Home Left

ଘରେ ନିଆଁ,ବାହାରେ ଜଗିଥିଲା ହାତୀ

ବାରିପଦା ଅଫିସ/ବୈଶିଙ୍ଗା,୯ା୭(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଅଧୀନ ଫୁଲଝରୀ ଗ୍ରାମରେ ଶିମିଳିପାଳରୁ ଆସିଥିବା ଦନ୍ତା ଉତ୍ପାତରେ ଗୋଟିଏ ପରିବାର ସର୍ବସ୍ବାନ୍ତ ହୋଇଛନ୍ତି। ହାତୀ ଯୋଗୁ ନିଆଁ ଲାଗି ତାଙ୍କର ୨ ବଖରା ଘର ସମ୍ପୂର୍ଣ୍ଣ ଜଳିଯାଇଛି। ଘରେ ନିଆଁ ଜଳୁଥିବା…

କେନ୍ଦ୍ର ସରକାରଙ୍କୁ ଝଟ୍‌କା

କୋଚି,୯।୭: ନୂଆ ସୂଚନା ଓ ପ୍ରଯୁକ୍ତିବିଦ୍ୟା (ଆଇଟି) ଆଇନକୁ କେରଳ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲା ଖବର ପ୍ରସାରଣକାରୀ ସଂଘ (ଏନ୍‌ବିଏ)। ଏହି ଆବେଦନର ଶୁଣାଣି କରି ଆଇଟି ଆଇନ କାର୍ଯ୍ୟକାରୀ ନ କଲେ ଏନ୍‌ବିଏ ଉପରେ ବର୍ତ୍ତମାନ କୌଣସି କାର୍ଯ୍ୟାନୁଷ୍ଠାନ ନ…

ଦୁର୍ଘଟଣାରେ ଚାଲିଗଲା ବାପାଙ୍କ ଜୀବନ, ଗୁରୁତର ପୁଅ ମେଡିକାଲରେ

ଫୁଲବାଣୀ ଅଫିସ, ୯।୭: ଫୁଲବାଣୀ ସଦର ଥାନା ବ୍ରହ୍ମପୁର ଜାତୀୟ ରାଜପଥର ତିଲକପଡା ଛକରେ ଏକ ଟ୍ରାକ୍ଟର ସହ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାଇକ୍‌ ଚଳାଉଥିବା ବାପାଙ୍କ ମୃତ୍ୟୁ ଘଟିଥିବା ବେଳେ ପୁଅ ଗୁରୁତର ହୋଇଛନ୍ତି। ମୃତକ ହେଲେ…

ମଦ ବିକି ଗିରଫ ହେଲେ ମଦବିରୋଧୀ ଆନ୍ଦୋଳନର ନେତା

ଭଦ୍ରକ ଅଫିସ,୯।୭: ମଦବିରୋଧୀ ଆନ୍ଦୋଳନରେ ସେ ନେତା ସାଜିଥିଲେ। ହେଲେ ମଦକୁ ବିରୋଧ କରୁଥିବା ସମ୍ପୃକ୍ତ ଯୁବକ ମଦ ବେପାର କରୁଥିବା ବେଳେ ପୋଲିସ ଦ୍ୱାରା ଗିରଫ ହୋଇଛନ୍ତି। ଯାହାକି ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ସୂଚନା ଅନୁଯାୟୀ, ଭଦ୍ରକ ଜିଲା…

ସପା କର୍ମୀଙ୍କ ଶାଢ଼ୀ ଟଣା ଭିଡିଓ ଭାଇରାଲ ପରେ ଆକ୍‌ଶନ ମୋଡ଼ରେ ଯୋଗୀ

ଲକ୍ଷ୍ନୌ,୯।୭: ଲଖିିମପୁର ଖେରି ଜିଲାରେ ସମାଜବାଦୀ ପାର୍ଟି (ସପା)ର ମହିଳା କର୍ମୀଙ୍କ ଶାଢ଼ୀ ଟାଣିବା ଘଟଣାର ଭିଡିଓ ଭାଇରାଲ ହେବା ପରେ ଆକଶନ ମୋଡ଼କୁ ଆସିଛନ୍ତି ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ଜିଲାର ଜଣେ ସର୍କଲ ଅଫିସର, ଦୁଇ ଇନ୍ସପେକ୍ଟର…

‘ଟି୨୦ ବିଶ୍ୱକପ୍‌ରେ କୋହଲି ଓପନିଂ କଲେ, ୩ୟ କ୍ରମରେ ଖେଳିପାରିବେ ଏହି ବ୍ୟାଟ୍ସମ୍ୟାନ’

ମୁମ୍ବାଇ,୯।୭: ଆଗାମୀ ଟି୨୦ ବିଶ୍ୱକପ୍‌ରେ ରୋହିତ ଶର୍ମାଙ୍କ ସହ ଭାରତୀୟ ଅଧିନାୟକ ବିରାଟ କୋହଲି ଓପନିଂ କରିବାର ବିଶେଷ ସମ୍ଭାବନା ଅଛି। ଏଭଳି ହେଲେ ୩ୟ କ୍ରମରେ କିଏ ବ୍ୟାଟିଂ କରିବ? ପୂର୍ବତନ ଭାରତୀୟ କ୍ରିକେଟର ତଥା ଭାଷ୍ୟକାର ସଞ୍ଜୟ ମାଞ୍ଜରେକରଙ୍କ…

ଲଞ୍ଚ ହେଲା କରିନାଙ୍କ ପୁସ୍ତକ

ମୁମ୍ବାଇ: ବଲିଉଡ୍‌ର ଆଗ ଧାଡିର ନାୟିକା କରିନା କପୁର ଖାଁ ଯେକି ଦୁଇଟି ସନ୍ତାନର ଜନନୀ ଶେଷରେ ଶୁକ୍ରବାର ସେ ତାଙ୍କର ପୁସ୍ତକ ‘ପ୍ରେଗନାନ୍ସି ବାଇବଲ’ ଲଞ୍ଚ କରିଛନ୍ତି । ପୂର୍ବରୁ କରିନା ଘୋଷଣା କରିଥିଲେ କି ୨୦୨୦ରେ ସେ ତାଙ୍କ…

ପୁଣିଥରେ ରାଜକୁମାର ରାଓଙ୍କ ସହ ନଜର ଆସିବେ ସାନ୍ୟା

ମୁମ୍ବାଇ: ବଲିଉଡ୍‌ର ମିଷ୍ଟର ପରଫେକ୍ସନିଷ୍ଟ ଆମିର ଖାଁଙ୍କ ମୁଭି ଦଙ୍ଗଲ ମାଧ୍ୟମରେ ଫିଲ୍ମ ଦୁନିଆରେ ଡେବ୍ୟୁ କରିଥିବା ସାନ୍ୟା ମାଲହୋତ୍ରା ପୁଣିଥରେ ରାଜକୁମାର ରାଓଙ୍କ ସହ ବଡ ପରଦାରେ ନଜର ଆସିବେ । ଏହି ଖବର ଅବଶ୍ୟ ସାନ୍ୟାଙ୍କ ପାଇଁ ବଡ…

ଭାରତ-ଶ୍ରୀଲଙ୍କା ସିରିଜ୍‌ ଉପରେ କଳା ବାଦଲ

କଲମ୍ବୋ,୯।୭: ଆସନ୍ତା ୧୩ ତାରିଖରୁ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଆରମ୍ଭ ହେବାକୁ ଥିବା ଦିନିକିଆ ଓ ଟି୨୦ ସିରିଜ୍‌କୁ ଘେରି ଦେଇଛି କଳା ବାଦଲ। ଘରୋଇ ଦଳର ବ୍ୟାଟିଂ କୋଚ୍‌ ଗ୍ରାଣ୍ଟ ଫ୍ଲାଓ୍ବରଙ୍କ ପରେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି…

ଗର୍ଭବତୀମାନେ ଟିକା ନେବା ଜରୁରୀ

ନୂଆଦିଲ୍ଲୀ,୯ ।୭: ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛି କି ଦେଶରେ କୋଭିଡ-୧୯ର ୮୦ ପ୍ରତିଶତ ମାମଲା ୧୫ ରାଜ୍ୟ କେନ୍ଦ୍ର ଶାସିତ ଅଞ୍ଚଳର ୯୦ ଜିଲାରୁ ଆସିଛି । ଯାହା ଏହି ଅଞ୍ଚଳ ଉପରେ ନଜର…

ଡ୍ରୋନ ଉଡାଇବା ଉପରେ କଟକଣା ଲଗାଇଲା ନୌସେନା

ନୂଆଦିଲ୍ଲୀ,୯ ।୭: ନୌସେନା ଏହାର ବେସ୍‌, ନୌସେନା ୟୁନିଟ ଓ ଏହାର ଆଖପାଖର ୩ କିଲୋମିଟର ମଧ୍ୟରେ ଡ୍ରୋନ୍ ଉଡାଇବା ଉପରେ ପ୍ରତିବନ୍ଧକ ଲଗାଇଛି । ସତର୍କତାମୂଳକ ଭାବେ ଏହି ନିଷ୍ପତ୍ତି ନିଆଯାଇଛି । ଗୁରୁବାର ପ୍ରତିରକ୍ଷା ପ୍ରବକ୍ତା କହିଛନ୍ତି, ନୌସେନା…

ଓହ୍ଲାଇବା ସମୟରେ ଦୁର୍ଘଟଣାର ଶିକାର ହେଲା ହଟ୍ ଏୟାର ବେଲୁନ୍‌: ୧୧ ଆହତ

ୱେଲିଂଟନ,୯ ।୭: ନ୍ୟୁଜିଲାଣ୍ଡରେ ଶୁକ୍ରବାର ଏକ ହଟ୍ ଏୟାର୍ ବେଲୁନ ଓହ୍ଲାଇବା ସମୟରେ ଦୁର୍ଘଟଣାର ଶିକାର ହୋଇଛି । ଏଥିରେ ଥିବା ୧୧ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ରହିଛି ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri