Home Left

ସମବାୟ କର୍ମଚାରୀଙ୍କ କଲମ ଛାଡ଼ ଆନ୍ଦୋଳନ

ରାଜନଗର, ୧୮।୧୧(ଡି.ଏନ.ଏ.): ୫ଦଫା ଦାବି ନେଇ ରାଜନଗରବ୍ଲକର ୧୪ଟି ପ୍ରାଥମିକ କୃଷି ସେବା ସମବାୟ ସମିତିର ସମ୍ପାଦକ ଓ କର୍ମଚାରୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଗତ ୧୪ ତାରିଖରୁ ସମବାୟ କର୍ମଚାରୀମାନେ କଲମଛାଡ ଆନ୍ଦୋଳନ କରୁଥିବାରୁ ସମସ୍ତ କାର୍ଯ୍ୟ ବନ୍ଦ ରହିଛି। ମୁଖ୍ୟକାର୍ଯ୍ୟନିର୍ବାହୀ…

ଦ୍ୱୀପରେ ୫ କୋଟି ନରଭକ୍ଷୀ କଙ୍କଡ଼ା

ମେଲବୋର୍ନ: ଅଷ୍ଟ୍ରେଲିଆର ଖ୍ରୀଷ୍ଟମାସ୍‌ ଦ୍ୱୀପରେ ୫ କୋଟିରୁ ଅଧିକ ଲାଲ ରଙ୍ଗର ନରଭକ୍ଷୀ କଙ୍କଡ଼ା ଜମା ହୋଇଛନ୍ତି। କଙ୍କଡ଼ା ବ୍ରିଜ ପାର୍‌ ହୋଇ ରାସ୍ତାକୁ ପଳାଇ ଆସିଛନ୍ତି। ଏହାକୁ ନେଇ ଅଷ୍ଟ୍ରେଲିଆରେ ଥିବା ପର୍ଯ୍ୟଟକମାନେ ଆତଙ୍କିତ ହୋଇପଡ଼ିଛନ୍ତି। ଏହି କଙ୍କଡ଼ା ପ୍ରତିବର୍ଷ…

ନିର୍ବାହୀ ଅଧିକାରୀଙ୍କୁ ତାଲା

ରାଜନଗର,୧୮।୧୧(ଡି.ଏନ.ଏ.): ପଞ୍ଚାୟତ ନିର୍ବାଚନ ପୂର୍ବରୁ ଭୋଟର ତାଲିକା ସଂଶୋଧନ ଓ ନୂତନ ଭୋଟରଙ୍କୁ ସାମିଲ ନିମନ୍ତେ ପ୍ରକ୍ରିୟା ଆରମ୍ଭ ହୋଇଛି। ପଞ୍ଚାୟତସ୍ତରରେ ଭୋଟର ତାଲିକା ପ୍ରକାଶ କରାଯିବା ସହ ପଞ୍ଚାୟତ ନିର୍ବାହୀ ଅଧିକାରୀ ଓ ବ୍ଲକର କର୍ମଚାରୀମାନେ ପଞ୍ଚାୟତସ୍ତରରେ ଉପସ୍ଥିତ ରହି…

ଜଙ୍ଗଲ ଜମିରୁ ଗଛ କାଟିବା ମହଙ୍ଗା ପଡ଼ିଲା

କେନ୍ଦ୍ରାପଡ଼ା ଅଫିସ, ୧୮।୧୧: କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ମଣିକୁଣ୍ଡାଠାରେ ନିର୍ମାଣାଧୀନ ପାନୀୟ ଜଳ ପ୍ରକଳ୍ପରେ ଏକ ବଡଧରଣର ପରିବର୍ତ୍ତନ ହେବାକୁ ଯାଉଛି। ପ୍ରକଳ୍ପ ସ୍ଥାନ ଜଙ୍ଗଲ କିସମ ଦର୍ଶାଇ ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ (ଏନ୍‌ଜିଟି)ରେ ହୋଇଥିବା ମାମଲା ପରେ ଏହି…

୫୦ ବର୍ଷ ପରେ ବି ରହିବେ ଫିଟ୍‌

ଯେକୌଣସି ରୋଗକୁ ରୋକିବାରେ ବ୍ୟାୟାମ ସହାୟକ ହୋଇଥାଏ। ପିଲାଠୁ ବଡ଼ଯାଏ ବ୍ୟାୟାମ ସମସ୍ତଙ୍କ ପାଇଁ ଜରୁରୀ। ୫୦ ବର୍ଷ ପରେ ଶାରୀରିକ ଭାବରେ ସକ୍ରିୟ ହେବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହା ଆପଣଙ୍କୁ ଉଭୟ ଶାରୀରିକ ଏବଂ ମାନସିକ ସ୍ତରରେ ଫିଟ୍‌ ରଖେ।…

ବନ୍ଦ ରହିବ ଆଖଣ୍ଡଳମଣି ମନ୍ଦିର

ଆରଡ଼ି, ୧୮।୧୧ (ଡି.ଏନ.ଏ.): ପ୍ରସିଦ୍ଧ ଶୈବପୀଠ ଭଦ୍ରକ ଜିଲାର ଆରଡ଼ିରେ କୋଭିଡ୍‌ କଟକଣା ଯୋଗୁ ଆସନ୍ତା ଶୁକ୍ରବାର କାର୍ତ୍ତିକ ପୂର୍ଣ୍ଣିମାରେ ଆଖଣ୍ଡଳମଣି ମନ୍ଦିର ବନ୍ଦ ରହିବ। ଶ୍ରଦ୍ଧାଳୁମାନେ ଦିଅଁ ଦର୍ଶନ କରିପାରିବେ ନାହିଁ। ଏଥିସହ ପବିତ୍ର ଶିବଗଙ୍ଗା ପୁଷ୍କରିଣୀରେ ଭକ୍ତମାନଙ୍କ ଡଙ୍ଗା…

ସଫେଇ କର୍ମୀଙ୍କୁ ପକ୍କାଘର ଦେବ ବିଏମ୍‌ସି

ଭୁବନେଶ୍ୱର,୧୮।୧୧(ବ୍ୟୁରୋ): ସଫେଇକର୍ମୀଙ୍କୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ପକ୍କାଘର ମିଳିବ। ସେମାନେ ରହୁଥିବା ସ୍ଥାନକୁ ୨ ମାସ ଭିତରେ ରାସ୍ତା ଓ ଡ୍ରେନ୍‌ ନିର୍ମାଣ ହେବ। ସଫେଇ କର୍ମୀଙ୍କ ପିଲାଙ୍କୁ ଉନ୍ନତ ଶିକ୍ଷା ଯୋଗାଇବା ଲକ୍ଷ୍ୟରେ ନୂତନ ଅଙ୍ଗନଓ୍ବାଡ଼ି କେନ୍ଦ୍ର…

୧୮ରୁ ଆବେଦନ, ୨୪ରେ ମେରିଟ୍‌ ଲିଷ୍ଟ

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ଯୁକ୍ତ୨ ପ୍ରଥମ ବର୍ଷରେ ତୃତୀୟ ପର୍ଯ୍ୟାୟ ନାମଲେଖା ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟର ଉଚ୍ଚ ମାଧ୍ୟମିକ ସ୍କୁଲରେ ଖାଲି ପଡ଼ିଥିବା ସିଟ୍‌ରେ ଏହି ନାମଲେଖା ହେବ। ଏଥିପାଇଁ ଆସନ୍ତା…

ନନ୍ଦନକାନନରେ ଶିଶୁ ରେଳଗାଡ଼ି ପୁଣି ଅଚଳ

ବାରଙ୍ଗ,୧୮।୧୧(ଡି.ଏନ୍‌.ଏ.): ନନ୍ଦନକାନନରେ ଥିବା ପ୍ରତୀକ୍ଷିତ ଶିଶୁ ରେଳଗାଡ଼ି(ଟୟ ଟ୍ରେନ୍‌)ର ବିବାଦ ଥମିବାର ନଁା ଧରୁନାହିଁ। ଶିଶୁ ରେଳଗାଡ଼ି ଚାଲିବାର ଦିନକ ପରେ ପୁଣି ଅଚଳ ହୋଇପଡ଼ିଛିି। ବୁଧବାର ଶିଶୁ ରେଳଗାଡ଼ିରେ ପର୍ଯ୍ୟଟକଙ୍କୁ ନେଇ ଫେରୁଥିବାବେଳେ ଚେନରେ ତ୍ରୁଟି ଦେଖାଯାଇଥିଲା। ଫଳରେ ଟ୍ରେନ୍‌…

ସଂସ୍କୃତି ସଚିବ ଦାୟିତ୍ୱ ନେଲେ ରଞ୍ଜନ ଦାସ

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ରାଜ୍ୟ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ ଭାବେ ବୁଧବାର ବିଭାଗର ନିର୍ଦ୍ଦେଶକ ତଥା ଅତିରିକ୍ତ ଶାସନ ସଚିବ ରଞ୍ଜନ କୁମାର ଦାସ ଅତିରିକ୍ତ ଦାୟିତ୍ୱ ନେଇଛନ୍ତି। ନିକଟରେ ସଂସ୍କୃତି ସଚିବ ଥିବା ଡ. ସୁରେଶ…

ମା’ଙ୍କୁ ନେଇ ଇମୋସନାଲ ପୋଷ୍ଟ କଲେ ଅକ୍ଷୟ କୁମାର

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ଫିଲ୍ମ ସହିତ ସୋସିଆଲ ମିଡିଆରେ ମଧ୍ୟ ଆକ୍ଟିଭ ରୁହନ୍ତି । ତାଙ୍କ ଅଭିନୟ ମାଧ୍ୟମରେ ଦର୍ଶକଙ୍କୁ ସେ ବାନ୍ଧି ରଖନ୍ତି। ନିକଟରେ ତାଙ୍କ ଅଭିନୀତ ଫିଲ୍ମ ‘ସୂର୍ଯବଂଶୀ’କୁ ବେଶ୍‌ ପ୍ରଶଂସା କରିଛନ୍ତି ଦର୍ଶକ। ସେ…

ନିଜ ସୁରକ୍ଷା କରିବେ ଗାଁ ଲୋକେ

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ରାଜ୍ୟକୁ ଅଧିକାଂଶ ସମୟରେ ପ୍ରାକୃତିକ ବିପର୍ଯ୍ୟୟର ଭୟ ଲାଗି ରହିଛି। ଅନେକ ସମୟରେ ବାତ୍ୟା, ବନ୍ୟା, ବଜ୍ରପାତ, ମରୁଡ଼ି ଭଳି ପ୍ରାକୃତିକ ବିପତ୍ତି ରାଜ୍ୟକୁ ଛାରଖାର କରିଦେଉଛି। ଲୋକମାନଙ୍କୁ ବିପର୍ଯ୍ୟୟ ସମୟରେ ବଞ୍ଚାଇବା ସରକାରଙ୍କ ପାଇଁ ସବୁଠାରୁ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?