Home Left

ଗିରଫ ହେବେନି ପରମବୀର

ନୂଆଦିଲ୍ଲୀ, ୨୩।୧୧: ସୁପ୍ରିମକୋର୍ଟ ସୋମବାର ମୁମ୍ବାଇର ପୂର୍ବତନ ପୋଲିସ କମିଶନର ପରମବୀର ସିଂଙ୍କୁ ଗିରଫଦାରିରୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି। ବାରମ୍ବାର ଓ୍ବାରେଣ୍ଟ ଜାରି ସତ୍ତ୍ୱେ ସେ ତଦନ୍ତ ପାଇଁ ହାଜର ନ ହେବାରୁ ମୁମ୍ବାଇର ଏକ ମାଜିଷ୍ଟ୍ରେଟ୍‌ କୋର୍ଟ ତାଙ୍କୁ…

ତ୍ରିପୁରା ପୋଲିସ କାର୍ଯ୍ୟାନୁଷ୍ଠାନ ବିରୋଧରେ ଦିଲ୍ଲୀରେ ବିକ୍ଷୋଭ

ନୂଆଦିଲ୍ଲୀ, ୨୩।୧୧: ତ୍ରିପୁରାରେ ଟିଏମ୍‌ସିର ଯୁବନେତ୍ରୀଙ୍କ ଉପରେ ପୋଲିସର ବର୍ବରତା ଓ ଗିରଫଦାରି ପ୍ରତିବାଦରେ ସୋମବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ବାହାରେ ଦଳର ଏମ୍‌ପିମାନେ ଧାରଣାରେ ବସିଛନ୍ତି। ସେମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ବିରୋଧରେ ସ୍ଲୋଗାନ…

ପାଦରୁ ରକ୍ତ ବାହାରିବା ପରେ ବି ‘କୁସୁକୁସୁ’ ଗୀତ ଶୁଟିଂ କରିଥିଲେ ଏହି ଅଭିନେତ୍ରୀ

ବଲିଉଡର ପରିଶ୍ରମୀ ତଥା ଉଦୀୟମାନ ତାରକାମାନଙ୍କ ମଧ୍ୟରୁ ନୋରା ଫତେହି ଅନ୍ୟତମ। ପ୍ରାୟତଃ ସେ ତାଙ୍କ ନୃତ୍ୟ ଗୀତ ଏବଂ ଫ୍ୟାଶନ ପାଇଁ ଚର୍ଚ୍ଚାରେ ରହିଥା’ନ୍ତି। ଏବେ ସେ ତାଙ୍କର ନୂତନ ଗୀତ ‘କୁସୁ କୁସୁ’ କୁ ନେଇ ଚର୍ଚ୍ଚାରେ ରହିଛନ୍ତି।…

ସଙ୍କଟରେ ବହୁରୂପିଆଙ୍କ ପାରମ୍ପରିକ କଳା

କେନ୍ଦୁଝର,୨୩ ।୧୧ (ସ୍ବ.ପ୍ର.) ଏକଦା ଗାଁ ଗଣ୍ଡାଠାରୁ ଆରମ୍ଭ କରି ସହରାଞ୍ଚଳରେ ବହୁରୂପିଆଙ୍କ ଚାହିଦା ବହୁ ଅଧିକ ଥିଲା। ବିଭିନ୍ନ ପାରମ୍ପରିକ ବେଶରେ ସଜ୍ଜିତ ହୋଇ ନିଜର କଳା ନୈପୁଣ୍ୟ ପ୍ରଦର୍ଶନ କରି ଏହି କଳାକାରମାନେ ପେଟ ପାଟଣା ପାଇଁ ରୋଜଗାର…

କଙ୍ଗନାଙ୍କ ପରେ ସ୍ୱାଧିନତାକୁ ନେଇ ବିବାଦୀୟ ବୟାନ ଦେଲେ ମଣିଶଙ୍କର

ନୂଆଦିଲ୍ଲୀ,୨୩ ।୧୧: ଦେଶର ସ୍ୱାଧିନତାକୁ ନେଇ ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତ ଏକ ବିବାଦୀୟ ବୟାନ ଦେଇଥିଲେ । ଏବେ ପର୍ଯ୍ୟନ୍ତ ଏହାକୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଇତିମଧ୍ୟରେ କଂଗ୍ରେସର ବରିଷ୍ଠ ନେତା ମଣିଶଙ୍କର ଆୟାର ଦେଶର ସ୍ୱାଧିନତାକୁ ନେଇ…

କ୍ରନିକ୍‌ ରୋଗ ଓ ଛଣାତେଲ

ଆଜିକାଲି ଛଣାଛଣି ଏବଂ ଚଟପଟିଜାତୀୟ ଖାଦ୍ୟର ଚାହିଦା ଅଧିକ। ଅନେକେ ଏପରି ଖାଦ୍ୟ ପ୍ରସ୍ତୁତ ପାଇଁ ଆବଶ୍ୟକ ତେଲକୁ ଏକାଧିକ ଥର ବ୍ୟବହାର କରିଥାଆନ୍ତି। ଅନେକେ ବଳକା ତେଲକୁ ପୁଣି ଥରେ ଛଣାଛଣି ପାଇଁ ବ୍ୟବହାର କରନ୍ତି। ତେବେ ଏପରି ଖାଦ୍ୟ…

ଏପରି ବନ୍ଧୁ ସର୍ବଦା ରହିଥାନ୍ତି ପାଖରେ

ଆଚାର୍ଯ୍ୟ ଚାଣକ୍ୟ ଜଣେ ଭଲ ବନ୍ଧୁଙ୍କ ବିଷୟରେ ଅନେକ କଥା କହିଛନ୍ତି। ଏଥି ସହିତ, ସେ ଜଣେ ବନ୍ଧୁଙ୍କ ପ୍ରକୃତି ବିଷୟରେ ମଧ୍ୟ ଆଲୋଚନା କରିଛନ୍ତି, ଯିଏ ସାରା ଜୀବନ ସାଥିରେ ରହିଥାନ୍ତି। ତାଙ୍କ ପୁସ୍ତକ ‘ଚାଣକ୍ୟ ନୀତି’ରେ ମଧ୍ୟ ଏପରି…

ସ୍ମରଣ ଶକ୍ତି ବୃଦ୍ଧିର ନୂଆ ଉପାୟ

ସୁସ୍ଥ ରହିବାକୁ କିଏ ବା ନ ଚାହେଁ? ହେଲେ ଏଥିପାଇଁ ଆମକୁ ଖାଦ୍ୟପେୟ ଏବଂ ଦୈନନ୍ଦିନ ଜୀବନଶୈଳୀ ଉପରେ ଗୁରୁତ୍ୱ ଦେବାକୁ ପଡ଼ିଥାଏ। ତା’ ସହ ଆମର ସ୍ମରଣ ଶକ୍ତି ମଧ୍ୟ ସକ୍ରିୟ ରହିବା ନିହାତି ଦରକାର। ତେବେ ଏଥିପାଇଁ ଏକ…

ଜେୱର ବିମାନବନ୍ଦରରେ ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା କରିବେ ଯୋଗୀ ଆଦିତ୍ୟନାଥ, ଗୋଟିଏ ଦିନ ପରେ ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ମୋଦି

ଲକ୍ଷ୍ନୌ,୨୩ ।୧୧: ଏସିଆର ସବୁଠାରୁ ବଡ ବିମାନ ବନ୍ଦର ଭାବେ ବିକଶିତ ହେବାକୁ ଯାଉଛି ନୋଏଡ଼ା ଇଣ୍ଟରନ୍ୟାଶନାଲ ଏୟାରପୋର୍ଟ । ଏହାର ଶିଳାନ୍ୟାସ ନଭେମ୍ବର ୨୫ରେ କରାଯିବ । ଏହି ଶିଳାନ୍ୟାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରିବେ । ଏହାପୂର୍ବରୁ ଶିଳାନ୍ୟାସ…

ବଳାତ୍କାରୀଙ୍କୁ ୩୫ ବର୍ଷ ଜେଲ

ଜୟପୁର,୨୩ା୯(ନି.ପ୍ର.): ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ମାମଲାର ସୋମବାର ରାୟ ପ୍ରକାଶ ପାଇଛି। ଜୟପୁର ସ୍ବତନ୍ତ୍ର ଫାଷ୍ଟଟ୍ରାକ ପକ୍ସୋ କୋର୍ଟ ବିଚାରପତି ପ୍ରଦୀପ କୁମାର ସାସମଲ ଅଭିଯୁକ୍ତ ସୁନ୍ଦର ରୁପଙ୍କୁ ୩୫ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ…

ବିବାହ ପରେ ପ୍ରତିବର୍ଷ ଗର୍ଭବତୀ ହୋଇଆସୁଛନ୍ତି ଏହି ମହିଳା, ଏପର୍ଯ୍ୟନ୍ତ ଦେଲେଣି ଏତିକି ଶିଶୁ ଜନ୍ମ

ୱାଶିଂଟନ,୨୩।୧୧: ଜଣେ ଆମେରିକୀୟ ମହିଳା ତାଙ୍କ ବିବାହ ପରଠାରୁ ପ୍ରାୟ ପ୍ରତିବର୍ଷ ଗର୍ଭବତୀ ହୋଇ ଆସୁଛନ୍ତି। ଖୁବଶୀଘ୍ର ତାଙ୍କର ଦ୍ୱାଦଶ ସନ୍ତାନକୁ ଜନ୍ମ ଦେବାକୁ ଯାଉଛନ୍ତି। ତେବେ ମହିଳା ଏଥିପାଇଁ ଅନେକ ସମାଲୋଚନାର ସମ୍ମୁଖୀନ ହୋଇଛନ୍ତି। ତାଙ୍କୁ ସୋସିଆଲ ମିଡିଆରେ ମଧ୍ୟ…

ଆତଙ୍କବାଦୀ ଆକ୍ରମଣର ଧମକ ପରେ ସୁରକ୍ଷା ବ୍ୟବସ୍ଥା କଡାକଡି

ଶିମଲା,୨୩ ।୧୧: ହିମାଚଳ ପ୍ରଦେଶ ଶିମଲା ରେଲୱେ ଷ୍ଟେଶନର ଅଥରିଟି କାଲକା-ଶିମଲା ରେଲୱେରେ ସୁରକ୍ଷା କଡାକଡି କରିଛନ୍ତି । ଚଳିତ ମାସ ଆରମ୍ଭରେ କିଛି ଆତଙ୍କବାଦୀ ସଙ୍ଗଠନ ଦ୍ୱାରା ମନ୍ଦିର ଓ ରେଲୱେ ଷ୍ଟେଶନରେ ଆକ୍ରମଣ କରିବାର ଧମକ ଦେବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?