Home Left

୨୦ରେ ରାସ୍ତାକୁ ଓହ୍ଲାଇବ ବିଜେଡି

ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ଦୀର୍ଘଦିନର ନୀରବତା ପରେ ବିଜେଡି କେନ୍ଦ୍ର ସରକାରଙ୍କ ବିରୋଧରେ ଆନ୍ଦୋଳନ କରିବା ପାଇଁ ଅଣ୍ଟା ଭିଡିଛି। କେନ୍ଦ୍ର ସରକାର ଓଡ଼ିଶା ଚାଷୀଙ୍କ ପ୍ରତି ଅବହେଳା କରୁଥିବା ନେଇ ବିଜେଡି ପକ୍ଷରୁ ଅଭିଯୋଗ କରାଯାଇଛି। ଏହି ପ୍ରସଙ୍ଗରେ ଦଳ ତରଫରୁ…

ଝିଅ ବିଦା ସମୟରେ କାନ୍ଦିବା ବଦଳରେ ଏମିତି କଲେ ବରକନ୍ୟା, ଲୋକେ କହିଲେ…

ଆଜିକାଲି ସୋସିଆଲ ମିଡିଆରେ ବିବାହର ମଜାଳିଆ ଭିଡିଓ ସବୁ ଭାଇରାଲ ହେବାରେ ଲାଗିଛି। ଯାହାକୁ ଦେଖିଲେ ହସ ରୋକି ପାରିବେ ନାହିଁ। ଏଭଳି ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ବର- କନ୍ୟା ବିଦାୟ ସମୟରେ…

ସରକାରୀ ବାସଭବନରେ ସାଇଣ୍ଟିଫିକ ଟିମ୍‌ର ତଦନ୍ତ

ପାରଳାଖେମୁଣ୍ଡି,୧୭ା୭(ଡି.ଏନ.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ (ଏସିଏଫ୍‌) ସୋମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାର ରହସ୍ୟ ଉପରୁ ପରଦା ଉଠାଇବା ପାଇଁ ପ୍ରୟାସ ଆରମ୍ଭ ହୋଇଛି। ଶୁକ୍ରବାର ପାରଳାଖେମୁଣ୍ଡିସ୍ଥିତ ସରକାରୀ ବାସଭବନରେ ସାଇଣ୍ଟଫିକ ଟିମ୍‌ ଓ ପୋଲିସ ପହଞ୍ଚି ତଦନ୍ତ…

ଓଡ଼ିଆ ଆଇପିଏସ୍‌ ଅଧିକାରୀଙ୍କୁ ଗୁରୁତ୍ୱ

ଭୁବନେଶ୍ୱର,୧୭ା୭(ବ୍ୟୁରୋ):  ନିକଟରେ ରାଜ୍ୟର ୩ଜଣ ଓଡ଼ିଆ ଅଫିସରଙ୍କୁ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଅବସ୍ଥାପିତ କରାଯାଇଛି। ଦୀର୍ଘ ଦିନ ପରେ ଓଡ଼ିଆ ଅଧିକାରୀଙ୍କୁ ଏଭଳି ପଦବୀରେ ଅବସ୍ଥାନ କରି ରାଜ୍ୟରେ ଓଡ଼ିଆ ଓ ଅଣଓଡ଼ିଆ ଅଫିସରଙ୍କ ମଧ୍ୟରେ ଚାଲିଥିବା ଶୀତଳ ଯୁଦ୍ଧକୁ ଘୋଡ଼ାଇବାକୁ ଚେଷ୍ଟା…

୧୧୫ କୋଟିର ଜିଏସ୍‌ଟି ଠକେଇ

ଭୁବନେଶ୍ୱର,୧୭ା୭(ବ୍ୟୁରୋ): ଜାଲ୍‌ କମ୍ପାନୀ, ଜାଲ୍‌ ପଦବୀ, ଜାଲ୍‌ ବିଲ୍‌ ମାଧ୍ୟମରେ ଚାଲିଥିଲା ବହୁ କୋଟି ଟଙ୍କାର ଜିଏସ୍‌ଟି ଠକେଇ। ରାଜ୍ୟ ଜିଏସ୍‌ଟି ବିଭାଗର ଏନ୍‌ଫୋର୍ସମେଣ୍ଟ ଓ୍ବିଙ୍ଗ୍‌ ଗୁରୁବାର ଏହି ବଡ଼ଧରଣର ଠକେଇ ର଼୍ୟାକେଟକୁ ଧରିବା ସହ ସମ୍ପୃକ୍ତ ଦୁଇ ମାଷ୍ଟରମାଇଣ୍ଡ୍‌ଙ୍କୁ ଗିରଫ…

ପ୍ରଥମ ଦିନରେ ଟିକା ନେଲେ ୧୨୮୪ ଗର୍ଭବତୀ

ଭୁବନେଶ୍ୱର,୧୭ା୭ (ବ୍ୟୁରୋ): ରାଜ୍ୟରେ ଶୁକ୍ରବାରଠାରୁ ଗର୍ଭବତୀଙ୍କ ଟିକାକରଣ ଆରମ୍ଭ ହୋଇଛି। ପ୍ରଥମ ଦିନରେ ୧୨ଶହ ୮୪ଜଣ ଗର୍ଭବତୀଙ୍କୁ କୋଭିଡ୍‌ ଟିକା ଦିଆଯାଇଛି। ଟିକା ନେବା ପାଇଁ କିପରି ସହଜରେ ପଞ୍ଜୀକରଣ କରିପାରିବେ ସେଥିପାଇଁ କୋଓ୍ବିନ୍‌ ପୋର୍ଟାଲରେ ସ୍ବତନ୍ତ୍ର ଫିଚର୍‌ ବ୍ୟବସ୍ଥା କରାଯାଇଛି।…

ଆଜି ରାଜ୍ୟ କ୍ୟାବିନେଟ୍‌

ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଭିଡିଓ କନ୍‌ଫରେନ୍ସ ଜରିଆରେ ଅପରାହ୍ନ ୫ଟା ୩୦ ମିନିଟ୍‌ରେ ବସିବାକୁ ଥିବା ବୈଠକରେ ୮ଟି ଏଜେଣ୍ଡା ଉପରେ ମୋହର…

ଜିଲା ବାହାରେ ଡିଏମ୍‌ଏଫ୍‌ ଖର୍ଚ୍ଚ ବନ୍ଦକର

ଭୁବନେଶ୍ୱର,(ବ୍ୟୁରୋ)/କେନ୍ଦୁଝର,୧୭ା୭(ସ୍ବ.ପ୍ର.): ଜିଲା ଖଣିଜ ପ୍ରତିଷ୍ଠାନ (ଡିଏମ୍‌ଏଫ୍‌) ପାଣ୍ଠି ହେଉଛି ଜିଲାର ନିଜସ୍ବ ଅର୍ଥ। ଜିଲାର ଖଣି ଖାଦାନ ଦ୍ୱାରା କ୍ଷତିଗ୍ରସ୍ତ ହେଉଥିବା ଅଞ୍ଚଳରେ ଏହାର ବିନିଯୋଗ ହେବ। କେନ୍ଦ୍ର ସରକାରଙ୍କ ବିନା ଅନୁମୋଦନରେ ରାଜ୍ୟ ସରକାର ଏହି ପାଣ୍ଠିର କାର୍ଯ୍ୟ, ଖର୍ଚ୍ଚ…

ଏହାକୁ ଟଙ୍କା ଦେଇ କିଣିବା ଅସମ୍ଭବ

ଆଚାର୍ଯ୍ୟ ଚାଣକ୍ୟ, ତାଙ୍କ ନୀତି ଶାସ୍ତ୍ରରେ ଜୀବନ ସହିତ ଜଡ଼ିତ ସମସ୍ତ ଦିଗକୁ ଗଭୀର ଭାବରେ ଆଲୋକପାତ କରିଛନ୍ତି। ତାଙ୍କ ନୀତିରେ ସେ ବ୍ୟକ୍ତିଙ୍କ ସହ ଜଡ଼ିତ ଏକ କଥା ଉଲ୍ଲେଖ କରିଛନ୍ତି, ଯାହା ବହୁ ଚେଷ୍ଟା ସତ୍ତ୍ୱେ ମଧ୍ୟ ହାସଲ…

ଯୋଗୀଙ୍କ ବିଫଳତାକୁ ଲୁଚାଇ ପାରିବେ ନାହିଁ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୬ା୭- ମହାମାରୀ କରୋନାର ଦ୍ୱିତୀୟ ଲହର ଉତ୍ତର ପ୍ରଦେଶକୁ ଥରାଇ ଦେଇଛି। ଏହାର ମୁକାବିଲା କରିବାରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ବିଫଳ। ଏହାସତ୍ତ୍ୱେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ମିଳୁଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଠାରୁ ପ୍ରଶଂସା। ମୋଦିଙ୍କ ମିଛ ପ୍ରଶଂସା ଯୋଗୀ…

୨୦୦୭ ଟି୨୦ ବିଶ୍ୱକପ୍‌କୁ ୧୩ ବର୍ଷ ହେଲାଣି, ଏବେ ଆଗକୁ ଚାଲ

ନୂଆଦିଲ୍ଲୀ,୧୬।୭: ୨୦୦୭ ଟି୨୦ ବିଶ୍ୱକପ୍‌ ଓ ୨୦୧୧ ଆଇସିସି ଦିନିକିଆ ବିଶ୍ୱକପ୍‌ ସଫଳତାକୁ ବହୁ ବର୍ଷ ହେଲାଣି। ଏବେ ଟିମ୍‌ ଇଣ୍ଡିଆକୁ ଆଗାମୀ ଟି୨୦ ବିଶ୍ୱକପ୍‌ ଜିତିବା ଦରକାର। ଏଭଳି ମନ୍ତବ୍ୟ ଦେଇଛନ୍ତି ପୂର୍ବତନ ଓପନର ଗୌତମ ଗମ୍ଭୀର। ଉଭୟ ବିଶ୍ୱକପ୍‌…

୯ ମାସ ପରେ ଖୋଲିଲା ଇଫେଲ୍‌ ଟାଓ୍ବାର

ପ୍ୟାରିସ୍‌, ୧୬।୭: କରୋନା ମହାମାରୀ ଯୋଗୁ ୯ ମାସ ହେଲା ବନ୍ଦ ରହିଥିବା ଇଫେଲ୍‌ ଟାଓ୍ବାର ଶୁକ୍ରବାର ଖୋଲିଛି। ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଏହି ଟାଓ୍ବାର କେବେ ଏତେଦିନ ବନ୍ଦ ରହି ନ ଥିଲା। ସାମାଜିକ ଦୂରତ୍ୱ ବଜାୟ ରଖିବା ଲାଗି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri