Home Left

ୟୁପି ନିର୍ବାଚନ: ସପା, ଭାଜପା କର୍ମୀ ମୁହାଁମୁହିଁ

ଲକ୍ଷ୍ନୌ,୮ ।୭: ଉତ୍ତର ପ୍ରଦେଶରେ ଗୁରୁବାର ୮୨୫ ପଞ୍ଚାୟତ ଅଧ୍ୟକ୍ଷ ପଦ ପାଇଁ ନାମାଙ୍କନ ପତ୍ର ଦାଖଲ କରାଯାଉଥିଲା । ଜିଲା ପଞ୍ଚାୟତ ନିର୍ବାଚନରେ ହୋଇଥିବା ଗଣ୍ଡଗୋଳ ପରେ ପୁଣିଥରେ ବ୍ଲକ ମୁଖ୍ୟ ପଦ ପାଇଁ ନାମାଙ୍କନ ପତ୍ର ଦାଖଲ ସମୟରେ…

ସକାଳୁ ଖାଲିପେଟରେ ପିଅନ୍ତୁ ତୁଳସୀ କାଢ଼ା; ଜାଣନ୍ତୁ କିଭଳି ପ୍ରସ୍ତୁତ କଲେ ମିଳିବ ଅଧିକ ଲାଭ

କରୋନା ସଂକ୍ରମଣ କମ୍‌ ହୋଇଥିଲେ ହେଁ ସମ୍ପୂର୍ଣ୍ଣ ଭାବେ ଏହି ମାରାତ୍ମକ ରୋଗ ଉପରେ ରୋକ୍‌ ଲଗାଯାଇପାରୁନାହିଁ। ରୋଗ ପ୍ରତିରୋଧକ ଶକ୍ତି କମ୍‌ ଥିବା ଲୋକଙ୍କୁ କରୋନା ସଂକ୍ରମଣ ହେବାର ସମ୍ଭାବନା ଅଧିକ ଥିବା ଡାକ୍ତର ଏବଂ ବିଶେଷଜ୍ଞମାନେ ମତ ରଖୁଛନ୍ତି।…

ଉତ୍ତରାଖଣ୍ଡ ସରକାରଙ୍କ ବଡ ଘୋଷଣା ୧୦୦ ୟୁନିଟ ପର୍ଯ୍ୟନ୍ତ ବିଜୁଳୀ ମାଗଣା!

ଡେରାଡୁନ,୮ ।୭: ଉତ୍ତରାଖଣ୍ଡ ସରକାରଙ୍କ ଶକ୍ତି ମନ୍ତ୍ରୀ ହରକ ସିଂ ରାୱତ ଶକ୍ତି ବିଭାଗର ପ୍ରଥମ ବୈଠକରେ ଏକ ବଡ ଘୋଷଣା କରିଛନ୍ତି । ଏଣିକି ରାଜ୍ୟରେ ଘରୋଇ ବିଜୁଳୀ ଉପଭୋକ୍ତା ପ୍ରତି ମାସରେ ୧୦୦ ୟୁନିଟ ବିଜୁଳୀ ମାଗଣା ଜାଲିବା…

ଏକଦା ଧୋନୀଙ୍କୁ ନେଇ ଅବାନ୍ତର ପ୍ରଶ୍ନ ପଚାରିଥିଲେ ମୁସାରଫ୍‌: ଏଭଳି ଜବାବ ଦେଇ ଚୁପ୍‌ କରାଇ ଦେଇଥିଲେ ଗାଙ୍ଗୁଲି

ନୂଆଦିଲ୍ଲୀ,୮।୭: ଭାରତ-ପାକିସ୍ତାନ ମଧ୍ୟରେ ମ୍ୟାଚ୍‌ ହେଲେ କ୍ରିକେଟ ପ୍ରେମୀଙ୍କ ଉତ୍କଣ୍ଠା ବଢ଼ିଯାଏ। ସେଭଳି ଜଣେ ହେଲେ ପାକିସ୍ତାନର ପୂର୍ବ ରାଷ୍ଟ୍ରପତି ପରଭେଜ ମୁସାରଫ। ଭାରତୀୟ କ୍ରିକେଟ ଟିମ୍‌ ପାକିସ୍ତାନ ଗସ୍ତ କରିବା ସମୟରେ ପୂର୍ବ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କ…

୪ ମାସ ହେଲା ଖେଳିନାହାନ୍ତି ଗୋଟିଏ ବି ମ୍ୟାଚ୍‌; ହେଲେ ଟି୨୦ ର଼୍ୟାଙ୍କିଂରେ ଗୋଟିଏ ପାହାଚ ଉପରକୁ ଚଢ଼ିଲେ ଏହି ଭାରତୀୟ ବ୍ୟାଟ୍ସମ୍ୟାନ୍‌; କୋହଲି…

ନୂଆଦିଲ୍ଲୀ,୮।୭: ନିକଟରେ ପ୍ରକାଶ ପାଇଥିବା ଆଇସିସି ଟି୨୦ ଅନ୍ତଃରାଷ୍ଟ୍ରୀୟ ର଼୍ୟାଙ୍କିଂରେ ଭାରତୀୟ ଅଧିନାୟକ ବିରାଟ କୋହଲି ନିଜର ପୂର୍ବସ୍ଥାନ ବଜାୟ ରଖିଛନ୍ତି। ସେହିଭଳି ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ କେ.ଏଲ୍‌. ରାହୁଲ ଗୋଟିଏ ପାହାଚ ଉପରକୁ ଉଠି ୬ଷ୍ଠ ସ୍ଥାନରେ ପହଞ୍ଚିଥିବା ଦେଖାଯାଇଛି। ହେଲେ…

ଭାରତୀୟ ସମ୍ପତ୍ତିକୁ ଜବତ କରିବା ଖବରକୁ ଖଣ୍ଡନ କଲେ ସରକାର, ଫ୍ରାନ୍ସ ଅଦାଲତରୁ ମିଳିନି କୌଣସି ନିର୍ଦ୍ଦେଶ

ନୂଆଦିଲ୍ଲୀ,୮ ।୭: ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଭାରତ ସହ ଟିକସ ବିବାଦରେ ଫ୍ରାନ୍ସ କୋର୍ଟ ବ୍ରିଟେନର କେର୍ନ ଏନର୍ଜି ସପକ୍ଷରେ ରାୟ ଦେଇଛନ୍ତି । ବ୍ରିଟେନର କେର୍ନ ଏନର୍ଜି ଫ୍ରାନ୍ସରେ ଅବସ୍ଥିତ ସରକାରୀ ସମ୍ପତ୍ତି ଜବତ କରିବା ପାଇଁ କୋର୍ଟରୁ ନିର୍ଦ୍ଦେଶ…

ଟୁଇଟରକୁ କଡ଼ା ଚେତାବନୀ ଦେଲେ ନୂଆ ଆଇଟି ମନ୍ତ୍ରୀ

ନୂଆଦିଲ୍ଲୀ,୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କ୍ୟାବିନେଟର ସମ୍ପ୍ରସାରଣ ପରେ ନୂତନ ମନ୍ତ୍ରୀମାନେ ଗୁରୁବାର ଦାୟିତ୍ୱ ଗ୍ରହଣ କରିବା ଆରମ୍ଭ କରିଛନ୍ତି। ଦେଶର ନୂତନ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଦାୟିତ୍ୱ ଗ୍ରହଣ କରିବା ମାତ୍ରେ ଟୁଇଟରକୁ କଡା…

ଆଈ ଦୁଃଖରେ ନ ରହିବା ପାଇଁ ନାତୁଣୀ ନେଲେ ଏମିତି ପଦକ୍ଷେପ, କାରଣ ଜାଣିଲେ….

ଚାଇନାର ଜଣେ ଯୁବତୀ ନିଜ ଆଈଙ୍କ ଭାବନାକୁ ନେଇ ଏତେ ସମ୍ବେଦନଶୀଳ ଯେ, ୧୩ ବର୍ଷ ପର୍ଯ୍ୟନ୍ତ ଜଣେ ମହିଳାଙ୍କୁ ମା’ କରି କିଣି ରଖିଥିଲେ। ସେ ଏଥିପାଇଁ ଏପରି କରିଥିଲେ କି ତାଙ୍କ ଆଈମା’ ନ ଜାଣନ୍ତୁ ଯେ ତାଙ୍କ…

ନୂଆ ମନ୍ତ୍ରୀଙ୍କ ପାଇଁ ‘ଲକ୍ଷ୍ମଣ ରେଖା’ ଟାଣିଲେ ମୋଦି

ନୂଆଦିଲ୍ଲୀ,୮ ।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟର ସମ୍ପ୍ରସାରଣ ବୁଧବାର ହୋଇଯାଇଛି । ଗୁରୁବାର ନୂଆ ବିଭାଗ ଦାୟିତ୍ୱ ନେଉଥିବା ମନ୍ତ୍ରୀଙ୍କ ପାଇଁ କିନ୍ତୁ ମୋଦି ଲକ୍ଷ୍ମଣ ରେଖା ଟାଣି ଦେଇଛନ୍ତି । ବୁଧବାର କ୍ୟାବିନେଟ ସମ୍ପ୍ରସାରଣ ପରେ ସମସ୍ତ ମନ୍ତ୍ରୀଙ୍କୁ…

କାହା ସହ ଟାଇମ୍‌ ପାସ୍‌ କରିବାକୁ ଚାହୁଁନାହିଁ, କହିଲେ ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ତାପସୀ ପନ୍ନୁ ନିକଟରେ ରିଲିଜ ହୋଇଥିବା ଫିଲ୍ମ ‘ହସିନ ଦିଲ୍‌ରୁବା’ ପାଇଁ ଚର୍ଚ୍ଚାରେ ଅଛନ୍ତି। ତାପସୀ ଏବେ ତାଙ୍କ ବିବାହ ଏବଂ ଜୀବନସାଥୀ ବିଷୟରେ ଖୁଲାସା କରିଛନ୍ତି। ମୁଁ ଏପରି ବ୍ୟକ୍ତିଙ୍କୁ ବିବାହ କରିବି ନାହିଁ, ଯାହାଙ୍କ ସହ…

ଭାଜପା ଭୁଲ ନ ସୁଧାରିଲେ ୨୦୨୨ରେ ଭୋଗିବାକୁ ପଡିବ ପରିଣତି

ଲକ୍ଷ୍ନୌ,୮ ।୭: ମୋଦି ସରକାରଙ୍କ କ୍ୟାବିନେଟର ସମ୍ପ୍ରସାରଣ ହୋଇସାରିଛି । ଏଥିରେ ଉତ୍ତର ପ୍ରଦେଶର ୭ଜଣ ଏମ୍‌ପିଙ୍କୁ ମନ୍ତ୍ରୀ ପଦ ମିଳିଛି । ହେଲେ ନିଷାଦ ଦଳର ଅଧ୍ୟକ୍ଷ ସଞ୍ଜୟ ନିଷାଦଙ୍କ ପୁଅ ତଥା ସନ୍ଥକବିରନଗରର ଏମ୍‌ପି ପ୍ରବିଣ ନିଷାଦଙ୍କୁ ମନ୍ତ୍ରୀପଦ…

ଜାତକରେ ମଙ୍ଗଳ ଦୋଷ ଅଛି କି? ବିବାହରେ ଉପୁଜିପାରେ ନାନାଦି ବାଧା; ଦୂର କରିବାର ଉପାୟ ଜାଣନ୍ତୁ…

ଜ୍ୟୋତିଷ ଶାସ୍ତ୍ରରେ ୯ ଗ୍ରହ ଏବଂ ୧୨ ରାଶିଙ୍କ ବିଷୟରେ ଅଧ୍ୟୟନ କରାଯାଇଥାଏ। ବ୍ୟକ୍ତିର ଜନ୍ମ ଏବଂ ସମୟ ଆଧାରରେ ତାର ରାଶି ନିର୍ଧାରିତ କରାଯାଏ। ଯଦି କୌଣସି ବ୍ୟକ୍ତିର କୁଣ୍ଡଳୀରେ ମଙ୍ଗଳ ଦୋଷ ରହିଥାଏ ତେବେ ତାଙ୍କର ବିବାହରେ ନାନାଦି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri