ଆଫଗାନ ରାଷ୍ଟ୍ରଦୂତଙ୍କ ଝିଅଙ୍କୁ ଅପହରଣ
କାବୁଲ, ୧୭।୭: ପାକିସ୍ତାନରେ ଆଫଗାନିସ୍ତାନର ରାଷ୍ଟ୍ରଦୂତ ନାଜିବୁଲ୍ଲା ଅଲିଖିଲ୍ଙ୍କ ଝିଅଙ୍କୁ ଶୁକ୍ରବାର ଇସ୍ଲାମାବାଦରୁ ଅପହରଣ କରାଯାଇ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ଆଫଗାନିସ୍ତାନ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସିଲ୍ସିଲା ଅଲିଖିଲ୍ (୨୬) ଜିନ୍ନା ସୁପର ମାର୍କେଟରୁ…
କ୍ରୀଡ଼ାମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କଲେ ବିଧାୟକ
ଉମରକୋଟ/ରାଇଘର,୧୭ା୭(ସ୍ବ.ପ୍ର./ଡି.ଏନ୍.ଏ.): ରାଜ୍ୟ କ୍ରୀଡ଼ା ଓ ଯୁବବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ୩ ଦିନିଆ ନବରଙ୍ଗପୁର ଜିଲା ଗସ୍ତ କରିଛନ୍ତି। ଶନିବାର ସେ ଉମରକୋଟ ଯାଇଥିଲେ। ତେବେ ମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରିଛି ଭାଜପା। ମନ୍ତ୍ରୀ ଉମରକୋଟ ଏବଂ ରାଇଘର ଗସ୍ତ ବେଳେ…
ସ୍ବାମୀଙ୍କ ଦଶାହ ପରେ ବିଷ ପିଇଲେ ମା’, ଝିଅ
ଗୁରୁଗ୍ରାମ(ହରିୟାଣା),୧୭।୭: ଜଣେ ୪୬ ବର୍ଷୀୟ ମହିଳା ଓ ତାଙ୍କ ୨୪ ବର୍ଷୀୟା ଝିଅ ଗୁରୁଗ୍ରାମ ସୋସାଇଟ୍ ସ୍ଥିତ ଫ୍ଲାଟରେ ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ଟ୍ୟାକ୍ସ କନସଲଣ୍ଟାଣ୍ଟ ଭାବେ କାର୍ଯ୍ୟକରୁଥିବା ମହିଳାଙ୍କ ସ୍ବାମୀ ହରିଶ ଶେଟ୍ଟି ଗତ ୬ ତାରିଖରେ ଏକ…
ସଙ୍କଟରେ ‘ଦାଦା’ଙ୍କ ରେକର୍ଡ
କଲମ୍ବୋ,୧୭।୭: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଆରମ୍ଭ ହେବାକୁ ଯାଉଥିବା ଦିନିକିଆ ସିରିଜ୍ରେ ଭାରତୀୟ ଦଳର ନେତୃତ୍ୱ ଭାର ସମ୍ଭାଳିବେ ଶିଖର ଧାଓ୍ବନ। କ୍ୟାରିୟରରେ ପ୍ରଥମ ଥର ପାଇଁ ଗୁରୁ ଦାୟିତ୍ୱ ବହନ କରିବାକୁ ଯାଉଥିବା ଧାଓ୍ବନଙ୍କ ନିକଟରେ ରହିଛି ଏକ ବଡ଼…
ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ବ୍ଲାକ୍ମେଲ
ପାରଳାଖେମୁଣ୍ଡି,୧୭।୭: ଗଜପତି ଜିଲା ଅଡ଼ବା ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର କରାଯାଇଥିବା ଶୁକ୍ରବାର ଅଭିଯୋଗ ହୋଇଛି। ଯୁବତୀଙ୍କ ଏତଲାକ୍ରମେ ଅଡ଼ବା ପୋଲିସ ଏକ ମାମଲା(ନଂ. ୧୬/୨୧) ରୁଜୁ କରି ତଦନ୍ତ ଚଳାଇଛି। ଅଭିଯୁକ୍ତ ଜଣକ ଫେରାର୍…
କୃଷକ-ସୁରକ୍ଷାକର୍ମୀ ମୁହାଁମୁହିଁ
ସିର୍ସା,୧୭।୭: କୃଷକଙ୍କ ବିରୋଧରେ ଦେଶଦ୍ରୋହ ମାମଲା ରୁଜୁ ଓ ଗିରଫକୁ କେନ୍ଦ୍ର କରି ସିର୍ସାରେ ମୁହାଁମୁହିଁ ହୋଇଛନ୍ତି ଆନ୍ଦୋଳନକାରୀ ଓ ସୁରକ୍ଷାକର୍ମୀ। ବହୁ ସଂଖ୍ୟାରେ ସୁରକ୍ଷାକର୍ମୀଙ୍କ ମୁତୟନ ସତ୍ତ୍ୱେ ଆନ୍ଦୋଳନକାରୀମାନେ ବ୍ୟାରେକେଡ୍ ଭାଙ୍ଗି ଦେଇଛନ୍ତି। ଗତ ୧୧ ତାରିଖରେ ଭାଜପା ନେତା…
ଶିଶୁକନ୍ୟା ଜନ୍ମ ହେବାରୁ ମା’ ହସ୍ପିଟାଲରୁ ଫେରାର
ବ୍ରହ୍ମପୁର ଅଫିସ,୧୭।୭: ଜଣେ ମା’ ଶିଶୁକନ୍ୟାଙ୍କୁ ଜନ୍ମ ଦେବା ପରେ ମେଡିକାଲରୁ ଫେରାର ହୋଇଯାଇଛନ୍ତି। ଏଭଳି ଘଟଣା ଶୁକ୍ରବାର ରାତିରେ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଘଟିଛି। ନବଜାତ ଶିଶୁକନ୍ୟାର ସୁରକ୍ଷା ଓ ଯତ୍ନ ପାଇଁ ତାକୁ ଏମ୍କେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।…
ଆଲିଆଙ୍କ ସେଲ୍ଫି
ମୁମ୍ବାଇ: ପାଖାପାଖି ୨ ବର୍ଷ ହେବ ବଲିଉଡ୍ ନାୟିକା ଆଲିଆ ଭଟ୍ଟ ଓ ରଣବୀର କପୁରଙ୍କ ଯୋଡି ରହି ଆସୁଛନ୍ତି ଚର୍ଚ୍ଚାରେ । ଏହି ଲଭ ବାର୍ଡ ବିବାହ କରିବାକୁ ଯାଉଥିବା ବେଳେ କେବେ ବିବାହ କରିବେ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ…
ଗାଡ଼ିରେ ପ୍ରେସ୍ ଲେଖି ଚାଲାଣ କରୁଥିଲେ ଗଞ୍ଜେଇ
ବରଗଡ଼ ଅଫିସ୍,୧୭।୭: ସୋନପୁରରୁ ଛତିଶଗଡ଼ ଚାଲାଣ ହେଉଥିବା ବେଳେ ୨ଟି ଗଞ୍ଜେଇ ବୋଝେଇ କାର୍କୁ ବରଗଡ଼ ଜିଲା ସୋହେଲା ପୋଲିସ ଜବତ କରିଛି। ଜବତ ଗଞ୍ଜେଇର ପରିମାଣ ୨୩୩ କି.ଗ୍ରା ହେବ। ଘଟଣାରେ ସମ୍ପୃକ୍ତ ୪ଜଣଙ୍କୁ ପୋଲିସ ଗିରଫ କରିଛି। ଗିରଫ…
କୂଅରୁ ମିଳିଲା ୧୧ ମୃତଦେହ
ଭୋପାଳ,୧୭।୭: ମଧ୍ୟପ୍ରଦେଶର ବିଦିଶା ଜିଲାର ଗଞ୍ଜବାସୌଦା ଅଞ୍ଚଳର ଲାଲ ପାତର ଗ୍ରାମରେ କୂଅ ଭୁଶୁଡ଼ିବା ଘଟଣାରେ ମୃତକଙ୍କ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। କୂଅରୁ ୧୧ ମୃତଦେହ ମିଳିବା ପରେ ଶୁକ୍ରବାର ମଧ୍ୟରାତ୍ରି ଶେଷ ହୋଇଛି ଉଦ୍ଧାର କାର୍ଯ୍ୟ। ଏହି ଘଟଣାରେ…
୩୬ ହଜାର ଫୁଟ ଉପରେ ଫିଲ୍ମର ଘୋଷଣା କଲେ ଅନୁପମ
ମୁମ୍ବାଇ: ବଲିଉଡ୍ର ବରିଷ୍ଠ ଅଭିନେତା ଅନୁପମ ଖେର ତାଙ୍କର ୫୧୯ ତମ ଫିଲ୍ମ କରିବାକୁ ଯାଉଛନ୍ତି । ଏହାର ଘୋଷଣା ସେ ୩୬ ହଜାର ଫୁଟ ଉପରେ ରହି କରିଛନ୍ତି । ସେ ଆଟଲାଣ୍ଟିକ ମହାସାଗର ଉପରେ ଏରୋପ୍ଲେନରେ ଯାତ୍ରା କରି…
ୟୁରୋ କପ୍ ବଢାଇଦେଲା
ବ୍ରିଟେନ,୧୭।୭: ଜାନୁଆୟୀ ପରଠାରୁ ବ୍ରିଟେନରେ କରୋନା ସଂକ୍ରମଣ ହାର କମିବାରେ ଲାଗିଥିଲା। କିନ୍ତୁ ଏବେ ଉପରମୁହାଁ ହୋଇଛି କରୋନା ସଂକ୍ରମଣ ହାର। ଶନିବାର ଦେଶରେ ୫୦ ହଜାରରୁ ଊର୍ଦ୍ଧ୍ୱ ନୂଆ ମାମଲା ସାମ୍ନାକୁ ଆସିଛି। ଜାନୁୟାରୀ ପରେ ପ୍ରଥମ ଥର ପାଇଁ…
Archives


