Home Left

ମାଛ ଜାଲରୁ ସାପକୁ ଉଦ୍ଧାର କରିବାବେଳେ ମାରିଲା ଚୋଟ, ଆଉ ତା’ ପରେ…

ଆନନ୍ଦପୁର,୧୧ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା କଲରା ଗଡ଼ିଆ ଗ୍ରାମର ସୁଜିତ ନାଏକ (୪୫)ବିଷଧର ସାପ ଚୋଟରେ ମୃତ୍ୟୁ ଘଟିଛି। ସୂଚନାରୁ ଜଣାପଡ଼ିଛି, ସୁଜିତ ବୁଧବାର ସକାଳୁ ନିକଟସ୍ଥ ନଦୀରେ ଜାଲ ମାଛ ଧରିବା ପାଇଁ…

ସାହାଯ୍ୟ କରୁଥିଲା ପାକିସ୍ତାନ, ଶେହବାଜଙ୍କୁ ଆଖି ଦେଖାଇଲା ଇରାନ

ଇସଲାମବାଦ,୧୧।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନ ଏବଂ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ କଥା ହୋଇଛନ୍ତି। ପେଜେଶକିୟାନ ଇରାନ ଉପରେ ବିମାନ ଆକ୍ରମଣର କାରଣ ତଦନ୍ତ କରିବାକୁ ଅନ୍ତର୍ଜାତୀୟ ସମ୍ପ୍ରଦାୟ ଏବଂ ବିଶ୍ୱ ସଂଗଠନଗୁଡ଼ିକୁ ଅନୁରୋଧ…

ଉତ୍କଳୀୟ ସଂସ୍କୃତିରେ ଶ୍ରୀଜଗନ୍ନାଥ, ଘୁମୁସରର ରାଜା-ପ୍ରଜାମାନଙ୍କ ପାଇଁ ଆଜି…

ଭଞ୍ଜନଗର,୧୧ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟରେ ବୁଧବାର ଉତ୍କଳୀୟ ସଂସ୍କୃତିରେ ଶ୍ରୀଜଗନ୍ନାଥ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟବକ୍ତା ଭାବେ ସଂସ୍କୃତି ଗବେଷକ ଡ. ଅନନ୍ତ ରାମ କର…

ଷ୍ଟ୍ରେଟ୍‌ ଅଫ୍‌ ହୋର୍ମୁଜ୍‌ରେ ଥାଇଲାଣ୍ଡ ଜାହାଜ ଉପରକୁ ଆକ୍ରମଣ, ୨୩ କ୍ରୁ ମେମ୍ବର…

ନୂଆଦିଲ୍ଲୀ,୧୧।୩: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ଦିନକୁ ଦିନ ଉଗ୍ର ହେବାରେ ଲାଗିଛି । ଏହି ସଂଘର୍ଷ ମଧ୍ୟରେ ଇରାନ ହୋର୍ମୁଜ୍ ଷ୍ଟ୍ରେଟ ଉପରେ ନଜର ରଖିଛି। ବୁଧବାର ଦିନ ଇରାନ ହର୍ମୁଜ୍ ଷ୍ଟ୍ରେଟରେ ଏକ ଥାଇଲାଣ୍ଡ ମାଲବାହୀ…

ଯୁଦ୍ଧ ଭିତରେ ଭାରତ ପଠାଇଲା ଓ଼୍ବାର ସିପ୍‌? ଆଲର୍ଟରେ ଇଣ୍ଡିଆନ ନେଭି…

ନୂଆଦିଲ୍ଲୀ,୧୧।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଭୟଙ୍କର ଯୁଦ୍ଧ ଆଉ ମଧ୍ୟପ୍ରାଚ୍ୟରେ ସୀମିତ ନାହିଁ; ଏହା ସିଧାସଳଖ ସମଗ୍ର ବିଶ୍ୱକୁ ପ୍ରଭାବିତ କରୁଛି। ଏହି ଯୁଦ୍ଧ କେବଳ ଅନ୍ତର୍ଜାତୀୟ ବିମାନ ଚଳାଚଳ ବନ୍ଦ କରିନାହିଁ ବରଂ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ବାଣିଜ୍ୟ…

ସ୍ବାମୀଙ୍କଠାରୁ ଛାଡ଼ପତ୍ର ନେଲେ ଆଉ ଜଣେ ଅଭିନେତ୍ରୀ, ବିବାହର ୪ ବର୍ଷ ପରେ…

ମୁମ୍ବାଇ: ଏବେ ସେଲିବ୍ରିଟି ଛାଡ଼ପତ୍ର ତାଲିକାରେ ଯୋଡ଼ି ହୋଇଛନ୍ତି ଆଉ ଜଣେ ଅଭିନେତ୍ରୀ। ସେ ତାଙ୍କ ବ୍ୟବସାୟୀ ସ୍ବାମୀଙ୍କୁ ଛାଡ଼ପତ୍ର ଦେଇଛନ୍ତି। ସେମାନଙ୍କ ବିବାହରେ ଫାଟ ହେବାର ଗୁଜବ ବହୁତ ଦିନ ଧରି ଚାଲିଥିଲା କିନ୍ତୁ ଏବେ ସତ୍ୟତା ପ୍ରମାଣିତ ହୋଇଛି।…

ରେଳବାଇ ଉପରେ LPG ସଙ୍କଟ! ମାଇକ୍ରୋୱେଭ୍-ଇଣ୍ଡକ୍ସନ ବ୍ୟବହାର କରିବାକୁ IRCTCର ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୧ା୩: ଦେଶବ୍ୟାପୀ ଏଲପିଜି ସିଲିଣ୍ଡରର ଅଭାବ ଏବେ ଭାରତୀୟ ରେଳବାଇର କ୍ୟାଟରିଂ ସେବାକୁ ପ୍ରଭାବିତ କରୁଛି। ଏହି ସଙ୍କଟ ଯୋଗୁଁ, ଭାରତୀୟ ରେଳବାଇ କ୍ୟାଟରିଂ ଏବଂ ପର୍ଯ୍ୟଟନ ନିଗମ (IRCTC) ର ଟ୍ରେନଗୁଡ଼ିକରେ ଖାଦ୍ୟ ଯୋଗାଇବା ବ୍ୟବସ୍ଥା ପ୍ରଭାବିତ ହେଉଛି ।…

ଏୟାର ଇଣ୍ଡିଆ ଏକ୍ସପ୍ରେସର ହାର୍ଡ ଲ୍ୟାଣ୍ଡିଂ; ଭାଙ୍ଗିଲା ନୋଜ୍ ଗିୟର, ୧୩୩ ଯାତ୍ରୀ…..

ନୂଆଦିଲ୍ଲୀ,୧୧ା୩: ବୁଧବାର ଦିନ ଥାଇଲ୍ୟାଣ୍ଡର ଫୁକେଟ୍ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏୟାର ଇଣ୍ଡିଆ ଏକ୍ସପ୍ରେସର ହାର୍ଡ ଲ୍ୟାଣ୍ଡିଂ ।ବିମାନ IX ୯୩୮ ହାର୍ଡ ଲ୍ୟାଣ୍ଡିଂ କରିବା ପରେ ଏକ ବଡ଼ ଦୁର୍ଘଟଣା ଟଳି ଯାଇଛି । ବିମାନର ନୋଜ ହ୍ବିଲ ଭାଙ୍ଗିଯିବାରୁ ଏହା ରନୱେରେ…

ନିଲମ୍ବିତ ହେଲେ ଫରେଷ୍ଟଗାର୍ଡ, ଏହି କାର୍ଯ୍ୟ ପାଇଁ ହେଡ୍‌ କ୍ୱାର୍ଟର୍ସରେ…

ପାଟଣା,୧୧ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନର ଫରେଷ୍ଟଗାର୍ଡ ହୃଦାନନ୍ଦ ମହାନ୍ତିଙ୍କୁ ମଙ୍ଗଳବାର ଡିଏଫ୍‌ଓ ଧନରାଜ ସରକାରୀ କାର୍ଯ୍ୟରେ ଅବହେଳା, ନିଆଁ ନିୟନ୍ତ୍ରଣରେ ବିଫଳ, ଟ୍ରେନିଙ୍ଗ ନ ଯିବା, ହାତୀ ନଷ୍ଟ କରିଥିବା ଫସଲର କ୍ଷୟ କ୍ଷତି ଆକଳନ…

ଯୁଦ୍ଧ ପାଇଁ ବଢ଼ିବ ବିମାନ ଟିକେଟ୍‌ର ଦାମ୍‌, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୧୧ା୩: ଯଦି ବିମାନ ଯାତ୍ରା ପାଇଁ ଯୋଜନା କରୁଛନ୍ତି, ତେବେ ଆପଣଙ୍କୁ ଟିକେଟ୍‌ ପାଇଁ ଟିକେ ଅଧିକ ଦେୟ ଦେବାକୁ ପଡ଼ିପାରେ। ବିମାନ କମ୍ପାନୀଗୁଡ଼ିକର ବର୍ଦ୍ଧିତ ମୂଲ୍ୟ ଏବେ ଯାତ୍ରୀଙ୍କ ପକେଟ୍‌କୁ ପ୍ରଭାବିତ କରୁଛି। ବିମାନ କମ୍ପାନୀଗୁଡ଼ିକ ବିମାନ ଟର୍ବାଇନ ଇନ୍ଧନର…

ଭୁଶୁଡୁଛି ମାଓବାଦୀଙ୍କ ଗଡ଼, ଏକାଥରେ ଆତ୍ମସମର୍ପଣ କଲେ ୧୦ ଦୁର୍ଦ୍ଦାନ୍ତ….

ଫୁଲବାଣୀ,୧୧।୩(ରାକେଶ କୁମାର ରାଉତ): ଫୁଲବାଣୀ ରିଜର୍ଭ ପୋଲିସ୍ ପଡ଼ିଆରେ ଆତ୍ମସମର୍ପଣ କଲେ ୧୦ ମାଓବାଦୀ  । ପାଖେଇ ଆସୁଛି ମାର୍ଚ୍ଚ ୩୧ ତାରିଖ। ସେପଟେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓଡିଶା ଆସି ଫେରି ଯାଇଛନ୍ତି । ପୋଲିସ ମାଓବାଦୀ…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ବିଧାୟକ କହିଲେ, ଏଥର ଲେଖାଯିବ ନୂଆ ଇତିହାସ

ଭଞ୍ଜନଗର,୧୧/୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରା ପାଇଁ ବୁଧବାର ଶୁଭ ସ୍ତମ୍ଭ ସ୍ଥାପନ ହୋଇଛି। ଏନେଇ ଠାକୁରାଣୀ ମନ୍ଦିର ଏବଂ କୁଲାଡ ବ୍ୟାଘ୍ର ଦେବୀ ମନ୍ଦିରରୁ ଶୋଭାଯାତ୍ରାରେ ବରଣମାଳା ଶୁଭ ସ୍ତମ୍ଭ ସ୍ଥାପନସ୍ଥଳକୁ ଅଣାଯାଇଥିଲା। ଏହାପରେ ପୂଜାର୍ଚ୍ଚନା ପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri