Home Left

ପୁଅ ମୋଦିଙ୍କ କ୍ୟାବିନେଟରେ ମନ୍ତ୍ରୀ, ମାତାପିତା କାମ କରନ୍ତି କ୍ଷେତରେ

ନୂଆଦିଲ୍ଲୀ,୧୮ ।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ସପ୍ତାହ ପୂର୍ବରୁ ତାଙ୍କ କ୍ୟାବିନେଟର ବିସ୍ତାର କରିଛନ୍ତି । ଏଥିରେ ୪୩ ମନ୍ତ୍ରୀ ଶପଥ ଗ୍ରହଣ କରିଥିଲେ । ଭାରତୀୟ ଜନତା ପାର୍ଟି(ଭାଜପା) ତାମିଲନାଡୁର ଅଧ୍ୟକ୍ଷ ଏଲ୍ ମୁରଗାନଙ୍କୁ ରାଜ୍ୟମନ୍ତ୍ରୀ ପଦ ମିଳିଛି…

ଲଶ୍କର-ଜୈଶ୍‌ ସହିତ କୌଣସି ସମ୍ପର୍କ ନ ଥିବା କହିଲା ତାଲିବାନ…

କାବୁଲ୍‌,୧୮।୭: ପାକିସ୍ତାନରେ ଆଶ୍ରୟ ନେଇଥିବା ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ତୋଏବା ଏବଂ ଜୈଶ୍‌-ଇ-ମହମ୍ମଦ ସହିତ ତାଲିବାନର କୌଣସି ସମ୍ପର୍କ ନାହିଁ। ଏସମ୍ପର୍କରେ ତାଲିବାନ ପ୍ରବକ୍ତା ସୁହୈଲ ଶାହିନ୍‌ କହିଛନ୍ତି। ଆଫଗାନିସ୍ତାନ ଲଶ୍କର-ଇ-ତୋଏବା ଏବଂ ଜୈଶ୍‌-ଇ-ମହମ୍ମଦ ଭଳି ସଂଗଠନକୁ ଅନ୍ୟ ଦେଶରେ ଅଶାନ୍ତି ସୃଷ୍ଟି…

ମଦ ଦେବାକୁ ମନାକଲେ ବାର କର୍ମଚାରୀ, ପରେ…

ପୁରୁଷୋତ୍ତମପୁର,୧୮ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ଉପକଣ୍ଠରେ ଥିବା କରୁଣା ବାର୍‌ରେ ଶନିବାର ରାତିରେ ୩ ଜଣ ଯୁବକ ପହଞ୍ଚତ୍ ମଦ୍ୟପାନ କରିବାକୁ କହିଥିଲେ। ମାତ୍ର ଦୋକାନ ବନ୍ଦ ସମୟ ହୋଇ ଯାଇଥିବାରୁ ମଦ୍ୟପାନ ଲାଗି ବାର୍‌ କର୍ମଚାରୀ ମନା କରିଦେଇଥିଲେ।…

ଟସ୍‌ ଜିତିଲା ଶ୍ରୀଲଙ୍କା; ବୋଲିଂ କରିବ ଭାରତ

କଲମ୍ବୋ,୧୮।୭: ଭାରତ-ଶ୍ରୀଲଙ୍କା ମଧ୍ୟରେ ଖେଳାଯିବାକୁ ଥିବା ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ର ପ୍ରଥମ ମୁକାବିଲା ଏଠାକାର କେ.ଆର୍‌.ପ୍ରେମଦାସା ଷ୍ଟାଡିୟମରେ ରବିବାର ଖେଳାଯାଉଛି। ନିୟମିତ ଅଧିନାୟକ ବିରାଟ କୋହଲି ଇଂଲଣ୍ଡ ଗସ୍ତରେ ଥିବା ଯୋଗୁ ଓପନର୍‌ ଶିଖର ଧାଓ୍ବନ ଦଳର ନେତୃତ୍ୱ…

କାମ ସାରି ଫେରିଥିଲେ ଘରକୁ, ହେଲେ ବାପା ତୃତୀୟ ସ୍ତ୍ରୀ ସହ ମିଶି ରଚିଥିଲେ ହତ୍ୟା ଷଡ଼ଯନ୍ତ୍ର

ବାରିପଦା ଅଫିସ,୧୮ା୭: ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ନରଣଖୁଣ୍ଟା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପୂର୍ବ ତିକ୍ତତାକୁ କେନ୍ଦ୍ରକରି ତୃତୀୟ ସ୍ତ୍ରୀ ସହ ମିଶି ଜଣେ ବାପା ପ୍ରଥମ ସ୍ତ୍ରୀର ପୁଅଙ୍କୁ ନୃଶଂସ ଭାବେ ହାଣି ହତ୍ୟା କରିଛନ୍ତି। ମୃତକ…

ଘାଟିରୁ ଖସିଲା ଟ୍ରକ: ଡ୍ରାଇଭର ମୃତ

ବାରିପଦା ଅଫିସ,୧୮ା୭: ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧୀନ ୪୯ନଂ ଜାତୀୟ ରାଜପଥର ଦୁଆରଶୁଣୀ ଘାଟିରେ ରବିବାର ସକାଳୁ ଏକ ଲୁହାପଥର ବୋଝେଇ ଟ୍ରକ ତଳକୁ ଖସିପଡ଼ିଛି। ଭାରସାମ୍ୟ ହରାଇ ଟ୍ରକଟି ୧୦୦ ଫୁଟ ତଳକୁ ଖସି ଯାଇଥିବା ଜଣାପଡ଼ିଛି। ଟ୍ରକ…

୧୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ‘ତୈମୁର’

ଇଦ୍‌-ଉଲ୍‌-ଜୁହାକୁ ନେଇ ଏବେଠୁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ଇଦ୍‌ ଉପଲକ୍ଷେ ବଜାରରେ ଛେଳିଙ୍କ ଦାମ୍‌ ମଧ୍ୟ ଆକାଶଛୁଆଁ। ଅନ୍‌ଲାଇନ୍‌ ମାର୍କେଟ୍‌ରେ ବି ଲକ୍ଷାଧିକ ଟଙ୍କାରେ ଛେଳି ବିକ୍ରି ହେଉଛନ୍ତି। ଗୁଜରାଟର ସୁରଟଠାରେ ଜଣେ ବେପାରୀ ଇଦ୍‌ ପୂର୍ବରୁ ଏକ ବଡ଼ ପ୍ୟାକେଟ୍‌…

ୟୁପି ସରକାରଙ୍କ ଜନସଂଖ୍ୟା ନୀତିକୁ ସମର୍ଥନ କଲେ ସଞ୍ଜୟ

ମୁମ୍ବାଇ,୧୮ ।୭: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କିଛିଦିନ ପୂର୍ବରୁ ଉତ୍ତର ପ୍ରଦେଶ ଜନତସଂଖ୍ୟା ନୀତି ୨୦୨୧-୨୦୩୦ ଜାରି କରିଥିଲେ । ଏହି ସମୟରେ ସେ କହିଥିଲେ ଜନସଂଖ୍ୟା ବୃଦ୍ଧି ସମାଜରେ ଅସମାନତା ଓ ଅନ୍ୟ ସମସ୍ୟାର ମୂଳ କାରଣ…

୨୧ରୁ ରାଜଧାନୀରେ ଗର୍ଭବତୀଙ୍କୁ ଟିକା

ଭୁବନେଶ୍ୱର,୧୮ା୭(ବ୍ୟୁରୋ): ରାଜଧାନୀରେ ଗର୍ଭବତୀଙ୍କ ପାଇଁ ଜୁଲାଇ ୨୧ରୁ ଟିକାକରଣ ଆରମ୍ଭ କରାଯିବ। ସେମାନଙ୍କୁ କୋଭାକ୍ସିନ ଟିକା ଦିଆଯିବା ନେଇ ବିଏମ୍‌ସି ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। କ୍ୟାପିଟାଲ ହସ୍ପିଟାଲ ସମେତ ଭୁବନେଶ୍ୱରରେ ଥିବା ସମସ୍ତ ୟୁପିଏଚ୍‌ସି ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର…

ଶଟ୍‌ସର୍କିଟ୍‌ରେ ଜଳିଗଲା ଘର, ସମସ୍ତ ଆସବାବପତ୍ର ପୋଡ଼ି ପାଉଁଶ

କୋରୁକୋଣ୍ଡା,୧୮ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ବାଲିମେଳା ଏନ୍‌ଏସିରେ ରବିବାର ପୂର୍ବାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଶଟ୍‌ସର୍କିଟ ଯୋଗୁ ଘରର ସମସ୍ତ ଆସବାବପତ୍ର ପୋଡ଼ି ପାଉଁଶ ହୋଇଯାଇଛି। ସୂଚନାନୁଯାୟୀ, ବାଲିମେଳା ଏନ୍‌ଏସିସ୍ଥିତ ୧ନଂ. ଓ୍ବାର୍ଡର ବାସିନ୍ଦା ମାଧବ ବାଜିଙ୍ଗଙ୍କ…

ବିଗିଡିଲା କଲ୍ୟାଣ ସିଂଙ୍କ ସ୍ୱାସ୍ଥ୍ୟାବସ୍ଥା

ଲକ୍ଷ୍ନୌ,୧୮ ।୭: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂ ପୁଣିଥରେ ଅସୁସ୍ଥ ହୋଇ ପଡିଛନ୍ତି । ଶନିବାର ପର୍ଯ୍ୟନ୍ତ ତାଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ହେଉଥିବା ବେଳେ ରବିବାର ହଠାତ୍ ସେ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥିଲେ । ଏହାସହ…

ଟେଲିଭିଜନ ସିରିଜ୍ ଦେଖି ଗୁଜରାଟରେ ଗଢି ଉଠିଲା ବାଳିକା ପଞ୍ଚାୟତ

ଭୁଜ,୧୮ ।୭: ଲୋକପ୍ରିୟ ଟେଲିଭିଜନ ଧାରାବାହିକ ‘ବାଳିକା ବଧୂ’ରୁ ପ୍ରେରଣା ପାଇ ଗୁଜରାଟ କଚ୍ଛର ଏକ ପ୍ରଗତିଶୀଳ ଗାଁ ବାଳିକା ପଞ୍ଚାୟତ ମାଧ୍ୟମରେ ମହିଳାଙ୍କୁ ସଶକ୍ତ କରିବାକୁ ପ୍ରୟାସ କରିଛି । ଏହାର ଉଦ୍ଦେଶ୍ୟ ରହିଛି ମହିଳାଙ୍କ ସମସ୍ୟାକୁ ଆଡ୍ରେସ କରିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri