Home Left

ଜିଲାପାଳଙ୍କ ବାସଭବନରେ ପୁଣି ପଶିଲା ଭାଲୁ

ନୂଆପଡ଼ା ଅଫିସ,୧୬।୭: ନୂଆପଡ଼ା ଜିଲାରେ ଭାଲୁ ଆତଙ୍କ ଥମିବାର ନାଁ ନେଉନାହିଁ। ଦିନକୁ ଦିନ ଭାଲୁ ସହର ମୁହାଁ ହେଉଥିବାରୁ ସହରବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ସନ୍ଧ୍ୟା ହେଲେ ସହର ଭିତରେ ପ୍ରବେଶ କରୁଛି ଭାଲୁ। ଗତ ବୁଧବାର ଭାଲୁ ଜିଲାପାଳଙ୍କ ସରକାରୀ…

ଦେଶୀ ଘିଅକୁ ପଛରେ ପକାଇଲାଣି ପେଟ୍ରୋଲ

ନୂଆଦିଲ୍ଲୀ,୧୬।୭: ଦେଶୀ ଘିଅଠାରୁ ପେଟ୍ରୋଲ ଦର ଅଧିକ ହେଲାଣି। ଡେରାଡୁନ ସ୍ଥିତ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ କେନ୍ଦ୍ର ସରକାରଙ୍କୁ ଏଭଳି କଡ଼ା ସମାଲୋଚନା କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ତଥା ରାଜସ୍ଥାନର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ସଚିନ…

ଖଣ୍ଡନ କଲେ କମଲ ନାଥ

ନୂଆଦିଲ୍ଲୀ,୧୬।୭: ବରିଷ୍ଠ କଂଗ୍ରେସ ନେତା କମଲ ନାଥ ଦଳର ଅଧ୍ୟକ୍ଷ ହେବା ନେଇ ଚର୍ଚ୍ଚା ଜୋର୍‌ ଧରିଥିବା ବେଳେ ଏହାକୁ ସେ ଖଣ୍ଡନ କରିଛନ୍ତି। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସହ କମଲ ନାଥଙ୍କ ବୈଠକ ପରେ ତାଙ୍କୁ ଦଳରେ ବଡ଼…

ବାପ-ଝିଅଙ୍କୁ ଗୋଡେଇ ଗୋଡେଇ ହାଣିଲେ

ଭଦ୍ରକ ଅଫିସ, ୧୬।୭: ଭଦ୍ରକ ଟାଉନ ଥାନା ଅଧୀନ ଏଲଖା ଗାଁରେ ଗୁରୁବାର ରାତିରେ ସାମାନ୍ୟ କଥାକୁ କେନ୍ଦ୍ରକରି ବାପ-ଝିଅଙ୍କୁ ଭୁଜାଲିରେ ଆକ୍ରମଣ କରାଯାଇଛି। ଏଥିରେ ଗୁରୁତର ବାପ ଝିଅ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ରାସ୍ତାରେ ବାଲି, ଚିପ୍ସ…

ମଡେଲଙ୍କ ଫଟୋକୁ ଏଡିଟ୍‌ କରି ବ୍ଲାକ୍‌ମେଲ୍‌ କରୁଥିଲେ

ଉମରକୋଟ, ୧୬।୭(ସ୍ବ.ପ୍ର.): ମୁମ୍ବାଇର ଜଣେ ମଡେଲଙ୍କ ଫଟୋକୁ ନଗ୍ନ ରୂପ ଦେଇ ଟଙ୍କା ମାଗିବା ଅଭିଯୋଗରେ ନବରଙ୍ଗପୁର ଜିଲା ଉମରକୋଟ ଅଞ୍ଚଳର ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ସେ ହେଲେ ଉମରକୋଟ ବ୍ଲକ ସୁନାବେଡ଼ା ପଞ୍ଚାୟତ ସଦର ଗାଁର ସୌରଭ ମଣ୍ଡଳ(୨୧)।…

ପୁଣି ବଦଳିଲେ ଶ୍ରୀଲଙ୍କା ଅଧିନାୟକ

କଲମ୍ବୋ,୧୬।୭: ଭାରତ ବିପକ୍ଷ ଦିନିକିଆ ଓ ଟି୨୦ ସିରିଜ୍‌ ପାଇଁ ଶୁକ୍ରବାର ୨୪ ଜଣିଆ ଶ୍ରୀଲଙ୍କା ଦଳ ଘୋଷିତ ହୋଇଛି। ଆସନ୍ତା ୧୮ରୁ ଆରମ୍ଭ ହେବାକୁ ଥିବା ସିରିଜ୍‌ରେ ଶ୍ରୀଲଙ୍କା ଦଳ ନୂଆ ଅଧିନାୟକଙ୍କ ନେତୃତ୍ୱରେ ଖେଳିବ। ଦଳର ନିୟମିତ ଅଧିନାୟକ…

ଓମ୍‌ଫେଡ କେନ୍ଦ୍ରରେ ଗ୍ୟାସ ଲିକ୍‌

କୋକସରା୧୬।୭: କଳାହାଣ୍ଡି ଜିଲା କୋକସରା ଓମ୍‌ଫେଡ ଦୁଗ୍ଧ ଶୀତଳିକରଣ କେନ୍ଦ୍ରରେ ମରାମତି ବେଳେ ଶୁକ୍ରବାର ଗ୍ୟାସ ଲିକ୍‌ ହୋଇଛି। ଏଥିରେ ୩ ମେକାନିକ ଗୁରୁତର ହୋଇଛନ୍ତି। ଖବର ପାଇ କୋକସରା ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଲିକ୍‌ ହେଉଥିବା ଗ୍ୟାସକୁ ଆୟତ୍ତ…

ପୂର୍ବତନ ଗୃହମନ୍ତ୍ରୀ ଅନୀଲ ଦେଶମୁଖଙ୍କ ସମ୍ପତ୍ତି ଜବତ କଲା ଇଡି

ମୁମ୍ବାଇ,୧୬।୭: ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନୀଲ ଦେଶମୁଖଙ୍କ ଅଡୁଆ ବଢିବାରେ ଲାଗିଛି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଶୁକ୍ରବାର ଆୟବହିର୍ଭୁତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଦେଶମୁଖଙ୍କ ୪.୨୦ କୋଟି ଟଙ୍କାର ସମ୍ପତ୍ତି ଜବତ କରିଛି। ଏହି ସମ୍ପତ୍ତି ଦେଶମୁଖଙ୍କ ପରିବାର ଲୋକଙ୍କ ନାମରେ…

‘ଧୋନୀଙ୍କ ଅନୁପସ୍ଥିତିରେ ଖୋଜିବାକୁ ପଡ଼ିବ ସଫଳତାର ବାଟ’

ନୂଆଦିଲ୍ଲୀ,୧୬।୭: ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଅନୁପସ୍ଥିତିରେ ଚାଇନା ମ୍ୟାନ ସ୍ପିନର କୁଲଦୀପ ଯାଦବଙ୍କୁ ସଫଳ ହେବାର ବାଟ ଖୋଜିବାକୁ ପଡ଼ିବ। ଏଭଳି ମନ୍ତବ୍ୟ ଦେଇଛନ୍ତି ପୂର୍ବତନ ଭାରତୀୟ ସ୍ପିନର ଭେଙ୍କଟପଥି ରାଜୁ। ଶ୍ରୀଲଙ୍କାରେ ବଲ ତଳୁଆ ରହିବ। ସାଧାରଣତଃ…

ଶୁଟିଂ ସେଟ୍‌ରେ ବୋହୋସ୍ ହୋଇଯାଇଥିଲେ କରିନା

ମୁମ୍ବାଇ: ବଲିଉଡ୍ ବେବୋ କରିନା କପୁର ଖାଁଙ୍କର ରହିଛନ୍ତି ଅନେକ ପ୍ରଶଂସକ । ନିକଟରେ ସେ ଦ୍ୱିତୀୟ ସନ୍ତାନର ମା’ ହୋଇଛନ୍ତି । ତେବେ ଗର୍ଭାବସ୍ଥାର ଅନୁଭୁତିକୁ ନେଇ କରିନା ଏକ ପୁସ୍ତକ ଲେଖିଛନ୍ତି । ଯେଉଁଥିରେ ସେ ତାଙ୍କ ଅନୁଭୁତି…

ସ୍ପେନ ଯିବେ ଶ୍ରଦ୍ଧା

ମୁମ୍ବାଇ: ଲଭ ରଞ୍ଜନଙ୍କ ଆଗାମୀ ଫିଲ୍ମରେ ରଣବୀର କପୁର ଓ ଶ୍ରଦ୍ଧା କପୁର ପ୍ରଥମ ଥର ପାଇଁ ସ୍କ୍ରିନ୍ ଶେୟାର କରିବାକୁ ଯାଉଛନ୍ତି । ଚଳିତ ସପ୍ତାହର ଆରମ୍ଭରେ ଏମାନଙ୍କୁ ମୁମ୍ବଇ ଏୟାପୋର୍ଟରେ ସ୍ପଟ କରାଯାଇଥିଲା । ଏମାନେ ଫିଲ୍ମର ଶୁଟିଂ…

ପୋଲିସ ଟ୍ରେନିଂ ସେଣ୍ଟରରେ କରୋନା

ରାୟପୁର,୧୬।୭: ଛତିଶଗଡ଼ ରାଜନାନ୍ଦଗାଓଁ ସ୍ଥିତ ପୋଲିସ ଟ୍ରେନିଂ ସେଣ୍ଟରରେ ବ୍ୟାପିଲା କରୋନା। ଏଠାରେ ୩୫ଜଣ ଯବାନ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାପରେ ଉକ୍ତ ଅଞ୍ଚଳକୁ ଜିଲା ପ୍ରଶାସନ ପକ୍ଷରୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ସୂଚନାଯୋଗ୍ୟ, ଏହି ଟ୍ରେନିଂ ସେଣ୍ଟରକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri