Home Left

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ ଆକ୍ରମଣ କରିଥିଲେ। ଏହି ଘଟଣାରେ ଅନେକ ଖେଳାଳି ଓ ଅଫିସିଆଲ୍ସ ଆହତ ହୋଇଛନ୍ତି। ମ୍ୟାଚ୍‌ର…

ପତ୍ନୀଙ୍କୁ ହତ୍ୟାକରି ମୃତ ଶରୀରକୁ ବ୍ଲେଣ୍ଡରରେ ପୁରାଇ ପ୍ୟୁରି ବନାଇଦେଲେ ସ୍ବାମୀ…, ପୂର୍ବତନ ମିସ୍‌ ସ୍ବିଜରଲ୍ୟାଣ୍ଡଙ୍କ ସ୍ବାମୀ ଅଭିଯୁକ୍ତ

ବେର୍ନ,୧୧।୧୨: ପୂର୍ବତନ ମିସ ସ୍ବିଜରଲ୍ୟାଣ୍ଡ ଫାଇନାଲିଷ୍ଟ କ୍ରିଷ୍ଟିନା ଜୋକ୍ସିମୋଭିକଙ୍କ ସ୍ବାମୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆସିଛି। ସ୍ବିସ କର୍ତ୍ତୃପକ୍ଷ କହିଛନ୍ତି ଯେ ସନ୍ଦିଗ୍ଧ ବ୍ୟକ୍ତି କ୍ରୋଧରେ ତାଙ୍କ ଶରୀରକୁ ଖଣ୍ଡ ଖଣ୍ଡ କରି କାଟିଥିଲେ ଏବଂ ପରେ ଏକ ବ୍ଲେଣ୍ଡରରେ ଖଣ୍ଡ…

ଗୋଆ ନାଇଟ କ୍ଲବ ମାଲିକ ଲୁଥ୍ରା ବ୍ରଦର୍ସଙ୍କୁ ବଡ଼ ଝଟକା, ଆଗୁଆ ଜାମିନ ଖାରଜ କଲେ କୋର୍ଟ

ନୂଆଦିଲ୍ଲୀ,୧୧।୧୨: ଗୋଆର ପ୍ରସିଦ୍ଧ ବିର୍ଚ ବାଇ ରୋମିଓ ନାଇଟ କ୍ଲବରେ ଅଗ୍ନିକାଣ୍ଡ ଘଟଣାରେ ଦିଲ୍ଲୀର ରୋହିଣୀ କୋର୍ଟ ରେଷ୍ଟୁରାଣ୍ଟ ମାଲିକ ଗୌରବ ଲୁଥ୍ରା ଏବଂ ସୌରଭ ଲୁଥ୍ରାଙ୍କ ଆଗୁଆ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି। ଗୋଆ ପୋଲିସ ଓକିଲ କହିଛନ୍ତି ଯେ…

ହୋଟେଲରେ ବଡ଼ ଧରଣର ଚଢ଼ାଉ: ୪୯ ହଜାର ଜରିମାନା ଆଦାୟ

ଖଡ଼ିଆଳ,୧୧ା୧୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସହରରେ ଥିବା ବିଭିନ୍ନ ଦୋକାନ ଏବଂ ହୋଟେଲରେ ଗୁରୁବାର ଖାଦ୍ୟ ସୁରକ୍ଷା ଅଧିକାରୀ, ପୋଲିସ ଓ ଏନ୍‌ଏସି କର୍ମଚାରୀ ମିଳିତ ଚଢାଉ କରିଛନ୍ତି। ଚଢାଉ ବେଳେ ନିମ୍ନମାନର ଖାଦ୍ୟ ଜଣାପଡିବାରୁ ଅଧିକାରୀମାନେ ୬…

ବାଜିଲା ବାଂଲାଦେଶ ନିର୍ବାଚନ ବିଗୁଲ, ଲଢ଼ିପାରିବନି ଶେଖ ହସିନାଙ୍କ ପାର୍ଟି

ନୂଆଦିଲ୍ଲୀ,୧୧ା୧୨: ବାଂଲାଦେଶର ତ୍ରୟୋଦଶ ସଂସଦୀୟ ନିର୍ବାଚନ  ଆସନ୍ତା ଫେବୃଆରୀ 12 ତାରିଖରେ ଅନୁଷ୍ଠିତ ହେବ । ବାଂଲାଦେଶର ମୁଖ୍ୟ ନିର୍ବାଚନ କମିଶନର ଏଏମଏମ ନାସିର ଉଦ୍ଦିନ ବର୍ତ୍ତମାନ ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି । ୧୨ ଫେବୃଆରୀ ସକାଳ ୭:୩୦ ରୁ…

ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ, ଦୁର୍ଘଟଣା ହୋଇ ରାସ୍ତାରେ ପଡିଥିବା ବାପା-ପୁଅଙ୍କୁ…

ଛତ୍ରପୁର,୧୧।୧୨ (ଦିଲ୍ଲୀପ ସାମଲ ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ। ଦୁର୍ଘଟଣାରେ ଆହତ ହୋଇଥିବା ବିଧାୟକ ବାପା ପୁଅଙ୍କୁ ମେଡିକାଲ ପଠାଇଛନ୍ତି। ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ଗୋବିନ୍ଦପୁର ଛକ ଜାତୀୟ ରାଜପଥରେ…

ସଙ୍କୁଚିତ ହେଉଛି ଉପଜିଲାପାଳ-ଆରଡିସିଙ୍କ କ୍ଷମତା, ଗଞ୍ଜାମ ଜଲାକୁ ୪ ଜିଲା ପାଇଁ ଉଠିଲା ଦାବି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାକୁ ଭାଗଭାଗ କରି ୪ଟି ଜିଲା ଘୋଷଣା କରାଯାଉ। ଉପଜିଲାପାଳ ଏବଂ ଆରଡିସିଙ୍କ କ୍ଷମତା ଦିନକୁ ଦିନ ସରକାର ସଙ୍କୁଚିତ କରୁଛନ୍ତି। ତେଣୁ ଉକ୍ତ କାର୍ଯ୍ୟାଳୟଗୁଡ଼ିକ ରହିବା ଦାରା ବିପୁଳ ରାଜସ୍ବ କ୍ଷତି ହେଉଛି। ସରକାର ଉକ୍ତ…

କାହିଁକି ଆପଲକୁ ନୋଟିସ ପଠାଇଲେ ସରକାର? ୟୁଜର୍ସଙ୍କୁ ଏଭଳି ଆଲର୍ଟ ପଠାଇଥିଲା କମ୍ପାନୀ

ନୂଆଦିଲ୍ଲୀ,୧୧ା୧୨: ଗତ କିଛିଦିନ ତଳେ ଆପଲ୍ ଏବଂ ଗୁଗୁଲ ନିଜ ୟୁଜର୍ସଙ୍କୁ ଆଲର୍ଟ ପଠାଇଥିଲେ । ସ୍ପାଇବେୟାରରେ ଦ୍ବାରା ୟୁଜର୍ସଙ୍କୁ ନିଶାନା କରାଯାଇପାରେ ବୋଲି ମେସେଜ ପଠାଯାଇଥିଲା । ବର୍ତ୍ତମାନ ଏହାକୁ ନେଇ ସରକାର ଆପଲକୁ ନୋଟିସ  ପଠାଇଛନ୍ତି । ଭାରତରେ…

‘ଧୁରନ୍ଧର’ ଷ୍ଟାଇଲରେ ମୋଦି, ପୁଟିନଙ୍କ ସହ ଜବରଦସ୍ତ କେମେଷ୍ଟ୍ରି, ସୋସିଆଲ ମିଡ଼ିଆରେ ଟ୍ରେଣ୍ଡ କଲା…

ନୂଆଦିଲ୍ଲୀ,୧୧।୧୨: ମଧ୍ୟପ୍ରଦେଶ ସରକାର ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ‘ଧୁରନ୍ଧର ଷ୍ଟାଇଲ’ରେ ଏକ ଭିଡିଓ ଶେୟାର କରିଛନ୍ତି। ଭିଡିଓଟି ସହିତ ଏକ କ୍ୟାପସନ ଅଛି ଯାହା ଲେଖାଯାଇଛି, ‘ଦି ଓଜି ଧୁରନ୍ଧର। ଯେତେବେଳେ ଆପଣ ଆଭା ଚାଷ କହୁଛନ୍ତି, ମୁଁ କହୁଛି…

ECI: ନିର୍ବାଚନ କମିଶନଙ୍କ ବଡ଼ ନିଷ୍ପତ୍ତି, ଏସବୁ ରାଜ୍ୟ ପାଇଁ ବଢିଲା SIR ଅବଧି

ନୂଆଦିଲ୍ଲୀ,୧୧।୧୨: ନିର୍ବାଚନ କମିଶନ ଗୁରୁବାର ସ୍ପେଶାଲ ସଘନ ସଂଶୋଧନ (SIR) ପ୍ରକ୍ରିୟା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ରିପୋର୍ଟ ଅନୁଯାୟୀ, ନିର୍ବାଚନ କମିଶନ ପାଞ୍ଚଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳରେ SIRର ସମୟସୀମା ବୃଦ୍ଧି କରିଛନ୍ତି। ରିପୋର୍ଟ ଅନୁଯାୟୀ,…

କୋହଲିଙ୍କ ସହ ରିଲ୍ସ କରି ରାତାରାତି ସୋସିଆଲ ମିଡିଆ ଷ୍ଟାର ପାଲଟିଗଲେ ଅର୍ଶଦୀପ, ଜାଣନ୍ତୁ କାହିଁକି ଆରମ୍ଭ କରିଥିଲେ YouTube

ନୂଆଦିଲ୍ଲୀ,୧୧।୧୨: ଟିମ ଇଣ୍ଡିଆର ଯୁବ ଦ୍ରୁତ ବୋଲର ଅର୍ଶଦୀପ ସିଂହ କେବଳ ପଡ଼ିଆରେ ନୁହେଁ ବରଂ ସୋସିଆଲ ମିଡିଆରେ ମଧ୍ୟ ଲୋକପ୍ରିୟତା ହାସଲ କରିଛନ୍ତି। ତାଙ୍କର ମଜାଦାର ରିଲ୍ସ, ପରଦା ପଛର ଭିଡିଓ ଏବଂ ହାଲୁକା ବିଷୟବସ୍ତୁ ତାଙ୍କୁ ଲକ୍ଷ ଲକ୍ଷ…

ପୁଣି ଭାରତ-ପାକିସ୍ତାନ ମହାମୁକାବିଲା: ଜାଣନ୍ତୁ କେବେ, କେଉଁଠି ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ କ୍ରିକେଟ ଏସିଆ କପ ୨୦୨୫ ଡିସେମ୍ବର ୧୨ରୁ ଆରମ୍ଭ ହେବାକୁ ଯାଉଛି। ପ୍ରଥମ ଦିନରେ ଦୁଇଟି ମ୍ୟାଚ ଖେଳାଯିବ। ଆୟୁଷ ମହାତ୍ରେଙ୍କ ନେତୃତ୍ୱରେ ଭାରତୀୟ ଦଳ ୟୁଏଇ ସହିତ ମୁକାବିଲା କରିବ। ଦ୍ୱିତୀୟ ମ୍ୟାଚ ମାଲେସିଆ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri