ଏମ୍କେୟୁଓ୍ବାଇ ପାଇଁ ୫୦୦ କୋଟି ବ୍ୟୟବରାଦ
ଭୁବନେଶ୍ୱର, ୨୪।୧୧(ବ୍ୟୁରୋ): ରାଜ୍ୟର କୃଷି ଉଦ୍ୟୋଗୀଙ୍କୁ ପ୍ରୋତ୍ସାହିତ କରିବା, କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ବ୍ୟବସାୟିକ ଉଦ୍ୟୋଗ ପ୍ରତିଷ୍ଠା ଏବଂ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଲକ୍ଷ୍ୟ ନେଇ ୨୦୧୮ରୁ କାର୍ଯ୍ୟକାରୀ ହୋଇଛି ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା (ଏମ୍କେୟୁଓ୍ବାଇ)। ଆସନ୍ତା…
ଶିଳ୍ପ କଲେ ୨୫୦ କୋଟି ପର୍ଯ୍ୟନ୍ତ ସହାୟତା
ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ୨୦୨୬ ସୁଦ୍ଧା ଓଡ଼ିଶାକୁ ଇଲେକ୍ଟ୍ରୋନିକ୍ସ ଶିଳ୍ପ କ୍ଷେତ୍ରରେ ଏକ ଅଗ୍ରଣୀ ରାଜ୍ୟରେ ପରିଣତ କରାଯିବ। ଏଭଳି ଲକ୍ଷ୍ୟ ନେଇ ରାଜ୍ୟ ସରକାର ଓଡ଼ିଶା ଇଲେକ୍ଟ୍ରୋନିକ୍ସ ନୀତି-୨୦୨୧ ପ୍ରସ୍ତୁତ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଲୋକସେବା ଭବନରେ ଅନୁଷ୍ଠିତ…
ଭାରତର ଏହି ଗାଁରେ ଲିଭ୍-ଇନ୍ରେ ରହୁଛନ୍ତି ମହିଳା-ପୁରୁଷ: ପଛରେ ରହିଛି ଏହି କାରଣ
ଝାଡଖଣ୍ଡର ଏକ ଗାଁରେ ଲୋକମାନେ ବର୍ଷ ବର୍ଷ ଧରି ବିନା ବିବାହରେ ଏକାଠି ରହୁଛନ୍ତି। ପୂର୍ବ ସିଂହଭୂମର ଏହି ଗାଁର ଅନ୍ୟ ଗ୍ରାମ ପରି ଲୋକଙ୍କ ପାଖରେ ଏକ ପରିବାର ଏବଂ ଘର ଅଛି, କିନ୍ତୁ ସେମାନଙ୍କ ମଧ୍ୟରୁ ଅଧିକାଂଶ ଏପରି…
ବାପାଙ୍କ ମାସକ ଦରମା ଟଙ୍କାକୁ ପୋଡି ଦେଇଥିଲେ ସଲମାନ, ଜଣାପଡିବା ପରେ…
ବଲିଉଡର ପ୍ରସିଦ୍ଧ ସ୍କ୍ରିପ୍ଟ ଲେଖକ ତଥା ସଲମାନ ଖାନଙ୍କ ପିତା ସଲିମ ଖାନ ଅନେକ କଳାକାରଙ୍କୁ ସୁପରଷ୍ଟାର କରିଛନ୍ତି। ସେ କଳାକାରଙ୍କ ପାଇଁ ସର୍ବଦା ସ୍ମରଣୀୟ ରହିବେ। ସେ ଭଲ ପିତା ଭାବରେ ମଧ୍ୟ ଜଣାଶୁଣା। ସେ ତାଙ୍କର ତିନିପୁଅଙ୍କ ପ୍ରତିପୋଷଣରେ…
ସେଣ୍ଟ୍ରାଲ ଭିଷ୍ଟା ପ୍ଲଟ୍ ବିରୋଧରେ ଆବେଦନ ଖାରଜ
ନୂଆଦିଲ୍ଲୀ, ୨୪।୧୧: ସେଣ୍ଟ୍ରାଲ ଭିଷ୍ଟା ପ୍ରକଳ୍ପରେ ଉପରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ପାଇଁ ନିର୍ମାଣ ହେବାକୁ ଥିବା ସରକାରୀ ବାସଗୃହ ଲାଗି ବ୍ୟବହୃତ ପ୍ଲଟ(ଜମି) ପରିବର୍ତ୍ତନକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନକୁ ସୁପ୍ରିମକୋର୍ଟ ମଙ୍ଗଳବାର ଖାରଜ କରିଦେଇଛନ୍ତି। ଏହା ସରକାରୀ ନିଷ୍ପତ୍ତି ହୋଇଥିବାରୁ…
ବୋଟ୍ ବୁଡ଼ି ୬ ଛାତ୍ରଙ୍କ ଜୀବନ ଗଲା
କଲମ୍ବୋ,୨୩।୧୧: ଶ୍ରୀଲଙ୍କା ଉପକୂଳରେ ମଙ୍ଗଳବାର ଏକ ବୋଟ୍ ବୁଡ଼ିଯିବାରୁ ୬ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୧୭ ଜଣ ଛାତ୍ର ପହଁରି କୂଳକୁ ଚାଲିଆସିଥିଲେ। ଶ୍ରୀଲଙ୍କାର ପୂର୍ବ ଉପକୂଳରେ ଥିବା କୁରିଞ୍ଚକେନିରୁ ବୋଟ୍ଟି ଛାତ୍ରମାନଙ୍କୁ ନେଇ କିନ୍ନିୟା ସହରକୁ ଯାଉଥିଲା।…
ନାବାଳିକାଙ୍କ ବଳାତ୍କାର ପାଇଁ ବାପାଙ୍କୁ ମୃତ୍ୟୁଦଣ୍ଡ
ବାହରିଚ୍, ୨୩।୧୧: ଉତ୍ତରପ୍ରଦେଶର ବାହରିଚ୍ ଜିଲାରେ ନାବାଳିକା ଝିଅଙ୍କୁ ବଳାତ୍କାର ଅଭିଯୋଗରେ ଦୋଷୀସାବ୍ୟସ୍ତ ଜଣେ ୪୦ ବର୍ଷୀୟ ବାପାଙ୍କୁ ମଙ୍ଗଳବାର ମୃତ୍ୟୁଦଣ୍ଡାଦେଶ ମିଳିଛି। ଏଥିସହିତ ଅତିରିକ୍ତ ସେସନ୍ସ ଜଜ୍ ନିତୀନ କୁମାର ପାଣ୍ଡେ ତାଙ୍କୁ ୫୧,୦୦୦ ଟଙ୍କା ଅର୍ଥଦଣ୍ଡରେ ଦଣ୍ଡିତ କରିଛନ୍ତି।…
କାତାରକୁ ଫିଫା ବିଶ୍ୱକପ୍ ଆୟୋଜନ ଅଧିକାର ପଛରେ ପୂର୍ବତନ ସିଆଇଏ ଏଜେଣ୍ଟ
ଓ୍ବାଶିଂଟନ,୨୩।୧୧: ସିଆଇଏର ଜଣେ ପୂର୍ବତନ ଅଧିକାରୀ ବର୍ଷ ବର୍ଷ ଧରି ୨୦୨୨ ଫୁଟ୍ବଲ ବିଶ୍ୱକପ୍ ଆୟୋଜକ କାତାର ପାଇଁ କାର୍ଯ୍ୟ କରୁଥିବା ତଦନ୍ତରୁ ଜଣାପଡ଼ିଛି। ଫୁଟ୍ବଲ ବିଶ୍ୱକପ୍ ଆୟୋଜନ ଅଧିକାର ହାସଲ କରିବା ଲାଗି କାତାରକୁ ଯୁକ୍ତରାଷ୍ଟ୍ର ଆମେରିକା (ୟୁଏସ୍ଏ) ଓ…
କୃଷି ଆଇନ ପ୍ରତ୍ୟାହାର ଲାଗି ବସିବ କ୍ୟାବିନେଟ ବୈଠକ
ନୂଆଦିଲ୍ଲୀ, ୨୩।୧୧: କୃଷି ଆଇନ ପ୍ରତ୍ୟାହାର ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତ ଶୁକ୍ରବାର ଘୋଷଣା କରିଥିଲେ। ବୁଧବାର ପ୍ରଧାନମନ୍ତ୍ରୀଙ୍କ ବାସଭବନରେ କ୍ୟାବିନେଟ ବୈଠକ ବସି ଆଇନ ପ୍ରତ୍ୟାହାର ନିଷ୍ପତ୍ତିକୁ ମଞ୍ଜୁରୀ ପ୍ରଦାନ କରାଯିବ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍ଓ) ସହ ପରାମର୍ଶ…
ଖଲିସ୍ତାନୀ ଆତଙ୍କବାଦୀ କହିବା କଙ୍ଗନାଙ୍କୁ ମହଙ୍ଗା ପଡ଼ିଲା
ମୁମ୍ବାଇ,୨୩।୧୧: ସୋସିଆଲ ମିଡିଆରେ ଶିଖ ସମ୍ପ୍ରଦାୟର ଧାର୍ମିକ ଭାବନାକୁ ଆଘାତ ଦେବା ଅଭିଯୋଗରେ ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାନାଓ୍ବତଙ୍କ ବିରୋଧରେ ମଙ୍ଗଳବାର ମାମଲା ରୁଜୁ ହୋଇଛି। ଅମରଜିତ ସିଂ ସାନ୍ଧୁ କରିଥିବା ଅଭିଯୋଗକୁ ଆଧାର କରି ଆଇପିସି ଦଫା ୨୯୫ଏ (ଜାଣିଶୁଣି…
ଡିଜେ ସାଉଣ୍ଡ ପାଇଁ ୬୩ କୁକୁଡ଼ା ମୃତ
ସଜନାଗଡ଼,୨୩।୧୧(ଡି.ଏନ.ଏ.): ଡିଜେ ସାଉଣ୍ଡରେ ୬୩ କୁକୁଡ଼ାଙ୍କ ମୃତ୍ୟୁ ହୋଇଥିବା ମଙ୍ଗଳବାର ଥାନାରେ ଅଭିଯୋଗ ହୋଇଛି। ଏହି ଅଭିଯୋଗ କରିଛନ୍ତି ବାଲେଶ୍ୱର ଜିଲା ନୀଳଗିରି କାଣ୍ଡଗରଡ଼ି ଗ୍ରାମର କୁକୁଡା ଚାଷୀ ରଣଜିତ୍। ଅଭିଯୋଗ ଅନୁଯାୟୀ, ଗ୍ରାମରେ ସୋମବାର ରାତିରେ ଏକ ବିବାହ ଉତ୍ସବ…
ଅଣ୍ଡା ତରକାରି ପାଇଁ ମା’ଙ୍କୁ ହତ୍ୟା
ଝାରସୁଗୁଡ଼ା ଅଫିସ,୨୩।୧୧: ଝାରସୁଗୁଡ଼ା ଜିଲା ସଦର ଥାନା ଅଧୀନ ଇବ୍ ଗ୍ରାମର ଜାମୁଆଁପାଲିରେ ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ରାଜେନ୍ଦ୍ର ଭୋଏ (୨୭) ନାମକ ଯୁବକ ମା’ କୁମୁଦିନୀ ଭୋଏ(୫୫)ଙ୍କୁ ଏକ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି। ମଙ୍ଗଳବାର…

