ଡାକ୍ତର ପ୍ରେମାନନ୍ଦଙ୍କୁ ‘ଗୋଲ୍ଡେନ୍ ଏମ୍ ଆଓ୍ବାର୍ଡ’
ଭୁବନେଶ୍ୱର, ୧୨। ୭ (ବ୍ୟୁରୋ):ଚିକିତ୍ସା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ବରିଷ୍ଠ ପେଟ ରୋଗ ଓ ଲାପାରୋସ୍କୋପି ସର୍ଜନ ଡା. ପ୍ରେମାନନ୍ଦ ପଟ୍ଟନାୟକଙ୍କୁ ଅନ୍ତର୍ଜାତୀୟ ସଂସ୍ଥା ବିଜ୍ନେସ୍ ସଲ୍ୟୁଶନ ପକ୍ଷରୁ ‘ଗୋଲ୍ଡେନ୍ ଏମ୍ ଆଓ୍ବାର୍ଡ’ ମିିଳିଛି। ଭର୍ଚୁଆଲରେ ଆୟୋଜିତ ଏକ ସ୍ବତନ୍ତ୍ର…
ରାଜଧାନୀରେ ଗଡ଼ିବନି ରଥ, ଇସ୍କନ୍ରେ ଭିନ୍ନ ବ୍ୟବସ୍ଥା
ଭୁବନେଶ୍ୱର, ୧୨। ୭ (ବ୍ୟୁରୋ):ଆଜି ବିଶ୍ୱ ପ୍ରସିଦ୍ଧ ପବିତ୍ର ରଥଯାତ୍ରା। କୋଟି ଓଡ଼ିଆଙ୍କ ପ୍ରାଣର ଦେବତା ପ୍ରଭୁ ଶ୍ରୀଜଗନ୍ନାଥଙ୍କ ସବୁଠାରୁ ବଡ଼ ପର୍ବ। ପ୍ରତିବର୍ଷ ଏହି ତିଥିରେ ଚତୁର୍ଦ୍ଧାମୂର୍ତ୍ତି ରଥାରୂଢ଼ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି। ମାତ୍ର କରୋନା ମହାମାରୀ ପାଇଁ…
କାର୍ଯ୍ୟାନୁଷ୍ଠାନ ପାଇଁ ଓଏଚ୍ଆର୍ସିରେ ପିଟିଶନ
ଭୁବନେଶ୍ୱର,୧୨।୭(ବ୍ୟୁରୋ):କଳାହାଣ୍ଡି ଜିଲା କୋକସରା ବ୍ଲକ ସାହାଜଖୋଲ ଜଙ୍ଗଲର ଗୋତାମୁଣ୍ଡାଠାରେ ବସବାସ କରୁଥିବା ଆଦିବାସୀଙ୍କ ଉପରେ ଜୁନ୍ ୩୦ରେ ଆକ୍ରମଣ ହୋଇଥିଲା। ଦୀର୍ଘ ୨୦ବର୍ଷରୁ ଅଧିକ ଦିନ ଧରି ସେଠାରେ ରହିଆସୁଥିବା ଏହି ଆଦିବାସୀଙ୍କୁ କେତେଜଣ ଦୁର୍ବୃତ୍ତ ସଂଘବଦ୍ଧ ଆକ୍ରମଣ କରିବା ସହ…
ବିଜେଡି ରାଜ୍ୟ କାର୍ଯ୍ୟାଳୟ ରୂପ ବଦଳିବ
ଭୁବନେଶ୍ୱର, ୧୨ା୭(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ପ୍ରାୟ ଏକ ବର୍ଷରୁ ଊର୍ଦ୍ଧ୍ୱ ସମୟ ପରେ ପ୍ରଥମ ଥର ଲାଗି ବିଜେଡି ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚିବେ। ବିଜେଡି ରାଜ୍ୟ କାର୍ଯ୍ୟାଳୟକୁ ନୂଆ ରୂପ ଦେବାଲାଗି ଦଳ ପକ୍ଷରୁ ନିଷ୍ପତ୍ତି ହୋଇଛି। ସେହି ଅନୁଯାଯୀ…
ଓଡ଼ିଶାକୁ ମିଳିଲା ୩୩୨୩ କୋଟି
ଭୁବନେଶ୍ୱର, ୧୨/୭(ବ୍ୟୁରୋ):କେନ୍ଦ୍ର ସରକାର ଜଳ ଜୀବନ ମିଶନ ଜରିଆରେ ଓଡ଼ିଶାକୁ ୨୦୨୧-୨୨ ଆର୍ଥିକ ବର୍ଷ ଲାଗି ୩୩୨୩.୪୨ କୋଟି ଟଙ୍କାର ଅନୁଦାନ ଯୋଗାଇ ଦେଇଛନ୍ତି। ୨୦୨୦-୨୧ରେ ଏହି ଅନୁଦାନ ୮୧୨.୧୫ କୋଟି ଟଙ୍କା ଥିଲା। କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ରାଜେନ୍ଦ୍ର ସିଂ…
ଶ୍ରୀ ଶଙ୍କର କର୍କଟ ହସ୍ପିଟାଲର ଆଜି ଶୁଭ ଦେବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୨/୭(ବ୍ୟୁରୋ): ଭୁବନେଶ୍ୱରରେ ଶ୍ରୀ ଶଙ୍କର କ୍ୟାନ୍ସର ହସ୍ପିଟାଲ ନିର୍ମାଣ ହେବ। ଏହି ହସ୍ପିଟାଲ ପ୍ରତିଷ୍ଠା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭିତ୍ତିପ୍ରସ୍ତର ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି। ଏଥିଲାଗି ରାଜ୍ୟ ସରକାର ଇନ୍ଫୋସିଟି-୨ ନିକଟରେ ୨୦ ଏକର ଜମି…
ହୀରାକୁଦରୁ ପ୍ରଥମ ବନ୍ୟାଜଳ ନିଷ୍କାସନ
ସମ୍ବଲପୁର,୧୨ା୭(ବ୍ୟୁରୋ):ସମ୍ବଲପୁର ହୀରାକୁଦ ଡ୍ୟାମ୍ରୁ ରବିବାର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଇଛି। ପୂର୍ବାହ୍ନ ୧୧ଟା ସମୟରେ କୋଭିଡ୍ କଟକଣା ପାଳନ କରି ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରାଯାଇଥିଲା। ପରେ ୨ଟି ସ୍ଲୁଇସ ଗେଟ୍ ଖୋଲାଯାଇଥିଲା। ଏହି ଗେଟ୍ ଦେଇ ପ୍ରତି ସେକେଣ୍ଡରେ ଜଳଭଣ୍ଡାରରୁ…
ଆଜି ୫ ଜିଲାରେ ବର୍ଷିବ
ଭୁବନେଶ୍ୱର, ୧୨।୭(ବ୍ୟୁରୋ):ରାଜ୍ୟରେ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ଏଥିପାଇଁ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସୋମବାର ଦକ୍ଷିଣ ଓଡ଼ିଶା, ଉତ୍ତର ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନ ଏବଂ…
ଆଜି ପବିତ୍ର ରଥଯାତ୍ରା: ପହଣ୍ଡି ଆରମ୍ଭ
ପୁରୀ ଅଫିସ୍,୧୨।୭: ମହାପ୍ରଭୁଙ୍କ ଆଜି ରଥଯାତ୍ରା। ନବଦିନାତ୍ମକ ଯାତ୍ରାରେ ଭଉଣୀଭାଇଙ୍କୁ ସାଙ୍ଗରେ ଧରି ଗୁଣ୍ଡିଚା ଘରକୁ ବାହାରିଛନ୍ତି ପ୍ରଭୁ ଶ୍ରୀଜଗନ୍ନାଥ। ଗତବର୍ଷ ପରି ଏବର୍ଷ ମଧ୍ୟ ବିନା ଭକ୍ତରେ ହେଉଛି ରଥଯାତ୍ରା। ନିର୍ଦ୍ଧାରିତ ସମୟ ପୂର୍ବରୁ ଶ୍ରୀଜିଉଙ୍କ ସକାଳ ଧୂପ ଖେଚୁଡ଼ି…
ହାର୍ଟକୁ ସୁସ୍ଥ ରଖିବାକୁ ଚାହୁଁଥିଲେ…
କରୋନା ସମୟରେ ସୁସ୍ଥ ରହିବା ଏକ ବଡ଼ ଚ୍ୟାଲେଞ୍ଜଠାରୁ କମ୍ ନୁହେଁ। ତେବେ ଏହି ମହାମାରୀ ହେତୁ ଲୋକଙ୍କ ମଧ୍ୟରେ ସ୍ବାସ୍ଥ୍ୟ ସଚେତନତା ବି ବୃଦ୍ଧି ପାଇଛି। ଲୋକମାନେ ସେମାନଙ୍କର ସ୍ବାସ୍ଥ୍ୟ ପ୍ରତି ବିଶେଷ ଧ୍ୟାନ ଦେଉଛନ୍ତି। ମେଦବହୁଳତା, ଡାଇବେଟିସ୍ ଏବଂ…
ମଇଁଷିକୁ ଦେଖି ଦୌଡ଼ୁଥିଲେ, ପରେ ପଛକୁ ଫେରି…
ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଏଥିରେ ବହୁତଗୁଡିଏ ମଇଁଷିକି ଦେଖିବାକୁ ମିଳୁଛି। ମଇଁଷିକୁ ଦେଖି ସିଂହ ଏବଂ…
୩୩ ବଲ୍ରେ ୭ ଉଇକେଟ୍ ନେଇ ହଇଚଇ ସୃଷ୍ଟି କରିଲେ ଏହି ବୋଲର୍: ଏବେ ପେନ୍ସନ୍ ବନ୍ଦ
କରାଚି,୧୧।୭: ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ପୂର୍ବତନ ଫାଷ୍ଟ ବୋଲର ସରଫରାଜ ନୱାଜଙ୍କ ମାସିକ ପେନସନ୍ ବନ୍ଦ କରିଦେଇଛି। ‘ଖେଳାଳି କଲ୍ୟାଣ ନୀତି’ର ଉଲ୍ଲଂଘନ କରିବାରୁ ନଓ୍ବାଜଙ୍କୁ ଏମିତି ଦଣ୍ଡ ମିଳିଛି। ବ୍ରିଟେନରେ ରହୁଥିବା ସରଫରାଜ ପାକିସ୍ତାନ ବୋର୍ଡ ବିରୋଧରେ ସ୍ଥାନୀୟ…
Archives


