ଉଦୟପୁରରେ କଙ୍ଗାରୁ କୋର୍ଟ
ନୟାଗଡ଼ ଅଫିସ,୨୧ା୧୧: ନୟାଗଡ଼ ସଦର ଥାନା ଅଧୀନ ଦୁର୍ଦ୍ଦୁରା ପଞ୍ଚାୟତର ଉଦୟପୁର ଗାଁରେ କଙ୍ଗାରୁ କୋର୍ଟର ଜୁଲମ ସଂକ୍ରାନ୍ତରେ ଥାନାରେ ଅଭିଯୋଗ ହୋଇଛି। ଗାଁରେ ଖଟ ବୁଲାଇ ଜଣେ ବ୍ୟକ୍ତିଙ୍କୁ ଚୋର କହି କଙ୍ଗାରୁ କୋର୍ଟରେ ୫ ଲକ୍ଷ ଟଙ୍କା ଜରିମାନା…
ଏମ୍ଏସ୍ପିକୁ ନେଇ କୃଷକ ସଙ୍ଗଠନର ବୈଠକ ଆଜି: ୨୯ରେ ସଂସଦ ପର୍ଯ୍ୟନ୍ତ ଟ୍ରାକ୍ଟର ରାଲି
ନୂଆଦିଲ୍ଲୀ,୨୧ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଦିନ ପୂର୍ବରୁ ନୂଆ କୃଷି ଆଇନକୁ ପ୍ରତ୍ୟାହାର କରିବା କଥା ଘୋଷଣା କରିଥିଲେ । ଏହାପରେ ସିନ୍ଧୁ ସୀମାରେ ପଞ୍ଜାବର କୃଷକ ସଙ୍ଗଠନ ବୈଠକ ଡାକିଥିଲା । ଏଥିରେ ସ୍ଥିର କରାଯାଇଛି କି ୨୨…
ଛୋଟ ପିଲାକୁ ଏଭଳି ଶିଖାଉଛି କୁକୁର
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…
ସୂଚନାର ମାଧ୍ୟମ ପାଲଟିଛି ଟିଭି
ପରିବର୍ତ୍ତିତ ପୃଥିବୀ ସହିତ ସୂଚନା ଏବଂ ମନୋରଞ୍ଜନର ମାଧ୍ୟମରେ ପରିବର୍ତ୍ତନ ହେବାରେ ଲାଗିଛି। ଏପରିସ୍ଥଳେ ସାମ୍ପ୍ରତିକ ସମାଜରେ ଟେଲିଭିଜନ ଘରେ ଘରେ ସୂଚନା ପହଞ୍ଚାଇବା ସହିତ ସହଜ ମନୋରଞ୍ଜନର ଏକ ମାଧ୍ୟମ ପାଲଟିଛି। ଟେଲିଭିଜନର ଗୁରୁତ୍ୱ ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ…
ଦିଲ୍ଲୀ ମେଟ୍ରୋ, ଡିଟିସି ବସରେ ଠିଆ ହୋଇ କରିପାରିବେ ଯାତ୍ରା
ନୂଆଦିଲ୍ଲୀ,୨୧ ।୧୧: ଦିଲ୍ଲୀ-ଏନ୍ସିଆରରେ ବାୟୁ ପ୍ରଦୂଷଣର ସ୍ଥିତି ବେଳକୁ ବେଳ ଖରାପ ହେବାରେ ଲାଗିଛି । ଘରୋଇ ଯାନବାହାନର ବହୁଳ ବ୍ୟବହାର ଏପଟେ ବାୟୁ ପ୍ରଦୂଷଣକୁ ଦେଖପ ଦିଲ୍ଲୀ ସରକାର ଶନିବାର ଏକ ବଡ ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀ ଅରବିନ୍ଦ…
ଗୁଡ଼ାଏ ଏକ୍ସପେରିମେଣ୍ଟ କରିପାରନ୍ତି ଡ୍ରାଭିଡ୍
କୋଲକାତା,୨୧।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଚଳିତ ଟି୨୦ ସିରିଜରେ କ୍ଲିନ୍ ସୁଇପ୍ କରିବା ଲକ୍ଷ୍ୟରେ ରହିଛି ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ। ଐତିହାସିକ ଇଡେନ ଗାର୍ଡେନ ଷ୍ଟାଡିୟମରେ ରବିବାର ଦୁଇ ଦଳ ମଧ୍ୟରେ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍ ଖେଳାଯିବ।…
ପାର୍ଲାମେଣ୍ଟକୁ ଟ୍ରାକ୍ଟର ରାଲିରୁ ଓହରି ନାହାନ୍ତି ଚାଷୀ
ନୂଆଦିଲ୍ଲୀ, ୨୧।୧୧: ବିବାଦୀୟ କୃଷି ଆଇନ ରଦ୍ଦ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଘୋଷଣା କରିଛନ୍ତି। ଏହାସତ୍ତ୍ୱେ ଆଗାମୀ ଶୀତ ଅଧିବେଶନ ବେଳେ ପାର୍ଲାମେଣ୍ଟକୁ ଟ୍ରାକ୍ଟର ରାଲି କରିବା ନିଷ୍ପତ୍ତିରୁ ଓହରି ନାହାନ୍ତି ଆନ୍ଦୋଳନରେ ସକ୍ରିୟ ଥିବା ଚାଷୀ ସଂଗଠନ।…
ଛକା ମାରିବାରୁ ବ୍ୟାଟରଙ୍କ ଉପରକୁ ଫୋପାଡ଼ିଲେ ବଲ
ଢାକା,୨୦।୧୧: ପାକିସ୍ତାନ ବିପକ୍ଷ ଦ୍ୱିତୀୟ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍ରେ ବାଂଲାଦେଶ ବ୍ୟାଟର ଅଫିଫ ହୋସେନ ଆହତ ହୋଇଛନ୍ତି। ହେଲେ ତାଙ୍କ ଆହତ ହେବାର କାରଣ ସାଧାରଣ ନ ଥିଲା। ମ୍ୟାଚ୍ର ୩ୟ ଓଭରରେ ଅଫିଫ ପାକିସ୍ତାନୀ ପେସର ଶାହିନ ଶାହ ଆଫ୍ରିଦୀଙ୍କୁ…
ଗର୍ଭବତୀ ସ୍ତ୍ରୀଙ୍କୁ ହାଣିଦେଲେ କୁରାଢ଼ିରେ
ବାରିପଦା ଅଫିସ,୨୦ା୧୧-ମୟୂରଭଞ୍ଜ ଜିଲା ବେତନଟୀ ଥାନା କୃଷ୍ଣଚନ୍ଦ୍ରପୁର ଫାଣ୍ଡି ଅଧୀନ ଜଗନ୍ନାଥପୁର ଗ୍ରାମରେ ଜଣେ ୮ ମାସର ଗର୍ଭବତୀ ସ୍ତ୍ରୀଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଛନ୍ତି। ହତ୍ୟାକାଣ୍ଡ ପରେ ଫେରାର ଥିବା ସ୍ବାମୀ ମାଖନ ପୂର୍ତ୍ତିଙ୍କୁ ପୋଲିସ ଶନିବାର ଅପରାହ୍ନରେ ସ୍ଥାନୀୟ…
‘ଆଶା କରୁଛି, ଚେନ୍ନାଇରେ ଅନ୍ତିମ ଟି୨୦ ଖେଳିବି’
ଚେନ୍ନାଇ,୨୦।୧୧: ଚେନ୍ନାଇରେ ଅନ୍ତିମ ଟି୨୦ ଖେଳିବାକୁ ଚାହେଁ। କିନ୍ତୁ ଏଥିଲାଗି ବର୍ଷେ ଲାଗିବ କି ୫ ବର୍ଷ ସମୟ ଲାଗିବ କହିହେବ ନାହିଁ। ଆଇପିଏଲ ଭବିଷ୍ୟତ ଉପରେ ଏଭଳି କହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ଅଧିନାୟକ ମହେନ୍ଦ୍ର ସିଂ ଧୋନୀ।…
ଇସ୍ତଫା ଦେଲେ ରାଜସ୍ଥାନର ସମସ୍ତ ମନ୍ତ୍ରୀ
ଜୟପୁର,୨୦।୧୧: ରାଜସ୍ଥାନ ମନ୍ତ୍ରିମଣ୍ଡଳରେ ହେବାକୁ ଥିବା ଅଦଳବଦଳର ଗୋଟିଏ ଦିନ ପୂର୍ବରୁ ଇସ୍ତଫା ଦେଇଛନ୍ତି ରାଜ୍ୟର ସମସ୍ତ ମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ସମସ୍ତ ମନ୍ତ୍ରୀଙ୍କ ଇସ୍ତଫାକୁ ଗ୍ରହଣ କରିଥିବା ଜଣାପଡ଼ିଛି। ନୂଆ କ୍ୟାବିନେଟର ଶପଥ ଗ୍ରହଣ ଉତ୍ସବ ରବିବାର ରାଜ…
ପ୍ରଧାନମନ୍ତ୍ରୀଙ୍କ ଆଗରେ ବଡ଼ ଦାବି ରଖିଲେ ଭାଜପା ଏମ୍ପି
ନୂଆଦିଲ୍ଲୀ,୨୦।୧୧: ବିବାଦୀୟ ୩ ଚାଷୀ ଆଇନକୁ ବାତିଲ କରାଯିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଗରେ ୪ ବଡ଼ ଦାବି ରଖିଛନ୍ତି ଭାଜପା ଏମ୍ପି ବରୁଣ ଗାନ୍ଧୀ। ଅନଲାଇନରେ ଶେୟାର କରିଥିବା ଚିଠିରେ ବରୁଣ ଲେଖିଛନ୍ତି, ୩ ନୂଆ ଚାଷୀ ଆଇନ…

