Home Left

ଟିଏମ୍‌ସିରେ ସାମିଲ ହୋଇପାରନ୍ତି ଶତ୍ରୁଘ୍ନ ସିହ୍ନା

କୋଲକାତା,୧୬।୭: ୟଶବନ୍ତ ସିହ୍ନାଙ୍କ ପରେ ଆଉ ଜଣେ ରାଷ୍ଟ୍ରୀୟ ନେତା ଶତ୍ରୁଘ୍ନ ସିହ୍ନା ଖୁବ୍‌ଶୀଘ୍ର କଂଗ୍ରେସର ହାତଛାଡ଼ି ତୃଣମୂଳ କଂଗ୍ରେସ(ଟିଏମ୍‌ସି)ରେ ସାମିଲ ହୋଇପାରନ୍ତି। ଶତ୍ରୁଘ୍ନଙ୍କ ସହ ଆଲୋଚନା ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଯଦି ସବୁ ଠିକ୍‌ଠାକ୍‌ ରୁହେ ତେବେ ଜୁଲାଇ ୨୧ରେ…

ଗୁଜରାଟକୁ ମୋଦିଙ୍କ ଫାଇଭ୍ ଷ୍ଟାର ଗିପ୍ଟ

ନୂଆଦିଲ୍ଲୀ,୧୬ ।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନସିଂ ଜରିଆରେ ଗୁଜରାଟରେ କିଛି ପ୍ରୋଜେକ୍ଟର ଉଦ୍‌ଘାଟନ କରିଛନ୍ତି । ଏଥିରେ ଗାନ୍ଧିନଗରର ରେଲୱେ ଷ୍ଟେଶନ, ଏକ୍ୱେଟିକ ଓ ରୋବୋଟିକ ଗ୍ୟାଲେରୀ, ଗୁଜରାଟ ସାଇନ୍ସ ସିଟିରେ ନେଚର ପାର୍କ ଇତ୍ୟାଦି ।…

ଆଫଗାନିସ୍ତାନରେ ଭାରତୀୟ ସାମ୍ବାଦିକଙ୍କୁ ହତ୍ୟା; ଜାଣନ୍ତୁ କିଏ ଥିଲେ ଦାନିଶ

ନୂଆଦିଲ୍ଲୀ,୧୬।୭: ପୁଲିଟର ପୁରସ୍କାର ବିଜେତା ଭାରତୀୟ ଫଟୋ ସାମ୍ବାଦିକ ଦାନିଶ ସିଦ୍ଦିକିଙ୍କୁ ଶୁକ୍ରବାର ଆଫଗାନିସ୍ତାନରେ ହତ୍ୟା କରାଯାଇଛି। ସେ କାନ୍ଦାହାରର ସ୍ପିନ୍‌ ବୋଲଡାକ ହିଂସାକାଣ୍ଡ ଘଟଣାର କଭରେଜ୍‌ କରୁଥିଲେ। ଗତ କିଛିଦିନ ଧରି ସିଦ୍ଦିକି କାନ୍ଦାହାରରେ ଥିଲେ। ସେଠାରୁ ବିବାଦର ଚିତ୍ରକୁ…

ଦିଲ୍ଲୀ ଗସ୍ତରେ କର୍ନାଟକ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୧୬।୭: କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍‌ ୟେଦୁରପ୍ପାଙ୍କ ଦିଲ୍ଲୀ ଗସ୍ତ ପୁଣି ଥରେ ରାଜ୍ୟର ନେତୃତ୍ୱ ପରିବର୍ତ୍ତନକୁ ନେଇ ରହିଥିବା କଳ୍ପନା ଜଳ୍ପନାକୁ ଆହୁରି ବଢ଼ାଇଦେଇଛି। କାରଣ ଗତ କିଛି ସମୟରୁ ଏହି ପ୍ରସଙ୍ଗକୁ ନେଇ ଚର୍ଚ୍ଚା ଲାଗି ରହିଛି। ୭୮ବର୍ଷୀୟ ୟେଦୁରପ୍ପା…

ଅଗଷ୍ଟ ଶେଷ ବେଳକୁ ଆସିପାରେ କରୋନାର ତୃତୀୟ ଲହର: ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ,୧୬ ।୭: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ସରୁ ସରୁ ତୃତୀୟ ଲହର ଆରମ୍ଭ ହେବାର ଭୟ ଏବେ ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି । ଇଣ୍ଡିଆନ କାଉନସିଲ ଅଫ୍ ମେଡିକାଲ ରିସର୍ଚ୍ଚ(ଆସିଏମ୍‌ଆର୍‌)ର ଡିଭିଜନ ଅଫ୍ ଏପିଡେମିୟୋଲୋଜି ଆଣ୍ଡ କମ୍ୟୁନିକେବଲ…

ଟି୨୦ ବିଶ୍ୱକପ୍‌ରେ ଭାରତ-ପାକିସ୍ତାନ ମ୍ୟାଚ୍‌

ଦୁବାଇ,୧୬।୭: ଆଗାମୀ ଟି୨୦ ବିଶ୍ୱକପ୍‌ରେ ଦୁଇ ଚିରପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିବେ। କାରଣ ଦୁଇ ଦଳକୁ ସମାନ ଗ୍ରୁପରେ ରଖାଯାଇଛି। ଅକ୍ଟୋବର ୧୭ରୁ ଆରମ୍ଭ ହେବାକୁ ଥିବା ଇଭେଣ୍ଟର ବିଭିନ୍ନ ଗ୍ରୁପରେ କେଉଁ କେଉଁ ଦଳ ସ୍ଥାନ ପାଇଛନ୍ତି,…

କୋଭିଡ୍‌ ମାମଲା ବୃଦ୍ଧି ପାଉଛି; ହେଲେ ଇଲଂଣ୍ଡକୁ ବିକଳ୍ପ ଖେଳାଳି ପଠାଇବାକୁ ମନା କଲା ବିସିସିଆଇ

ନୂଆଦିଲ୍ଲୀ,୧୬।୭: ଭାରତ-ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ଆରମ୍ଭ ହୋଇ ନ ଥିବା ବେଳେ ଟିମ୍‌ ଇଣ୍ଡିଆର ୨ଜଣ ସଦସ୍ୟ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ରିଷଭ ପନ୍ତଙ୍କ ପରେ କୋଚିଂ ଷ୍ଟାଫ୍‌ ଧ୍ୟାନଚାନ୍ଦ ଗରାନି…

ଏଟିଏମ୍‌ରୁ ଝାମ୍ପିନେଇଥିଲେ ପର୍ସ: ଜଣଙ୍କୁ ଧରିଲା ପୋଲିସ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ଭୁବନେଶ୍ବର ଚନ୍ଦ୍ରଶେଖରପୁର ଅଞ୍ଚଳର ଏଟିଏମ୍‌ ଭିତରୁ ମହିଳାଙ୍କଠାରୁ ଭ୍ୟାନିଟି ବ୍ୟାଗ ଛଡ଼ାଇ ନେବା ଘଟଣାରେ ନୟାପଲ୍ଲୀ ପୋଲିସ ଜଣଙ୍କୁ ଗିରଫ କରିଛି। ସୂଚନାଯୋଗ୍ୟ, କିଛିଦିନ ତଳେ ନୀଳାଦ୍ରି ବିହାରର ଏକ ଏଟିଏମରୁ ଦୁଇ ଜଣ ଯୁବତୀ ଟଙ୍କା ଉଠାଉ ଥିବାବେଳେ…

ଜଳୁଥିବା କୋଠାରୁ ଦୁଇ ବର୍ଷ ଝିଅର ଜୀବନ ବଞ୍ଚାଇବାକୁ ତଳକୁ ଫିଙ୍ଗିଦେଲେ ମା’

କେପଟାଉନ,୧୬ ।୭: ଦକ୍ଷିଣ ଆଫ୍ରିକାର ପୂର୍ବତନ ରାଷ୍ଟ୍ରପତି ଜ୍ୟାକବ ଜୁମାଙ୍କୁ ଗିରଫ କରାଯିବା ପରେ ସେଠାରେ ହିଂସା ଜାରି ରହିଛି । ଏହାକୁ ବିଭିନ୍ନ ସହରରେ ବିରୋଧ କରାଯାଉଛି । ମିଳିଥିବା ସୂଚନା ଅନୁଯାୟୀ ଏହି ହିଂସାରେ ଏବେ ପର୍ଯ୍ୟନ୍ତ ପ୍ରାୟ…

ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ୪-ଟି ମନ୍ତ୍ର ଦେଲେ ମୋଦି

ନୂଆଦିଲ୍ଲୀ,୧୬।୭: ଦେଶରେ କେତେକ ରାଜ୍ୟରେ ଲଗାତର ଭାବେ କରୋନା ସଂକ୍ରମଣ ମାମଲା ବୃଦ୍ଧି ପାଉଛି। ଯାହାକୁ ନେଇ କେନ୍ଦ୍ର ସରକାର ଚିନ୍ତା ପ୍ରକଟ କରିଛନ୍ତି। ଇତିମଧ୍ୟରେ କରୋନା ସଂକ୍ରମଣ ସ୍ଥିତିକୁ ନେଇ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୬ଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ…

ଲଣ୍ଡନରେ ୭ କୋଟିର ବଙ୍ଗଳା, ଅଢ଼େଇ କୋଟିର କାର୍‌ର ମାଲିକାଣି ହେଉଛନ୍ତି ଏହି ଅଭିନେତ୍ରୀ; ମୋଟ ସମ୍ପତ୍ତି ଜାଣିଲେ…

ବମ୍ବେ: ବିଦେଶିନୀ ସତ୍ତ୍ୱେ ବଲିଉଡ୍‌ରେ ବେଶ୍‌ ନାମ କମାଇଛନ୍ତି ଅଭିନେତ୍ରୀ କଟ୍ରିନା କୈଫ। ୧୯୮୩ ଆଜିର ଦିନରେ ହଂକଂରେ ଜନ୍ମଗ୍ରହଣ କରିଥିଲେ ସେ। ତାଙ୍କର ସାତ ଭାଇଭଉଣୀ ଅଛନ୍ତି। ୨୦୦୩ରେ ଫିଲ୍ମ ବୁମ୍‌ରୁ ଡେବ୍ୟୁ କରିବା ପରେ ଆଉ ପଛକୁ ଫେରି…

ଡରୁଥିବା ଲୋକେ ଭାଜପାରେ ଯୋଗ ଦିଅନ୍ତି:ରାହୁଲ

ନୂଆଦିଲ୍ଲୀ,୧୬ ।୭: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଦଳ ଛାଡି ଚାଲିଯାଉଥିବା ନେତାଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଡରୁଥିବା ନେତା ଭାରତୀୟ ଜନତା ପାର୍ଟି(ଭାଜପା)କୁ ଯାଆନ୍ତି । ସୋସିଆଲ ମିଡିଆ କର୍ମୀଙ୍କ ସହ ଭର୍ଚୁଆଲ ବୈଠକରେ ରାହୁଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri