Home Left

୯୧ ବର୍ଷୀୟ ବୃଦ୍ଧାଙ୍କ ପ୍ରେମରେ ପଡ଼ି ବିବାହ କରିଥିଲେ ଏହି ଯୁବକ; ହନିମୁନ୍‌ରେ ଘଟିଲା ଏଭଳି ଯେ…

କଥାରେ ଅଛି ପ୍ରେମ ମାନେନା ବୟସ। ବିଗତ ଦିନରେ ଏପରି ଅନେକ ଘଟଣା ଦେଖିବାକୁ ମିଳିଛି ଯେଉଁଠି ଲୋକମାନେ ପ୍ରେମ ପାଇଁ ସବୁ ସୀମା ପାର୍‌ କରିଛନ୍ତି। ଆଜି ଆମେ ଏଭଳି ଏକ ପ୍ରେମକାହାଣୀ ବିଷୟରେ କହିବାକୁ ଯାଉଛୁ ଯେଉଁଥିରେ ପ୍ରେମ…

ଡାକ୍ତର କରିଥିଲେ ମୃତ ଘୋଷଣା, ବ୍ୟବଚ୍ଛେଦ ପୂର୍ବରୁ ଘଟିଲା ଏମିତି

ଲକ୍ଷ୍ନୌ,୨୦ା୧୧: ଉତ୍ତରପ୍ରଦେଶର ମୁରଦାବାଦରେ ଏକ ଆଶ୍ଚର୍ଯ୍ୟକର ଘଟଣା ଦେଖିବାକୁ ମିଳିଛି। ଏକ ସଡ଼କ ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଥିବା ଡାକ୍ତର ଘୋଷଣା କରିଥିଲେ। ମୃତଦେହ ବ୍ୟବଚ୍ଛେଦ ପୂର୍ବରୁ ଯାହା ଘଟିଥିଲା ଡାକ୍ତରମାନେ…

ପ୍ରଧାନମନ୍ତ୍ରୀଙ୍କୁ ବରୁଣ ଗାନ୍ଧୀଙ୍କ ଚିଠି, ଅଜୟ ମିଶ୍ରାଙ୍କ ବିରୋଧରେ ଗ୍ରହଣ କରାଯାଉ କାର୍ଯ୍ୟାନୁଷ୍ଠାନ…

ନୂଆଦିଲ୍ଲୀ,୨୦।୧୧: ମନ୍ତ୍ରୀ ଅଜୟ ମିଶ୍ରାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଭାଜପା ଏମ୍‌ପି ବରୁଣ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶନିବାର ଚିଠି ଲେଖିଛନ୍ତି। ଲଖିମପୁର ଘଟଣାରେ ମନ୍ତ୍ରୀ ଏବଂ ତାଙ୍କ ପୁତ୍ର ଆଶିଷ ମିଶ୍ରାଙ୍କ ପ୍ରତି କଡ଼ା ଦଣ୍ଡାଦେଶ ହେଉ…

ତୃତୀୟ ଥର ବିବାହ କରିବାକୁ ସଜ ହେଲେଣି ଆମିର ଖାନ୍‌ ! କିଛି ଏଭଳି ହେଉଛି ଚର୍ଚ୍ଚା..

ବମ୍ବେ: କିରଣଙ୍କୁ ଛାଡ଼ପତ୍ର ଦେବା ପରେ ଏବେ ତୃତୀୟ ବିବାହ କରିବାକୁ ଯାଉଛନ୍ତି ଅଭିନେତା ଆମିର ଖାନ୍‌। ଏପରି କିଛି ଚର୍ଚ୍ଚା ଏବେ ବଲିଉଡ୍‌ ଗଳିକନ୍ଦିରେ ହେବାକୁ ଲାଗିଛି। ନିଜର ଆଗାମୀ ଫିଲ୍ମ ‘ଲାଲ୍‌ ସିଂହ ଚଡ୍ଢା’ର ରିଲିଜ ପରେ ବିବାହ…

ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୯୧ କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧାରୁ ୨ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ…

ଦୋକାନ ତାଲା ପକାଇବା ବେଳେ ଲୁଟିନେଲେ ଗହଣା

ଭଦ୍ରକ ଅଫିସ, ୨୦।୧୧: ଭଦ୍ରକ ସହରରେ ପୁଣି ଲୁଟେରାଙ୍କ ଆତଙ୍କରାଜ। ଖୋଲା ଖୋଲି ପୋଲିସକୁ ଚ୍ୟାଲେଞ୍ଜ ଦେଇ ଭଦ୍ରକ ଜିଲା ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟ ନିକଟରୁ ଶୁକ୍ରବାର ରାତିରେ ଲୁଟେରା ଗହଣା ଭର୍ତ୍ତି ବ୍ୟାଗକୁ ଲୁଟି ନେଇଛନ୍ତି। ସୂଚନାନୁସାରେ, ଭଦ୍ରକ ଏସ୍‌ପିଙ୍କ…

ଗୋଟିଏ ଦିନ ୩୦୯ ରନ୍‌ କରି ଚମକାଇ ଥିଲେ ଏହି ବ୍ୟାଟ୍ସମ୍ୟାନ୍‌: ୯୧ ବର୍ଷ ହେଲାଣି ଭାଙ୍ଗିନି ରେକର୍ଡ

ବ୍ରିସ୍‌ବେନ୍‌,୧୯।୧୧: ଭାରତୀୟ କ୍ରିକେଟ ଟିମ୍‌ ବିପକ୍ଷରେ ଅଷ୍ଟ୍ରେଲିୟ ଦଳ ସଂଘର୍ଷ କରିବା ଭଳି ଘଟଣା ବହୁତ୍‌ କମ୍‌ ଦେଖିବାକୁ ମିଳିଛି। ଉଭୟ ଦଳର ମ୍ୟାଚ୍‌ ଭିତରେ ଅନେକ ରେକର୍ଡ କରି ଚର୍ଚ୍ଚାକୁ ଆସିଛନ୍ତି। ସେଭଳି ଜଣେ ହେଲେ ସାର୍‌ ଡନ୍‌ ବ୍ରାଡ୍‌ମ୍ୟାନ୍‌।…

ସ୍ତ୍ରୀଙ୍କ ପାଖରେ ଏହି ୫ ଗୁଣ ଥିଲେ ଭାଗ୍ୟଶାଳୀ ହୋଇଥାନ୍ତି ପୁରୁଷ; ଜାଣନ୍ତୁ କ’ଣ କୁହନ୍ତି…

ଆଚାର୍ଯ୍ୟ ଚାଣକ୍ୟ ମନୁଷ୍ୟ ଜୀବନକୁ ସଫଳ କରିବା ପାଇଁ ଅନେକ ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ଯେଉଁ ବ୍ୟକ୍ତି ଏହାକୁ ଅନୁସରଣ କରେ ତାର ଜୀବନରୁ ଅନେକ ସମସ୍ୟା ଦୂର ହୋଇପାରେ। ଚାଣକ୍ୟ ନିଜର ଏକ ନୀତିରେ ସ୍ତ୍ରୀମାନଙ୍କର ୫ଟି ଗୁଣ…

ନୂଆ କରୋନା ଅଇନ ନେଇ ଲୋକଙ୍କ ପକ୍ଷରୁ ପ୍ରଦର୍ଶନ…

ଆମେଷ୍ଟରଡମ୍‌,୨୦।୧୧: ନେଦରଲାଣ୍ଡରେ ଟତକାକରଣ କରାଯାଇ ନ ଥିବା ଲୋକଙ୍କୁ କେତେକ ସ୍ଥାନରେ ପ୍ରବେଶ କରିବାକୁ ବାରଣ କରିବା ପାଇଁ ସରକାରଙ୍କ ପକ୍ଷରୁ ଯୋଜନା କରାଯାଇଛି। ଏହି ନୂଆ ଆଇନକୁ ବିରୋଧରେ କରି ଶୁକ୍ରବାର ରାତିରେ ଲୋକେ ରୋଟର୍ଡାମରେ ବିରୋଧ ପ୍ରଦର୍ଶନ କରିଛନ୍ତି।…

କୃଷି ଆଇନ: ଦେଶର ୩୨ କୃଷକ ସଙ୍ଗଠନର ଗୁରୁତ୍ୱପୂର୍ଣ୍ଣ ବୈଠକ, ନିଆଯାଇପାରେ ବଡ ନିଷ୍ପତ୍ତି

ନୂଆଦିଲ୍ଲୀ,୨୦ ।୧୧: କେନ୍ଦ୍ର ସରକାର ୩ ନୂଆ କୃଷି ଆଇନକୁ ପ୍ରତ୍ୟାହାର କରିବା ପରେ ଶନିବାର ଦେଶର ପାୟ ୩୨ କୃଷକ ସଙ୍ଗଠନ ଏକ ଗରୁତ୍ୱପୂର୍ଣ୍ଣ ବୈଠକ କରିବାକୁ ଯାଉଛନ୍ତି । ଏଥିରେ ଆଗକୁ ଥିବା ରଣନୀତି ପ୍ରସ୍ତୁତ କରାଯିବ ବୋଲି…

ବିଚାର ବିଭାଗୀୟ ତଦନ୍ତ ଦାବିକଲା ଗୁପ୍‌କାର ମେଣ୍ଟ

ଶ୍ରୀନଗର, ୨୦।୧୧: ହାଇଦରପୋରା ଏନ୍‌କାଉଣ୍ଟରର ବିଚାର ବିଭାଗୀୟ ତଦନ୍ତ ଲାଗି ନ୍ୟାଶନାଲ କନ୍‌ଫରେନ୍ସ (ଏନ୍‌ସି) ଅଧ୍ୟକ୍ଷ ଫାରୁକ ଅବଦୁଲ୍ଲାଙ୍କ ନେତୃତ୍ୱରେ ୬ ଦଳୀୟ ଗୁଫ୍‌କାର ମେଣ୍ଟ ଶୁକ୍ରବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନିକଟକୁ ପତ୍ର ଲେଖିଛନ୍ତି। ଗତ ସୋମବାର ଶ୍ରୀନଗରର ହାଇଦରପୋରାରେ…

ଆଜି ପ୍ରକାଶ ପାଇବ ଯୁକ୍ତ ୨ ଅଫଲାଇନ ପରୀକ୍ଷାଫଳ

ଭୁବନେଶ୍ବର,୨୦।୧୧(ବ୍ୟୁରୋ): ଯୁକ୍ତ ୨ ଅଫଲାଇନ ପରୀକ୍ଷାଫଳ ଶନିବାର ପ୍ରକାଶ ପାଇବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଦିନ ୧୧ଟା ରେଜଲ୍ଟ ପ୍ରକାଶ କରାଯିବ। ପରୀକ୍ଷାର୍ଥୀମାନେ www. orissaresults.nic.in ୱେବସାଇଟରେ ନିଜର ରେଜଲ୍ଟ ଦେଖିପାରିବେ । ଏ ନେଇ ଉଚ୍ଚ ମାଧ୍ୟମିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?