Home Left

କୋପା ଆମେରିକା ଫୁଟ୍‌ବଲ: ବ୍ରାଜିଲ- ଆର୍ଜେଣ୍ଟିନା ଫାଇନାଲ

ରିଓ ଡି ଜେନିରୋ,୧୦।୭: କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ଦୁଇ ହେଭିଓ୍ବେଟ ଦଳ ନେମାରଙ୍କ ବ୍ରାଜିଲ ଓ ଲିଓନେଲ ମେସିଙ୍କ ଆର୍ଜେଣ୍ଟିନା ଟାଇଟଲ ଲଢେଇରେ ଅବତୀର୍ଣ୍ଣ ହେବେ। ଶନିବାର ସ୍ଥାନୀୟ ଐତିହାସିକ ମାରାକାନା ଷ୍ଟାଡିୟମରେ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଟୁର୍ନାମେଣ୍ଟରେ ଗତଥରର…

୬ ଜିଲାରେ ନୂଆ ଏସ୍‌ପି

ଭୁବନେଶ୍ୱର,୧୦ା୭(ବ୍ୟୁରୋ): ରାଜ୍ୟ ସରକାର ଆଇପିଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ୮ ଜଣଙ୍କ ବଦଳି ଓ ନୂଆ ଦାୟିତ୍ୱ ନେଇ ଶୁକ୍ରବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କେନ୍ଦ୍ରୀୟ ଡେପୁଟେଶନରେ ଥିବା ୧୯୯୮ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ଏସ୍‌.…

ଶୋଇଥିଲେ ବୃଦ୍ଧା, ମାଙ୍କଡ଼ ପାଖକୁ ଆସି କଲା ଏପରି

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

ଏମିତି ଦେଶ, ଯେଉଁଠି ଏକା ସମୟରେ ଖରା ସାଙ୍ଗକୁ ହୁଏ ବର୍ଷା

ଜୁନ୍‌-ଜୁଲାଇରେ ଅନେକ ଥଣ୍ଡା ଦେଶରେ ମଧ୍ୟ ପ୍ରବଳ ଉତ୍ତାପ ହୋଇଥିବା ରେକର୍ଡ ରହିଛି। କାନାଡା କଥା ଯଦି କହିବା ତେବେ ଏଠାରେ ତାପମାତ୍ରା ୫୦ ଡିଗ୍ରୀରେ ପହଞ୍ଚିଛି। କେବଳ ଏତିକି ନୁହେଁ, ଏଠାରେ ଅତ୍ୟଧିକ ତାପମାତ୍ରା ଯୋଗୁ ଅନେକ ଲୋକ ପ୍ରାଣ…

ଧୋନୀ ନ ଖେଳିଲେ, ମୁଁ ଖେଳିବି ନାହିଁ

ଚେନ୍ନାଇ,୯।୭: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ଆଗାମୀ ସଂସ୍କରଣରେ ମହେନ୍ଦ୍ର ସିଂ ଧୋନୀ ନ ଖେଳିଲେ ମୁଁ ବି ଖେଳିବି ନାହିଁ। ଏଭଳି ବୟାନ ଦେଇଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ତଥା ଭେଟେରାନ ସିଏସ୍‌କେ ବ୍ୟାଟ୍ସମ୍ୟାନ ସୁରେଶ ରାଇନା। ଚେନ୍ନାଇ ଫ୍ରାଞ୍ଚାଇଜ…

ରଜନୀକାନ୍ତଙ୍କୁ କପି କରି କରୁଥିଲେ ଷ୍ଟଣ୍ଟ, ହେଲେ ସାମାନ୍ୟ ଚେୟାରେ ଅଟିକିଗଲା ଗୋଡ଼; ଆଉ ତା’ ପରେ…

ସୁପରଷ୍ଟାର ରଜନୀକାନ୍ତଙ୍କ ଅନୁସରଣ କରୁଥିବା ପ୍ରଶଂସକ କେତେ ତାହା ସମସ୍ତେ ଜାଣନ୍ତି । ଅନେକ ସମୟରେ ତାଙ୍କ ପ୍ରଶଂସକ ତାଙ୍କୁ କପି କରିଥାନ୍ତି। ନିକଟରେ ଏଭଳି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯେଉଁଠାରେ ଜଣେ ବ୍ୟକ୍ତି ରଜନୀକାନ୍ତଙ୍କ…

ଯୁବକଙ୍କୁ ପିଟି ପିଟି ହତ୍ୟା, ଭିଡିଓ ଭାଇରାଲ

ରାଉରକେଲା ଅଫିସ୍‌,୯।୭: ରାଉରକେଲା ଷ୍ଟିଲ ପ୍ଲାଣ୍ଟ (ଆର୍‌ଏସ୍‌ପି) ପରିସରରେ ଜଣେ ଯୁବକଙ୍କୁ ପିଟି ପିଟି ହତ୍ୟା କରିଦିଆଯାଇଥିବା ଭିଡିଓ ଭାଇରାଲ ହୋଇଛି। ମୃତକ ହେଲେ ଲାଠିକଟା ଅଞ୍ଚଳର ମୂଳବାସିନ୍ଦା ତଥା ରାଉରକେଲା ସହର ଉପକଣ୍ଠ ଦେଓଗାଁରେ ରହୁଥିବା ସଚିନ ଗୋପେ(୩୦)। ଏହି…

୧୩ରୁ ଆରମ୍ଭ ହେବ ନାହିଁ ଭାରତ-ଶ୍ରୀଲଙ୍କା ସିରିଜ୍‌

କଲମ୍ବୋ,୯।୭: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବାକୁ ଥିବା ଦିନିକିଆ ସିରିଜ୍‌ର କାର୍ଯ୍ୟସୂଚୀରେ ପରିବର୍ତ୍ତନ ହେବ। ଆୟୋଜକ ଦଳର ଡାଟା ଆନାଲିଷ୍ଟ ଜି ଟି ନିରୋଶାନ ଓ ବ୍ୟାଟିଂ କୋଚ୍‌ ଗ୍ରାଣ୍ଟ ଫ୍ଲାଓ୍ବାର କରୋନା ସଂକ୍ରମିତ ହେବା ପରେ ଶ୍ରୀଲଙ୍କା ବୋର୍ଡ…

ମହାପ୍ରଭୁଙ୍କ ନବଯୌବନ ଦର୍ଶନ: ବଡ଼ଦାଣ୍ଡରେ ମୁଣ୍ଡିଆ ମାରିଲେ ଶ୍ରଦ୍ଧାଳୁ

ପୁରୀ ଅଫିସ,୯।୭: ୧୫ ଦିନିଆ ଅଣସର ସରିବା ପରେ ଶୁକ୍ରବାର ମହାପ୍ରଭୁ ନବଯୌବନ ଦର୍ଶନ ଦେଇଛନ୍ତି। ଖଡ଼ିଲାଗି ଓ ବନକଲାଗି ନୀତି ପରେ ନୂଆ ରୂପରେ ଚମକିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ତେବେ କରୋନା କଟକଣା ଯୋଗୁୁ ଶ୍ରଦ୍ଧାଳୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନରୁ…

ମା’ଙ୍କ ଚିତାନିଆଁରେ ଚିକେନ୍‌ ରୋଷେଇ କଲା ପୁଅ

ମା’ଙ୍କୁ ହତ୍ୟା କରି ଅଗଣାରେ ଜାଳିଦେଲେ ମୃତଦେହ। ଏତିକିରେ ବୁଝିଲା ନାହିଁ ପୁଅର ରାଗ। ମା’ଙ୍କ ଚିତାନିଆଁରେ ଚିକେନ ରୋଷେଇ କରି ଖାଇଲେ। ଏଭଳି ଛାତି ଥରାଇ ଦେବା ଭଳି ଘଟଣା ସାମ୍ନାକୁ ଆସିଛି ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଜିଲାର ଜୋଜୋଗୁଟୁ…

କଦଳୀ ବୋଝେଇ ଟ୍ରକ୍‌ରେ ଚାଲାଣ ହେଉଥିଲା କୋଟିଏ ଟଙ୍କାର ଗଞ୍ଜେଇ

ସୁନାବେଡ଼ା,୯।୭: ସୁନାବେଡ଼ା ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ଗଞ୍ଜେଇ ଜବତ କରିଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧କୋଟି ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ପୋଲିସ ସୂଚନା ଦେଇଛି। ଏହି ଘଟଣାରେ ପୋଲିସ ଝାଡ଼ଖଣ୍ଡ ବୋକାରୋ ଅଞ୍ଚଳର ରମନ କୁମାର ରାଉତ…

ଅସୁସ୍ଥତା ଦର୍ଶାଇ କୋର୍ଟରେ ଅନୁପସ୍ଥିତ ରହୁଥିବା ପ୍ରଜ୍ଞାଙ୍କ ଡ୍ୟାନ୍ସ ଭିଡିଓ ଭାଇରାଲ

ଭୋପାଳ,୯।୭: ମାଲେଗାଓଁ ବିସ୍ଫୋରଣ ମାମଲାରେ ଅସୁସ୍ଥତା ଦର୍ଶାଇ କୋର୍ଟରେ ଶୁଣାଣି ବେଳେ ଅନୁପସ୍ଥିତ ରହୁଥିବା ଭାଜପା ଏମ୍‌ପି ପ୍ରଜ୍ଞା ଠାକୁର ନାଚୁଥିବା ଭିଡିଓ ଭାଇରାଲ ହୋଇଛି। ଅତ୍ୟନ୍ତ ଗରିବ ପରିବାରର ଯୁବତୀ ପାଇଁ ଭୋପାଳ ବାସଭବନରେ ଭାଜପା ଏମ୍‌ପି ଆୟୋଜନ କରିଥିଲେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri