଲା ଖେଳ ନୁହେଁ ବୋଲି ସମସ୍ତେ କୁହନ୍ତି। ବଡ଼ ବଡ଼ ଲୋକମାନେ ମଧ୍ୟ ଲଙ୍ଗଳ ଧରି ଚାଷ କରିପାରନ୍ତି ନାହିଁ। କିନ୍ତୁ କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଗୋଳାବନ୍ଧ…

ବିଳମ୍ବିତ ହେଉଛି ବିକାଶ

ବଇଣ୍ଡା,୧୯ା୭:  ବିକାଶର ମାର୍ଗ ବା ରାଜପଥ ପ୍ରଶସ୍ତ ହେବ। ସେଥିପାଇଁ ୩ ବର୍ଷ ତଳୁ କ୍ଷେତ୍ର ପ୍ରସ୍ତୁତ କରାଗଲା। ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ବଜାରର ବହୁ ବ୍ୟବସାୟିକ ପ୍ରତିଷ୍ଠାନ ଉଚ୍ଛେଦ ହେଲା। ସରକାରୀ କାର୍ଯ୍ୟାଳୟ, ବିଦ୍ୟାଳୟ, ଚିକିତ୍ସାଳୟ, ବିଶ୍ରାମାଗାରକୁ…

ତାଳଦଣ୍ଡା କେନାଲ କାର୍ଯ୍ୟ ସମୀକ୍ଷା କଲେ ୫-ଟି ସଚିବ

କଟକ ଅଫିସ,୧୯ା୭: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ. ପାଣ୍ଡିଆନ ରବିବାର କଟକ ତାଳଦଣ୍ଡା କେନାଲ, ନେତାଜୀ ବସ୍‌ ଟର୍ମିନାଲ ସମେତ ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ସେ ପ୍ରଥମେ ତାଳଦଣ୍ଡା କେନାଲର ଉନ୍ନତୀକରଣ କାର୍ଯ୍ୟ ଅନୁଧ୍ୟାନ…

ଜଙ୍ଗଲ ପଦା, ସଙ୍କଟରେ ବନ୍ୟପ୍ରାଣୀ

କେନ୍ଦୁଝର, ୧୯।୭(ଡି.ଏନ.ଏ.): କେନ୍ଦୁଝର ଜିଲାର ବିଭିନ୍ନ ସଂରକ୍ଷିତ ଜଙ୍ଗଲରେ ବନ୍ୟପ୍ରାଣୀ ସଙ୍କଟ ଅବସ୍ଥାରେ। ଜଙ୍ଗଲ ପଦା ହେବାରୁ ଜନବସତି ମୁହଁା ହୋଇ ମଣିଷଙ୍କ ଶିକାର ହୋଇ ବନ୍ୟପ୍ରାଣୀମାନେ ପ୍ରାଣ ହରାଉଛନ୍ତି। ବନ୍ୟଜନ୍ତୁଙ୍କୁ ସୁରକ୍ଷା ଦେବା ପାଇଁ କର୍ମଚାରୀ ଅଭାବ, କାଠ ମାଫିଆ…

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡରେ ଶ୍ରେୟାସୀ

ବାରିପଦା ଅଫିସ,୧୯।୭-ବିଚକ୍ଷଣ ପ୍ରତିଭାର ପରିଚୟ ଦେଇ ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡରେ ସ୍ଥାନ ପାଇଛନ୍ତି ମୟୂରଭଞ୍ଜ ଜିଲାର କୁନି ଝିଅ ଶ୍ରେୟାସୀ ମହାନ୍ତ। ମାତ୍ର ଅଢେଇ ବର୍ଷ ବୟସରେ ଅସାଧାରଣ ସ୍ମରଣ ଶକ୍ତିର ଅଧିକାରୀ ଶ୍ରେୟାସୀଙ୍କୁ ଶନିବାର ମେଡାଲ, ପ୍ରମାଣପତ୍ର, ଇଣ୍ଡିଆ…

ତୈଳ ଦର ହ୍ରାସ ପାଇବାର ସମ୍ଭାବନା ରହିଛି

ନୂଆଦିଲ୍ଲୀ,୧୯।୭ : କରୋନା ମହାମାରୀ ଭଳି ମାନ୍ଦାବସ୍ଥା ସମୟରେ ଦେଶରେ ତୈଳ ଦର ଅହେତୁକ ଭାବେ ବୃଦ୍ଧି ପାଇବା ଯୋଗୁ ସରକାରଙ୍କୁ ସାଧାରଣ ଜନତାଙ୍କ ରୋଷର ଶିକାର ହେବାକୁ ପଡୁଛି। ସରକାର ମଧ୍ୟ ତୈଳ ଦର ହ୍ରାସ ପାଇଁ ବହୁ ଚେଷ୍ଟା…

ନିକ୍‌ଙ୍କ ବିଷୟରେ ଏମିତି କହିଲେ ପ୍ରିୟଙ୍କା ଚୋପ୍ରା, ଜାଣିଲେ…

ମୁମ୍ବାଇ: ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ବଲିଉଡ୍‌ଠାରୁ ଆରମ୍ଭ କରି ହଲିଉଡ୍‌ ପର୍ଯ୍ୟନ୍ତ ବେଶ୍‌ ନାଁ କମାଇ ସାରିଲେଣି। ପ୍ରଶଂସକମାନେ ମଧ୍ୟ ପ୍ରିୟଙ୍କାଙ୍କ ଫିଲ୍ମ, ପାରିବାରିକ ଜୀବନ ବିଷୟରେ ଜାଣିବା ପାଇଁ ଉତ୍ସୁକ ଥାନ୍ତି। ପ୍ରିୟଙ୍କା ତାଙ୍କର ପ୍ରତିଟି କଥା ପ୍ରଶଂସକମାନଙ୍କ ସହ…

ଶୀଘ୍ର ସ୍ଥାପନ ହୋଇପାରେ ବ୍ୟାଡ୍‌ ବ୍ୟାଙ୍କ

ନୂଆଦିଲ୍ଲୀ, ୧୯।୭:  ୬ ହଜାର କୋଟି ଟଙ୍କାର ପ୍ରସ୍ତାବିତ ପୁଞ୍ଜି ସହ ଦେଶ ମଧ୍ୟରେ ଏକ ନ୍ୟାଶନାଲ ଆସେଟ ରିକନ୍‌ଷ୍ଟ୍ରକଶନ କମ୍ପାନୀ ଲିମିଟେଡ(ଏନ୍‌ଏଆର୍‌ସିଏଲ୍‌) ବା ବ୍ୟାଡ୍‌ ବ୍ୟାଙ୍କ ସ୍ଥାପନ ଲାଗି ଇଣ୍ଡିଆନ ବ୍ୟାଙ୍କ ଆସୋସିଏଶନ ଶୀଘ୍ର ରିଜର୍ଭ ବ୍ୟାଙ୍କକୁ ଏକ ଆବେଦନ ପତ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri