ବଲିଉଡ୍ରେ ଆଉ ଜଣେ ଷ୍ଟାର୍ କିଡ୍ଙ୍କ ଏଣ୍ଟ୍ରି! ମଲାଇକା-ଅରବାଜଙ୍କ ପୁଅ ଅରହାନ କରିବେ ଡେବ୍ୟୁ…
ମୁମ୍ବାଇ: ଦୀର୍ଘଦିନରୁ ଚାଲିଥିବା ଚର୍ଚ୍ଚାରେ ଲାଗିଲା ବିରାମ। ବଲିଉଡ ଅଭିନେତ୍ରୀ ମଲାଇକା ଅରୋରା ଏବଂ ଅରବାଜ ଖାନଙ୍କ ପୁଅ ଅରହାନ ଖାନ ବଲିଉଡ ଡେବ୍ୟୁ କରିବା ସ୍ପଷ୍ଟ ହୋଇଛି। ତାଙ୍କର ପ୍ରଥମ ଫିଲ୍ମ ଏକ ଜବରଦସ୍ତ ଆକ୍ସନ-ପ୍ୟାକ୍ଡ ସିନେମା ହେବାକୁ ଯାଉଛି।…
୬ ଦିନର ହ୍ରାସ ପରେ ହଠାତ ଏତିକି ମହଙ୍ଗା ହେଲା ସୁନା, ରୁପା ଦର ବି ଆକାଶଛୁଆଁ: ୧୦ ଗ୍ରାମକୁ ଏବେ ଗଣିବେ…
ନୂଆଦିଲ୍ଲୀ,୩।୯: ଦେଶର ରାଜଧାନୀ ଦିଲ୍ଲୀରେ ଲଗାତାର ୬ ଦିନ ଧରି ସୁନା ଏବଂ ରୁପା ଦର ହ୍ରାସ ପାଇବା ପରେ ଆଜି ଏକ ବଡ଼ ଧରଣର ବୃଦ୍ଧି ଦେଖିବାକୁ ମିଳିଛି। ଆନ୍ତର୍ଜାତୀୟ ବଜାରରେ ମଜବୁତ ସ୍ଥିତି ଏବଂ ବୈଶ୍ୱିକ କାରଣ ଯୋଗୁ…
ଇନ୍ଦ୍ରାବତୀ ଡ୍ୟାମରେ ବଢୁଛି ଜଳସ୍ତର୍: ଟ୍ରାଏଲ୍ ରନ୍ରେ ଖୋଲାଗଲା ୪ ନଂ ଗେଟ୍
ନବରଙ୍ଗପୁର, ୩।୯(ସଦାଶିବ ପ୍ରହରାଜ): ଇନ୍ଦ୍ରାବତୀ ଜଳଭଣ୍ଡାରରେ ବଢୁଛି ଜଳସ୍ତର। ବିପଦ ସଂକେତ ନିକଟତର ହେବା ପରେ ଗେଟ୍ ଖୋଲିବାକୁ ପ୍ରାକ୍ ପ୍ରସ୍ତୁତି ଆରମ୍ଭ କରିଛି ଡ୍ୟାମ୍ କର୍ତ୍ତୃପକ୍ଷ। ଗୁରୁବାର ଇନ୍ଦ୍ରାବତୀ ଜଳଭଣ୍ଡାରରେ ଗେଟ୍ ଖୋଲିବା ନେଇ ମକ୍ ଡ୍ରିଲ୍ କରାଯାଇଛି। ଜଳଭଣ୍ଡାରର…
୭ ଦିନ ଯାଏ ବର୍ଷା, ଏହି ୩ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି
ଭୁବନେଶ୍ୱର, ୩ା୯(ସୌମ୍ୟରଞ୍ଜନ ରାଉତ) – ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଗୁରୁବାର ସନ୍ଧ୍ୟା ସୁଦ୍ଧା ଲଘୁଚାପ କ୍ଷେତ୍ର ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ଓ ଏହାର ପାଖାପାଖି ଅଞ୍ଚଳରେ…
ଲଗାଣ ବର୍ଷାରେ ଭୁଶୁଡ଼ିଲା କଲଭର୍ଟ, ୨ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ
କୋରୁକୋଣ୍ଡା, ୩।୯ (ଅଶୋକ କୁମାର ପରିଡା): ଲଗାଣ ବର୍ଷାରେ ମାଟି ଧସି କଲଭର୍ଟ ଭୁଶୁଡି ପଡ଼ିବାରୁ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ନିଳାକାମ୍ବେରୁ ପଞ୍ଚାୟତ ଅନ୍ତର୍ଗତ ଏମ୍ଭି-୫୧ ଓ ଏମ୍ଭି-୫୨ ଗ୍ରାମ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛି। ଏହାକୁ ନେଇ ଅଞ୍ଚଳବାସୀଙ୍କ…
ପୁଣି ଦାଦନ ଦୁଖଃ: ଚିକିତ୍ସା ସେବା ନ ପାଇ ଚାଲିଗଲା ଜୀବନ
ଧର୍ମଗଡ଼, ୩ା୯ (ଘାଷିରାମ ଜଗତ): ଅର୍ଥାଭାବରୁ ଚିକିତ୍ସାସେବା ନ ପାଇ ଦାଦନ ଖଟିବାକୁ ହାଇଦ୍ରାବାଦ ଯାଇଥିବା ଜଣେ ଓଡିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ୍ ପର୍ଲା ପଞ୍ଚାୟତ ଲଛିପୁର ଗ୍ରାମର ଜୟରାମ ସୁନାନି(୩୮)। ମିଳିଥିବା…
ଭଉଣୀଭାଇଙ୍କୁ ମାଡ଼ ମାରି ସୁନା ଅଳଙ୍କାର ଲୁଟ ଘଟଣା; ୩ ବର୍ଷ ପରେ ଜେଲ ଗଲେ ଅଭିଯୁକ୍ତ
ଦିଗପହଣ୍ଡି,୩।୯,(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନରେ ଘଟିଥିଲା ଏକ ଡକାୟତି ଘଟଣା। ଏହି ଥାନା ଅନ୍ତର୍ଗତ କଙ୍କିଆ ଗ୍ରାମ ନିକଟ ଗ୍ରାମବିକାଶ ହାଇସ୍କୁଲ ହଷ୍ଟେଲରୁ ବ୍ରହ୍ମପୁର ଅଭିମୁଖେ ସ୍କୁଟିରେ ଫେରୁଥିବା ବ୍ରହ୍ମପୁର ବାପୁଜୀ ନଗର ୪ର୍ଥ ଲେନରେ…
ନିଆରା ଢଙ୍ଗରେ ପାଳନ ହେବ ଆଗାମୀ ଗୁରୁ ଦିବସ: ଅବସରପ୍ରାପ୍ତ ଶିକ୍ଷକଙ୍କୁ ମିଳିବ ବିଶେଷ ସମ୍ମାନ, DEOଙ୍କୁ ଚିଠି…
ଭୁବନେଶ୍ୱର,୩।୯: ରାଜ୍ୟର ସମସ୍ତ ବିଦ୍ୟାଳୟରେ ଆଗାମୀ ‘ଗୁରୁ ଦିବସ-୨୦୨୬’ ଆଡ଼ମ୍ବର ସହକାରେ ପାଳନ କରାଯିବ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ସମସ୍ତ ଜିଲା ଶିକ୍ଷା ଅଧିକାରୀ (DEO)ଙ୍କୁ ସ୍ବତନ୍ତ୍ର ଚିଠି ଲେଖି ଆବଶ୍ୟକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଚଳିତ ବର୍ଷ…
ଆସନ୍ତାକାଲି ମିଳିବ ସିଏମ୍-କିଷାନ ଟଙ୍କା: ଉପକୃତ ହେବେ ୪୧ ଲକ୍ଷରୁ ଊର୍ଦ୍ଧ୍ୱ କୃଷକ ପରିବାର
ଭୁବନେଶ୍ୱର,୩।୯: ରାଜ୍ୟର ଚାଷୀଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅର୍ଥାତ ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ବହୁପ୍ରତୀକ୍ଷିତ ’ସିଏମ-କିଷାନ’ (CM-KISAN) ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କରାଯିବ। ଭୁବନେଶ୍ୱରରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନିଜେ ଏହି ଆର୍ଥିକ…
୨୦୨୭ ବିଶ୍ୱକପ ଖେଳିବେ କି ହିଟମ୍ୟାନ? BCCI ସମୀକ୍ଷା ବୈଠକରେ ନିଆଯାଇଛି ବଡ଼ ନିଷ୍ପତ୍ତି
ନୂଆଦିଲ୍ଲୀ,୩।୯: BCCIର ସମୀକ୍ଷା ବୈଠକରେ ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ଆଲୋଚନା ଉପରେ ସମସ୍ତଙ୍କ ନଜର ଥିଲା। ଗୁରୁବାର ମୁମ୍ବାଇର ବିସିସିଆଇ ମୁଖ୍ୟାଳୟରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା ଏବଂ ଏଥିରେ ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର, ସେଣ୍ଟର ଅଫ ଏକ୍ସଲେନ୍ସ…
BCCI ବୈଠକ ଶେଷ; ଲକ୍ଷ୍ମଣ ହେବେ ନାହିଁ ନିର୍ଦ୍ଦେଶକ; ଆସିଲା ୫ ଅପଡେଟ
ନୂଆଦିଲ୍ଲୀ,୩।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଗୁରୁବାର (ସେପ୍ଟେମ୍ବର ୩) ଏକ ବୈଠକ କରିଥିଲା, ଯେଉଁଥିରେ ପୁରୁଷ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର, ପୁରୁଷ ଟେଷ୍ଟ ଏବଂ ODI ଅଧିନାୟକ ଶୁବମନ ଗିଲ, T20 ଅଧିନାୟକ ଶ୍ରେୟସ ଆୟର,…
ମେସି ପରେ ଫୁଟବଲରୁ ଅବସର ନେବେ ଏହି କିମ୍ବଦନ୍ତୀ, ଜାଣନ୍ତୁ…
ସରାଜେଭୋ,୩ା୯: ମେସି ପରେ ବୋସନିଆ ଓ ହର୍ଜଗୋଭିନା ଫୁଟବଲ କିମ୍ବଦନ୍ତୀ ଏଡିନ ଜେକୋ ଆସନ୍ତା ମାସରେ ଅନ୍ତର୍ଜାତୀୟ ଫୁଟବଲରୁ ଅବସର ନେବାକୁ ଯାଉଛନ୍ତି। ଏ ନେଇ ଗୁରୁବାର ସେ ସୂଚନା ଦେଇଛନ୍ତି। ଆସନ୍ତା ଅକ୍ଟୋବର ୨ ତାରିଖରେ ସ୍ବିଡେନ ବିପକ୍ଷରେ ହେବାକୁ…

