Home Left

ତିନିରଥ ଚକ, ପ୍ରଭାରେ ଫାଟ

ପୁରୀ ଅଫିସ,୧୬ା୭:ତିନି ରଥର ଚକ ଓ ପ୍ରଭାରେ ଫାଟ ହୋଇଛି। ତାଳଧ୍ୱଜ ରଥ ଆଗପାର୍ଶ୍ୱ ଚକରେ ବଡ଼ ଫାଟ ହୋଇ ଚକଟି ଗୋଟିଏ ପାର୍ଶ୍ୱକୁ ମୋଡ଼ିଯାଇଥିବାବେଳେ ଦର୍ପଦଳନ ଓ ନନ୍ଦିଘୋଷରେ ସାମାନ୍ୟ ଫାଟ ହୋଇଥିବା ଦେଖିବାକୁ ମିଳିଛି। ଦକ୍ଷିଣମୋଡ଼ ପୂର୍ବରୁ ତିନି…

ପଞ୍ଜାବରୁ କଟକ ଆସୁଥିଲା ସୁନା

କଟକ ଅଫିସ,୧୬ା୭: ପଞ୍ଜାବରୁ ଓଡ଼ିଶାକୁ ଆସୁଥିଲା ପୁଳା ପୁଳା ସୁନା। ପରେ କଟକର ବିଭିନ୍ନ ଦୋକାନରେ ବିକ୍ରି ହେଉଥିଲା। ଏଥିପାଇଁ ଦୋକାନୀଙ୍କୁ ଜିଏସ୍‌ଟି ଦେବାକୁ ପଡୁ ନ ଥିଲା। ଟ୍ରେନ୍‌ରେ କୌଣସି ଧରପଗଡ଼ ନ ଥିବାରୁ ଦୀର୍ଘଦିନ ଧରି ଏହି ବେଆଇନ…

ଦେଶଦ୍ରୋହ ଆଇନ ହଟାଉନ କାହିଁକି

ନୂଆଦିଲ୍ଲୀ,୧୬ା୭:ଭାରତରେ ଉପନିବେଶବାଦ ଅମଳର କଠୋର ଦେଶଦ୍ରୋହ ଆଇନର ବ୍ୟାପକ ଦୁରୁପଯୋଗକୁ ନେଇ ଗୁରୁବାର ସୁପ୍ରିମକୋର୍ଟ ଚିନ୍ତାବ୍ୟକ୍ତ କରିଛନ୍ତି। ମହାମତ୍ା ଗାନ୍ଧୀଙ୍କ ଭଳି ସ୍ବାଧୀନତା ସଂଗ୍ରାମୀଙ୍କ ବିରୋଧରେ ବ୍ରିଟିଶ୍‌ ସରକାର ଏହି ପୁରୁଣାକାଳିଆ ଆଇନକୁ ଅସ୍ତ୍ର ରୂପେ ବ୍ୟବହାର କରୁଥିଲେ। ବର୍ତ୍ତମାନର କେନ୍ଦ୍ର…

ଉଦ୍‌ଘାଟନୀ ଉତ୍ସବରେ ହଜାରେରୁ କମ୍‌ ଭିଆଇପି

ଟୋକିଓ,୧୬।୭(ପି.ଟି.): ଟୋକିଓ ଅଲିମ୍ପିକ୍ସ ଉଦ୍‌ଘାଟନୀ ଉତ୍ସବରେ ଏଥର ୧୦୦୦ରୁ କମ୍‌ ସଂଖ୍ୟକ ଭିଆଇପି ଓ ବିଦେଶୀ ମାନ୍ୟଗଣ୍ୟ ଅତିଥି ଯୋଗଦେବେ। ଏ ନେଇ ଏକ ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ପ୍ରକାଶ କରିଛି। ଜୁଲାଇ ୨୩ ତାରିଖରେ ନ୍ୟାଶନାଲ ଷ୍ଟାଡିୟମରେ ଆୟୋଜନ ହେବାକୁ…

ମୃତ ବୃଦ୍ଧ କୋକେଇରୁ ଉଠି କହିଲେ ମୁଁ ବଞ୍ଚିଛି

ମଧ୍ୟପ୍ରଦେଶର ଛତ୍ରପୁର ଜିଲାରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ୯୬ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ଘଟିଥିଲା। ହଠାତ୍‌ ବୃଦ୍ଧ ଜଣକ କୋକେଇରୁ ଉଠି କହିଲେ ମୁଁ ମରିନି, ବଞ୍ଚିଛି। ଯାହା ଶୁଣି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଏହି…

ଅନଲାଇନ୍‌ କ୍ଲାସ୍‌ କରୁ କରୁ ବାପାଙ୍କ ଆକାଉଣ୍ଟରୁ ପୁଅ ସାରିଦେଲା ୨ ଲକ୍ଷ ଟଙ୍କା

ଝାନ୍‌ସୀ,୧୫।୭: କରୋନା ସମୟରେ ଅନଲାଇନ କ୍ଲାସ ହେତୁ ଅଭିଭାବକମାନେ ନିଜ ପିଲାମାନଙ୍କୁ ମୋବାଇଲ ଦେବାକୁ ବାଧ୍ୟ ହୋଇଛନ୍ତି। କିନ୍ତୁ ଟିକିଏ ଅସାବଧାନତା ମଧ୍ୟ ସେମାନଙ୍କ ପାଇଁ ବିପଦ ପାଲଟିଛି। ହାତରେ ମୋବାଇଲ ଫୋନ ଥିବାରୁ ପିଲାମାନେ ପବଜୀ ଏବଂ ଫ୍ରି ଫାୟାର…

୧୫ କିଲୋ ଓଜନ ବଢାଇଲେ ଏହି ଅଭିନେତ୍ରୀ

ବଲିଉଡ ଅଭିନେତ୍ରୀ କ୍ରିତି ସାନନଙ୍କ ଏବେ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ଗର୍ଭଧାରଣ ଉପରେ ଆଧାରିତ ତାଙ୍କର ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ମିମି’ର ଟ୍ରେଲର ଜୁଲାଇ ୧୩ ରେ ମୁକ୍ତିଲାଭ କରିଛି। ଟ୍ରେଲରରୁ ଜବରଦସ୍ତ ପ୍ରତିକ୍ରିୟା ମିଳୁଛି। ଏହି ଫିଲ୍ମରେ କ୍ରିତି ସାନନଙ୍କୁ…

ଅଦା ବୋଝେଇ ଟ୍ରକରେ ଗଞ୍ଜେଇ

ଜୟପୁର, ୧୫ା୭: ଏକ ଅଦା ବୋଝେଇ ଟ୍ରକରେ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଗୁରୁବାର ସଦରଥାନା ପୋଲିସ ହାତରେ ଧରାପଡିଛି। ଟ୍ରକ (ପିବି୬୫ ଭି-୪୪୫୬) ଯୋଗେ ଅଦା ଭିତରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ପୋଲିସ ଜୟପୁର ଘାଟିରେ ଟ୍ରକକୁ…

ପୂର୍ବ ଲଦାଖରେ କଂକ୍ରିଟ ଶିବିର ନିର୍ମାଣ କରୁଛି ଚାଇନା

ନୂଆଦିଲ୍ଲୀ,୧୫।୭: ପ୍ରକୃତ ନିୟନ୍ତ୍ରଣ ରେଖା(ଏଲ୍‌ଏସି)ରେ ଚାଇନା ଏହାର ସୈନ୍ୟବାହିନୀ ପାଇଁ ପକ୍କା ଘର ନିର୍ମାଣ କରୁଛି। ବେଜିଂ ପୂର୍ବ ଲଦାଖର ନାକୁ ଲା ନିକଟରେ ଏହି ଶିବିର ନିର୍ମାଣ କାର୍ଯ୍ୟ ଚାଲିଥିବା ଜଣାପଡିଛି। କେବଳ ନାକୁ ଲା ନୁହେଁ ପୂର୍ବ ଲଦାଖର…

ଦଳ ଛାଡ଼ିଲେ ଦୀପକ ହୁଡା

ନୂଆଦିଲ୍ଲୀ, ୧୫।୭: ଅଲରାଉଣ୍ଡର ଦୀପକ ହୁଡା ଭଦୋଦ୍ରା କ୍ରିକେଟ ଆସୋସିଏଶନ (ବିସିଏ) ଠାରୁ ଦୂରେଇ ଯାଇଛନ୍ତି। ଆଗାମୀ ଘରୋଇ ସିଜନରେ ସେ ରାଜସ୍ଥାନ ପାଇଁ ଖେଳିବେ। ‘ଦୀପକ ଆମକୁ ଯୋଗ ଦେଉଥିବାରୁ ଆମେ ଉତ୍ସାହିତ’ ବୋଲି ରାଜସ୍ଥାନ କ୍ରିକେଟ ଆସୋସିଏଶନ (ଆରସିଏ)…

ଅଲିମ୍ପିକ୍ସରେ ସବୁଠୁ ବଡ଼ ଦଳ ଚାଇନା

ବେଜିଂ,୧୫।୭: ଟୋକିଓ ଅଲିମ୍ପିକ୍ସକୁ ଚାଇନା ସର୍ବବୃହତ୍‌ ଦଳ ପଠାଇବ। ୪୩୧ଜଣ ଆଥ୍‌ଲେଟଙ୍କୁ ନେଇ ଗଠିତ ଏହି ଦଳକୁ ମିଳିଛି ଅଲିମ୍ପିକ୍ସର ସବୁଠାରୁ ବଡ଼ ଦଳର ମାନ୍ୟତା। ଏହି ଦଳରେ ସ୍ଥାନ ପାଇଛନ୍ତି ୨୪ ଅଲିମ୍ପିକ୍‌ ଚାମ୍ପିୟନ। ଯୋଗ୍ୟତା ହାସଲକାରୀଙ୍କ ଆଥ୍‌ଲେଟଙ୍କ ମଧ୍ୟରେ…

ଏକତରଫା ପ୍ରେମରେ ପଡ଼ିଲା ରକ୍ତର ଛିଟା

ଭଞ୍ଜନଗର,୧୪।୭: ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ବୁଧବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି । ଜଣେ ଯୁବକ ବିବାହିତା ମହିଳାଙ୍କୁ ଏକତରଫା ପ୍ରେମ କରି ବିଫଳ ହେବାରୁ ହତ୍ୟା ଉଦ୍ୟମ କରିଥିଲେ। ପରେ ସେ ନିଜେ ଆତ୍ମହତ୍ୟା କରିଛନ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri