‘ଶତ୍ରୁଙ୍କୁ ବି ରୋକାଯିବା ଉଚିତ ନୁହେଁ’
ଚଣ୍ଡିଗଡ଼,୧୯।୧୧: ପଞ୍ଜାବର ବିରୋଧୀ ଏଏପି ବିଧାୟକଙ୍କୁ ଶୁକ୍ରବାର ଗୁରପୁରବ ଅବସରରେ ପାକିସ୍ତାନର କର୍ତାରପୁର ସାହିବ ଗୁରଦ୍ୱାରା ଯିବା ପାଇଁ ଅନୁମତି ଦିଆଯାଇ ନାହିଁ। ଏ ସମ୍ପର୍କରେ ଏଏପି ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଟୁଇଟ୍ କରି ଲେଖିଛନ୍ତି, ଏଭଳି…
ଆରମ୍ଭରୁ ଖସିଲା ପେଟିଏମ୍ ଶେୟାର
ମୁମ୍ବାଇ, ୧୯।୧୧: ଡିଜିଟାଲ ପେମେଣ୍ଟ କମ୍ପାନୀ ପେଟିଏମ୍ର ଇନିସିଆଲ ପବ୍ଲିକ ଅଫରିଂ(ଆଇପିଓ)ର ଶୁଭାରମ୍ଭ ପ୍ରଭାବିତ ରହିଛି। କମ୍ପାନୀ ଶେୟାର ବଜାରରେ ପ୍ରବେଶ କରିବା ପରଠାରୁ ଏହାର ଷ୍ଟକ୍ ପ୍ରାୟ ୨୭% ଖସିଛି। କମ୍ପାନୀ ୧୮,୩୦୦ କୋଟି ଟଙ୍କାର ଆଇପିଓ ଆଣିଥିଲା। ଏହା…
ଆହୁରି ଖସିବ ପେଟ୍ରୋଲ, ଡିଜେଲ ଦର
ନୂଆଦିଲ୍ଲୀ,୧୮।୧୧: ଲୋକଙ୍କ ସମସ୍ୟାକୁ ଧ୍ୟାନରେ ରଖି କେନ୍ଦ୍ର ସରକାର ପେଟ୍ରୋଲ ଲିଟର ପିଛା ୫ ଟଙ୍କା ଏବଂ ଡିଜେଲ ଉପରେ ୧୦ ଟଙ୍କାର ଉତ୍ପାଦ ଟିକସ କମ୍ କରିଛନ୍ତି। ଏହା ପରେ ରାଜ୍ୟଗୁଡ଼ିକ ମଧ୍ୟ କିଛି କିଛି ପରିମାଣରେ ଭାଟ୍ କମାଇଛନ୍ତି।…
ବଳାତ୍କାରୀଙ୍କୁ ନପୁଂସକ କରାଯିବ
ଇସ୍ଲାମାବାଦ, ୧୮।୧୧: ଏକାଧିକ ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ୬ ଅଭ୍ୟାସଗତ ବଳାତ୍କାରୀଙ୍କୁ କେମିକାଲ କାଷ୍ଟ୍ରାଶନ (ରାସାୟନିକ ପଦ୍ଧତି) ଜରିଆରେ ନପୁଂସକ କରାଯାଇପାରେ। ବାଳତ୍କାରୀଙ୍କୁ ଶୀଘ୍ର ଦୋଷୀ ସାବ୍ୟସ୍ତ କରିବା ଓ କଠୋର ଦଣ୍ଡଦେବା ଲକ୍ଷ୍ୟରେ ପାକ୍ ପାର୍ଲାମେଣ୍ଟ ଗୁରୁବାର…
କାର୍ତ୍ତିକ ପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ
ଭୁବନେଶ୍ୱର,୧୮।୧୧ (ବ୍ୟୁରୋ): ଶତାବ୍ଦୀର ଦୀର୍ଘତମ ଆଶିଂକ ଚନ୍ଦ୍ର ଗ୍ରହଣ ଶୁକ୍ରବାର ସଂଗଠିତ ହେବ। ଭାରତୀୟ ସମୟ ସକାଳ ୧୧ଟା ୩୨ରେ ଚନ୍ଦ୍ର ଉପଛାୟାରେ ପ୍ରବେଶ କରିବା ସହିତ ଗ୍ରହଣ ଆରମ୍ଭ ହେବ। ପରେ ମଧ୍ୟାହ୍ନ ୧୨ଟା ୪୮ରେ ଚନ୍ଦ୍ର ଛାୟାରେ ପ୍ରବେଶ…
ଏଲ୍ଓସି ଡେଁଇଲା ବେଳେ ଧରାପଡ଼ିଲେ
ଶ୍ରୀନଗର,୧୮।୧୧: ଅସ୍ତ୍ର ତାଲିମ ପାଇଁ ନିୟନ୍ତ୍ରଣ ରେଖା(ଏଲ୍ଓସି) ଅତିକ୍ରମ କରି ପାକ୍ ଅଧିକୃତ କଶ୍ମୀର(ପିଓକେ) ଯିବାକୁ ଉଦ୍ୟମ କରୁଥିବା ଜମ୍ମୁ-କଶ୍ମୀରର ୩ ଜଣ ଦଶମ ଶ୍ରେଣୀ ଛାତ୍ରଙ୍କୁ ଗୁରୁବାର ସୁରକ୍ଷା ବଳ ଧରିଛନ୍ତି। ସେମାନେ ପାକିସ୍ତାନୀ ଆତଙ୍କବାଦୀ କମାଣ୍ଡର ତୟାବ ଫାରୁକିଙ୍କ…
ଶିଶୁ ମୃତଦେହ ଖାଇଲା କୁକୁର
ଭୋପାଳ,୧୮।୧୧: ମଧ୍ୟପ୍ରଦେଶର ଅଶୋକନଗର ଜିଲା ହସ୍ପିଟାଲ ବାହାରେ ନବଜାତ ଶିଶୁର ମୃତଦେହକୁ କୁକୁର ଖାଉଥିବା ଦେଖିବାକୁ ମିଳିଛି। ହୃଦୟ ବିଦାରକ ଘଟଣା ହସ୍ପିଟାଲ କର୍ତ୍ତୁପକ୍ଷଙ୍କ ସାମ୍ନାକୁ ଆସିବା ପରେ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଜଣେ ସଫେଇ କର୍ମଚାରୀ ହସ୍ପିଟାଲ ବାହାରେ ଏକ…
ମୁଖ୍ୟମନ୍ତ୍ରୀ ଚନ୍ନିଙ୍କ କର୍ତାରପୁର ଯାତ୍ରାରେ ସାମିଲ ହେଲେନି ସିଦ୍ଧୁ
ଚଣ୍ଡିଗଡ଼, ୧୮।୧୧: ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନିଙ୍କ ନେତୃତ୍ୱରେ ତାଙ୍କ କ୍ୟାବିନେଟ ସହକର୍ମୀ, ବିଧାୟକ ଓ ସେମାନଙ୍କ ପରିବାର ସଦସ୍ୟମାନେ କର୍ତାରପୁର ସାହିବକୁ ଯାତ୍ରା କରିଥିଲେ। ତେବେ ଏହି ଯାତ୍ରାରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ନବଜ୍ୟୋତ ସିଂ ସିଦ୍ଧୁ…
ପରିବାରବର୍ଗଙ୍କୁ ଫେରାଯିବ ଦୁଇ ବ୍ୟବସାୟୀଙ୍କ ଶବ
ଶ୍ରୀନଗର,୧୮।୧୧: ଜମ୍ମୁ-କଶ୍ମୀରର ହାଇଦରପୋରା କମ୍ପ୍ଲେକ୍ସରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ଆତଙ୍କବାଦୀଙ୍କ ସହ ୨ ବ୍ୟବସାୟୀ ପ୍ରାଣ ହରାଇଥିଲେ। ଶ୍ରୀନଗର ପୋଲିସ ଉଭୟ ବ୍ୟବସାୟୀ (ମହମ୍ମଦ ଅଲତାଫ ଭଟ ଓ ଡ. ମୁଦାସିର ଗୁଲ)ଙ୍କୁ ଆତଙ୍କବାଦୀଙ୍କ ସହୟକ ବୋଲି କହିବା ସହ ସେମାନଙ୍କ…
ଜଳଖିଆରୁ ବାହାରିଲା ମଲା ସାପ
ୟାଦଗିର(କର୍ନାଟକ),୧୮।୧୧: କର୍ନାଟକର ଏକ ଆବାସିକ ବିଦ୍ୟାଳୟରେ ଏକ ଅଘଟଣ ଘଟିଛି। ପିଲାଙ୍କ ପାଇଁ ପ୍ରସ୍ତୁତ ଜଳଖିଆରୁ ଏକ ମଲା ସାପ ବାହାରିଛି। ଫଳରେ ୫୬ ଛାତ୍ରୀଛାତ୍ରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ହୋଇପଡିବାରୁ ତାଙ୍କୁ…
ପଥରରେ ପିଟି ହୋଇ କାର ଚୁରମାର
ବୌଦ୍ଧ,୧୮।୧୧(ସ୍ବ.ପ୍ର.): ବୌଦ୍ଧ ଜିଲା ଖୋର୍ଦ୍ଧା-ବଲାଙ୍ଗୀର ଜାତୀୟ ରାଜପଥର ରାମ୍ଭିକଟାଠାରେ ଏକ କାର ଦୁର୍ଘଟଣା ଗ୍ରସ୍ତ ହୋଇଛି। ଫଳରେ କାରରେ ଥିବା ୪ ଜଣ ଗୁରୁତର ଆହତ ହୋଇଛନ୍ତି। ବୌଦ୍ଧରୁ ଏକ କାର(ଓଡ଼ି-୧୫ପି-୨୧୫୦) ଚାରିଛକ ଆଡକୁ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାମ୍ଭିକଟାଠାରେ…
ଡିଲ୍ ବେଳେ ଧରାପଡ଼ିଲେ
ବାଲିଗୁଡା/ଭୁବନେଶ୍ୱର,୧୭ା୧୧(ବ୍ୟୁରୋ): କନ୍ଧମାଳ ଜିଲା ବାଲିଗୁଡା ଥାନା ଅଞ୍ଚଳରୁ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ(ଏସ୍ଟିଏଫ୍) ୧୧ କେଜି ଓଜନର ଏକ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କରିଛି। ଏସ୍ଟିଏଫ୍ ଘଟଣାରେ ସମ୍ପୃକ୍ତ ୨ ଚାଲାଣକାରୀଙ୍କୁ ଗିରଫ କରିଛି। ସେମାନେ ହେଲେ କନ୍ଧମାଳ ଜିଲା ବାଲିଗୁଡା…

