ଖୋଲିଲା ସାଓ୍ବଂଲିଆ ସେଠ୍ ମନ୍ଦିରର ଭଣ୍ଡାର: ୧୦ଦିନରେ ଦାନ କରାଯାଇଛି ୩ କୋଟିରୁ ଊର୍ଦ୍ଧ୍ୱ
ଚିତ୍ତରଗଡ଼,୯।୭: ରାଜସ୍ଥାନର ଚିତ୍ତରଗଡ଼ ଜିଲାରେ ଥିବା ମଓ୍ବୋରର ପ୍ରସିଦ୍ଧ କୃଷ୍ଣ ଧାମ ସାଓ୍ବଂଲିଆ ଜି ମନ୍ଦିରର ଭଣ୍ଡାର ଖୋଲାଯାଇଛି। କରୋନା କାଳ ପରେ ଖୋଲାଯାଇଥିବା ଏହି ଭଣ୍ଡାରରୁ ୩କୋଟିରୁ ଅଧିକ ଦାନ ଅର୍ଥ ବାହାରିଛି। ସବୁଠାରୁ ବଡ଼ କଥା ହେଲା ୩ମାସର…
ଖେଳ ମଝିରେ ଇରଫାନ୍ଙ୍କୁ ଅପହରଣ କରିନେବାର ଧମକ ଦେଇଥିଲେ ଏହି ପାକିସ୍ତାନୀ ବୋଲର୍; ଧୋନୀ ସହ ମିଶି ଏପରି ଜବାବ…
ନୂଆଦିଲ୍ଲୀ,୯।୭: ଭାରତ-ପାକିସ୍ତାନ କ୍ରିକେଟ ଟିମ୍ ମଧ୍ୟରେ ଯେତେବେଳେ ବି କୌଣସି ମୁକାବିଲା ହୋଇଥାଏ ତାହା ରୋମାଞ୍ଚକର ହୋଇଥାଏ। ଉଭୟ ଦେଶର ପ୍ରଶଂସକଙ୍କ ମଧ୍ୟରେ ଏକପ୍ରକାର ପ୍ରତିନ୍ଦ୍ୱନ୍ଦିତା ଦେଖିବାକୁ ମିଳିଥାଏ। ମଇଦାନରେ ଖେଳୁଥିବା ଖେଳାଳିଙ୍କ ଉପରେ ବି ଏହାର ପ୍ରଭାବ ପଡେ। ସେମାନଙ୍କ…
ସରଜୁ ନଦୀରେ ବୁଡିଗଲେ ଗୋଟିଏ ପରିବାରର ୧୨ଜଣ
ଅଯୋଧ୍ୟା,୯ ।୭: ଅଯୋଧ୍ୟାର ଗୁପ୍ତାର ଘାଟରେ ଗୋଟିଏ ପରିବାରର ୧୨ ଜଣ ସଦସ୍ୟ ନଦୀରେ ବୁଡିଯିବା ଜଣାପଡିଛି । ଏମାନେ ସରଜୁ ନଦୀକୁ ସ୍ନାନ କରିବାକୁ ଯାଇଥିବା ବେଳେ ଏଭଳି ଦୁର୍ଘଟଣା ଘଟିଥିବା କୁହାଯାଉଛି । ପୋଲିସ ଓ ଉଦ୍ଧାରକରୀ ଦଳ…
ଷ୍ଟେଜ୍ ଉପରେ କନ୍ୟାଙ୍କୁ ବରମାଳା ପିନ୍ଧାଇବା ବେଳେ ପହଞ୍ଚିଲେ ମା’, ଚପଲ କାଢ଼ି ପୁଅଙ୍କୁ ସେକିଲେ; କାରଣ ଜାଣିଲେ ହେବେ…
ନୂଆଦିଲ୍ଲୀ: ପ୍ରତ୍ୟେକ ବ୍ୟକ୍ତିର ଜୀବନରେ ବିବାହ ସମୟ ବହୁତ ଖାସ୍ ହୋଇଥାଏ। ଏହି ଦିନଟି ପାଇଁ ଅନେକ କିଛି ଭାବିଥାନ୍ତି ସେ। ହେଲେ ମା’ଙ୍କୁ ପସନ୍ଦ ନ ଥିବା ସତ୍ତ୍ୱେ ବିବାହ କରିବା ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ବିବାହ ଦିନ…
କାର ଭିତରୁ ୩୬ କେଜି ୫ଶହ ଗ୍ରାମ ଗଞ୍ଜେଇ ଜବତ: ୨ ଗିରଫ
ଖୋର୍ଦ୍ଧା ଅଫିସ,୯।୭: ଖୋର୍ଦ୍ଧା ଜିଲା ଟାଉନ ପୋଲିସ ମୁକୁନ୍ଦପ୍ରସାଦ ଜଟଣୀ ବାଇପାସ ନିକଟରୁ ଗୁରୁବାର ରାତିରେ ଏକ କାର ଭିତରୁ ୩୬କେଜି ୫୦୦ଗ୍ରାମ ଗଞ୍ଜେଇ ଜବତ କରିଛି। ଏହାସହ ୨ଜଣଙ୍କୁ ଗିରଫ କରାଯାଇଛି। କାର ସହ ୨ଟି ଦାମୀ ମୋବାଇଲ ଜବତ…
ପଦ ସମ୍ଭାଳିବା ପୂର୍ବରୁ ରବିଶଙ୍କରଙ୍କୁ ଭେଟିଲେ ନୂଆ ଆଇନ ମନ୍ତ୍ରୀ
ନୂଆଦିଲ୍ଲୀ,୯।୭: ନୂତନ ପଦ ସମ୍ଭାଳିବା ପୂର୍ବରୁ କେନ୍ଦ୍ରମନ୍ତ୍ରୀ କିରନ ରିଜିଜୁ ଶୁକ୍ରବାର ପୂର୍ବତନ ଆଇନ ମନ୍ତ୍ରୀ ରବି ଶଙ୍କର ପ୍ରସାଦଙ୍କୁ ଭେଟିଛନ୍ତି। ରବି ଶଙ୍କର ପ୍ରସାଦଙ୍କ ସ୍ଥାନରେ ବର୍ତ୍ତମାନ କିରନ ରିଜିଜୁ ନୂଆ ଆଇନ ଓ ନ୍ୟାୟ ମନ୍ତ୍ରୀ ଭାବେ ନିଯୁକ୍ତ…
ସାମ୍ନାକୁ ଆସିଲା କରିନା-ସୈଫଙ୍କ ସାନ ପୁଅଙ୍କ ନାମ; ଜାଣନ୍ତୁ କ’ଣ ରହିଲା…
ବମ୍ବେ: ସାମ୍ନାକୁ ଆସିଲା ଅଭିନେତ୍ରୀ କରିନା କପୁର-ଅଭିନେତା ସୈଫ ଅଲ୍ଲୀ ଖାନ୍ଙ୍କ ଦ୍ୱିତୀୟ ପୁଅଙ୍କ ନାମ। ପୂର୍ବରୁ ବଡ଼ ପୁଅଙ୍କ ନାମକୁ ତୈମୁର ରଖିବାକୁ ନେଇ ସମାଲୋଚନାର ଶିକାର ହୋଇଥିଲେ କରିନା। ଏବେ ସେ ସାନ ପୁଅଙ୍କ ନାମ ‘ଜେହ୍’ରଖିଥିବା ଜଣାପଡ଼ିଛି।…
କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ: ୪୦ରୁ ଊର୍ଦ୍ଧ୍ୱ ମୃତ
ଢାକା,୯ ।୭: ବାଂଲାଦେଶର ରାଜଧାନୀ ଢାକାରେ ଥିବା ଏକ ଫ୍ୟାକ୍ଟ୍ରିରେ ନିଆ ଲାଗିଯିବା ଫଳରେ ୪୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହାସହ ୫୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ରୁପଗଞ୍ଜରେ ଥିବା ଏହି କାରକଖାନାରେ…
ବିନା ମାସ୍କରେ ଧରାପଡ଼ିଲେ ୫ହଜାର ଜରିମାନା ନଚେତ୍ ୮ଦିନ ଜେଲ୍
କୁଲୁ,୯।୭: କରୋନା ଲକ୍ଡାଉନ କଟକଣା କୋହଳ ହେବା ପରେ ହିମାଚଳ ପ୍ରଦେଶରେ ପର୍ଯ୍ୟଟକଙ୍କ ଭିଡ଼ ଜମିବାରେ ଲାଗିଛି। ଯାହା କରୋନା ସଂକ୍ରମଣ ବ୍ୟାପିବା ଭୟକୁ ଆହୁରି ଦ୍ୱିଗୁଣିତ କରିଦେଇଛି। ପର୍ଯ୍ୟଟକଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ସ୍ଥାନୀୟ ପ୍ରଶାସନ ପକ୍ଷରୁ କଡ଼ା…
କରୋନାର ‘ତୃତୀୟ ଲହର’କୁ ନେଇ ମନ୍ଥନ: ମୋଦିଙ୍କ ଉଚ୍ଚ ସ୍ତରୀୟ ବୈଠକ
ନୂଆଦିଲ୍ଲୀ,୯ ।୭: ସାରା ଦେଶରେ ଚିକିତ୍ସା ପାଇଁ ଉଦ୍ଦିଷ୍ଟ ଅମ୍ଳଜାନର ଯୋଗାଣ ଓ ଉପଲବ୍ଧତା ବୃଦ୍ଧି କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଏକ ଉଚ୍ଚ ସ୍ତରୀୟ ବୈଠକରେ ଆଲୋଚନା କରିଥିବା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ(ପିଏମ୍ଓ) ପକ୍ଷରୁ ସୂଚନା ଦିଆଯାଇଛି । ଉକ୍ତ…
କୋଭିଡ ପ୍ରୋଟୋକଲ୍ ମଧ୍ୟରେ ଚାଲିବ ମୌସୁମୀ ଅଧିବେଶନ
ନୂଆଦିଲ୍ଲୀ,୯।୭: କରୋନା କାଳ ମଧ୍ୟରେ ସଂସଦର ମୌସୁମୀ ଅଧିବେଶନଳ ଜୁଲାଇ ୧୯ରୁ ଆରମ୍ଭ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ପରେ ଏହା ପ୍ରଥମ ସଂସଦ ଅଧିବେଶନ ଅନୁଷ୍ଠିତ ହେବାକୁ ଯାଉଛି। ସଂସଦ ଅଧିବେଶନରେ ସରକାରଙ୍କ ପକ୍ଷକୁ ମଜଭୂତ କରିବା…
ଛତ୍ରପୁର ବ୍ଲକ ଘେରିଲା ଭାଜପା
ଛତ୍ରପୁର,୯।୭(ଡି.ଏନ୍.ଏ.): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦୁର୍ନୀତି ଅଭିଯୋଗ କରି ଭାଜପା ପକ୍ଷରୁ ଶୁକ୍ରବାର ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଘେରାଉ କରାଯାଇଛି। ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରଶାନ୍ତ କୁମାର କରଙ୍କ ନେତୃତ୍ୱରେ ଏହି ଘେରାଉ ହୋଇଛି। ଏହା ସହ ଏହାର ତଦନ୍ତ…
Archives


