ଦିନକରେ କରୋନା ନେଲା ୬୪ ଜୀବନ
ଭୁବନେଶ୍ୱର,୧୬/୭(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୬୪ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୯୨୫ ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା…
କମୁଛି ସଂକ୍ରମଣ
ନୂଆଦିଲ୍ଲୀ,୧୬।୭: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଥମିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୩୮,୯୪୯ଟି ମାମଲା ସାମ୍ନାକୁ ଆସିଥିବାବେଳେ ୫୪୨ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ…
୪ ଶିଶୁ ଅପପୁଷ୍ଟିର ଶିକାର
କଳିଙ୍ଗନଗର,୧୬।୭(ଡି.ଏନ୍.ଏ.): ଯାଜପୁର ଜିଲା ସୁକିନ୍ଦା ବ୍ଲକ ସଂସାଇଲୋ ପଞ୍ଚାୟତ ଅଧୀନ ନାକଦେଇ ଗ୍ରାମ। ସେହି ଗ୍ରାମର ୪ ଆଦିବାସୀ ଭାଇଭଉଣୀ ଏବେ ଅପପୁଷ୍ଟିର ଶିକାର ହୋଇଛନ୍ତି। ଚାଲିବାକୁ ସେମାନଙ୍କର ଶକ୍ତି ନାହିଁ। ସାନ ଭାଇ ଓ ଭଉଣୀ ଏବେ ବିଛଣାରୁ ଉଠି…
ଜେଇଇ ମେନ୍ ଚତୁର୍ଥ ପର୍ଯ୍ୟାୟ ଘୁଞ୍ଚିଲା: ୨୦ ପର୍ଯ୍ୟନ୍ତ ଆବେଦନ ଅବଧି ବୃଦ୍ଧି
ଭୁବନେଶ୍ୱର,୧୬।୭(ବ୍ୟୁରୋ): ନ୍ୟାଶନାଲ୍ ଟେଷ୍ଟିଂ ଏଜେନ୍ସି (ଏନ୍ଟିଏ) ଦ୍ୱାରା ପରିଚାଳିତ ଜେଇଇ ମେନ୍ ୨୦୨୧ର ଚତୁର୍ଥ ପର୍ଯ୍ୟାୟ ପରୀକ୍ଷା ଘୁଞ୍ଚାଇ ଦିଆଯାଇଛି। ଜୁଲାଇ ୨୭ରୁ ଅଗଷ୍ଟ ୨ ପର୍ଯ୍ୟନ୍ତ ହେବାକୁ ଥିବା ଏହି ପରୀକ୍ଷା ଏବେ ଅଗଷ୍ଟ ୨୬,୨୭, ୩୧ ଏବଂ ସେପ୍ଟେମ୍ବର…
ଆଜି ବିଶ୍ବ ସର୍ପ ଦିବସ: ସାପ କାମୁଡ଼ାରେ ପ୍ଲାଷ୍ଟିକ ସର୍ଜରି
ଭୁବନେଶ୍ୱର( ଅସମାପିକା ସାହୁ): ସାପ କାମୁଡ଼ିବା ପରେ ଚିକିତ୍ସାକୁ ନେଇ ଅନେକ ସମୟରେ ଲୋକମାନେ ଦ୍ୱନ୍ଦ୍ୱରେ ଥାଆନ୍ତି। ବିଭିନ୍ନ ସମୟରେ ଡାକ୍ତରଖାନାକୁ ନ ନେଇ ଝଡ଼ାଫୁଙ୍କା ବା ଚେରମୂଳି ଚିକିତ୍ସା କରିଥାନ୍ତି। ଗୁରୁତର ହେଲେ ଡାକ୍ତରଖାନା ନେବାବେଳକୁ ବହୁ ବିଳମ୍ବ ହୋଇଯାଇଥାଏ।…
ଯୁକ୍ତ୨ ସିଟ୍ ବୃଦ୍ଧି ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ୱର,୧୬।୭(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ସ୍କୁଲରେ ଯୁକ୍ତ୨ ସିଟ୍ ବୃଦ୍ଧି ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଉଚ୍ଚ ମାଧ୍ୟମିକ ସ୍କୁଲ ଅଧ୍ୟକ୍ଷଙ୍କୁ ଚିଠି ଲେଖାଯାଇଛି। ଭିତ୍ତିଭୂମି ଥିବା ଶିକ୍ଷାନୁଷ୍ଠାନର ସିଟ୍ ବୃଦ୍ଧି ନେଇ…
ଆଜି ହେରାପଞ୍ଚମୀ
ପୁରୀ ଅଫିସ,୧୬।୭: ଆଷାଢ଼ ମାସ ଶୁକ୍ଳପକ୍ଷ ଷଷ୍ଠୀ ତିଥିରେ ଶୁକ୍ରବାର ହେରାପଞ୍ଚମୀରେ ମା’ ମହାଲକ୍ଷ୍ମୀ ଶ୍ରୀଗୁଣ୍ଡିଚା ମନ୍ଦିରରେ ଥିବା ମହାପ୍ରଭୁଙ୍କ ନିକଟକୁ ବିଜେ କରିବେ। ତାଙ୍କୁ ମହାପ୍ରଭୁ ସାଙ୍ଗରେ ନବଦିନାତ୍ମକ ଯାତ୍ରାରେ ନେଇ ନ ଥିବାରୁ ସେ ଅଭିମାନରେ ନନ୍ଦିଘୋଷ ରଥ…
ଏହି ଅଭିନେତ୍ରୀଙ୍କ ହଟ୍ ଫଟୋ ଦେଖି ପ୍ରଶଂସକ ପାଗଳ
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ଉର୍ବଶୀ ରୌତେଲା ସବୁବେଳେ ତାଙ୍କ ଫଟୋ ଏବଂ ଭିଡିଓକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ସମଗ୍ର ବିଶ୍ୱରେ ଉର୍ବଶୀଙ୍କର କୋଟିକୋଟି ପ୍ରଶଂସକ ଅଛନ୍ତି। ଯେଉଁମାନେ ତାଙ୍କ ସୌନ୍ଦର୍ଯ୍ୟରେ ପାଗଳ ହୋଇଯାନ୍ତି। ଉର୍ବସୀ ତାଙ୍କ ଇନ୍ଷ୍ଟାଗ୍ରାମରେ ଅଧିକରୁ ଅଧିକ ହଟ୍…
ଟଳିପଡିଲେ ୨ ଆତଙ୍କବାଦୀ
ଶ୍ରୀନଗର,୧୬।୭: ଜମ୍ମୁ-କଶ୍ମୀରରେ ସୁରକ୍ଷା ବାହିନୀକୁ ଏକ ବଡ଼ ସଫଳତା ମିଳିଛି ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଚାଲିଥିବା ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି। ନିହତ ହୋଇଥିବା ଉଭୟ ଆତଙ୍କବାଦୀ ଲଶ୍କର-ଏ-ତୋଇବାର ଥିଲେ। ଏବେ ବି ସେଠାରେ ସର୍ଚ୍ଚ ଅପରେସନ…
ରାଜ୍ୟରେ ୨,୦୭୦ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୬।୭(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୨,୦୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୯୫ ଜଣ କ୍ୱାରାଣ୍ଟାଇନ୍ ଥିଲେ। ବାକି ୮୭୫ଟି…
ଆଇସିଏମଆର୍ର ଚେତାବନୀ: ଅଗଷ୍ଟ ଶେଷ ସୁଦ୍ଧା ଆସିପାରେ ତୃତୀୟ ଲହର
ନୂଆଦିଲ୍ଲୀ,୧୬।୭: ଭାରତରେ କରୋନାର ତୃତୀୟ ଲହର ଭୟ ଲୋକଙ୍କୁ ଘାରିଛି। ଅଗଷ୍ଟ ଶେଷ ସୁଦ୍ଧା ଦେଶରେ କରୋନାର ତୃତୀୟ ଲହର ଆସିପାରେ। ତଥାପି, ଏହାର ପ୍ରଭାବ ଦ୍ୱିତୀୟ ଲହର ତୁଳନାରେ ସାମାନ୍ୟ କମ ହେବ ବୋଲି ଆକଳନ କରାଯାଇଛି। ଇଣ୍ଡିଆନ କାଉନସିଲ…
କାଠଗଡ଼ାରେ ‘ଦେଶଦ୍ରୋହ’
ନୂଆଦିଲ୍ଲୀ,୧୬ା୭:ଦେଶଦ୍ରୋହ ଆଇନ ବିରୋଧରେ ସୁପ୍ରିମକୋର୍ଟଙ୍କ ଟିପ୍ପଣୀକୁ ଦେଶର ବୁଦ୍ଧିଜୀବୀ ମହଲରେ ସ୍ବାଗତ କରାଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ଅନ୍ୟ ବିରୋଧୀ ଦଳଗୁଡ଼ିକ ସର୍ବୋଚ୍ଚ ଅଦାଲତଙ୍କ ନିଷ୍ପତ୍ତିକୁ ପ୍ରଶଂସା କରିଛନ୍ତି। ରାହୁଲଙ୍କ ଟୁଇଟ୍କୁ ନେଇ ଭାଜପା ସାଧାରଣ ସମ୍ପାଦକ ସି.ଟି.…
Archives


