Home Left

ସ୍ତ୍ରୀଙ୍କୁ ନିର୍ଯାତନା ଦେଇ ବିଲ୍ଡର ଗିରଫ

ଭୁବନେଶ୍ୱର,୯।୭(ବ୍ୟୁରୋ):ଯୌତୁକ ସାମଗ୍ରୀ ହାତେଇବା ପରେ ପ୍ରଥମ ସ୍ତ୍ରୀଙ୍କୁ ମାଡ଼ ମାରି ଘରୁ ତଡ଼ି ଦେଇଥିଲେ। ଏବେ ଦ୍ୱିତୀୟ ସ୍ତ୍ରୀ ଆଣିଛନ୍ତି ସମାନ ଅଭିଯୋଗ। ତାଙ୍କ ଅଭିଯୋଗ ଆଧାରରେ କ୍ୟାପିଟାଲ ଥାନା ପୋଲିସ ଗୁରୁବାର ଅଭିଯୁକ୍ତ ସ୍ବାମୀ ତଥା ବିଲ୍ଡର ସୂର୍ଯ୍ୟନଗରରେ ରହୁଥିବା…

ଚାଇଲ୍ଡ ଲାଇନ୍‌ର ତଦନ୍ତ, ବାପାଙ୍କ ବିରୋଧରେ ଏତଲା

ଭୁବନେଶ୍ୱର,୯।୭(ବ୍ୟୁରୋ):୭ ବର୍ଷର ଝିଅ ପ୍ରତି ବାପା ଓ ସାବତ ମା’ର ଅକଥନୀୟ ନିର୍ଯାତନା ଘଟଣାରେ ଚାଇଲ୍ଡ ଲାଇନ୍‌ ହସ୍ତକ୍ଷେପ କରିଛି। ଗୁରୁବାର ଚାଇଲ୍ଡ ଲାଇନ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। କ୍ୟାପିଟାଲ ହସ୍ପିଟାଲରେ ଥିବା ପୀଡିତା ଶିଶୁ ଓ ତାଙ୍କ ପରିବାର…

ବର୍ଷାଙ୍କ ବିରୋଧରେ ପୁଣି ଅଭିଯୋଗ

କଟକ ଅଫିସ, ୯ା୭:ପାରିବାରିକ ବିବାଦ ମାମଲାରେ କେନ୍ଦ୍ରାପଡା ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଗୁରୁବାର କଟକ ପୁରୀଘାଟ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ସେ ଅଭିଯୋଗପତ୍ରରେ ଦର୍ଶାଇଛନ୍ତି, ଅଭିନେତ୍ରୀ ତଥା ସ୍ତ୍ରୀ ବର୍ଷା ତାଙ୍କ ବିରୋଧରେ ଷଡଯନ୍ତ୍ର କରିବା ସହ ଘର…

ଧରାପଡ଼ିବା ଭୟରେ ପ୍ରେମିକଙ୍କୁ ବାକ୍ସରେ ଲୁଚାଇଲେ ପ୍ରେମିକା

ବାରିପଦା ଅଫିସ,୯ା୭:ମୟୂରଭଞ୍ଜ ଜିଲା ଶୁକୃଳି ବ୍ଲକ ଅଞ୍ଚଳର ଜଣେ ଯୁବତୀ ଧରାପଡ଼ିବା ଭୟରେ ନିଜ ପ୍ରେମିକଙ୍କୁ ବାକ୍ସରେ ଲୁଚାଇ ରଖିବା ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସୂଚନା ଅନୁଯାୟୀ, ଯୁବତୀ ଜଣକ…

ଧାର୍ଯ୍ୟ ସମୟରେ ନୀତିକାନ୍ତିକୁ ଗୁରୁତ୍ୱ

ପୁରୀ ଅଫିସ/ଭୁବନେଶ୍ୱର (ବ୍ୟୁରୋ), ୯।୭:ଶ୍ରୀକ୍ଷେତ୍ରର ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଥିବାବେଳେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଏ ନେଇ ସମୀକ୍ଷା କରିଛନ୍ତି। ଗତବର୍ଷ ବିନା ଭକ୍ତରେ ରଥଯାତ୍ରା ସୁରୁଖୁରୁରେ ସମ୍ପନ୍ନ ହୋଇଥିବାରୁ ମୁଖ୍ୟମନ୍ତ୍ରୀ…

୧୧ ଖଣି ପାଇଁ ଇ- ନିଲାମ ଆରମ୍ଭ

ଭୁବନେଶ୍ୱର,୯ା୭(ବ୍ୟୁରୋ):ରାଜ୍ୟ ସରକାର ଆଉ ୧୧ ଖଣିର ନିଲାମ ପାଇଁ ଟେଣ୍ଡର ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏଥିରେ ୭ଟି ଲୁହାପଥର, ୨ଟି ଲୁହାପଥର ଓ ମାଙ୍ଗାନିଜ, ଗୋଟିଏ ଲୁହାପଥର ଓ ଡୋଲୋମାଇଟ ଓ ଗୋଟିଏ ବକ୍ସାଇଟ୍‌ ଖଣି ରହିଛି। ୭ଟି ଲୁହାପଥର ଖଣି…

ଘର ନ କଲେ ପ୍ଲଟ୍‌ ରଦ୍ଦ ହେବ

ଭୁବନେଶ୍ୱର,୯ା୭(ବ୍ୟୁରୋ): ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ଠାରୁ ଦୀର୍ଘବର୍ଷ ହେଲା ଜାଗା ନେଇ ଘର କରି ନ ଥିବା ବ୍ୟକ୍ତିଙ୍କ ପ୍ଲଟ୍‌ ରଦ୍ଦ ହେବ। ଏ ନେଇ ପ୍ଲଟ୍‌ ନେଇଥିବା ବ୍ୟକ୍ତିଙ୍କୁ ସତର୍କ କରାଇଛି ବିଡିଏ। ଆସନ୍ତା ମାର୍ଚ୍ଚ ୩୧ ସୁଦ୍ଧା ଅନୁମୋଦିତ…

କୋଭିଡ୍‌ ପାଣ୍ଠି ଲାଗି ୨୩,୧୨୩ କୋଟି

ନୂଆଦିଲ୍ଲୀ, ୯।୭(ପି.ଟି.):କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ପରେ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ପ୍ରଥମ ବୈଠକରେ କୋଭିଡ୍‌ ପ୍ୟାକେଜ୍‌ ସମେତ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ମହାମାରୀ ମୁକାବିଲା ନିମନ୍ତେ ସ୍ବାସ୍ଥ୍ୟ ଭିତ୍ତିଭୂମିର ବିକାଶ ଲାଗି ୨୩,୧୧୨୩ କୋଟି ଟଙ୍କାର…

ହଠାତ୍‌ ଅଧିନାୟକ ହେବା ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ ଏହି ଗଲେ ଏହି କ୍ରିକେଟର୍‌

ଲଣ୍ଡନ,୮।୭: ପାକିସ୍ତାନ ବିପକ୍ଷ ଦିନିକିଆ ସିରିଜ ପାଇଁ ହଠାତ୍‌ ଇଂଲଣ୍ଡ ଅଧିନାୟକ ନିଯୁକ୍ତ ହେବାପରେ ବେନ ଷ୍ଟୋକ୍ସ ଆଶ୍ଚର୍ଯ୍ୟ ପ୍ରକଟ କରିଛନ୍ତି। ସେ କହିଛନ୍ତି ଯେ, ସବୁକିଛି ଏତେ ଶୀଘ୍ର ଘଟିଛି ଯେ, ନିଜ ପାଇଁ କେବଳ ତିନି ଦିନର ପୋଷାକ…

ମୋ ଯୋଗୁ ଦେଶ ବଦ୍‌ନାମ ହୋଇଛି, କ୍ଷମା ମାଗୁଛି: କାହିଁକି ଏମିତି କହିଲେ କ୍ରିକେଟର୍‌

ଇସଲାମାବାଦ୍‌,୮।୭: ପାକିସ୍ତାନୀ କ୍ରିକେଟର ଉମର ଅକମଲ ତାଙ୍କ ପରିବାର, ପ୍ରଶଂସକ ଏବଂ ପାକିସ୍ତାନୀ ଲୋକଙ୍କ ନିକଟରେ କ୍ଷମା ପ୍ରାର୍ଥନା କରିଛନ୍ତି। ଅକମଲ କ୍ୟାମେରା ସାମ୍ନାକୁ ଆସି ସ୍ବୀକାର କରିଛନ୍ତି ଯେ, ୨୦୨୦ରେ ସେ ଏକ ଭୁଲ କରିଛନ୍ତି, ଯେଉଁ କାରଣରୁ ତାଙ୍କ…

ଆମେ ଆନ୍ଧ୍ରରେ ମିଶିବୁ

ପଟ୍ଟାଙ୍ଗୀ,୮ା୭(ଡି.ଏନ.ଏ.): ଆମେ ଓଡ଼ିଶା ସରକାରଙ୍କ ଅଧୀନରେ ବସବାସ କରୁଥିଲେ ମଧ୍ୟ ସରକାରଙ୍କଠାରୁ କୌଣସି ସୁବିଧା ପାଉନାହୁଁ। ଗ୍ରାମକୁ ରାସ୍ତାଟିଏ ନାହିଁ। ପାନୀୟ ଜଳ, ଶିକ୍ଷା ଓ ସ୍ବାସ୍ଥ୍ୟସେବା ସୁବିଧା କିଛି ପାଉନାହୁଁ। ଆନ୍ଧ୍ରପ୍ରଦେଶ ସାଲୁର ବିଧାୟକ ରାଜନ ଦୋରାଙ୍କ ନିକଟରେ ଏଭଳି…

ଏଲ୍‌ଓସି ସୀମାରେ ଆତଙ୍କବାଦୀ ଆକ୍ରମଣ; ୨ ଯବାନ ଶହୀଦ

ଶ୍ରୀନଗର,୮ା୭- ଜମ୍ମୁ-କଶ୍ମୀର ଏଲ୍‌ଓସି ସୀମାରେ ଗୁରୁବାର ଭାରତୀୟ ସେନାର ଗୁଳିରେ ଦୁଇ ପାକିସ୍ତାନୀ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହି ଏନ୍‌କାଉଣ୍ଟରରେ ଦୁଇ ଯବାନ ଶହୀଦ ହୋଇଥିବା ସୂଚନା ଦେଇଛନ୍ତି ଜମ୍ମୁ-କଶ୍ମୀରର ପ୍ରତିରକ୍ଷା ମୁଖପାତ୍ର। ଗତ ଦୁଇ ଦିନ ମଧ୍ୟରେ ଏଲ୍‌ଓସିରେ ଏହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri